ବାଲିଗୁଡା ପଞ୍ଚାୟତ ସମିତିର ଚତୁର୍ଥ ସାଧାରଣ ବୈଠକ ଅନୁଷ୍ଠିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ସଭା ଗୃହ ପରିସରରେ ବିଡିଓ ଶଶାଙ୍କ ଶେଖର ପାତ୍ରଙ୍କ ସଭାପତିତ୍ୱରେ ବାଲିଗୁଡା ପଞ୍ଚାୟତ ସମିତିର ଚତୁର୍ଥ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏଥିରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲିକ, ବ୍ଲକ ଅଧ୍ୟକ୍ଷା ନିଶାବତୀ ମଲିକ, ଜିଲ୍ଲାପରିଷଦ

ଗଦ୍ରିଙ୍ଗିଆ ଘାଟିରେ ପେଟ୍ରୋଲ ଟ୍ରକ ଓଲଟିଲା : ଗାଈର ମୃତ୍ୟୁ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଗଦ୍ରିଙ୍ଗିଆ ଘାଟିର ଇପିଗୁଡା ଛକଠାରେ ବୁଧବାର ସନ୍ଧ୍ୟାରେ ଗୋଟିଏ ପେଟ୍ରୋଲ ଟ୍ରକ ଦୁର୍ଘଟଣା ଗ୍ରସ୍ତ ହୋଇଛି l ଯାହାଫଳର ଗୋଟିଏ ଗାଈର ମୃତ୍ୟୁ ହୋଇଯାଇଛି । ଘଟଣାରୁ ପ୍ରକାଶ ଯେ, ଗୋଟିଏ ଭାରତ ପେଟ୍ରୋଲ ଟ୍ରକ ନଂ ଓଡି-୦୪ଜି-୨୬୮୧

ରାଉରକେଲା ମହାନଗରରେ ‘ଗାଁ ଆମ୍ବ ପସରା’

ସୁନ୍ଦରଗଡ /ରାଉରକେଲା (୦୭/୦୬) : ରାଉରକେଲା ମହାନଗରବାସୀ ଚାଖିବେ ଗାଁ ଆମ୍ବର ସୁଆଦ। ଏଥିପାଇଁ ସ୍ଥାନୀୟ ରାଉରକେଲା ର ଆମ ବାଗାନ ଠାରେ ଖୋଲିଛି ‘ଗାଁ ଆମ୍ବ ପସରା’। ଜିଲ୍ଲାପ୍ରଶାସନ, ଓରମାସ ଓ ମିଶନ ଶକ୍ତିର ମିଳିତ ସହଯୋଗରେ ଏହା ଖୋଲାଯାଇଛି। ବୁଧବାର ଦିନ ଏହି ଷ୍ଟଲକୁ ଜିଲ୍ଲା ପରିଷଦ

ଯାଜପୁର ରୋଡ ଷ୍ଟେସନରେ କଟି ୬ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ୫ ଲକ୍ଷ ଟଙ୍କା ଅନୁକମ୍ପା ସହାୟତା…

ଭୁବନେଶ୍ବର: ଆଜି ଅପରାହ୍ନରେ ଯାଜପୁର ରୋଡ ଷ୍ଟେସନରେ ଟ୍ରେନରେ କଟି ୬ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପାଞ୍ଚ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ

ବରିଷ୍ଠ ପ୍ରଶାସନିକ ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ

ଭୁବନେଶ୍ବର: ରାଜ୍ୟ ସରକାର ବୁଧବାର ବରିଷ୍ଠ ପ୍ରଶାସନିକ ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କ୍ରାଇମ୍‌ବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରାଙ୍କୁ କ୍ୟାପିଟାଲ୍‌ ରିଜନ ଅର୍ବାନ୍‌ ଟ୍ରାନ୍ସପୋର୍ଟ (କ୍ରୁଟ୍‌)ର ପରିଚାଳନା

ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦା ମୂଳକ ଶିକ୍ଷା ପରୀକ୍ଷା ଫଳ

ଭୁବନେଶ୍ୱର : ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ଓ ଧନ୍ଦା ମୂଳକ ଶିକ୍ଷା ପରୀକ୍ଷା ଫଳ। ଅପରାହ୍ନ ୪ଟା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ରେଜଲ୍‌ଟ ପ୍ରକାଶ ପାଇବ। www.chseresults.nic.in ରେ ଛାତ୍ରଛାତ୍ରୀ ପରୀକ୍ଷା ଫଳ ଜାଣିପାରିବେ। ଏନେଇ ସୂଚନା ଦେଇଛନ୍ତି

ସହକାରୀ ଯନ୍ତ୍ରୀ ସଞ୍ଜୟ ବେହେରା ଗିରଫ

ସୁନ୍ଦରଗଡ଼ : ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ସଞ୍ଜୟ ବେହେରାଙ୍କୁ ଗିରଫ କରିଛି ଭିଜିଲାନ୍ସ। ସଞ୍ଜୟ ବେହେରା ତାଙ୍କ ଆୟଠାରୁ ୩୩୩% ଅଧିକ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତକାଲି ଭିଜିଲାନ୍ସ ପକ୍ଷରୁ ସଞ୍ଜୟ

ଜେଲ ଯାଇ ବି ମୋ ସ୍ବାମୀଙ୍କ ମନୋଭାବ ବଦଳିନାହିଁ, ସେଥିପାଇଁ ମୁଁ ଗର୍ବିତ; ସିସୋଦିଆଙ୍କ ପତ୍ନୀ

ନୂଆଦିଲ୍ଲୀ: ସ୍ତ୍ରୀଙ୍କ ଅସୁସ୍ଥତା ଦର୍ଶାଇ ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କ ୬ ସପ୍ତାହ ପାଇଁ ଅନ୍ତରୀଣ ଜାମିନ ଆବେଦନ ଖାରଜ କରିଥିଲେ ହାଇକୋର୍ଟ। ହେଲେ ତାଙ୍କୁ ପୁଲିସ କଷ୍ଟଡିରେ ରହି ପତ୍ନୀଙ୍କୁ ଭେଟିବାକୁ ଅନୁମତି ଦିଆଯାଇଥିଲା। ଏବେ ସିସୋଦିଆ ୧୦୩ଦିନ ପରେ ନିଜ

ଯାଜପୁରରୋଡରେ ମାଲବାହୀ ଟ୍ରେନ୍‌ ମାଡ଼ିଯିବାରୁ ୬ ଶ୍ରମିକ ମୃତ

ଯାଜପୁର: ବାହାନଗା ଟ୍ରେନ୍‌ ଦୁର୍ଘଟଣା ମନରୁ ଲିଭି ନଥିବା ବେଳେ ବୁଧବାର ଅପରାହ୍‌ଣରେ ରାଜ୍ୟରେ ପୁଣି ଏକ ଅଘଟଣ ଘଟିଛି। ଯାଜପୁର-କେନ୍ଦୁଝରରୋଡ ଷ୍ଟେସନ୍‌ରେ ଟ୍ରେନ୍‌ ମାଡ଼ିଯିବାରୁ ୬ ଜଣ ଲୋକଙ୍କର ମୃତ୍ୟୁ ହୋଇଛି। ଏହି ଅଘଟଣ ଯୋଗୁଁ ଅନ୍ୟ ୨ ଜଣ ଆହତ ହୋଇଥିବା ଜଣାପଡ଼ିଛି। ମୃତାହତଙ୍କ

ଏଏସିଏଫ୍ ମୌମ୍ୟରଂଜନ ମୃତ୍ୟୁ ମାମଲା: ହାଇକୋର୍ଟ ଗଲେ ପତ୍ନୀ ବିଦ୍ୟା ଓ ତତ୍‌କାଳୀନ ଡିଏଫଓ

ଭୁବନେଶ୍ୱର :ଏସିଏଫ ସୌମ୍ୟରଂଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେରେ ନିମ୍ନ ଅଦାଲତଙ୍କ ନିର୍ଦ୍ଦେଶକୁ ଚାଲେଞ୍ଜ କରି ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଓ ତତ୍କାଳୀନ ପାରଳାଖେମୁଣ୍ଡି ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଉଭୟ ହାଇକୋର୍ଟରେ ପୃଥକ ପୃଥକ