Sign in
Sign in
Recover your password.
A password will be e-mailed to you.
ମୋ ଘର ଯୋଜନାକୁ ସଫଳ କରିବା ନିମନ୍ତେ ବ୍ଲକସ୍ତରୀୟ ପ୍ରଶିକ୍ଷଣ ଓ ସଚେତନତା ବୈଠକ
ଫୁଲବାଣୀ : ଓଡ଼ିଶା ସରକାରଙ୍କ ତରଫରୁ ଗ୍ରାମାଞ୍ଚଳରେ ଗୃହ ସହାୟତା ନିମନ୍ତେ " ମୋ ଘର "ଯୋଜନାର ସଫଳ ରୂପୟନ ପାଇଁ ବାଲିଗୁଡ଼ା ବ୍ଲକ ଠାରେ ଏକ ସମ୍ମିଳନୀ ହୋଇଯାଇଛି । ବାଲିଗୁଡା ବିଡ଼ିଓ ଶଶାଙ୍କ ପାତ୍ର ଅଧ୍ୟକ୍ଷତାରେ ଏକ ପ୍ରଶିକ୍ଷଣ ଓ ସଚେତନତା ବୈଠକ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ!-->…
SCBରେ ତିନିଦିନ ପରେ ଏକାଠି ହେଲେ ନବ ଦମ୍ପତି
କଟକ :ଟ୍ରେନ୍ ଦୁର୍ଘଟଣାରେ ବିଛେଦ ପରେ ମିଳନ । ୫ ଦିନ ପରେ ଏକାଠି ହେଲେ ପଶ୍ଚିମବଙ୍ଗର ନବ ବିବାହିତା ଦମ୍ପତି । କରମଣ୍ଡଳ ଟ୍ରାଜେଡିର ୩ ଦିନ ପୂର୍ବରୁ ସେମାନଙ୍କର ହାତଗଣ୍ଠି ପଡ଼ିଥିଲା । ଗତ ୩୧ ତାରିଖରେ ଉଭୟଙ୍କ ବିବାହ ହୋଇଥିଲା । ୨ ତାରିଖରେ ଉଭୟ ଟ୍ରେନରେ ଚଢିଥିଲେ । ସେମାନେ ଜାଣି!-->…
ଜୁନ ୨୩ରେ ପାଟନାରେ ବିରୋଧୀଙ୍କ ମହାମେଳି
ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪କୁ ନେଇ ବିଜେପି ବିରୋଧରେ ସମସ୍ତ ରାଜନୈତିକ ଦଳର ପ୍ରସ୍ତାବିତ ବୈଠକ ପାଇଁ ନୂଆ ତାରିଖ ଧାର୍ଯ୍ୟ କରାଯାଇଛି। ଆସନ୍ତା ୨୩ ତାରିଖରେ ପାଟନାରେ ସମସ୍ତ ରାଜନୈତିକ ଦଳର ବୈଠକ ବସିବ। ଜେଡିୟୁ ରାଷ୍ଟ୍ରୀୟ ଅଧ୍ୟକ୍ଷ ଲଲନ ସିଂହ ଏହି ସୂଚନା ଦେଇଛନ୍ତି ।ପୂର୍ବରୁ!-->…
ଏସସିବି ମେଡିକାଲରେ ଦୁଇଦିନ ହେବ ସ୍ୱାମୀ ଗୋପାଳ ହେମ୍ବ୍ରମକୁ ଖୋଜୁଛନ୍ତି ପତ୍ନୀ ରୁପା
କଟକ: ଏସସିବି ମେଡିକାଲରେ ଦୁଇଦିନ ହେବ ସ୍ୱାମୀ ଗୋପାଳ ହେମ୍ବ୍ରମକୁ ଖୋଜୁଛନ୍ତି ପଶ୍ଚିମବଙ୍ଗର ରୁପା ହେମ୍ବ୍ରମ। ସାନ୍ତରାଗାଛି ଜଙ୍କସନରୁ ଚେନ୍ନାଇ ଯାତ୍ରା କରୁଥିବା ବେଳେ କରମଣ୍ଡଳ ଏକ୍ସପ୍ରେସ ବାହାନଗାଠାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣା ଖବର ପାଇ ସ୍ତ୍ରୀ ଓ!-->…
ବଢ଼ିଲା ଧାନର ଏମଏସ୍ପି
ନୂଆଦିଲ୍ଲୀ : ଖରିଫ ଫସଲ ପାଇଁ ଆଜି କେନ୍ଦ୍ର ସରକାର ଧାନ ସମେତ ବିଭିନ୍ନ ଖାଦ୍ୟ ଶସ୍ୟର ସର୍ବନିମ୍ନ ସହାୟକ ମୂଲ୍ୟ ବା ଏମଏସ୍ପି ବୃଦ୍ଧି କରିଛନ୍ତି। ଚାଷୀଙ୍କ ଆୟ ଓ ଚାଷର ବିକାଶ ପାଇଁ କେନ୍ଦ୍ର ସରକାର ଏପରି ନିଷ୍ପତ୍ତି ନେଇଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ!-->…
ଭେଣ୍ଡିଆ ପୁଅର ଶବ ନେବାକୁ ବିହାରରୁ ଦୌଡିଆସିଛି ବୁଢୀ ମା’
ଭୁବନେଶ୍ୱର: ମାଆଟି ଆଖିରେ ଆଖିଏ ଲୁହ । କେତେବେଳେ ସେ ଲୁହ ଆଖିରେ ଆଖିରେ ଶୁଖିଯାଉଛି ତ, ଆଉ କେତେବେଳେ ଅମାନିଆ ହୋଇ ବୋହି ଆସୁଛି ଗାଲ ପାଖକୁ । ଲୁହକୁ କାନିରେ ପୋଛି ଦେଇ ପୁଣି ଗାଲରେ ହାତଦେଇ କୋହ ଚାପି ବସି କଣ ସବୁ ଭାବୁଛି ମା’ଟି। ଏତିକି ବେଳେ ଜଣେ ଝିଅ ହାତରେ ବିସ୍କୁଟ ଆଉ!-->…
ରେଳ ଦୁର୍ଘଟଣା ମୃତାହତଙ୍କୁ ସହାୟତା, ସରକାରଙ୍କ ପକ୍ଷରୁ ୫ଲକ୍ଷ ଏବଂ ଜିଲ୍ଲା ରେଡକ୍ରସ ତରଫରୁ ୧୦ ହଜାର ପ୍ରଦାନ
ବାଲେଶ୍ୱର : ବାହାନଗା ରେଳ ଦୁର୍ଘଟଣାରେ ମୃତ ଓ ଆହତ ବ୍ୟକ୍ତିଙ୍କ ପରିବାର ଲୋକଙ୍କୁ ସହାୟତା। ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରାଯାଇଛି। ଦୁର୍ଘଟଣାରେ ବାଲେଶ୍ୱର ଜିଲ୍ଲାର ୧୪ଜଣଙ୍କ ମୃତ୍ୟୁ ହୋଇଛି।
ମୃତକଙ୍କ ପରିବାର ଓ!-->!-->!-->…
ସିସୋଦିଆଙ୍କ ପାଇଁ ସର୍ବସମ୍ମୁଖରେ କାନ୍ଦି ପକାଇଲେ କେଜ୍ରିୱାଲ
ନୂଆଦିଲ୍ଲୀ : ସର୍ବସମ୍ମୁଖରେ ଆଜି କାନ୍ଦି ପକାଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ। ସେ ଜେଲରେ ଥିବା ତାଙ୍କ ସହକର୍ମୀ ମନୀଷ ସିସୋଦିଆଙ୍କୁ ବହୁତ ମିସ କରୁଥିବା କଥା ମଧ୍ୟ କହିଛନ୍ତି। ଦିଲ୍ଲୀରେ ଗୋଟିଏ ନୂଆ ସ୍କୁଲ ଉଦଘାଟନ କରିବା ବେଳେ କେଜ୍ରିୱାଲ ସର୍ବସମ୍ମୁଖରେ!-->…
ଥାନାଧିକାରୀଙ୍କୁ ଗୋଡେଇ ଗୋଡେଇ ପିଟିଲେ ଗାଁ ଲୋକେ
ସୁବର୍ଣ୍ଣପୁର : ଦୁଇ ଭାଇଙ୍କ କଳିର ସମାଧାନ କରିବାକୁ ଯାଇ ପୋଲିସ ହଟହଟା । ସୁବର୍ଣ୍ଣପୁର ସୁବଳୟା ଥାନାର ଏଏସଆଇ ଗୌରହରି ମେହେରଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ ଗ୍ରାମବାସୀ । ଏହା ହେଉଛି ସୋମବାର ଦିନର ଘଟଣା । ତିଲେଇମାଲ ଗାଁର ରତ୍ନାକର ପଧାନ ଏବଂ ତାଙ୍କ ଭାଇ ସୁବାସ ପଧାନଙ୍କ ମଧ୍ୟରେ!-->…
ବାହାନଗା ଟ୍ରାଜେଡି: ବଞ୍ଚିଗଲେ ନେପାଳର ଯୁବକ, ୫ ଦିନ ପରେ ମିଳିଲା ପୁଅ
ବାଲେଶ୍ୱର : କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣା ନେଇଛି ଶତାଧିକ ଜୀବନ । ହଜାର ହଜାର ଯାତ୍ରୀ ଆହତ ହୋଇଛନ୍ତି । ବଡ଼ ଦୁର୍ଘଟଣାରୁ ବଞ୍ଚିଗଲେ ନେପାଳର ଯୁବକ । ଖୋଜି ଖୋଜି ୫ ଦିନ ପରେ ପୁଅ ପାଖରେ ପହଞ୍ଚିଛନ୍ତି ପରିବାର ଲୋକ । ପାଞ୍ଚ ଦିନ ହେବ ବାଲେଶ୍ୱରରୁ ଭୁବନେଶ୍ୱର ଯାଏ ୧୫ ବର୍ଷର!-->…