ବ୍ରହ୍ମପୁର ବୁଲ୍ସ ଟ୍ରଫି କ୍ରିକେଟ ଟୁର୍ଣ୍ଣାମେଣ୍ଟ : ସେମିଫାଇନାଲରେ ପ୍ରବେଶ କଲା ଆଲଫା ସ୍ପୋର୍ଟି କ୍ଲବ

ବ୍ରହ୍ମପୁର : ବ୍ରହ୍ମପୁର ସ୍ଥିତ ମହାତ୍ମା ଗାନ୍ଧୀ ଷ୍ଟାଡିୟମଠାରେ ଅନୁଷ୍ଠିତ ପ୍ରଥମ ବ୍ରହ୍ମପୁର ବୁଲ୍ସ ଟ୍ରଫି କ୍ରିକେଟ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିନରେ ଦୁଇଟି ରୋମାଞ୍ଚକର ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି। ଦ୍ୱିତୀୟ ମ୍ୟାଚରେ ଶୋଚନୀୟ ବିଜୟ ହାସଲ କରି ଆଲଫା ସ୍ପୋର୍ଟି କ୍ଲବ ସେମିଫାଇନାଲରେ

ରାଷ୍ଟୀୟ ସ୍ୱୟଂ ସେବକ ସଂଘ ତରଫରୁ ବୁଦ୍ଧିଜୀବୀ ସମ୍ମିଳନୀ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସଭାଗୃହ ଠାରେ ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ତରଫରୁ ଏକ ବୁଦ୍ଧିଜୀବୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ଗଞ୍ଜାମ ବିଭାଗ ସଂଘ ଚାଳକ ମୁଖ୍ୟ ଆଲୋଚକ ଭଗବାନ ତ୍ରିପାଠୀ, ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁଙ୍କ ସମାଗମ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲିର ରେଭିନ୍ୟୁ ବଙ୍ଗଳା ନିକଟରେ ଥିବା ଶନିଶ୍ଚର ମନ୍ଦିରର ୧୪ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ଏହି ବାର୍ଷିକ ଉତ୍ସବ ମନ୍ଦିର ପରିଚାଳନା କମିଟି ସଭାପତି ହରିହର ନାୟକ ଏବଂ ସମ୍ପାଦକ ରବିନାରାୟଣ ପାଣିଗ୍ରାହୀ

ସୁଧୀର ପାତ୍ର ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କୁ ନେଇ ସିନ୍ ରିକ୍ରିଏସନ କଲା ପୋଲିସ, ତଦନ୍ତର ଦକ୍ଷତା ଉପରେ ଉଠିଲା…

ବ୍ରହ୍ମପୁର : ଗୋପାଳପୁରର ଚର୍ଚ୍ଚିତ ଜମି ବ୍ୟବସାୟୀ ସୁଧୀର ପାତ୍ର ହତ୍ୟା ମାମଲାରେ ପୋଲିସ ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି। ଏହି ଘଟଣାରେ ଗିରଫ ହୋଇଥିବା ୫ ଜଣ ଅଭିଯୁକ୍ତଙ୍କୁ ପୋଲିସ ୩ ଦିନିଆ ରିମାଣ୍ଡରେ ନେଇ ପଚରାଉଚରା କରୁଥିବା ବେଳେ ଆଜି ହତ୍ୟାକାଣ୍ଡର ସିନ୍ ରିକ୍ରିଏସନ

ଟିଏମସି ପାଇଁ ପ୍ରଚାର କଲେ ଅରବିନ୍ଦ କେଜରିୱାଲ

ନୂଆଦିଲ୍ଲୀ: ଆପ ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲ ରବିବାର ପଶ୍ଚିମବଙ୍ଗର ବାଲିଗଞ୍ଜରେ ନିର୍ବାଚନ ରାଲିକୁ ସମ୍ବୋଧିତ କରି ତୃଣମୂଳ କଂଗ୍ରେସ ପାଇଁ ପ୍ରଚାର କରିଛନ୍ତି। କିଛି ନିର୍ଦ୍ଦିଷ୍ଟ ବିଧାନସଭାରେ ନିର୍ବାଚନ ସମୟରେ ସୁରକ୍ଷା ବାହିନୀ ମୁତୟନ ଉପରେ ପ୍ରଶ୍ନ ଉଠାଇ ଏହାକୁ

ପଞ୍ଜାବ ସରକାରଙ୍କ ସୁରକ୍ଷା ପ୍ରତ୍ୟାହାର ପରେ ହରଭଜନଙ୍କୁ ସିଆରପିଏଫ୍ ସୁରକ୍ଷା ପ୍ରଦାନ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ : କେନ୍ଦ୍ର ଗୃହମନ୍ତ୍ରଣାଳୟ ପୂର୍ବତନ କ୍ରିକେଟର ଓ ରାଜ୍ୟସଭା ସାଂସଦ ହରଭଜନ ସିଂହଙ୍କୁ ନେଇ ବଡ଼ ନିଷ୍ପତ୍ତି ନେଇଛନ୍ତି । ପଞ୍ଜାବ ସରକାରଙ୍କ ଦ୍ବାରା ସୁରକ୍ଷା ପ୍ରତ୍ୟାହାର କରାଯିବାର କିଛି ଘଣ୍ଟା ପରେ କେନ୍ଦ୍ର ସରକାର ହରଭଜନ ସିଂହଙ୍କୁ ସିଆରପିଏଫ୍ ସୁରକ୍ଷା ପ୍ରଦାନ

ବାଇକକୁ ୫ କିମି ଘୋଷାଡ଼ି ନେଲା ବସ୍, ୩ ସାଙ୍ଗ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ଭିଣ୍ଡ ଜିଲ୍ଲାର ଗୋପାଳପୁରା ଷ୍ଟେଟ ହାଇଓେ୍ବରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏଠାରେ ଏକ ଦ୍ରୁତଗାମୀ ବସ୍ ବାଇକରେ ଥିବା ୪ ସାଙ୍ଗକୁ ଚାପି ଦେଇଥିଲା । ଭୟଙ୍କର ସଡ଼କ ଦୁର୍ଘଟଣାରେ ୩ ଜଣ ଯୁବକଙ୍କ ଜୀବନ ଚାଲିଯାଇଥିଲା । ଜଣେ ଗୁରୁତର ଭାବେ ଆହତ ହୋଇ

ବିଜେପିରେ ମିଶିଲା ପରେ ହରଭଜନ ସିଂଙ୍କ Z+ ସୁରକ୍ଷା ହଟାଇଲେ ପଞ୍ଜାବ ସରକାର

ପଞ୍ଜାବ : ଆମ୍ ଆଦମୀ ପାର୍ଟି ଛାଡିବା ପରେ ରାଜ୍ୟସଭା ସାଂସଦ ହରଭଜନ ସିଂଙ୍କୁ ବଡ଼ ଝଟକା ଦେଇଛନ୍ତି ପଞ୍ଜାବ ସରକାର । ପଞ୍ଜାବ ସରକାର ହରଭଜନ ସିଂଙ୍କ Z+ ସୁରକ୍ଷାକୁ ହଟାଇ ଦେଇଛନ୍ତି । ହରଭଜନ ସିଂଙ୍କ ପିଏକୁ ତାଙ୍କ ସୁରକ୍ଷା ଫେରାଇ ନେବା ବିଷୟରେ ସୂଚନା ଦେଇଛନ୍ତି । ହରଭଜନ

ଉଡ଼ାଣ ଭରୁଥିବା ବେଳେ ବିମାନ ଇଂଜିନରେ ଲାଗିଲା ନିଆଁ, ୬ ଯାତ୍ରୀ ଆହତ

ନୂଆଦିଲ୍ଲୀ : ଦିଲ୍ଲୀ ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ ବିମାନବନ୍ଦରରେ ଟଳିଲା ବଡ଼ ବିମାନ ଦୁର୍ଘଟଣା । ସ୍ବିଜରଲାଣ୍ଡ ଜୁରିଚ୍ ଯିବାକୁ ଥିବା ସ୍ବିସ୍ ଏୟାରଲାଇନ୍ସର ବିମାନ ଉଡ଼ାଣ ଭରୁଥିବା ସମୟରେ ଇଂଜିନରେ ନିଆଁ ଲାଗିଯାଇଥିଲା । ବିମାନ ଇଂଜିନରେ ନିଆଁ ଲାଗିବା ଜାଣିବା ପରେ

ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ : ଟ୍ରମ୍ପଙ୍କ ଉପରେ ଗୁଳିମାଡ଼ ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ…

ନୂଆଦିଲ୍ଲୀ : ଟ୍ରମ୍ପଙ୍କ ଉପରେ ହୋଇଥିବା ଗୁଳିମାଡ଼ ଘଟଣାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୱାଶିଂଟନ୍ ଡିସିରେ ଘଟିଥିବା ଘଟଣାରେ ଡୋନାଲ୍ଡ ଟ୍ରମ୍ପ, ତାଙ୍କ ପତ୍ନୀ ଏବଂ ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ସୁରକ୍ଷିତ ଥିବା ଜାଣି ସେ ଆଶ୍ୱସ୍ତି ପ୍ରକାଶ