Sign in
Sign in
Recover your password.
A password will be e-mailed to you.
ମାଓବାଦୀଙ୍କୁ ଧରାନ୍ତୁ, ପୁରସ୍କାର ପାଆନ୍ତୁ : କନ୍ଧମାଳ ପୁଲିସ ଜାରି କଲା ପୋଷ୍ଟର
ବାଲିଗୁଡା, ତା, ୨୧/୧୨: କେନ୍ଦ୍ର ସରକାରଙ୍କ ଆହ୍ବାନକ୍ରମେ ୨୦୨୬ ସୁଦ୍ଧା ଦେଶକୁ ମାଓମୁକ୍ତ କରିବା ପାଇଁ ଅଭିଯାନକୁ ଜୋରଦାର କରାଯାଇଛି। ଏ ଦିଗରେ ତତ୍ପର ହୋଇଛି କନ୍ଧମାଳ ପୁଲିସ। କିଛି ଦିନ ତଳେ ବିଭିନ୍ନ ସ୍ଥାନରେ ପୋଷ୍ଟର ମାରି ମାଓବାଦୀଙ୍କୁ ସମାଜର ମୁଖ୍ୟସ୍ରୋତକୁ ଫେରି ଆସିବା ପାଇଁ!-->…
ସରୁ ନାହିଁ ପୂର୍ତ୍ତ ବଙ୍ଗଳା ମରାମତି କାମ, ପଦାଧିକାରୀଙ୍କୁ ମିଳୁ ନାହିଁ ବିଶ୍ରାମ ସ୍ଥଳୀ
ଲକ୍ଷ୍ମୀପୁର : କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ସଦର ମହକୁମାରେ ଥିବା ପୂର୍ତ୍ତ ବଙ୍ଗଳା କାର୍ଯ୍ୟ ଆରମ୍ଭ ହୋଇ ଆଜକୁ ୫ମାସ ହୋଇ ଗଲାଣି ଶେଷ ହୋଇ ପାରୁ ନାହିଁ । ମରାମତି ପାଇଁ ୩୫ ଲକ୍ଷ ଟଙ୍କା ଟେଣ୍ଡର ଆହ୍ବାନ କରାଯାଇ ଥିବା ସହ ସେପ୍ଟେମ୍ବର ମାସରେ କାର୍ଯ୍ୟାଦେଶ ଦିଆ ଯାଇ ଥିବା ନେଇ!-->!-->!-->…
ଘରେ ପଶି ନାବାଳିକାଙ୍କୁ ଅପହରଣ
ରେଢ଼ାଖୋଲ: ଘରୁ ନାବାଳିକଙ୍କୁ ଅପହରଣ । ଥାନାରେ ମାମଲା ରୁଜୁ । ରେଢ଼ାଖୋଲ ଥାନା ସାମସିଙ୍ଗା ଗାଁରେ ଘଟିଛି ଘଟଣା । ଘରେ ପରିବାର ଲୋକଙ୍କ ସହ ରାତିରେ ଖାଇ ପିଇ ଶୋଇଥିବା ବେଳେ କେହି ତାଙ୍କୁ ଅପରହଣ କରିନେଇଥିବା ଅଭିଯୋଗ କରିଛନ୍ତି ନାବାଳିକାଙ୍କ ପରିବାର ଲୋକ ।
!-->!-->!-->…
ବୀମା ଟଙ୍କା ପାଇଁ ବାପର ଜୀବନ ନେଇଗଲେ ୨ ପୁଅ
ତାମିଲନାଡୁ: ବୀମା ଟଙ୍କା ପାଇଁ ଷଡ଼ଯନ୍ତ୍ର । ବାପକୁ ଶେଷ କରିଦେଲେ ଦୁଇ ପୁଅ । ୩ କୋଟି ଟଙ୍କା ହାତେଇବା ପାଇଁ ପ୍ଲାନ୍ ଥିଲା । ଘଟଣାର ପର୍ଦ୍ଦାଫାସ କଲା ପୋଲିସ । ବୀମା ଟଙ୍କା ଲୋଭରେ ରକ୍ତ ସମ୍ପର୍କ ଭୁଲିଗଲେ ପୁଅ । ଯେଉଁ ବାପ କୋଳେଇ କାଖେଇ ବଡ଼ କରିଥିଲା ସେଇ ବାପାକୁ ମାରିଦେଲେ ।!-->…
ବଡମାସିଂ ଘାଟିରେ ପର୍ଯ୍ୟଟକଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ୧୫ ଗୁରୁତର
ଗଜପତି: ମହେନ୍ଦ୍ରଗିରିକୁ ଆସିଥିବା ପର୍ଯ୍ୟଟକଙ୍କ ଗାଡ଼ି ଗଜପତି ଜିଲ୍ଲା ରାୟଗଡ ବ୍ଲକ ବଡମାସିଂ ଘାଟିରେ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଫଳରେ ୧୫ରୁ ଅଧିକ ପର୍ଯ୍ୟଟକ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଏହି!-->…
ଚାକିରି ନାଁରେ ଠକେଇ, ଢ଼ାବା ମାଲିକ ଗିରଫ
ଦାରିଙ୍ଗିବାଡ଼ି : ଚାକିରି ନାଁରେ ଠକେଇ । କ.ନୂଆଗାଁ ଥାନା ଦାରିଙ୍ଗିବାଡ଼ି ଛକ ସ୍ଥିତ ଢ଼ାବା ମାଲିକକୁ ଗିରଫ କଲା ପୋଲିସ । ପୂର୍ତ୍ତ ବିଭାଗରେ ଡାଟା ଏଣ୍ଟ୍ରି ଅପେରେଟର ଚାକିରି କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗ । ଢ଼ାବା ଚଳାଉଥିବା ମାଲିକ ପ୍ରିୟ ରଞ୍ଜନ!-->…
ଦଳିଦେଲା ଦନ୍ତା, ଯୁବକ ମୃତ
ଝାରସୁଗୁଡ଼ା : ଦଳିଦେଲା ଦନ୍ତା, ଚାଲିଗଲା ଯୁବକଙ୍କ ଜୀବନ । ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଳକ ବିଜାପାଲିରେ ଏପରି ଅଘଟଣ ଘଟିଛି । ଯୁବକ ଜଣକ ଏକ ବଗିଚାରେ ବୁଲୁଥିବା ବେଳେ ଏକ ହାତୀ ତାଙ୍କୁ ଆକ୍ରମଣ କରିଥିଲା । ଫଳରେ ଘଟଣାସ୍ଥଳରେ ହିଁ ତାଙ୍କ ର ମୃତ୍ୟୁ ହୋଇଛି।
ଖବରପାଇ ଘଟଣାସ୍ଥଳରେ!-->!-->!-->…
ରେଂଜର ରାଜେନ୍ଦ୍ର ସାମନ୍ତରାୟ ଗିରଫ
ଜଗତସିଂହପୁର : କୋଟିପତି ରେଂଜର ରାଜେନ୍ଦ୍ର ସାମନ୍ତରାୟ ଗିରଫ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ଗତକାଲି ତାଙ୍କର ୪ଟି ଠିକଣାରେ ରେଡ୍ କରିଥିଲା ଭିଜିଲାନ୍ସ । ରେଡ୍ ବେଳେ ବାବୁଙ୍କର ଦୁଇଟି ବିଲ୍ଡିଂ, ୫ଟି ଦାମୀ ପ୍ଲଟ୍ ଠାବ ହୋଇଥିଲା । ୨୫୦ ଗ୍ରାମ ସୁନା,!-->…
ଧାନ କଟାକୁ ନେଇ ୨ ଗୋଷ୍ଠୀ ମୁହାଁମୁହିଁ, ବିଏନଏସ ୧୬୩ ଧାରା ଜାରି
ମହାକାଳପଡ଼ା : ସରକାରୀ ଜମିରେ ଧାନ କଟାକୁ ନେଇ ଗୋଷ୍ଠୀ ସଙ୍ଘର୍ଷ । ୨ ଗୋଷ୍ଠୀ ମଧ୍ୟରେ ଚାଲିଛି ମୁହାଁମୁହିଁ ପରିସ୍ଥିତି । ସ୍ଥିତିରେ ସୁଧାର ଆଣିବା ପାଇଁ ପ୍ରଶାସନ ପକ୍ଷରୁ ବିଏନଏସ ୧୬୩ ଧାରା ଜାରି କରାଯାଇଛି ।
କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ବ୍ଲକ ପେଟଛିଲା ଗାଁର କିଛି!-->!-->!-->…
ରାଜଧାନୀରେ ପୁଣି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ, ୨ ଗିରଫ
ଭୁବନେଶ୍ବର: ରାଜଧାନୀରେ ପୁଣି ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ । ସହିଦନଗର ଅଞ୍ଚଳର ଏକ ହୋଟେଲରେ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି । ଅଭିଯୋଗ ପରେ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଦୁଇ ଅଭିଯୁକ୍ତ ହେଲେ ଖୋର୍ଦ୍ଧା କେରଙ୍ଗ ଅଞ୍ଚଳର ଅକ୍ଷୟ ଦାସ ଓ!-->…