ଭକ୍ତଙ୍କୁ ଗଜବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ : ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ଶ୍ରୀମନ୍ଦିର ସ୍ନାନବେଦୀରେ ରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ସ୍ନାନଯାତ୍ରା। ରତ୍ନବେଦୀରୁ ସ୍ନାନବେଦୀକୁ ଆସି ସୁନା କୂଅର ୧୦୮ ସୁବାସିତ ଜଳରେ ସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଘଣ୍ଟଘଣ୍ଟା, ମୃଦଙ୍ଗ,

ଟ୍ରେନ ଦୁର୍ଘଟଣାରେ ପଶ୍ଚିମବଙ୍ଗର ୬୨ ଜଣଙ୍କ ମୃତ୍ୟୁ, ପୁଣି କେନ୍ଦ୍ରକୁ ଟାର୍ଗେଟ କଲେ ମମତା

କୋଲକାତା : ଓଡ଼ିଶାର ବାଲେଶ୍ୱର ଠାରେ ଘଟିଥିବା ଭୟଙ୍କର ରେଳ ଦୁର୍ଘଟଣାରେ ୨୭୫ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟର ଲୋକ ରହିଛନ୍ତି। ପଶ୍ଚିମବଙ୍ଗର ଶାଲିମାରରୁ ଚେନ୍ନାଇ ଯାଉଥିବା କରମଣ୍ଡଳ ଏକ୍ସପ୍ରେସ, ବେଙ୍ଗାଲୁରୁ-ହାୱାଡା ସୁପରଫାଷ୍ଟ ଏକ୍ସପ୍ରେସ ଓ ଗୋଟିଏ

କେନ୍ଦ୍ର-ରାଜ୍ୟ ସରକାରଙ୍କ ସମନ୍ବୟ ଯୋଗୁଁ ଲୋକଙ୍କ ଜୀବନ ବଞ୍ଚାଯାଇ ପାରିଛି: ମନସୁଖ ମାଣ୍ଡଭିୟ

କଟକ/ଭୁବନେଶ୍ୱର: ବାଲେଶ୍ୱର ଜିଲ୍ଲା ବାହାନଗା ନିକଟରେ ଗତ ୨ ତାରିଖ ସନ୍ଧ୍ୟା ସମୟରେ ଟ୍ରେନ ଦୁର୍ଘଟଣାରେ ଆହତମାନଙ୍କୁ ଆଜି ଅପରାହ୍ନରେ ତିନି କେନ୍ଦ୍ରମନ୍ତ୍ରୀ ଭେଟିଛନ୍ତି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟ, ଶିକ୍ଷା, ଦକ୍ଷତା, ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଇସ୍ତଫା ମାଗିଲେ ରାହୁଲ ଗାନ୍ଧି

ନୂଆଦିଲ୍ଲୀ : ବାଲେଶ୍ୱର ରେଳ ଦୁର୍ଘଟଣାରେ ୨୭୫ ଜଣ ଲୋକଙ୍କ ମୃତ୍ୟୁ ପାଇଁ ଦାୟୀ କିଏ ବୋଲି ପ୍ରଶ୍ନ କରିଛି କଂଗ୍ରେସ। ଏଥିସହ କଂଗ୍ରେସ ପକ୍ଷରୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଇସ୍ତଫା ମଗା ଯାଇଛି। ରେଳ ଦୁର୍ଘଟଣା ପରେ ଅଶ୍ୱିନୀ ବୈଷ୍ଣବ ନୈତିକତା ଦୃଷ୍ଟିରୁ ଇସ୍ତଫା ଦିଅନ୍ତୁ ନଚେତ

ଏମ୍ସରେ ଡାକ୍ତର ଟିମ୍ ସହିତ ଆଲୋଚନା କଲେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ମନସୁଖ ମାଣ୍ଡଭିୟ ଭୁବନେଶ୍ୱର ଏମ୍ସରେ ପହଞ୍ଚିବା ପରେ ଡାକ୍ତରମାନଙ୍କର ଏକ ବୈଠକ ନେଇଛନ୍ତି। ଏହାପରେ ସେ କହିଛନ୍ତି, ଦିଲ୍ଲୀର ୩ଟି ମେଡିକାଲରୁ ବିଶେଷଜ୍ଞ ଡାକ୍ତର ଟିମ୍ ଆସୁଛନ୍ତି।  ସେମାନେ  ଦିଲୀର ଏମ୍ସ, ରାମ ମନୋହର ଲୋହିଆ, ଲେଡି ହାର୍ଡିଁ

ଭୁଶୁଡ଼ି ପଡ଼ିଲା ନିର୍ମାଣାଧୀନ ବ୍ରିଜ୍‌

ପାଟନା : ଭୁଶୁଡ଼ିଲା ନିର୍ମାଣାଧୀନ ବ୍ରିଜ୍‌। କ୍ୟାମେରା କଏଦ ହୋଇଛି ବ୍ରିଜ୍‌ ଭୁଶୁଡ଼ିବା ବେଳର ଦୃଶ୍ୟ। ବିହାରାର ଭାଗଲପୁରରୁ ଏପରି ଘଟଣା ସାମ୍ନାକୁ ଆସିଛି। ବ୍ରିଜ୍‌ର ଦୁଇଟି ପାର୍ଶ୍ୱ କେମିତି ଭୁଶୁଡ଼ିବା ସହ ପାଣିରେ ମିଶି ଯାଉଛି, ତା’ର ଭିଡିଓ ଏବେ ସୋଶାଲ ମିଡିଆରେ ଭାଇରାଲ ହେବାରେ

ବାହାନଗା ଟ୍ରେନ ଦୁର୍ଘଟଣା: ଉଠାଗଲା ୨୧ଟି ବଗି, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ମରାମତି କାର୍ଯ୍ୟ

ବାଲେଶ୍ୱର: ବାହାନଗାରେ ଦୁର୍ଘଟଣାଗ୍ରସ୍ତ ରେଲେଓ୍ଵ ଲାଇନରେ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି ପୁନରୁଦ୍ଧାର କାମ । ଲାଇନଚ୍ୟୁତ ହୋଇଥିବା ୨୧ଟି ବଗିକୁ ହଟାଇ ଦିଆଯାଇଛି । ଟ୍ରାକ୍‌ ଏବଂ ଓଭରହେଡ୍‌ ଲାଇନ୍‌ ମରାମତି କାର୍ଯ୍ୟ ଚାଲିଛି। ଏହି ରୁଟରେ ରେଳ ଚଳାଚଳକୁ ପୁଣି ଥରେ ସ୍ୱାଭାବିକ

ବାଲେଶ୍ୱର ଟ୍ରେନ ଟ୍ରାଜେଡ଼ି: ସିବିଆଇ ତଦନ୍ତ ହେବ

ନୂଆଦିଲ୍ଲୀ : ବାଲେଶ୍ୱର ଜିଲ୍ଲା ବାହାନଗା ଟ୍ରେନ ଟ୍ରାଜେଡିର ସିବିଆଇ ତଦନ୍ତ ସୁପାରିସ। ରେଲୱେ ବୋର୍ଡ ପକ୍ଷରୁ ଏହି ସିବିଆଇ ତଦନ୍ତ ସୁପାରିସ କରାଯାଇଛି। କେଉଁ ପରିସ୍ଥିତିରେ ଘଟଣା ଘଟିଲା, କେଉଁମାନେ ଦାୟୀ ତାହାର ତଦନ୍ତ ହେବ। ଆଜି ସିବିଆଇ ତଦନ୍ତ ସୁପାରିସ ନେଇ ରେଳ ମନ୍ତ୍ରୀ ଅଶ୍ୱିନୀ

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ପୁରୀରୁ ଭୁବନେଶ୍ୱର, କଟକ ଓ କୋଲକାତାକୁ ମାଗଣା ବସ୍‌ ସେବା

ଭୁବନେଶ୍ୱର: କୋଲକାତାକୁ ମାଗଣା ବସ୍‌ ସେବା । ଦୁର୍ଘଟଣା ପରେ କୋଲକାତାକୁ ଟ୍ରେନ୍‌ ଚଳାଚଳ ବନ୍ଦ ରହିଛି । ଏହାକୁ ଦୃଷ୍ଟିରେ ରଖି ପୁରୀ, ଭୁବନେଶ୍ୱର ଓ କଟକରୁ କୋଲକାତାକୁ ମାଗଣା ବସ୍‌ ସେବା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଲୋକଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ଆଜିଠାରୁ ମାଗଣା

ଶ୍ରୀମନ୍ଦିରରେ ବଡ଼ ଅଘଟଣ: ସ୍ନାନ ମଣ୍ଡପରେ ରକ୍ତଛିଟା

ପୁରୀ : ଆଜି ଦେବସ୍ନାନ ପୂର୍ଣ୍ଣିମାରେ ପୁରୀ ଶ୍ରୀମନ୍ଦିରରେ ବଡ଼ ଅଘଟଣ ଘଟିଛି। ସ୍ନାନ ମଣ୍ଡପ ଚକଡ଼ାରେ ରକ୍ତ ଛିଟା ପଡ଼ିଥିବା ଜଣେ ଜେଟିପି ଦେଖିଥିଲେ। କୌଣସି ସେବାୟତଙ୍କ ଠାରୁ ଏହି ରକ୍ତ ଛିଟା ଲାଗିଥିବା ଆଶଙ୍କା କରାଯାଉଛି। ତେବେ ରକ୍ତ ଛିଟା ପଡ଼ିଥିବାରୁ ମହାପ୍ରଭୁ ପୁଣିଥରେ