Sign in
Sign in
Recover your password.
A password will be e-mailed to you.
ବାହାନଗାରେ ଟ୍ରେନ୍ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଘଟଣା ସ୍ଥଳକୁ ଗଲେ ରାଜସ୍ବ ମନ୍ତ୍ରୀ ଓ SRCଙ୍କ ସମେତ…
ଭୁବନେଶ୍ବର : ବାଲେଶ୍ବରରେ ବଡ଼ ଧରଣର ଟ୍ରେନ୍ ଦୁର୍ଘଟଣା। ଭୟଙ୍କର ଦୁର୍ଘଟଣାରେ ବହୁ ମୃତାହତ ହେବା ସହ ଅନେକ ଆହତ ହୋଇଥିବା ଜଣାପଡିଛି। ବାହାନଗା ଷ୍ଟେସନ୍ ନିକଟ ପଣପଣାଠାରେ କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଜି ଟ୍ରେନ୍ଟି ସାଲିମାରରୁ ଚେନ୍ନାଇ ଯାଉଥିଲା। ଏହି ସମୟରେ!-->…
କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣା: ଅନେକ ଯାତ୍ରୀ ମୃତାହତ ଆଶଙ୍କା; ଉଦ୍ଧାର କାର୍ଯ୍ୟ ଆରମ୍ଭ, ହେଲ୍ପଲାଇନ୍ ନମ୍ବର…
ଭୁବନେଶ୍ବର: ବାଲେଶ୍ବର ଜିଲ୍ଲା ବାହାନଗା ରେଳ ଷ୍ଟେସନ ନିକଟରେ ଆଜି ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ୍ ଟ୍ରେନ୍ (୧୨୮୪୧-ଅପ୍) ଦୁର୍ଘଟଣାରେ ଅନେକ ଯାତ୍ରୀ ମୃତାହତ ହୋଇଥିବା ସୂଚନା ରହିଛି। ଏହି ଦୁର୍ଘଟଣାରେ ଶତାଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକ ଗୁରୁତର!-->…
ଛତିଶଗଡ଼ ପାଣି ଛାଡ଼ିବା ଘଟଣା ଟ୍ରିବ୍ୟୁନାଲ ଜାଣିଛନ୍ତି ଓ ଦେଖିଛନ୍ତି, ଟ୍ରିବ୍ୟୁନାଲ ନିଷ୍ପତ୍ତି ନେବେ: ଜଳସମ୍ପଦ…
ଭୁବନେଶ୍ବର: ମହନଦୀ ଟ୍ରିବ୍ୟୁନାଲ ଟିମ ଆସି ରାଜ୍ୟର ୯ଟି ଜିଲ୍ଲା ବୁଲି ଅନୁଧ୍ୟାନ କରିଛନ୍ତି। ଉଭୟ ଓଡ଼ିଶା ଓ ଛତିଶଗଡ଼ ପକ୍ଷରୁ ଯାହା ପୂର୍ବ ନିର୍ଦ୍ଧାରିତ ଥିଲା, ତାହା ବୁଲି ଦେଖିଛନ୍ତି। ଟ୍ରିବ୍ୟୁନାଲ ଉଭୟ ପକ୍ଷଙ୍କୁ ପ୍ରଶ୍ନ ପଚାରିବାକୁ ସମୟ ଦେଇଛନ୍ତି। ଏବେ ଟ୍ରିବ୍ୟୁନାଲ ସାକ୍ଷୀ!-->…
ଦେବସ୍ନାନ ପୂର୍ଣ୍ଣିମା: ଆଜି ରାତି ୧୦ଟାରୁ ୧୬ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ
ପୁରୀ: ଦିନକ ପରେ (ରବିବାର) ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶ୍ରୀଜିଉଙ୍କ ଗଜବେଶ ଦର୍ଶନ କରିବା ପାଇଁ ଭକ୍ତଙ୍କ ମନେରେ ପ୍ରବଳ ଉତ୍ସାହ। ସେଥିପାଇଁ ଏବେ ରାଜ୍ୟ ଏବଂ ବାହାର ରାଜ୍ୟରୁ ଶ୍ରଦ୍ଧାଳୁମାନଙ୍କ ଆଗମନ ହେବାରେ ଲାଗିଛି। ପୁରୀରେ ଭକ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି।!-->…
ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା
ଭୁବନେଶ୍ବର: ଓଡ଼ିଶା ଆସିବେ ଅମିତ ଶାହ ଓ ଜେ. ପି. ନଡ୍ଡା । ଆସନ୍ତା ୧୭ ତାରିଖରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ୨୨ ତାରିଖରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଖୁବଶୀଘ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଆସିବା ନେଇ କାର୍ଯ୍ୟକ୍ରମ ଘୋଷଣା କରାଯିବ!-->…
ମିଶନ ଶକ୍ତି ସ୍କୁଟର ଯୋଜନାରେ SHG ସଦସ୍ୟାଙ୍କୁ ଋଣ ପ୍ରଦାନରେ ‘ମାର୍ଜିନ ମନି ଛାଡ଼ କର’: ମିଶନ ଶକ୍ତି ସଚିବ
ଭୁବନେଶ୍ୱର :ମିଶନ ଶକ୍ତି ସ୍କୁଟର ଯୋଜନାରେ SHG ସଦସ୍ୟାଙ୍କୁ ଋଣ ପ୍ରଦାନ ବେଳେ ମାର୍ଜିନ ମନି ଛାଡ଼ କର । SLBCର ୧୭୧ତମ ବୈଠକ ଅବସରରେ ବ୍ୟାଙ୍କ ଗୁଡ଼ିକୁ ଏଭଳି ଅନୁରୋଧ କରିଛନ୍ତି ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ । ସ୍କୁଟର ଋଣ ବେଳେ ବ୍ୟାଙ୍କଗୁଡ଼ିକ ମାର୍ଜିନ ମନି ବା!-->…
ଶାଢ଼ୀ ଭିତରେ ଜିନିଷ ପୁରାଇ ଖସି ପଳାଉଥିଲା ମହିଳା ଲୁଟେରା ଗ୍ୟାଙ୍ଗ, ମାଡ଼ି ବସିଲା ପୋଲିସ୍
ଭୁବନେଶ୍ୱର: ପୋଲିସ କବ୍ଜାରେ ମହିଳା ଲୁଟେରା ଗ୍ୟାଙ୍ଗ। ୱେଷ୍ଟ ବେଙ୍ଗଲର ଏହି ୯ ଜଣିଆ ଗ୍ୟାଙ୍ଗକୁ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ। ମଲକୁ ମଲ ବୁଲି ଲୁଟ୍ କରୁଥିଲେ ଲେଡି ଲୁଟେରା । ଆଖି ଆଗରେ ଯାହା ପଡୁଥିଲା, ଆଖି ପିଛୁଳାକେ କରି ଦେଉଥିଲେ ଗାଏବ। ପିନ୍ଧିଥିବା ଡ୍ରେସ ଭିତରେ!-->…
ମାଲକାନଗିରି ୪ ଓ ଗଞ୍ଜାମରେ ୨ ଜଣଙ୍କ ମୃତ୍ୟୁରେ ୪ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା
ଭୁବନେଶ୍ବର: ମାଲକାନଗିରିରେ ୪ ଓ ଗଂଜାମ ଆର୍ଯ୍ୟପଲୀରେ ୨ଜଣଙ୍କର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ ସହ ସହାୟତା ଘୋଷଣା କରିଛନ୍ତି। ୬ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ।
ସୂଚନାଯୋଗ୍ୟ, କାଳବୈଶାଖୀ!-->!-->!-->…
ବିଷାକ୍ତ ଫଳ ଖାଇ ୫ ଛାତ୍ର ଅସୁସ୍ଥ
ବାସୁଦେବପୁର : ବିଷାକ୍ତ ଫଳ ଖାଇ ୫ଜଣ ଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ୍ ଅନ୍ତର୍ଗତ ଚୂଡ଼ାମଣି ଅଞ୍ଚଳରେ ଏହି ଘଟଣା ଘଟିଛି। କଳାରଙ୍ଗର ଫଳ ଖାଇ ଅସୁସ୍ଥ ହୋଇ ପଡ଼ିବାରୁ ବାସୁଦେବପୁର ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି ।
ଗତକାଲି ସନ୍ଧ୍ୟା ସମୟରେ!-->!-->!-->…
ବିଚ୍ ରାସ୍ତାରେ ସେଲଫି ଦେଲେ ଧୋନି…
ନୂଆଦିଲ୍ଲୀ: ପ୍ରଶଂସକଙ୍କ ଇଚ୍ଛା ପୂରଣ କଲେ ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନି। ବିଚ୍ ରାସ୍ତାରେ ଦେଲେ ସେଲଫି। ଏ ସମୟର ଫଟୋ ଓ ଭିଡିଓ ଭାଇରାଲ ହେଉଥିବା ବେଲେ ଧୋନିଙ୍କ ଏଭଳି କାମ ପାଇଁ ତାଙ୍କୁ ପ୍ରଶଂସା କରାଯାଉଛି। ଭାରତୀୟ ଟିମର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କର!-->…