ବଳଙ୍ଗା ପୀଡ଼ିତାଙ୍କ ବୟାନ ରେକର୍ଡ ପାଇଁ ଦିଲ୍ଲୀ ଗଲେ ପୋଲିସ ଟିମ୍‌

ନିମାପଡା: ନିମାପଡା ଜିଲ୍ଲା ବଳଙ୍ଗାରେ ଯୁକ୍ତ ଦୁଇ ଛାତ୍ରୀଙ୍କୁ ନିଆଁ ଲଗଇ ପୋଡିଦେବା ମାମଲାରେ ସ୍ପେସିଆଲ ସ୍କ୍ବାଡ୍‌ର ୩ଟି ଟିମ ଓ ଗୁଇନ୍ଦା ବିଭାଗର ସ୍ୱତ୍ରନ୍ତ୍ର ଟିମ ତଦନ୍ତ କରୁଥିବାବେଳେ, ଏବେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍ ପହଞ୍ଚିଛନ୍ତି । ୨୦ରୁ ଅଧିକ ସନ୍ଦେହ ଥିବା ବ୍ୟକ୍ତି

ଗଞ୍ଜାମ ଜିଲ୍ଲା ରେ ଅପରାଧି ଗୋଷ୍ଠି ସକ୍ରିୟ : ପୋଲସରା ରେ ଜଣେ ପରିବା ଦୋକାନୀ କୁ ମରଣାନ୍ତକ ଆକ୍ରମଣ…

ଦିନକୁ ଦିନ ବିଗୁଡୁଛି ଆଇନ ଶୃଙ୍ଖଳା... ବ୍ରହ୍ମପୁର: ଅଶାନ୍ତ ଗଞ୍ଜାମ ଜିଲ୍ଲା ଦିନକୁ ଦିନ ବଢିଚାଲିଛି ଅରାଜକତା, ଆଇନ ଶୃଙ୍ଖଳା ସମ୍ପୂର୍ଣ ବିପର୍ଯ୍ୟସ୍ତ l ଏଠାରେ ସୂଚନା ଥାଉକି ପୋଲସରା ସହର ଗୋପବନ୍ଧୁ ହାଇସ୍କୁଲ ଛକ ନିକଟ ପରିବା ଦୋକାନ ରେ ବସିଥିବା ଦୋକାନୀ କୁ ଧାରୁଆ

କମ ଭକ୍ତ, ଅଧିକ ଗୁଣ୍ଡା: କାଉଡିଆଙ୍କୁ ନେଇ ବିବାଦୀୟ ବୟାନ ଦେଲେ ସପା ବିଧାୟକ

ନୂଆଦିଲ୍ଲୀ: ସମାଜବାଦୀ ପାର୍ଟିର ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ ଏବଂ ସମ୍ଭଲର ଏସପି ବିଧାୟକ ନବାବ ଇକବାଲ ମହମୁଦ କାଉଡିଆମାନଙ୍କ ବିଷୟରେ ଏକ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏସପି ବିଧାୟକ କହିଛନ୍ତି ଯେ କାଉଡିଆମାନଙ୍କ ମଧ୍ୟରେ ଶିବ ଭକ୍ତ କମ୍ ଏବଂ ଗୁଣ୍ଡା ଅଧିକ। ଏସପି ବିଧାୟକ

ପୁଣି ବ୍ରାହ୍ମଣୀ ନଦୀରେ ବୁଲିଲା କୁମ୍ଭୀର, ଖେଳ ପଡିଆରେ ବୁଲିଲା କୁମ୍ଭୀର

ପଟ୍ଟାମୁଣ୍ଡାଇ : ପୁଣି ବ୍ରାହ୍ମଣୀ ନଦୀରେ ବୁଲିଲା କୁମ୍ଭୀର। କେନ୍ଦ୍ରାପଡାର ବନ୍ୟା ଅଞ୍ଚଳରେ କୁମ୍ଭୀର ଆତଙ୍କ l ଆଜି ପୁଣି ଥରେ କୁମ୍ଭୀର ନଦୀକୂଳରେ ବୁଲୁଥିବା ଦେଖିବାକୁ ମିଳିଛି। ପଟ୍ଟାମୁଣ୍ଡାଇ ବ୍ଲକ ଡାମରପୁର ପଞ୍ଚାୟତର ଜେନାପାଟଣା ଗାଁରେ ଏକ କୁମ୍ଭୀର ଦେଖିବାକୁ ମିଳିଛି ।

ଠକ ଏଜେଣ୍ଟ କଥାରେ ଫସିଗଲେ ନିଆଳିର ୪ ଯୁବକ;ମ୍ୟାମାରରୁ ଉଦ୍ଧାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଗୁହାରି

ଭୁବନେଶ୍ବର:ଠକ ଏଜେଣ୍ଟ କଥାରେ ଫସିଗଲେ ଓଡିଆ ଯୁବକ । ନିଆଳିର ୪ଜଣ ଯୁବକଙ୍କୁ ହଙ୍ଗକଙ୍ଗ୍‌ର ଏକ ଫୁଡ୍ ପ୍ୟାକେଜିଂ କମ୍ପାନିରେ କାମ କରିବାକୁ କହି ଜଣେ ଏଜେଣ୍ଟ ନେଇଯାଇଥିଲେ।ଉକ୍ତ ଏଜେଣ୍ଟ ଅଧିକ ରୋଜଗାରର ଲୋଭ ଦେଖାଇ ସେମାନଙ୍କୁ ମ୍ୟାମାର୍‌ ଦେଶକୁ ନେଇ ସେମାନଙ୍କୁ ସାଇବର ଠକେଇ କାର୍ଯ୍ୟରେ

ଦ୍ଵିତୀୟ ଦିନରେ ଡିଏଫଓ ନିତ୍ୟାନନ୍ଦଙ୍କ ଘରେ ଚଢ଼ାଉ ଜାରି

କେଉଁଝର : ଦ୍ଵିତୀୟ ଦିନରେ ମଧ୍ୟ କେନ୍ଦୁଲିଫ ଡିଏଫଓ ନିତ୍ୟାନନ୍ଦ ନାୟକଙ୍କ ଘରେ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ । ଶାଗୁଆନ କାଠର ଘର କରଣା ସାମଗ୍ରୀର ଆକଳନ କରୁଛି ଭିଜିଲାନ୍ସ ଫରେଷ୍ଟ ୱିଙ୍ଗ। ଅନୁଗୁଳ ଚଢ଼ାଉ ପରେ ନିତ୍ୟାନନ୍ଦ ନାୟକଙ୍କୁ କେଉଁଝର ନେଇଛି ଭିଜିଲାନ୍ସ। ସେଠାରେ

ଢାକାରେ କଲେଜ ଉପରେ ଖସିପଡ଼ିଲା ବିମାନ: ମୃତ୍ୟୁ ସଂଖ୍ୟା ୧୯ ଛୁଇଁଲା

ଢାକା: ବାଂଲାଦେଶ ବାୟୁସେନାର ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୋମବାର ଦ୍ଵିପ୍ରହର ସମୟରେ ବାଂଲାଦେଶ ବାୟୁସେନାର F7 ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଢାକାର ଉତ୍ତରାରେ ଥିବା ଦିଆବାରି ଅଞ୍ଚଳରେ ମାଇଲଷ୍ଟୋନ ସ୍କୁଲ ଆଣ୍ଡ କଲେଜ ପରିସରରେ ବିମାନଟି ଖସିପଡ଼ିଛି। ବିମାନ କଲେଜ