Sign in
Sign in
Recover your password.
A password will be e-mailed to you.
ସ୍କୁଟିକୁ ପିଟିଲା ଇଟା ବୋଝେଇ ଟ୍ରକ, ମା’ ଓ ଝିଅ ମୃତ
ଜଗତସିଂହପୁର: ସ୍କୁଟିକୁ ପିଟିଲା ଟ୍ରକ୍, ମା’ ଓ ଝିଅ ମୃତ। ଜଗତସିଂହପୁର ସଦର ଥାନା ଅନ୍ତର୍ଗତ ଚସାପଡା ଗାଁରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମାଆ ଓ ଝିଅ ସ୍କୁଟିରେ ଜଗତସିଂହପୁର ମେଡିକାଲ ଆସୁଥିବାବେଳେ ଏକ ଇଟା ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା।
ଘଟଣାସ୍ଥଳରେ!-->!-->!-->…
ସ୍ତ୍ରୀକୁ ହତ୍ୟା ପରେ ଝୁଲି ପଡିଲା ସ୍ବାମୀ…
ଭଦ୍ରକ : ପାରିବାରିକ କଳହର କରୁଣ ପରିସ୍ଥିତି। ନିଜ ସ୍ତ୍ରୀକୁ କଟୁରୀରେ ହତ୍ୟା କରିବା ପରେ ଗଛରେ ରସି ଲଗାଇ ଆତ୍ମହତ୍ୟା କଲା ସ୍ୱାମୀ। ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲାର ଧାମନଗର ଥାନା ଅଧିନସ୍ଥ ମୁଲଣା ସାହି ଗ୍ରାମରେ।
ଗତ କାଲି ରାତିରେ ପାରିବାରିକ କଳହ ଯୋଗୁ ଭାସ୍କର!-->!-->!-->…
ଫୋନ୍ ପେ’ରେ ଲାଞ୍ଚ ନେଇ ଦୁଇ TPCODL ଅଧିକାରୀ ଗିରଫ
ଭୁବନେଶ୍ୱର: ବିଦ୍ୟୁତ୍ ସଂଯୋଗୀକରଣ ପାଇଁ ଲଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ। ଲାଞ୍ଚ ନେଇ ଗିରଫ ହେଲେ TPCODLର ଜଣେ ଅଧିକାରୀ। TPCODL ଅଧିକାରୀ ତରୁଣ ନାୟକ ଏବଂ ଶୈଳଜା ମୁଦୁଲିଙ୍କୁ ଗିରଫ କରିଛି ଟିମ୍। ଫୋନ୍ ପେ ଜରିଆରେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ତରୁଣ ନାୟକ!-->…
ବାଲିଗୁଡା ସହରରେ ବାଘ ଆତଙ୍କ
ବାଲିଗୁଡା: ବାଲିଗୁଡା ସହରରେ ବାଘ ଆତଙ୍କ। ବାଲିଗୁଡା ଏକ ନମ୍ବର ୱାର୍ଡର ବଡ ଗାଁ ଅଂଚଳରେ ଗତ ଏକ ସପ୍ତାହ ଧରି ଗୋଟିଏ ବାଘ ବୁଲୁଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ବଡ ଗାଁ ପମ୍ପ ହାଉସ ନିକଟସ୍ଥ ନଦୀ କୁଳରେ ଗୋଟିଏ ବାଘ ବୁଲୁଥିବା ଜଣେ ପମ୍ପ ହାଉସ କର୍ମଚାରୀ ଦେଖିବାକୁ ପାଇଥିଲେ!-->…
ଆସନ୍ତାକାଲି ପ୍ରକାଶ ପାଇବ +୨ ପରୀକ୍ଷା ଫଳ
ଭୁବନେଶ୍ୱର : ଆସନ୍ତାକାଲି ପ୍ରକାଶ ପାଇବ +୨ ପରୀକ୍ଷା ଫଳ । ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇବ । CHSE ପରୀକ୍ଷା ନିୟନ୍ତ୍ରକଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି । ବିଜ୍ଞାନରେ ୯୩ ହଜାର ୮୯୫ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ବାଣିଜ୍ୟରେ ୨୪ ହଜାର ୩୩୧ ଜଣ!-->…
ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାଜାନ୍ଦ୍ରାଭିଷେକ ନୀତି
ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାଜାନ୍ଦ୍ରାଭିଷେକ ନୀତି। ଶ୍ରୀମନ୍ଦିରରେ ସଂଧ୍ୟାଧୂପ ନୀତି ଶେଷହେବା ପରେ ଆଜ୍ଞାମାଳ ପାଇ ମଦନମୋହନ ଖଟ ଉପରକୁ ବିଜେ କରିବେ । ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ କରାଯାଇ ଜଗମୋହନ ଭିତର ଅନ୍ଧାର କରାଯିବ । ମହାପ୍ରଭୁଙ୍କ ଆଲଟ ଲାଗି ନୀତି!-->…
କରଞ୍ଜିଆ ତହସିଲଦାର ଚାର୍ଲସ ନାୟକ ଗିରଫ
କରଞ୍ଜିଆ : ଲାଞ୍ଚ ନେଇ ବନ୍ଧା ହେଲେ ତହସିଲଦାର। ଲାଞ୍ଚ ନେବା ଅଭିଯୋଗରେ କରଞ୍ଜିଆ ତହସିଲଦାର ଚାର୍ଲସ ନାୟକକୁ ଗିରଫ କଲା ଭିଜିଲାନ୍ସ। ଗିରଫ ପରେ ଆଜି ବାରିପଦା କୋର୍ଟରେ ହାଜର କରାଯିବ। ତହସିଲଦାରଙ୍କ ସହଯୋଗୀ ଫେରାର ଅଛନ୍ତି । ଭିଜିଲାନ୍ସ ଇତିହାସରେ ସର୍ବାଧିକ ଲାଞ୍ଚ ନେଉଥିଲେ!-->…
ଜୁଲାଇ ଦ୍ବିତୀୟ ସପ୍ତାହରେ ମହାନଦୀ ଶୁଣାଣି
ନୂଆଦିଲ୍ଲୀ : ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ମହାନଦୀ ଜଳ ବିବାଦର ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲ ଜୁଲାଇ ୧୧ରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଆପାତତଃ ସ୍ଥିର କରିଛନ୍ତି। ହେଲେ ଶୁଣାଣିର ନିର୍ଦ୍ଦିଷ୍ଟ ତାରିଖ ନେଇ ଟ୍ରିବ୍ୟୁନାଲ ରେଜିଷ୍ଟ୍ରାର ପକ୍ଷଭୁକ୍ତ ରାଜ୍ୟମାନଙ୍କୁ ଏ ଯାଏଁ ଅବଗତ!-->…
କୋଟିଆରେ ଆନ୍ଧ୍ର ଲୋକସତ୍ତା ପାର୍ଟି…
କୋରାପୁଟ : କୋଟିଆ ଅକ୍ତିଆର ପାଇଁ କେବଳ ଆନ୍ଧ୍ରର ଶାସକ ଦଳ କିମ୍ବା ପ୍ରଶାସନ ନୁହଁ, ଏବେ ରାଜନୈତିକ ଦଳ ଗୁଡ଼ିକ ମଧ୍ୟ ତତ୍ପର ହେଲେଣି। କୌଣସି ପରିସ୍ଥିତିରେ ବି ଓଡ଼ିଶା ହାତରୁ କୋଟିଆକୁ ଛଡ଼ାଇ ନେବାକୁ ମସୁଧା ଚାଲିଥିବା ବେଳେ ମଇଦାନକୁ ଓହ୍ଲାଇଛି ଆନ୍ଧ୍ରପ୍ରଦେଶ ଲୋକସତ୍ତା ପାର୍ଟି।
!-->!-->!-->…
ପୁଟିନଙ୍କ ପୂର୍ବତନ ଜ୍ବାଇଁଙ୍କ ଜମି ଜବତ କଲା ନେଦରଲାଣ୍ଡ
ଆମଷ୍ଟରଡାମ : ନେଦରଲାଣ୍ଡ କର୍ତ୍ତୃପକ୍ଷ ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ପୂର୍ବତନ ଜ୍ବାଇଁଙ୍କର ଏକ ଜମି ଜବତ କରିଥିବା ଜଣାପଡ଼ିଛି। ପୁଟିନଙ୍କ ପୂର୍ବତନ ଜ୍ବାଇଁ ଜୋରିଟ ଫାସେନ ହେଉଛନ୍ତି ଜଣେ ଡଚ୍ ବ୍ୟବସାୟୀ, ଯେକି ପୂର୍ବରୁ ପୁଟିନଙ୍କ ଝିଅ ମାରିଆ ବୋରୋଣ୍ଟସୋଭାଙ୍କୁ ବିବାହ!-->…