ନବ ଦାସ ହତ୍ୟା ମାମଲାର ବାସ୍ତବ ତଦନ୍ତ କରି ନାହିଁ କ୍ରାଇମବ୍ରାଞ୍ଚ: ବିଜୟ ମହାପାତ୍ର

ଭୁବନେଶ୍ବର: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାର ଷଡ଼ଯନ୍ତ୍ର ନେଇ ତଦନ୍ତ ହୋଇନାହିଁ ବୋଲି ବରିଷ୍ଠ ବିଜେପି ନେତା ବିଜୟ ମହାପାତ୍ର କହିଛନ୍ତି। ସେ କହିଛନ୍ତି, ନବ ଦାସ ହତ୍ୟାକାଣ୍ଡ ଏକ ହାଇ ପ୍ରୋଫାଇଲ ମର୍ଡ଼ର, କିନ୍ତୁ କ୍ରାଇମବ୍ରାଞ୍ଚ ବାସ୍ତବ ତଦନ୍ତ କରିନାହିଁ। ପ୍ରାରମ୍ଭିକ ଭାବରେ

ନବ ଦାସ ହତ୍ୟାକାଣ୍ଡ ଚାର୍ଜସିଟ ନେଇ ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ପ୍ରତିକ୍ରିୟା: ତଦନ୍ତ ସରିଲେ, ଜଣାଇବି

ଭୁବନେଶ୍ବର:  ନବ ଦାସ ହତ୍ୟାକାଣ୍ଡ ଚାର୍ଜସିଟ ନେଇ ଗୃହ ରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,ଏବେ କ୍ରାଇମବ୍ରାଞ୍ଚ ଯେଉଁ ଚାର୍ଜସିଟ ଦାଖଲ କରିଛି, ସେଥିରେ କିଛି ଫରମାଲିଟି ବାକି ଅଛି। ତେଣୁ ସବୁ ତଥ୍ୟ ସର୍ବସାଧାରଣ ହେବା କଥା ନୁହେଁ। ଜଣେ

‘ଭତ୍ତା ଦିଅ, ନହେଲେ ବିଷ ପିଇବି’

ହାଟଡ଼ିହି : ‘ଭତ୍ତା ଦିଅ, ନ ହେଲେ ବିଷ ପିଇବି।’ ୪ ମାସ ହେଲା ଭତ୍ତା ପାଇ ନଥିବାରୁ ଆଜି କେନ୍ଦୁଝର ଜିଲ୍ଲା ହାଟଡିହି ବ୍ଲକ୍‌ ଷଡ଼ଙ୍ଗ ପଞ୍ଚାୟତ ନସିରପୁର ଗ୍ରାମର ବୃଦ୍ଧ ଦାଶରଥି ଜେନା ବିଷ ବୋତଲ ଧରି ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ଧାରଣାରେ ବସିବା ଚର୍ଚ୍ଚାର ବିଷୟ ହୋଇଛି। ସୂଚନା

ମରାମତି ହେବ ମହାପ୍ରଭୁଙ୍କ ରତ୍ନ ପଲଙ୍କ, ରୁପା ଛାଉଣୀ ହେବ ସିଂହଦ୍ୱାର

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନ ପଲଙ୍କ ମରାମତି ହେବ। ଏଥିସହ ସିଂହଦ୍ୱାର ରୁପା ଛାଉଣୀ କରାଯିବ। ଆଜି ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଏହି ସୂଚନା ଦେଇଛନ୍ତି। ଉଭୟ କାର୍ଯ୍ୟ ରଥଯାତ୍ରା ଅବଧି ମଧ୍ୟରେ ସାରିବାକୁ ବୈଠକରେ

ଶ୍ରୀମନ୍ଦିରରେ ଅଘଟଣ, ଗରମ ଡାଲି ପଡି ଦୁଇଜଣ ବୋଝିଆ ଗୁରୁତର

ପୁରୀ:ଶ୍ରୀମନ୍ଦିରରେ ଗରମ ଡାଲି ପଡି ଦୁଇଜଣ ବୋଝିଆ ଗୁରୁତର। ଡାଲି ବୋହିବା ସମୟରେ ଘଟିଛି ଅଘଟଣ। ପ୍ରଥମ ଭୋଗମଣ୍ଡପରେ ଡାଲି ବୋହିବା ବେଳେ ଆହତ ହେଲେ ଦୁଇଜଣ ବୋଝିଆ। ଆହତ ଦୁଇଜଣ ହେଉଛନ୍ତି ପପି ପ୍ରଧାନ ଓ ପ୍ରଦୀପ ସାହୁ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି

SHG ମହିଳାଙ୍କ ପାଇଁ ଗଠନ ହେବ ସ୍ୱତନ୍ତ୍ର ପାଣ୍ଠି

ଭୁବନେଶ୍ବର: SHG ସଦସ୍ୟାଙ୍କ ପାଇଁ ଗଠନ ହେବ ସ୍ୱତନ୍ତ୍ର ପାଣ୍ଠି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଭଳି କାର୍ଯ୍ୟ କରିବ ଏହି ସ୍ୱତନ୍ତ୍ର ଫଣ୍ଡ । କୌଣସି ଏସଏଚଜି ସଦସ୍ୟା ରୋଗଗ୍ରସ୍ତ, ଦୁର୍ଘଟଣାର ଶିକାର ହେଲେ କିମ୍ବା ମୃତ୍ୟୁମୁଖରେ ପଡ଼ିଲେ, ଏହି ପାଣ୍ଠିରୁ ସେମାନଙ୍କୁ ଆର୍ଥିକ ସହାୟତା

ଉଚ୍ଚଶିକ୍ଷା ବିଭାଗର କଡ଼ା କାର୍ଯ୍ୟାନୁଷ୍ଠାନ; ୨୨୩ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କ ଦରମା ବନ୍ଦ

ଭୁବନେଶ୍ବର: ସରକାରୀ କାର୍ଯ୍ୟରେ ଅବହେଳା ଯୋଗୁଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏଣୁ ୨୨୩ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ ଦରମା ବନ୍ଦ କରିବା ଲାଗି ନିଷ୍ପତ୍ତି ନିଆଯାଇଛି। ସୂଚନା ଅନୁଯାୟୀ, ବିଭାଗ ପକ୍ଷରୁ ବାରମ୍ବାର ଜଣାଇବା ସତ୍ତ୍ବେ ୨୨୩

ବାଇକକୁ ଧକ୍କା ଦେଲା ଟ୍ରକ: ସ୍ୱାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ଯାଜପୁର: ୧୬ନଂ ଜାତୀୟ ରାଜପଥରେ ଥମୁନି ଦୁର୍ଘଟଣା। ବିଶେଷ କରି ଚଣ୍ଡିଖୋଲରୁ ଜାରକା ମଧ୍ୟରେ ବାରମ୍ବାର ଦୁର୍ଘଟଣା ଘଟି ବହୁ ଧନ ଜୀବନ ହାନି ହେଉଛି। ଗତକାଲି ରାତିରେ ୧୬ନଂ ଜାତୀୟ ରାଜପଥର ସାରୋଇ ଛକ ନିକଟରେ ଆଉ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକକୁ ଟ୍ରକ ଧକ୍କା ଦେବା

ଦନ୍ତା ଆକ୍ରମଣରେ ଜଣେ ଶ୍ରମିକ ମୃତ

ଟାଙ୍ଗୀ : ଦଳିଦେଲା ଦନ୍ତା, ଶ୍ରମିକଙ୍କ ମୃତ୍ୟୁ । ଖୋର୍ଦ୍ଧା ଜିଲ୍ଲା କମାଗୁରୁ ଗାଁରେ ଅଭାବନୀୟ ଘଟଣା ଘଟିଛି । ମୃତକ ହେଲେ ସତ୍ୟ ବେହେରା । ରଣପୁର ବ୍ଲକ ନାଟିନୀ ଗାଁର ୩ଜଣ ବ୍ୟକ୍ତି କମାଗୁରୁ ଗାଁକୁ ସାଇକେଲରେ କୂଅ ଖୋଳିବାକୁ ଆସୁଥିବା ବେଳେ ଗାଁ ନିକଟ ଜଙ୍ଗଲ ରାସ୍ତାରେ ଏକ ହାତୀ

ଘରେ ପଶିଗଲା ଟ୍ରାକ୍ଟର, ୪ ଆହତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଥାନା ବଡ଼ ଡୁମ୍ବୁଳା ଗାଁରେ ଘଟିଛି ଅଭାବନୀୟ ଘଟଣା। ଚଳନ୍ତା ଟ୍ରାକ୍ଟର ଘର ଭିତରକୁ ପଶିଯିବା ଫଳରେ ଚାରିଜଣ ଆହତ ହୋଇଛନ୍ତି ।ଦୃତ ଗତିରେ ଆସୁଥିବା ଟ୍ରାକ୍ଟର ବାଙ୍କେଶ୍ୱରୀ ମନ୍ଦିର ଟର୍ଣ୍ଣିଙ୍ଗ କାଟୁଥିବା ବେଳେ ଭାରସାମ୍ୟ ହରାଇ ବାବୁଲା