Sign in
Sign in
Recover your password.
A password will be e-mailed to you.
ଆସନ୍ତାକାଲି ସନ୍ଧ୍ୟାରେ ଚନ୍ଦ୍ରର ଅତି ନିକଟରେ ଦେଖାଯିବ ଶୁକ୍ର
ଭୁବନେଶ୍ୱର: ଆସନ୍ତାକାଲି ସନ୍ଧ୍ୟାରେ ଚନ୍ଦ୍ରର ଅତି ନିକଟରେ ଦେଖାଯିବ ଉଜ୍ଜ୍ୱଳ ଗ୍ରହ ଶୁକ୍ର | ୨୩ ତାରିଖ ଦିନ ସେମାନଙ୍କ ଭିତରେ କୋୖଣିକ ଦୂରତା ପ୍ରାୟ ୨ ଡିଗ୍ରୀ ରହିବ | ତା ପରଦିନ ସେମାନଙ୍କ ଭିତରେ କୋୖଣିକ ଦୂରତା ବଢ଼ିଯାଇ ପ୍ରାୟ ୧୫ ଡିଗ୍ରୀ ହେବ | ମେ ମାସ ଶେଷ ସପ୍ତାହ ତଥା ଜୁନ ମାସ!-->…
ବିବିସିକୁ ସମନ ଜାରି କଲେ ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ: ବିବାଦୀୟ ଡକ୍ୟୁମେଣ୍ଟାରି ମାମଲାରେ ଦିଲ୍ଲୀ ହାଇକୋର୍ଟ ବ୍ରିଟିଶ ବ୍ରଡକାଷ୍ଟିଂ କର୍ପୋରେସନ (ବିବିସି)କୁ ସମନ ଜାରି କରିଛନ୍ତି । ଏହି ଡକ୍ୟୁମେଣ୍ଟାରି ଭାରତ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭାବମୂର୍ତ୍ତି ଖରାପ କରିଥିବା ଅଭିଯୋଗ କରି ଗୁଜରାଟର ଏକ ଏନଜିଓ ଏକ ମାନହାନୀ!-->…
ହୁ ହୁ ହୋଇ ଜଳିଲା ପ୍ଲାଷ୍ଟିକ୍ ପାଇପ୍ ଗୋଦାମ
ସମ୍ବଲପୁର : ଭୟଙ୍କର ଅଗ୍ନିକାଣ୍ଡ । ହୁ ହୁ ହୋଇ ଜଳିଲା ପାଇପ୍ ଗୋଦାମ । ପ୍ରବଳ ନିଆଁ ଓ ଧୂଆଁରେ ସାରା ଅଞ୍ଚଳ ଆଚ୍ଛାଦିତ ହୋଇଯାଇଛି । ଏଦୃଶ୍ୟ ହେଉଛି ସମ୍ବଲପୁର ଜିଲ୍ଲା ଧମା ଥାନା ଗୁଣ୍ଡେଇପୁର ଅଞ୍ଚଳର । ସେଠାରେ ଥିବା ଏକ ପ୍ଲାଷ୍ଟିକ ପାଇପ୍ ଗୋଦାମରେ ଏହି ଭୟଙ୍କର ଅଗ୍ନିକାଣ୍ଡ!-->…
ଦକ୍ଷିଣଭାରତୀୟ ଲୋକପ୍ରିୟ ଅଭିନେତା ଶରତବାବୁଙ୍କ ଦେହାନ୍ତ
ଚେନ୍ନାଇ : ଦକ୍ଷିଣ ଭାରତର ଭେଟେରାନ ଅଭିନେତା ଶରତ ବାବୁଙ୍କର ଆଜି ପରଲୋକ ହୋଇଯାଇଛି। ହାଇଦ୍ରାବାଦର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା।ସରତ ବାବୁ ଗତ ମାସ ୨୦ ତାରିଖରୁ ହାସ୍ପିଟାଲରେ ଭର୍ତ୍ତି!-->…
ବଢ଼ିଲା ରସଗୋଲା ଦାମ୍, ୫ ଟଙ୍କିଆ ମିଠା ୬ ଟଙ୍କା, ୧୦ ଟଙ୍କିଆକୁ ୧୨ ଟଙ୍କା, ୨୦ ଟଙ୍କିଆକୁ ୨୫ ଟଙ୍କା
ଭୁବନେଶ୍ବର: ବଢ଼ିଲା ରସଗୋଲା ଦାମ୍ । କାଲିଠୁ ଲାଗୁ ହେବ ବର୍ଦ୍ଧିତ ଦର । ଦୁଇଦିନ ହେଲା ପାହାଳ ରସଗୋଲା ବଜାର ବନ୍ଦ ରହିଥିବା ବେଳେ କାଲି ଖୋଲିବ ସମସ୍ତ ଦୋକାନ। କାଲିଠୁ ନୂଆ ରେଟରେ ମିଳିବ ରସଗୋଲା ଏବଂ ଛେନାପୋଡ଼ । ଛେନାର ଅହେତୁକ ଦର ବୃଦ୍ଧି ପାଇଁ ବଜାର ବନ୍ଦ ରହିଥିବା ‘ପାହାଳ ମିଠା!-->…
ଜେଲରେ ଥିବା ଆପ୍ ନେତା ସତ୍ୟେନ୍ଦ୍ର ଜୈନ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ : ଜେଲରେ ଥିବା ଆପ୍ ନେତା ସତ୍ୟେନ୍ଦ୍ର ଜୈନ ଆଜି ହଠାତ୍ ଅସୁସ୍ଥ ହୋଇ ପଡ଼ିଛନ୍ତି। ଏଥିପାଇଁ ତାଙ୍କୁ ତୁରନ୍ତ ଦିଲ୍ଲୀର ସଫଦର୍ଜଙ୍ଗ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହେଲେ ପ୍ରକୃତରେ ଜୈନଙ୍କର କ’ଣ ହୋଇଛି, ସେକଥା ଜଣାପଡ଼ିନି। ଏବେ ବି ସେ ହସ୍ପିଟାଲରେ ରହିଛନ୍ତି।ମନିଲଣ୍ଡରିଂ!-->…
ବିକ୍ରମଙ୍କୁ ଅର୍ଥ, ସାରଦାଙ୍କୁ ଶ୍ରମ ଓ ସୁଦାମ ମାରାଣ୍ଡିଙ୍କୁ ମିଳିଲା ଗଣଶିକ୍ଷା ବିଭାଗ
ଭୁବନେଶ୍ୱର : କ୍ୟାବିନେଟ ମନ୍ତ୍ରୀ ଭାବରେ ନୂଆ ଦାୟିତ୍ୱ ନେଇଥିବା ୩ ମନ୍ତ୍ରୀଙ୍କୁ ବଡ ଦାୟିତ୍ୱ ହସ୍ତାନ୍ତର କରିଛନ୍ତି ନବୀନ ସରକାର । ନୂଆ କରି ଶପଥ ଗ୍ରହଣ କରିଥିବା କ୍ୟାବିନେଟ ମନ୍ତ୍ରୀ ସୁଦାମ ମାରାଣ୍ଡିଙ୍କୁ ରାଜ୍ୟ ସରକାର ସ୍କୁଲ ଏବଂ ଗଣଶିକ୍ଷା ବିଭାଗର ନୂଆ ମନ୍ତ୍ରୀ ଭାବରେ!-->…
ପୁଣି ମଣିପୁରରେ ହିଂସା: ଆର୍ମି ମୁତୟନ, ରାଜଧାନୀରେ କର୍ଫ୍ୟୁ
ଇମ୍ଫାଲ : ସାମୟିକ ଶାନ୍ତି ପରେ ପୁଣିଥରେ ଅଶାନ୍ତ ହୋଇ ଉଠିଛି ମଣିପୁର। ରାଜଧାନୀ ଇମ୍ଫାଲର କିଛି ସ୍ଥାନରେ ଆଜି ଆଦିବାସୀ ଓ ଅଣଆଦିବାସୀଙ୍କ ମଧ୍ୟରେ ପୁଣି ସଂଘର୍ଷ ଦେଖିବାକୁ ମିଳିଛି। ଏହାକୁ ନେଇ ଇମ୍ଫାଲର କିଛି ସ୍ଥାନରେ ପୋଡ଼ାଜଳା ଓ ଭଙ୍ଗାରୁଜା ହୋଇଛି। ଏଥିପାଇଁ ଆର୍ମି ଯବାନଙ୍କୁ ମୁତୟନ!-->…
ବାହାଘରର କିଛି ଘଣ୍ଟା ପୂର୍ବରୁ କନ୍ୟାଙ୍କୁ ଗୁଳି କଲେ ପୁଲିସ୍ କର୍ମଚାରୀ
ପାଟନା : ବାହଘରର କିଛି ଘଣ୍ଟା ପୂର୍ବରୁ ଜଣେ କନ୍ୟାଙ୍କୁ ବିହାର ପୁଲିସ୍ର ଜଣେ କର୍ମଚାରୀ ଗୁଳି କରିଛନ୍ତି। ଏହାପରେ ପୁଲିସ୍ କର୍ମଚାରୀ ଜଣଙ୍କ ନିଜେ ମଧ୍ୟ ଆତ୍ମହତ୍ୟା କରିବାକୁ ଚେଷ୍ଟା କରି ବିଫଳ ହୋଇଛନ୍ତି। ରବିବାର ମୁଙ୍ଗେର ସହରରେ ଏପରି ଅଭାବନୀୟ ଘଟଣା ଘଟିଛି।ଅଭିଯୁକ୍ତ ଜଣଙ୍କ ହେଲେ!-->…
ଛୁଆ ଚୋରି ନେଇ ଏମ୍କେସିଜି ମେଡିକାଲରେ ମହିଳାଙ୍କ ହାଇଡ୍ରାମା…
ବ୍ରହ୍ମପୁର : ବ୍ରହ୍ମପୁର ଏମକେସିଜି ମେଡ଼ିକାଲ(ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲ)ରେ ହାଇଡ୍ରାମା। ଲୁହ ଛଳଛଳ ହୋଇଥିବା ମହିଳାଙ୍କ ଛୁଆ ଚୋରି ଅଭିଯୋଗ ପରେ ନାକେଦମ ହେଲା ପୁଲିସ। ୩ଘଣ୍ଟା ଧରି ପୁଲିସ ନାକେଦମ ହୋଇ ତଦନ୍ତ କରିବା ପରେ ସମ୍ପୃକ୍ତ ମହିଳାଙ୍କ!-->…