Sign in
Sign in
Recover your password.
A password will be e-mailed to you.
ଓଲଟିଲା ତୀର୍ଥଯାତ୍ରୀ ବସ୍; ଅନେକ ଆହତ
ବାଲେଶ୍ବର: ଓଲଟିଲା ତୀର୍ଥଯାତ୍ରୀ ବସ୍ , ଏକାଧିକ ଆହତ ହୋଇଛନ୍ତି । ବସଟି କୋଲକାତାରୁ ଭୁବନେଶ୍ବର ଯାଉଥିବାବେଳେ ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଥିଲା । ବାଲେଶ୍ବର ଶେରଗଡ଼ ରୟାଲ ହୋଟେଲ ସମ୍ମୁଖରେ ଦୁର୍ଘଟଣା ଘଟିଛି । ଖନ୍ତାପଡ଼ା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର!-->…
ଜାତୀୟ ପଞ୍ଚାୟତରାଜ ଦିବସ ପାଳନକୁ ବର୍ଜନ କଲା ସରପଞ୍ଚ ସଂଘ
ବାସୁଦେବପୁର : ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକରେ ଜାତୀୟ ପଞ୍ଚାୟତରାଜ ଦିବସକୁ ବର୍ଜନ କରିଛନ୍ତି ସରପଞ୍ଚ ସଙ୍ଘ। ମୁଣ୍ଡରେ କଳାପଟି ବାନ୍ଧି ପ୍ରତିବାଦ କରିବା ସହ ସଭା ସ୍ଥଳରେ ତଳେ ବସି ଥିବା ନଜରକୁ ଆସିଛି।
ପଞ୍ଚାୟତରାଜ ବ୍ୟବସ୍ଥାରେ ସରପଞ୍ଚ ମାନଙ୍କୁ ଉପେକ୍ଷା କରାଯାଉଥିବା ଅଭିଯୋଗ!-->!-->!-->…
ପୋଲ ତିଆରି ବେଳେ ନଦୀକୁ ଖସିଲା ଟ୍ରାକ୍ଟର; ଚାଳକ ମୃତ
ଧାମରା : ଘଂଟେଶ୍ୱର ଅଞ୍ଚଳରେ ଏକ ପୋଲ ନିର୍ମାଣ ବେଳେ ଅଘଟଣ। ବାଲିଆପାଳ ଠାରେ ମନ୍ତେଇ ନଦୀ ଉପରେ ଏକ ପୋଲର ସଂଯୋଗୀକରଣ ରାସ୍ତା ନିର୍ମାଣ ହେଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।ଏହି ସଂଯୋଗୀକରଣ ରାସ୍ତାରେ ମାଟି ବୋହିବା ପାଇଁ ନିୟୋଜିତ ହୋଇଥିବା ଟ୍ରାକ୍ଟର ମାଟି ବୋଝେଇ କରି ଆସୁଥିବା ସମୟରେ!-->…
ଦଳିତଙ୍କୁ ନିର୍ଯାତନା ପ୍ରତିବାଦରେ ରାଜ୍ୟ ପୋଲିସ ମୁଖ୍ୟାଳୟ ନିକଟରେ ଦଳିତ ମହାସଭାର ଗଣଧାରଣା
କଟକ : ଦଳିତମାନଙ୍କ ଉପରେ ବିଭିନ୍ନ ନିର୍ଯାତନା ଘଟଣାରେ ପୋଲିସ ନିଷ୍କ୍ରିୟତା ଅଭିଯୋଗ ଆଣି ରାଜ୍ୟ ପୋଲିସ ମୁଖ୍ୟାଳୟ ନିକଟରେ ଗଣ ଧାରଣାରେ ବସିଛି, ରାଷ୍ଟ୍ରୀୟ ଦଳିତ ମହାସଭା । ପ୍ରତିଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଦଳିତମାନଙ୍କ ଉପରେ ନିର୍ଯ୍ୟାତନା ବୃଦ୍ଧି ପାଉଛି!-->…
ଟ୍ରେନରୁ ଖସି ଶ୍ୱଶୁର, ଜ୍ୱାଇଁ ମୃତ
ରାୟଗଡା : ବିଶାଖାପାଟଣାରେ ଚିକିତ୍ସା ସାରି ଘରକୁ ଫେରୁଥିବା ବେଳେ ଅଘଟଣ । ଟ୍ରେନରୁ ଖସି ରାୟଗଡାରେ ଶ୍ୱଶୁର ଓ ମୁନିଗୁଡା ନିକଟରେ ଜ୍ୱାଇଁଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ଘର କଳାହାଣ୍ଡି ଜିଲ୍ଲା କେସିଙ୍ଗା ନିକଟ କିକିଆ ଗାଁରେ ଜଣାପଡିଛି । ୮୦ ବର୍ଷୀୟ ଶ୍ୱଶୁର ଲିଙ୍ଗରାଜ ସାହାଙ୍କ!-->…
ସେୟାର ମାର୍କେଟ ଇନଭେଷ୍ଟମେଣ୍ଟ ଆଳରେ ଠକେଇ, ଅଭିଯୁକ୍ତ ଗିରଫ
ଭୁବନେଶ୍ୱର : ନିଫ୍ଟି ଓ ସେୟାର ମାର୍କେଟ ଇନଭେଷ୍ଟମେଣ୍ଟ ଆଳରେ ଠକାମୀ । ଓ୍ବେଷ୍ଟ ଦିଲ୍ଲୀ ଦ୍ୱାରକାରୁ ସାଇବର ଠକକୁ ଗିରଫ କଲା କ୍ରାଇମବ୍ରାଞ୍ଚ ସାଇବର ସେଲ୍। ଅଜଣା ହ୍ଵାଟସଆପ୍ ଗ୍ରୁପରେ ପ୍ରଭାବଶାଳୀ ଲୋକଙ୍କୁ ଆଡ୍ କରି ଦେଉଥିଲେ। ସେୟାର ବଜାର ଟିପ୍ସ ଦେବା ଆଳରେ ଇନଭେଷ୍ଟମେଣ୍ଟର!-->…
ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୦୯ ମେ ୨୦୨୬ ରେ
ବ୍ରହ୍ମପୁର : ଜାତୀୟ ଆଇନ ସେବା ପ୍ରାଧିକରଣ ଏବଂ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ଙ୍କ ନିର୍ଦ୍ଧେଶ କ୍ରମେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ଗଞ୍ଜାମ ,ବ୍ରହ୍ମପୁର ପକ୍ଷରୁ ୦୯/୦୫/୨୦୨୬ ତାରିଖ ଶନିବାର ଦିନ ଚଳିତ ବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ବ୍ରହ୍ମପୁର ସିଭିଲ କୋର୍ଟ!-->…
ଚଳିତ ବର୍ଷ ଶୀଘ୍ର ଆସିବ ମୌସୁମୀ, ମେ ଶେଷ ସପ୍ତାହ ସୁଦ୍ଧା ପହଞ୍ଚିପାରେ ଦକ୍ଷିଣପଶ୍ଚିମ ସୌସୁମୀ ବାୟୁ
ଭୁବନେଶ୍ୱର : ଚଳିତ ବର୍ଷ ଶୀଘ୍ର ଆସିବ ମୌସୁମୀ । ମେ ଶେଷ ସପ୍ତାହ ଆଡକୁ ପହଞ୍ଚିପାରେ ଦକ୍ଷିଣପଶ୍ଚିମ ସୌସୁମୀ ବାୟୁ । ଏହା ପ୍ରଭାବରେ ଦକ୍ଷିଣ ଭାରତରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ୟୁରୋପିଆନ ସେଣ୍ଟର ଫର୍ ମିଡିୟମ ରେଞ୍ଜ ୱେଦର!-->…
ମାଲକାନଗିରିରେ ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ସମାରୋହ
ସଫଳ ସରପଞ୍ଚମାନେ ସମ୍ବର୍ଦ୍ଧିତ
ମାଲକାନଗିରି : ସ୍ଥାନୀୟ ସଂସ୍କୃତି ଭବନ ପରିସରରେ ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ବହୁ ଆଡମ୍ବରରେ ଅନୁଷ୍ଠିତ ହୋଇଯାଇଛି। ସାରା ଦେଶରେ ଗ୍ରାମୀଣ ସ୍ୱୟଂ ଶାସନ ଏବଂ କ୍ଷମତାର ବିକେନ୍ଦ୍ରୀକରଣକୁ ସମ୍ମାନ ଜଣାଇ ପ୍ରତିବର୍ଷ ଏପ୍ରିଲ ୨୪ ତାରିଖକୁ ଜାତୀୟ!-->!-->!-->…
ଖରା ଛୁଟିରେ ଅନଲାଇନ୍ କ୍ଲାସ୍ ପାଇଁ ରୋଡ୍ ମ୍ୟାପ୍ , DEOମାନଙ୍କୁ ନେଇ OSCPCR ର କର୍ମଶାଳା
ଭୁବନେଶ୍ୱେର : ଖରା ଛୁଟି ଘୋଷଣା ହେଲା । ଚାଲିବ ଅନଲାଇନ କ୍ଲାସ । ଅନଲାଇନ କ୍ଲାସ୍ ବେଳେ ପିଲା କିପରି ସୁରକ୍ଷିତ ରହିବେ ଏବଂ ଇଣ୍ଟରନେଟ ଜରିଆରେ ଅପରାଧର ଶିକାର ନହେବେ ତାକୁ ନେଇ ଆରମ୍ଭ ହୋଇଛି କର୍ମଶାଳ । ସମସ୍ତ ଜିଲ୍ଲାର DEO ମାନଙ୍କୁ ନେଇ OSCPCR ପକ୍ଷରୁ ଆରମ୍ଭ ହୋଇଛି!-->…