Sign in
Sign in
Recover your password.
A password will be e-mailed to you.
ଭାରତ ମହାସାଗରରେ ବୁଡ଼ିଗଲା ଚୀନ ଜାହାଜ, ଲୋକଙ୍କ ଉଦ୍ଧାର ପାଇଁ ପହଞ୍ଚିଲା ଭାରତୀୟ ନୌସେନା
ନୂଆଦିଲ୍ଲୀ : ଭାରତ ଓ ଚୀନ ମଧ୍ୟରେ ଭଲ ସମ୍ପର୍କ ନଥିଲେ ବି ଚୀନ ନୌସେନାର ସହାୟତା ନିବେଦନକୁ ଗ୍ରହଣ କରି ନିଜର ବିଶାଳ ହୃଦୟ ଦେଖାଇଛି ଭାରତୀୟ ନୌସେନା । ଭାରତ ମହାସାଗରରେ ବୁଡ଼ିଯାଇଥିବା ଏକ ଚୀନ ଜାହାଜରୁ ୩୯ ଜଣଙ୍କୁ ଉଦ୍ଧାର କରି ଭାରତୀୟ ନୌସେନା ଶତ୍ରୁଠାରୁ ମଧ୍ୟ ପ୍ରସଂଶା ପାଇବାରେ!-->…
ସାବିତ୍ରୀ ଫଳ ବଜାରରେ ଚଢ଼ାଉ, କାରବାଇଡ୍ ମିଶା ଫଳ ଜବତ
ଭୁବନେଶ୍ୱର: ରାତି ପାହିଲେ ସାବିତ୍ରୀ ଓଷା । ରାଜଧାନୀର ବିଭିନ୍ନ ଫଳ ମାର୍କେଟରେ ଲୋକଙ୍କ ନାହିଁ ନଥିବା ଭିଡ଼ ରହିଛି । ସାବିତ୍ରୀ ବ୍ରତ ପାଇଁ ଫଳ ଦର ଉଚ୍ଚା ରହିଥିବା ବେଳେ ଲୋକେ ପ୍ରବଳ ଖରାରେ ତଟକା ଫଳ ଖୋଜୁଛନ୍ତି । ଆଉ ଯାହାର ଫାଇଦା ଉଠାଉଛନ୍ତି ଅସାଧୁ ବ୍ୟବସାୟୀ ।
ଆଜି!-->!-->!-->…
କିରଣ ରିଜିଜୁଙ୍କ ପରେ ଆଇନ ରାଷ୍ଟ୍ରମନ୍ତ୍ରୀ ବି ବଦଳିଲେ
ନୂଆଦିଲ୍ଲୀ: ଆଜି କେନ୍ଦ୍ର ମନ୍ତ୍ରିମଣ୍ଡଳରେ ପୁଣି ଏକ ଅଦଳବଦଳ ହୋଇଛି । ପ୍ରଥମେ ଆଇନ ମନ୍ତ୍ରାଳୟ ଦାୟିତ୍ବରେ ଥିବା କିରଣ ରିଜିଜୁଙ୍କ ଠାରୁ ତାଙ୍କ ଦାୟିତ୍ବ କାଢ଼ି ନିଆଯାଇଥିବା ବେଳେ ଏବେ କେନ୍ଦ୍ର ଆଇନ ରାଷ୍ଟ୍ରମନ୍ତ୍ରୀ ଏସପି ସିଂ ବଘେଲଙ୍କୁ ମଧ୍ୟ ଅପସାରଣ କରାଯାଇଛି। ତାଙ୍କୁ ସ୍ବାସ୍ଥ୍ୟ!-->…
ଲାଞ୍ଚ ନେବା ବେଳେ ଧରାପଡ଼ିଲେ ସେକ୍ସନ ଅଫିସର
ଭୁବନେଶ୍ୱର : ଦଶ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଭୁବନେଶ୍ୱର ସ୍ଥିତ ଖାଦ୍ୟ ସୁରକ୍ଷା କମିଶନରଙ୍କ ଅଫିସର ସେକ୍ସନ ଅଫିସର ଗିରିଜା ଶଙ୍କର ଦାସ।
ଜଣେ ଔଷଧ ଦୋକାନୀଙ୍କ ଠାରୁ ସେ ଏହି ଲାଞ୍ଚ ନେଉଥିଲେ। ଉକ୍ତ ଔଷଧ ଦୋକାନୀଙ୍କ ଦୋକାନର ଫାର୍ମାସିଷ୍ଟଙ୍କ!-->!-->!-->…
ଓଡ଼ିଶା ପାଇଁ ଆଉ ଦୁଇଟି ବନ୍ଦେ ଭାରତ ଏକ୍ସପ୍ରେସର ଚଳାଚଳ ଦାବି କଲେ ମୁଖ୍ୟମନ୍ତ୍ରୀ
ପୁରୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ କଟକ ଓ ପୁରୀ ରେଳ ଷ୍ଟେସନର ପୁନଃ ବିକାଶ ସହ ଅନ୍ୟ କେତେକ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଡ଼ି ହୋଇଥିଲେ। ଓଡ଼ିଶାରେ ରେଳର ବିଭିନ୍ନ!-->…
ବଦଳିଲେ ଦେଶର ଆଇନ ମନ୍ତ୍ରୀ
ନୂଆଦିଲ୍ଲୀ: ସୁପ୍ରିମକୋର୍ଟ କଲେଜିୟମ ବିରୋଧରେ ଲଗାତାର ବୟାନ ଦେଉଥିବା କିରନ ରିଜିଜୁଙ୍କଠାରୁ ଆଇନ ମନ୍ତ୍ରଣାଳୟ ନିଆଯାଇ ସଂସଦୀୟ ବ୍ୟାପାର ଓ ସଂସ୍କୃତି ରାଷ୍ଟ୍ରମନ୍ତ୍ରୀ ଅର୍ଜୁନରାମ ମେଘୱାଲ୍ଙ୍କୁ ନୂଆ ଆଇନ୍ ମନ୍ତ୍ରୀ ଭାବେ ଦାୟିତ୍ୱ ଦିଆଯାଇଛି । ପୂର୍ବରୁ ଆଇନ ମନ୍ତ୍ରାଳୟ ଦାୟିତ୍ବରେ!-->…
ଓଡ଼ିଶାକୁ ମିଳିବ ଦ୍ବିତୀୟ ବନ୍ଦେ ଭାରତ ଏକ୍ସପ୍ରେସ୍, ପୁରୀରୁ କଟକ ଗଡ଼ିବ ‘ବନ୍ଦେ ମେଟ୍ରୋ’: କେନ୍ଦ୍ର ରେଳମନ୍ତ୍ରୀ
ପୁରୀ: ଓଡ଼ିଶାରେ ଖୁବ୍ ଶୀଘ୍ର ‘ବନ୍ଦେ ମେଟ୍ରୋ’ ଚଳାଚଳ କରିବ। ଏହା ପୁରୀ- ଭୁବନେଶ୍ବର-କଟକରେ ଚଳାଚଳ କରିବ। ଏନେଇ ପୁରୀ ରେଳ ଷ୍ଟେସନରେ ଆୟୋଜିତ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଉଦଘାଟନୀ ଉତ୍ସବରେ ଘୋଷଣା କରିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ସେ ଆହୁରି କହିଛନ୍ତି,!-->…
ସିଦ୍ଦରମେୟା ହେବେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ, ଶିବକୁମାର ଉପମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ: ଚାରି ଦିନର ରାଜନୈତିକ କସରତ ପରେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରିତ୍ବକୁ ନେଇ ଜାରିଥିବା ଅଚଳାବସ୍ଥାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି। ବରିଷ୍ଠ ନେତା ସିଦ୍ଦରମେୟା କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ହେବେ ବୋଲି ଗତ ମଧ୍ୟରାତ୍ରିରେ ଘୋଷଣା କରିଛନ୍ତି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ!-->…
ପୁରୀରୁ ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ: ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ
ପୁରୀ : ଗଡ଼ିଲା ବନ୍ଦେ ଭାରତ ଏକ୍ସପ୍ରେସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ କଟକ ଓ ପୁରୀ ରେଳ ଷ୍ଟେସନର ପୁନଃ ବିକାଶ ସହ ଅନ୍ୟ କେତେକ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଡ଼ି ହୋଇଥିଲେ।!-->…
ଚଳିତ ବର୍ଷ ହେବ ସପ୍ଲିମେଣ୍ଟାରୀ ପରୀକ୍ଷା
କଟକ : ଚଳିତ ବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ। ଆଜି ମାଟ୍ରିକ ପରୀକ୍ଷା ଫଳ ଘୋଷଣା କରିବା ଅବସରରେ ଏହି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ପ୍ରମିଳା ମଲ୍ଲିକ।
ସେ କହିଛନ୍ତି, ଗତବର୍ଷ ସପ୍ଲିମେଣ୍ଟାରୀ ପରୀକ୍ଷା ହୋଇପାରି ନଥିଲା। କିନ୍ତୁ ଏଥର ହେବ। ଫେଲ୍ କିମ୍ବା!-->!-->!-->…