Sign in
Sign in
Recover your password.
A password will be e-mailed to you.
ଗତ ୫ବର୍ଷ ମଧ୍ୟରେ କୈଳାସ ପର୍ବତରେ ହେଉଥିବା ପରିବର୍ତ୍ତନ ବଡ଼ଚିନ୍ତାର କାରଣ ପାଲଟିଛି
ନୂଆଦିଲ୍ଲୀ: ପାଞ୍ଚ ବର୍ଷର ବ୍ୟବଧାନ ପରେ ସିକ୍କିମର ନାଥୁଲା ଗିରିପଥ ଦେଇ କୈଳାସ ମାନସରୋବର ଯାତ୍ରା ପୁଣି ଥରେ ଆରମ୍ଭ ହୋଇଛି ।
୨୦୨୦ରେ ଭାରତ ଓ ଚୀନ ମଧ୍ୟରେ ହୋଇଥିବା ଗଲଓ୍ବାନ ସଂଘର୍ଷ ପରେ କୈଳାସ ମାନସରୋବର ଯାତ୍ରାକୁ ବନ୍ଦ କରି ଦିଆଯାଇଥିଲା । ଉଭୟ ଦେଶ ମଧ୍ୟରେ ସଂପର୍କରେ ଉନ୍ନତି!-->!-->!-->…
OTET ପରୀକ୍ଷା ବନ୍ଦ ପରେ ନିରାଶ ହେଲେ ପରୀକ୍ଷାର୍ଥୀ
ରାତି ଅଧିଆ ବନ୍ଦ ହେଲା ଓଟିଇଟି ପରୀକ୍ଷା । ନିରାଶ ହେଲେ ପରୀକ୍ଷାର୍ଥୀ । ସ୍ଥଗିତ ରହିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ସାରା ରାଜ୍ୟରେ ଆଜି ଅନୁଷ୍ଠିତ ହେବାର ଥିଲା ଏହି ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା । ରାଜ୍ୟରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପାଇଁ ଏହି ସ୍ୱତନ୍ତ୍ର ଓଟିଇଟି ।!-->…
ଅବକାରୀ ବିଭାଗକୁ ସଫଳତା : ସାଦରାମ ଓ କୋଡିଗନ୍ଦୀ ଜଙ୍ଗଲ ରୁ ୮୪୪ କେଜି ଗଞ୍ଜେଇ ଜବତ
ମାଲକାନଗିରି : ଶନିବାର ଦିନ ଏକ ବିଶ୍ୱସ୍ତ ସୂତ୍ର ରୁ ଖବର ପାଇ ଅବକାରୀ ଅଧିକ୍ଷକ ଶ୍ରୀ ବିମ୍ବାଧର ପଣ୍ଡା ଙ୍କ ନିର୍ଦ୍ଦେଶ କ୍ରମେ ମାଲକାନଗିରି ଅବକାରୀ ବିଭାଗ ତରଫରୁ ଯୋଡ଼ାଆମ୍ବ ଥାନା ଅନ୍ତର୍ଗତ ସାଦରାମ ଓ କୋଡିଗନ୍ଦୀ ଜଙ୍ଗଲ ରୁ ୮୪୪ କେଜି ଗଞ୍ଜେଇ ଜବତ କରାଯାଇଛି ଯାହାର ଆନୁମାନିକ!-->…
ଇଣ୍ଡୋନେସିଆ : ଜାହାଜରେ ଅଗ୍ନିକାଣ୍ଡ, ଭୟରେ ସମୁଦ୍ରକୁ ଡେଇଁଲେ ଯାତ୍ରୀ
ଜାକାର୍ତ୍ତା : ଇଣ୍ଡୋନେସିଆ ନିକଟସ୍ଥ ସମୁଦ୍ରରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଜାହାଜରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ତେବେ ଅଗ୍ନିକାଣ୍ଡ ଯୋଗୁଁ ମୃତାହତଙ୍କ ସଂଖ୍ୟା ଜଣାପଡ଼ିନାହିଁ । ଏହି ଅଗ୍ନିକାଣ୍ଡର ଭିଡିଓ ଭାଇରାଲ ହୋଇଛି ।
ସୂଚନା ଅନୁସାରେ ଉତ୍ତର!-->!-->!-->…
ICC ରିପୋର୍ଟରେ ନାହିଁ ତାଳମେଳ, ସନ୍ଦେହ ଘେରରେ ସଦସ୍ୟ !
ବାଲେଶ୍ୱର : ICC ରିପୋର୍ଟ କଣ ଏମିତି ଥିଲା ଯେ ଛାତ୍ରୀ ସପକ୍ଷରେ ଯାଇନଥିଲା । କାହିଁକି ଛାତ୍ରୀ ଜଣକ ଆତ୍ମାହୁତି ଦେଇଦେଲେ କଲେଜ୍ ରୁ ନ୍ୟାୟ ନପାଇ । ଗୋଟିଏ ପଟେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ ଭାର ନେଇଥିବା ବେଳେ ଆଇସିସି ରିପୋର୍ଟ ପଢ଼ିଲେ ICC ସଦସ୍ୟ ମାନଙ୍କୁ ସନ୍ଦେହ!-->…
ମଦ ନିଶାରେ ଜିଅନ୍ତା ସାପକୁ ଚୋବାଇ ଖାଇଲେ ବଲାଙ୍ଗୀର ବ୍ୟକ୍ତି
ବଲାଙ୍ଗୀର: କଥାରେ ଅଛି ନାଲି ପାଣି ନିଶା, ଅସମ୍ଭବକୁ ବି ସମ୍ଭବ କରି ଦେଖାଇବ । ଯାହାର ଏକ ଜ୍ବଳନ୍ତ ଉଦାହରଣ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲ୍ଲାରେ । ଏହାରେ ଜଣେ ମଦ୍ୟପ ବ୍ୟକ୍ତି ଏକ ଜିଅନ୍ତା ନାଗ ସାପକୁ ଚୋବାଇ ଚୋବାଇ ଖାଇଛନ୍ତି, ଆଉ ନିଶା ଛାଡିଲା ପରେ ବାବୁ ସିଧା ହସ୍ପିଟାଲରେ ।
!-->!-->!-->…
ମଝି ଆକାଶରେ କ୍ରୁ ସଦସ୍ୟଙ୍କୁ ହତ୍ୟା ଧମକ
ନୂଆଦିଲ୍ଲୀ: ଆମେରିକାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମଝି ଆକାଶରେ ବିମାନ ଉଡ଼ୁଥିବା ବେଳେ ଜଣେ ଯାତ୍ରୀ ହଠାତ୍ ଜରୁରୀକାଳୀନ ଦ୍ୱାର ଖୋଲିବା ସହିତ କ୍ରୁ ସଦସ୍ୟ ଓ ସହଯାତ୍ରୀଙ୍କୁ ହତ୍ୟା କରିବାକୁ ଧମକ ଦେଇଥିବାର ଅଭିଯୋଗ ହୋଇଛି। ଏହି ଘଟଣାର ଏକ ଭିଡିଓ ମଧ୍ୟ ସୋସିଆଲ!-->…
ଏୟାରଲିଫ୍ଟ ହେଲେ ବଳଙ୍ଗା ଛାତ୍ରୀ, ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଉନ୍ନତ ଚିକିତ୍ସା ପାଇଁ ଭୁବନେଶ୍ବର ବିମାନବନ୍ଦରରୁ ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହୋଇଛନ୍ତି ବଳଙ୍ଗା ପୀଡ଼ିତା । ପୀଡ଼ିତାଙ୍କୁ ଗ୍ରୀନ କରିଡ଼ରରେ ଏୟାରପୋର୍ଟ ନିଆଯାଇଛି । ଦିଲ୍ଲୀ ଏମ୍ସରେ ପୀଡିତାଙ୍କ ଚିକିତ୍ସା କରିବେ ସ୍ବତନ୍ତ୍ର ଡାକ୍ତରୀ ଟିମ୍ । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ!-->…
ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହେଲେ ବଳଙ୍ଗା ଛାତ୍ରୀ , ଗ୍ରୀନ କରିଡ଼ରରେ ଗଲେ ଏୟାରପୋର୍ଟ
ଭୁବନେଶ୍ୱର :ଦିଲ୍ଲୀ ଏମ୍ସକୁ ଏୟାରଲିଫ୍ଟ ହେଲେ ବଳଙ୍ଗା ଛାତ୍ରୀ । ପୀଡ଼ିତାଙ୍କୁ ଗ୍ରୀନ କରିଡ଼ରରେ ଏୟାରପୋର୍ଟ ନିଆଯାଇଛି । ସାଙ୍ଗରେ ଅଛନ୍ତି ଡାକ୍ତର ଓ ଅନ୍ୟ ଲାଇଫ ସପୋର୍ଟ ସରଞ୍ଜାମ । ପୀଡିତାଙ୍କ ସହ ପରିବାର ଲୋକ ମଧ୍ୟ ଦିଲ୍ଲୀ ଯାଉଛନ୍ତି । ଦିଲ୍ଲୀ ଏମ୍ସରେ!-->…
ସୋମବାରଠାରୁ ସଂସଦର ମୌସୁମୀ ଅଧିବେଶନ
ନୂଆଦିଲ୍ଲୀ : ଜୁଲାଇ ୨୧ ଅର୍ଥାତ୍ ସୋମବାରଠାରୁ ଆରମ୍ଭ ହେଉଛି ସଂସଦର ମୌସୁମୀ ଅଧିବେଶନ । ଏଥିପାଇଁ ଆଜି କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡକାଇଥିଲେ ।
ଏହି ଅଧିବେଶନ ମଧ୍ୟ ବହୁତ ହଙ୍ଗାମାପୂର୍ଣ୍ଣ ହେବାକୁ ଯାଉଛି ଏବଂ ଏହାର ଏକ ଝଲକ ସର୍ବଦଳୀୟ ବୈଠକରେ ଦେଖିବାକୁ ମିଳିଥିଲା। ଏହି!-->!-->!-->…