Sign in
Sign in
Recover your password.
A password will be e-mailed to you.
‘କର୍ଣ୍ଣାଟକରେ ବିଜେପି ହାର ପାଇଁ ମୁଁ ଦାୟୀ’
ବେଙ୍ଗାଲୁରୁ : ଚଳିତ କର୍ଣ୍ଣାଟକା ବିଧାନସଭା ନିର୍ବାଚନରେ ବିଜେପି ଧୂଳି ଚାଟିଥିବା ବେଳେ ବିପୁଳ ଭୋଟରେ ଜିତିଛି କଂଗ୍ରେସ । ଅପ୍ରତ୍ୟାଶିତ ଭାବେ ଦଳ ହାର୍ର ସମ୍ମୁଖୀନ ହେବା ପରେ ଏଥିପାଇଁ ନିଜକୁ ଦାୟୀ କରିଛନ୍ତି କର୍ଣ୍ଣାଟକାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ବସବରାଜ ବୋମାଇ!-->…
ଜେ. ପି. ନଡ୍ଡାଙ୍କୁ ଭେଟିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ
ଭୁବନେଶ୍ୱର :ଦିଲ୍ଲୀରେ ନଡ୍ଡା-ମନମୋହନ ଭେଟ । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ. ପି. ନଡ୍ଡାଙ୍କୁ ଆଜି ଭେଟିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଝାରସୁଗୁଡ଼ା ଉପନିର୍ବାଚନ ପରେ ନଡ୍ଡାଙ୍କୁ ଭେଟିଛନ୍ତି । ରାଜ୍ୟର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିଥିବା କହିଛନ୍ତି!-->…
ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ୩ ସରକାରୀ ଅଧିକାରୀ…
ଜୟପୁର : ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସିଡିପିଓ(ଚାଇଲ୍ଡ ଡେଭପମେଣ୍ଟ ପ୍ରୋଜେକ୍ଟ ଅଫିସ୍ର), ସିଡିପିଓଙ୍କ ଅଫିସ୍ର କିରାଣୀ ଓ ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ। ଗୋଟିଏ ଘଟଣା କୋରାପୁଟରେ ଘଟିଥିବା ବେଳେ ଅନ୍ୟଟି ଗଞ୍ଜାମରେ ଘଟିଛି।
ଅଙ୍ଗନବାଡି କର୍ମୀଙ୍କୁ ନିଯୁକ୍ତି!-->!-->!-->…
କାଲିଠୁ ପୁରୀରୁ ହାୱଡା ଅଭିମୁଖେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍
ପୂରୀ : ଆସନ୍ତାକାଲି ଠାରୁ ପୁରୀରୁ ହାୱଡା ଅଭିମୁଖେ ଗଡ଼ିବ ବନ୍ଦେ ଭାରତ ଏକ୍ସପ୍ରେସ୍। ଭର୍ଚୁଆଲ ମୋଡରେ ଏହି ସେମି ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ,!-->…
ଦୁର୍ନୀତି ଅଭିଯୋଗ ଆଣିଥିଲେ ସତ୍ୟପାଲ ମଲିକ, ତାଙ୍କରି ସହଯୋଗୀମାନଙ୍କ ଠିକଣାରେ ସିବିଆଇ ରେଡ୍
ନୂଆଦିଲ୍ଲୀ : ଦିଲ୍ଲୀ ଓ ରାଜସ୍ଥାନ ସମେତ ୧୨ଟି ଠିକଣାରେ ରେଡ୍ କରିଛି ସିବିଆଇ। ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଲ ସତ୍ୟପାଲ ମଲିକଙ୍କ ୩ ସହଯୋଗୀଙ୍କ ଘରେ ମଧ୍ୟ ସିବିଆଇ ଛାନଭିନ କରିଛି। ଶ୍ରୀ ମଲିକଙ୍କ ପୂର୍ବତନ ପ୍ରେସ ସଚିବ, ଚାର୍ଟାଡ ଆକାଉଣ୍ଟାଣ୍ଟ ଓ ବ୍ୟକ୍ତିଗତ ସହାୟକଙ୍କ ଠିକଣାରେ!-->…
ବସ ସହ ଟ୍ରକର ମୁହାଁମୁହିଁ ଧକ୍କା, ୧୦ ଯାତ୍ରୀ ଗୁରୁତର
ଘଟଗାଁ: କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ଅନ୍ତର୍ଗତ ପୋଇଜାମୁଲା ଛକ ନିକଟରେ ଟ୍ରକ ସହ ବସ ମୁହାଁମୁହିଁ ଧକ୍କା ହେବାରୁ ୧୦ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ୫ଜଣ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ ମା’ ଦୁର୍ଗା ନାମକ ଏକ ଘରୋଇ ବସ ୩୦ରୁ ଉର୍ଦ୍ଧ୍ବ!-->…
ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଗସ୍ତ ସୂଚୀରେ ପରିବର୍ତ୍ତନ
ଭୁବନେଶ୍ବର: ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କ ଗସ୍ତ ସୂଚୀରେ ପରିବର୍ତ୍ତନ ଘଟିଛି। ସେ ନିଜର କାର୍ଯ୍ୟକ୍ରମ କାଣ୍ଟଛାଣ୍ଟ କରି ଆଜି ସନ୍ଧ୍ୟା ୮ଟାରେ ଭୁବନେଶ୍ବରରେ ପହଞ୍ଚିବେ ବୋଲି ଜଣାପଡ଼ିଛି। ଛୁଟି ସରିବା ପୂର୍ବରୁ ରାଜ୍ୟପାଳ ଓଡ଼ିଶା ଫେରିଆସିବେ। ରାଜ୍ୟପାଳଙ୍କ ଗସ୍ତ!-->…
ଭାରତକୁ ନାଲି ଆଖି ଦେଖାଇଲା ୟୁରୋପୀୟ ୟୁନିଅନ, କଡ଼ା ଜବାବ ଦେଲେ ଜୟଶଙ୍କର…
ନୂଆଦିଲ୍ଲୀ : ଭାରତ ଉପରେ ଭଡ଼କିଲା ୟୁରୋପୀୟ ୟୁନିଅନ । ଖପ୍ପା ହେବା ସହ କଡ଼ା କାର୍ଯ୍ୟାନୁଷ୍ଠାନର ଚେତାବନୀ ବି ଦେଲା। ଭାରତ ନିଜର ଏହି ଅଭ୍ୟାସ ତୁରନ୍ତ ନ ବଦଳାଇଲେ କଡ଼ା କର୍ଯ୍ୟାନୁଷ୍ଠାନର ଚେତାବନୀ ବି ଦେଇଛି। ହେଲେ ଏହା ପ୍ରତ୍ୟୁତ୍ତରରେ ଭାରତର ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ବି!-->…
ସାବିତ୍ରୀ ବଜାରରେ ଅସମ୍ଭାଳ ଭିଡ଼
ଭୁବନେଶ୍ବର: ଆଉ ଦୁଇ ଦିନ ପରେ ପବିତ୍ର ସାବିତ୍ରୀ ଅମାବାସ୍ୟା। ଓଡ଼ିଆ ମହିଳାମାନଙ୍କ ସବୁଠୁ ବଡ଼ ଓଷା ବା ବ୍ରତ। ତେଣୁ ସାବିତ୍ରୀ ବଜାରରେ ଲାଗିଛି ଭିଡ଼। ଶାଢ଼ି, ଚୁଡ଼ିଠାରୁ ଆରମ୍ଭ କରି ଫଳ ବଜାର ସବୁଠି ଅସମ୍ଭାଳ ଭିଡ଼ ଜମିଲାଣି। ଚଳିତ ବର୍ଷ ସବୁ ଜିନିଷର ଦରବୃଦ୍ଧି ହୋଇଥିଲେ ବି ବଜାର!-->…
ଗଣ୍ଡି ମୁଣ୍ଡ ଅଲଗା କରି ଯୁବକଙ୍କୁ ବୀଭତ୍ସ ହତ୍ୟା
ବଲାଙ୍ଗିର:ବଲାଙ୍ଗିର ସହର ସାଲେପାଲିରେ ନୃଶଂସ ହତ୍ୟା। ଗଣ୍ଡି ମୁଣ୍ଡ ଅଲଗା କରି ଯୁବକଙ୍କୁ ହତ୍ୟା କରିବା ପରେ ବନ୍ଦ ଘରେ ଫିଙ୍ଗି ଚାଲିଗଲେ ଦୁର୍ବୃତ୍ତ। ବନ୍ଦ ଘରୁ ମୃତକଙ୍କ ଗଳିତ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର କରିଛି ପୋଲିସ। ମୃତକ ଜଣକ ରିଙ୍କୁ ମେହେର ବୋଲି ଚିହ୍ନଟ ହୋଇଛି। ସାଲେପାଲିର!-->…