ବଜ୍ରକାପ୍ତା ଚୋରା ଚାଲାଣ ବେଳେ ମାଡିବସିଲା STF, ୨ ଗିରଫ

ସୋନପୁର: ବଜ୍ରକାପ୍ତା ଚୋରାଚାଲାଣ ବେଳେ ମାଡିବସିଲା STF। ୧୦କେଜି ଓଜନର ୨ଟି ବଜ୍ରକାପ୍ତା ଉଦ୍ଧାର। ସୋନପୁର ଫରେଷ୍ଟ ଡିଭିଜନ ଭିତରେ ଚାଲିଥିଲା ଡିଲ। ୨ଭାଇ ଡିଲ କରୁଥିବା ନେଇ ଖବର ପାଇଥିଲା STF। ସୋନପୁର ବନ ବିଭାଗ ସହାୟତାରେ ଦୁଇ ଚୋରା ଚାଲାଣକାରୀଙ୍କୁ ଗିରଫ କଲା STF। ୨

ରାଜ୍ୟର ବିଭିନ୍ନ ସ୍ଥାନରେ ପାଳିତ ହେଉଛି ଅନ୍ତର୍ଜାତୀୟ ଆର୍ଟ ଅଫ ଗିଭିଂ ଦିବସ

ଭୁବନେଶ୍ବର: ଆଜି ହେଉଛି ବିଶ୍ୱ ଆର୍ଟ ଅଫ ଗିଭିଂ ଡେ। ପୁରୀ ଜିଲ୍ଲା ପିପିଲିରେ ଦଶମ ଆର୍ଟ ଅଫ୍‌ ଗିଭିଂ ଡେ’ ପାଳିତ ହୋଇଛି । ଏହି ଅବସରରେ ନିମାପଡ଼ା ଛକରୁ ଏକ ଶୋଭାଯାତ୍ରା ବାହାରି ବଜାର ପରିକ୍ରମା କରିଥିଲା । ଶୋଭାଯାତ୍ରାରେ ଅଞ୍ଚଳର ଯୁବକ, ଯୁବତୀ, ମହିଳା ଆଶା କର୍ମୀ ମାନେ ସାମିଲ ହୋଇ

ବୋହୂଙ୍କ ଯୌତୁକ ଦାବି ଅଭିଯୋଗକୁ ଖଣ୍ଡନ କଲେ ଶଶିଭୂଷଣ

ବାଙ୍କୀ : ବୋହୂ ଆଣିଥିବା ଯୌତୁକ ନିର୍ଯାତନା ଅଭିଯୋଗ ସଂପୂର୍ଣ୍ଣ ଭିତ୍ତୀହୀନ କହିଲେ ବିଧାୟକ ଶଶୀଭୂଷଣ ବେହେରା। ଘଟଣାକୁ ନେଇ ମୁଁ ଦୁଃଖିତ, ମର୍ମାହତ ଏବଂ ଆଶ୍ଚର୍ଯ୍ୟଚକିତ ବୋଲି କହିଛନ୍ତି ଶଶୀଭୂଷଣ। ବିବାହର ୨ ବର୍ଷ ପରେ ଏପରି ଅଭିଯୋଗ ଗ୍ରହଣୀୟ ନୁହେଁ। ଖାଲି ସେତିକି ନୁହେଁ ଯୌତୁକ

ପାଣିରେ ବୁଡି ଯୁବକ ମୃତ

ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ଥାନା ଭାଲୁମୁଣ୍ଡା ଗାଁରେ ଅଭାବନୀୟ ଘଟଣା ଘଟିଛି । ପାଣିରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣକ ହେଉଛନ୍ତି ଭାଲୁମୁଣ୍ଡା ଗାଁର ରୁଦ୍ର ପ୍ରସାଦ ମେହେର ବୋଲି ଜଣାପଡିଛି । ସୂଚନା ଅନୁଯାୟୀ ରୁଦ୍ର ଗତକାଲି ସନ୍ଧ୍ୟାରେ ଗାଁରେ ଥିବା

ଏସ ସି ବି ମେଡ଼ିକାଲ କଲେଜରେ କାର୍ଯ୍ୟରତ ମହିଳା ସଫେଇ କର୍ମଚାରୀଙ୍କୁ ଦୁଷ୍କର୍ମ ଅଭିଯୋଗ

କଟକ: ଏସ ସି ବି ମେଡ଼ିକାଲ କଲେଜରେ କାର୍ଯ୍ୟରତ ମହିଳା ସଫେଇ କର୍ମଚାରୀଙ୍କୁ ଦୁଷ୍କର୍ମ ଅଭିଯୋଗ। ଏକ ହଷ୍ଟେଲକୁ ଡାକି ଅନ୍ୟ ଜଣେ କର୍ମଚାରୀ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଖବର ଅନୁଯାୟୀ, ସଫେଇ ଦାୟିତ୍ୱରେ ଥିବା ଏକ ଘରୋଇ ଠିକା ସଂସ୍ଥାରେ କାମ କରୁଛନ୍ତି ଅଭିଯୋଗକାରିଣୀ

ପୁଣି ଦିଲ୍ଲୀ ଉପ ରାଜ୍ୟପାଳଙ୍କୁ ସୁପ୍ରିମକୋର୍ଟ ଝଟକା

ନୂଆଦିଲ୍ଲୀ : ଦିଲ୍ଲୀର ଉପ ରାଜ୍ୟପାଳଙ୍କୁ ପୁଣିଥରେ ସୁପ୍ରିମକୋର୍ଟ ଝଟକା। ଦିଲ୍ଲୀରେ କେନ୍ଦ୍ର ସରକାରଙ୍କ ପ୍ରତିନିଧି ଭାବେ କାର୍ଯ୍ୟ କରୁଥିବା ଉପ ରାଜ୍ୟପାଳଙ୍କ କ୍ଷମତା ଉପରେ ପ୍ରଶ୍ନ ଉଠାଇଛନ୍ତି ସର୍ବୋଚ୍ଚ ଅଦାଲତ। ପ୍ରଥମେ ସୁପ୍ରିମକୋର୍ଟ ଉପ ରାଜ୍ୟପାଳଙ୍କ ହାତରୁ ପ୍ରଶାସନିକ କ୍ଷମତା

ଭାରସାମ୍ୟ ହରାଇ ଗଛରେ ପିଟିଲା ବୋଲେରୋ: ୨ ମୃତ, ୨ ଗୁରୁତର

ଯୋଡ଼ା : ଚମ୍ପୁଆ ଥାନା ରାମଚନ୍ଦ୍ରପୁର ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟିଲା ବୋଲେରୋ। ଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି । ଗତ ବିଳମ୍ବିତ ରାତିରେ ଝାଡ଼ଖଣ୍ଡରୁ ଏକ ବିବାହ ଭୋଜିରୁ ଫେରୁଥିଲା ବେଳେ ଏହି ଦୁର୍ଘଟଣା ଘଟିଛି। ମୃତକ ହେଲେ କୋଇଡ଼ା ଥାନା

ଅତିରିକ୍ତ CSOଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର :ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଅତିରିକ୍ତ ସିଭିଲ ସପ୍ଲାଇ ଅଫିସର ସଞ୍ଜୟ ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ସଞ୍ଜୟଙ୍କ ଘର, ଅଫିସ୍‌ ସମେତ ମୋଟ ୭ଟି ସ୍ଥାନରେ ଆଜି ସକାଳେ ଚଢ଼ାଉ କରାଯାଇଛି। ଭୁବନେଶ୍ୱରର, ମୟୂରଭଞ୍ଜ ଓ

ଆଦାନି-ହିଣ୍ଡେନବର୍ଗ ମାମଲା: ତଦନ୍ତ ପାଇଁ ଆଉ ୩ ମାସ ନେଲା ସେବି

ନୂଆଦିଲ୍ଲୀ : ଆଦାନି ଗ୍ରୁପ୍‌ ବିରୋଧରେ ଆମେରିକୀୟ କମ୍ପାନୀ ହିଣ୍ଡେବର୍ଗ ଦେଇଥିବା ରିପୋର୍ଟର ତଦନ୍ତ ପାଇଁ ଆଉ ୩ ମାସ ସମୟ ନେଇଛି ସେବି। ତଦନ୍ତ ଶେଷ କରିବାକୁ ସେବି ପକ୍ଷରୁ ୬ ମାସର ସମୟ ମଗାଯାଇଥିଲା। କିନ୍ତୁ ଏହାକୁ ଅଗ୍ରାହ୍ୟ କରି ସୁପ୍ରିମକୋର୍ଟ ୩ ମାସର ସମୟ ଦେଇଛନ୍ତି।ପ୍ରଧାନ

ମମତାଙ୍କ ସ୍ବର ପରିବର୍ତ୍ତନ ପଛରେ ନୀତିଶଙ୍କ ହାତ

ନୂଆଦିଲ୍ଲୀ : କଂଗ୍ରେସକୁ ସବୁବେଳେ ବିରୋଧ କରୁଥିବା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କର୍ଣ୍ଣାଟକା ନିର୍ବାଚନ ପରେ ସମର୍ଥନ କରିବାର ସଙ୍କେତ ଦେଇଛନ୍ତି। ମମତାଙ୍କ ଏପରି ପରବର୍ତ୍ତନ ପଛରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ୱାନ ଟୁ ୱାନ ଫର୍ମୁଲା ରହିଛି। ବିରୋଧୀକୁ ୨୦୨୪