Sign in
Sign in
Recover your password.
A password will be e-mailed to you.
ୱାର୍ଡ କମିଟି ଓ ବୁଥ୍ କମିଟି ଗଠନ ପାଇଁ ପ୍ରସ୍ତୁତି ବୈଠକ
ମାଲକାନଗିରି : ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ଜିଲ୍ଲା ପରିଷଦ ଜୋନ୍ ୨ ରେ ଆଜି ମାଲକାନଗିରି ବିଜୁ ଜନତା ଦଳ ତରଫରୁ କାଲିମେଳା ବ୍ଲକ ପ୍ରାଙ୍ଗଣରେ ଜିଲ୍ଲା ଆଇନଜୀବୀ ସାମୁଖ୍ୟ ସଭାପତି ତଥା ସାଧାରଣ ସମ୍ପାଦକ ଜିଲ୍ଲା ବିଜୁ ଜନତା ଦଳ ମାଲକାନଗିରି , କାଲିମେଳା ବ୍ଲକ ଜିଲ୍ଲା ପରିଷଦ!-->…
ସିମନବାଡ଼ିରେ ମାଓବାଦୀଙ୍କ ଉପସ୍ଥିତି ଜାହିର : ଲାଲ ବ୍ୟାନର ମାରି ୧୨ ଦଫା ଦାବି ନେଇ ୧୫ ରେ ବନ୍ଦ ଡାକରା
ଦାରିଙ୍ଗବାଡି (୧୪/୫): ପୁଣି ଉପସ୍ଥିତି ଜାହିର କଲେ ସିପିଆଇ ପୂର୍ବ ଜୋନାଲ ବ୍ୟୁର ମାଓବାଦୀ । ଦାରିଙ୍ଗବାଡି ଥାନା ଅଞ୍ଚଳ ୫୯ ନମ୍ବର ଜାତୀୟ ରାଜପଥ ସ୍ଥିତ ସିମନବାଡ଼ି ର ଟୋଲଗେଟ୍ ଓ ବୁଡ଼ାଗୁଡ଼ା ଛକ ଠାରେ ଲାଲ ବ୍ୟାନର ମାରି ନିଜର ଉପସ୍ଥିତି ଜାହିର କରିଛନ୍ତି । ଏହି ବ୍ୟାନର!-->!-->!-->…
ବିଜୟୀ ହେବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଦୀପାଳି ଦାସ
ଭୁବନେଶ୍ୱର : ନବୀନ ନିବାସରେ ଦୀପାଳି ଦାସ । ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟୀ ହେବା ପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଦୀପାଳି ଦାସ । ସାଙ୍ଗରେ ଅଛନ୍ତି ଭାଇ ବିଶାଳ ଦାସ । ଆଜି ଅପରାହ୍ଣରେ ଭୁବନେଶ୍ୱରରେ ପହଞ୍ଚିଥିଲେ ଦୀପାଳି । ପରେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟି!-->…
ରାଜ୍ୟରେ ଆଗାମୀ ୨ଦିନ ଯାଏ ୩ରୁ ୫ଡିଗ୍ରୀ ବଢିବ ଦିନର ତାପମାତ୍ରା
ଭୁବନେଶ୍ୱର: ରାଜ୍ୟରେ ଖରାର ପ୍ରକୋପ ଜାରି। ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ସକାଳ ୯ଟା ପରଠାରୁ ବଢୁଛି ଖରାର ପ୍ରକୋପ। ଟାଣ ଖରା ଯୋଗୁଁ ଘରୁ ବାହାରିବା କଷ୍ଟକର ହୋଇପଡୁଛି। ଦେଶର ଉତ୍ତର ପଶ୍ଚିମ ଭାଗରୁ ରାଜ୍ୟ ମଧ୍ୟକୁ ଶୁଖିଲା ଓ ଉତ୍ତପ୍ତ ବାୟୁ!-->…
ଓଭର ବ୍ରିଜରେ ସଡ଼କ ଦୁର୍ଘଟଣା: ଭାରସାମ୍ୟ ହରାଇ ତଳକୁ ଖସି ପଡିଲେ ବାଇକ ଆରୋହୀ
ସମ୍ବଲପୁର: କ୍ଷେତରାଜପୂର ଠାରେ ଥିବା ଓଭର ବ୍ରିଜରେ ସଡ଼କ ଦୁର୍ଘଟଣା। ଦୁର୍ଘଟଣାରେ ଜଣେ ବାଇକ ଆରୋହୀ ଓଭର ବ୍ରିଜ ର ବାଡ଼କୁ ଧକ୍କା ଦେଇ ତଳକୁ ଖସି ପଡ଼ିଥିଲେ । ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ଯୁବକଙ୍କୁ ସଦର ମେଡିକାଲକୁ ନେଇଥିଲେ। ହେଲେ ଅବସ୍ଥା ଗୁରୁତର ହେବାରୁ ଯୁବକଙ୍କୁ!-->…
ଆଇସିଏସ୍ଇ ଦଶମ ପରୀକ୍ଷା ଫଳ:୯୯.୪ % ମାର୍କ ସହ ଓଡ଼ିଶାରୁ ପ୍ରିୟଙ୍କା ଓ ବିଷ୍ଣୁ ଶ୍ରେଷ୍ଠ
ଭୁବନେଶ୍ବର: ଇଣ୍ଡିଆନ୍ ସାର୍ଟିଫିକେଟ୍ ଅଫ୍ ସେକେଣ୍ଡାରି ଏଜୁକେସନ (ଆଇସିଏସ୍ଇ) ଦଶମ ଓ ଦ୍ବାଦଶ ଶ୍ରେଣୀ ବାର୍ଷିକ ପରୀକ୍ଷା ଫଳ ରବିବାର ପ୍ରକାଶିତ ହୋଇଛି। ଆଇସିଏସ୍ଇ ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ପ୍ରିୟଙ୍କା ପରାସର ଓ ବିଷ୍ଣୁ ଶତପଥୀ ଟପ୍ପର ହୋଇଛନ୍ତି। ଉଭୟ!-->…
ଆସନ୍ତାକାଲି ୭ଟି ଜିଲ୍ଲାରେ ମାଓବାଦୀଙ୍କ ୨୪ ଘଣ୍ଟିଆ ବନ୍ଦ ଡାକରା
ଭୁବନେଶ୍ୱର : ମାଓବାଦୀଙ୍କ ୨୪ ଘଣ୍ଟିଆ ବନ୍ଦ ଡାକରା। ବାର ଦଫା ଦାବିରେ ଆସନ୍ତାକାଲି ୭ଟି ଜିଲ୍ଲାରେ ବନ୍ଦ ଡାକରା ଦେଇଛି ମାଓ ସଂଗଠନ। ଏନେଇ କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନା ବଣ୍ଡା ପିପିଲି ଗାଁ ନିକଟରେ ଲାଗିଛି ମାଓ ବ୍ୟାନର। ମାଓବାଦୀଙ୍କ ବଂଶଧାରା ଘୁମୁସର ନାଗାବଳୀ ଡିଭିଜନାଲ କମିଟି!-->…
ବ୍ୟାଙ୍କରେ ଭୟାବହ ଅଗ୍ନିକାଣ୍ଡ ଘଟି ବ୍ୟାପକ କାଗଜପତ୍ର ପୋଡି ପାଉଁଶ
ପିପିଲି : ପୁରୀ ଜିଲ୍ଲା ଡେଲାଙ୍ଗ ଘୋରଡିଆ ଗ୍ରାମ ବ୍ଯାଙ୍କରେ ଭୟାବହ ଅଗ୍ନିକାଣ୍ଡ ଘଟି ବ୍ଯାପକ କାଗଜପତ୍ର ପୋଡି ପାଉଁଶ ହୋଇଯାଇଛି। ତେବେ ଅଗ୍ନି କାଣ୍ଡର କାରଣ ଅସ୍ପଷ୍ଟ ରହିଛି। ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି। ଘଟଣା ସ୍ଥଳରେ ଡେଲାଙ୍ଗ ପୋଲିସ ଓ ଡେଲାଙ୍ଗ!-->…
ଭୁବନେଶ୍ୱର ଆରଏମ୍ଆରସି ପରିସରରେ ଅଗ୍ନିକାଣ୍ଡ
ଭୁବନେଶ୍ୱର : ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ର (RMRC) ପରିସରରେ ରବିବାର ଅଗ୍ନିକାଣ୍ଡ ଘଟିଛି। RMRC ପରିସରରେ ଥିବା ଏକ ଷ୍ଟୋର ରୁମ୍ରେ ନିଆଁ ଲାଗି ଯାଇଥିଲା। ଏଥିରେ ଅନେକ ବ୍ୟବହାର ହୋଇସାରିଥିବା ସାମଗ୍ରୀ ରହିଥିଲା।
ସର୍ଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡ ଘଟିଥିବା!-->!-->!-->…
ଆସନ୍ତାକାଲିଠୁ ଦୁବାଇକୁ ସିଧା ଫ୍ଲାଇଟ୍
ଭୁବନେଶ୍ବର: ଆସନ୍ତାକାଲିଠୁ ଦୁବାଇକୁ ସିଧା ଫ୍ଲାଇଟ୍ । ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଦୁବାଇକୁ ଉଡିବ ବିମାନ । ସପ୍ତାହରେ ତିନି ଦିନ ଚଳାଚଳ କରିବ ଫ୍ଲାଇଟ୍ । ସୋମବାର, ବୁଧବାର, ଶୁକ୍ରବାର ଦୁବାଇକୁ ବିମାନ ଉଡ଼ିବ । ପର୍ଯ୍ୟଟକଙ୍କ ପସନ୍ଦର ଡେଷ୍ଟିନେସନ୍ ପାଲଟିଥିବା!-->…