କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ : ନାରାୟଣପୁର ବିଜୟୀ

ରାୟଗଡା : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକଅନ୍ତର୍ଗତ ଇନ୍ତାଲିଗୁଡା ଗ୍ରାମରେ ମା ଆଲମୋତି କ୍ରିକେଟ ଟୁର୍ନାମେଣ୍ଟ ଉଦଯାପିତ ହୋଇଯାଇଛି । ଫାଇନାଲ ମେଚେ୍ ରେ ନାରାୟଣପୁର ୧୪, ଅଭର ୧ବୋଲରେ ୮ଉଇକେଟ ରେ ୧୩୧ ରନ କରି ବିଜୟ ଲାଭ କରିଛି।ନିକଟତମ ପ୍ରତିଦ୍ବନ୍ଦୀ ଭାରତପୁରିସି ୧୫ଅଭରରେ ୬

କନ୍ଧମାଳ ଜିଏ ନଏମ ଛାତ୍ରୀ ପାଳିଲେ ବିଶ୍ଵ ସେବିକା ଦିବସ

ଫୁଲବାଣୀ-୧୩ /୫ ସାରାବିଶ୍ୱ ପାଳିଛି ଆନ୍ତର୍ଜାତୀୟ ନସିଂ ଦିବସ ବା ବିଶ୍ଵ ସେବିକା ଦିବସ । ଏହି ଅବସରରେ ଖଜୁରୀପଡା ବ୍ଲକ ଅନ୍ତର୍ଗତ ଗୁଡ଼ରୀ ସାହି ସ୍ଥିତ କନ୍ଧମାଳ ଜିଏନଏମ କଲେଜ ନସିଂ ଛାତ୍ରଛାତ୍ରୀ ଓ ଶିକ୍ଷୟତ୍ରୀ ପାଳିଲେ ଆନ୍ତର୍ଜାତୀୟ ନସିଂ ଦିବସ, Iଏହି ଅବସରରେ ମୁଖ୍ୟ ଅତିଥି ଭାବେ

ଆଇପିଏଲ : ହାଇଦ୍ରାବାଦକୁ ୭ ଓ୍ବିକେଟରେ ହରାଇଲା ଲକ୍ଷ୍ନୌ

ହାଇଦ୍ରାବାଦ : ହାଇଦ୍ରାବାଦଠାରେ ଖେଳାଯାଇଥିବା ଆଇପିଏଲ ୨୦୨୩ର ୫୮ତମ ମ୍ୟାଚରେ ହାଇଦ୍ରାବାଦକୁ ୭ ଓ୍ବିକେଟରେ ପରାସ୍ତ କରିଛି ଲକ୍ଷ୍ନୌ ସୁପର ଜାୟାଣ୍ଟସ । ହାଇଦ୍ରାବାଦ ଦ୍ବାରା ରଖାଯାଇଥିବା ୧୮୩ରନର ଲକ୍ଷ୍ୟକୁ ଲକ୍ଷ୍ନୌ ୧୯.୩ ତମ ଓଭରରେ ୩ ଓ୍ବିକେଟ ହରାଇ ୧୮୫ ରନ କରି ହାସଲ କରିନେଇଥିଲା ।

କର୍ଣ୍ଣାଟକରେ ପରାଜୟ ସ୍ୱୀକାର କଲା ବିଜେପି

ବେଙ୍ଗାଲୁରୁ: ଅନେକ ଚେଷ୍ଟା କରିବା ସତ୍ତ୍ବେ ଆମେ ସନ୍ତୋଷଜନକ ଫଳ ପାଇଲୁ ନାହିଁ କହି ଆଜି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ପରାଜୟ ସ୍ବୀକାର କରିଛନ୍ତି। ସୂଚନାଯୋଗ୍ୟ, ରାଜ୍ୟରେ ଚାଲିଥିବା ବିଧାନସଭା ଭୋଟ୍‌ ଗଣତିରେ ଆଜି ପୂର୍ବାହ୍ନ ୧୦ ସୁଦ୍ଧା ୧୧୩ଟି ଆସନରେ ଅଗ୍ରଣୀ ରହି କଂଗ୍ରେସ

ଝାରସୁଗୁଡ଼ାରେ ବାଜି ମାରିଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ

ଝାରସୁଗୁଡ଼ା : ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡିର ବାଜିମାତ । ବୃହତ ବିଜୟ ହାସଲ କରିଛନ୍ତି ବିଜୁ ଜନତା ଦଳର ପ୍ରାର୍ଥୀ ଦୀପାଳି ଦାସ ମହାନ୍ତି । ୪୮ ହଜାର ୬୧୯ ଭୋଟରେ ବିଜୟ ଲାଭ କଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ । ବିଜୟ ପରେ ବିଜୟ ଉତ୍ସବ ମନାଉଛନ୍ତି ବିଜେଡି କର୍ମୀ । ବିଜେପି

ଶ୍ରୀନଗରରେ ଲଣ୍ଡନ୍‌ର ‘ୱାକିଙ୍ଗ୍‌ ମାର୍କେଟ୍‌’ ସଦୃଶ ‘ପୋଲୋଭ୍ୟୁ ମାର୍କେଟ୍‌’ ଉଦ୍‌ଘାଟନ କଲେ ଉପରାଜ୍ୟପାଳ ମନୋଜ…

ଶ୍ରୀନଗର: ଶୁକ୍ରବାର ଦିନ ଜମ୍ମୁ ଓ କଶ୍ମୀରର ଉପରାଜ୍ୟପାଳ ମନୋଜ ସିହ୍ନା ଶ୍ରୀନଗରରେ ଲଣ୍ଡନ୍‌ର ‘ୱାକିଙ୍ଗ୍‌ ମାର୍କେଟ୍‌’ ଭଳି ଦିଶୁଥିବା ‘ପୋଲୋଭ୍ୟୁ ମାର୍କେଟ୍‌’ ଉଦ୍‌ଘାଟନ କରିଛନ୍ତି। ସୂଚନାଯୋଗ୍ୟ, ‘ପୋଲୋଭ୍ୟୁ’ ହେଉଛି ବ୍ୟୟବହୁଳ ସାମଗ୍ରୀ ବିକ୍ରୟ ହେଉଥିବା କଶ୍ମୀରର ସର୍ବପୁରାତନ

କୈଳାସ ମାନସରୋବର ଯାତ୍ରା ଫି ବଢ଼ାଇଲା ଚୀନ

ନୂଆଦିଲ୍ଲୀ : କୈଳାସ ମାନସରୋବର ଯାତ୍ରା ପାଇଁ ଚୀନ ଭିସା ପ୍ରଦାନ କରିବା ଆରମ୍ଭ କରିଛି। ୩ ବର୍ଷ ବନ୍ଦ ରହିବା ପରେ ଏହା ଆରମ୍ଭ ହୋଇଛି। ଚଳିତଥର ବେଜିଂ ଯାତ୍ରା ନିୟମକୁ କଡ଼ାକଡ଼ି କରିଛି। ଯାତ୍ରା ସଂକ୍ରାନ୍ତ ଅଧିକାଂଶ ଫି ପାଖାପାଖି ଦୁଇଗୁଣା କରାଯାଇଛି। ତେଣୁ ଏହି ଯାତ୍ରା ପାଇଁ ଭାରତୀୟ

କର୍ଣ୍ଣାଟକ ପାଇଁ ଶିମଲା ମନ୍ଦିରରେ ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କ ପୂଜାର୍ଚ୍ଚନା

କର୍ଣ୍ଣାଟକରେ ଭୋଟ ଗଣତି ଜାରି ରହିଥିବା ବେଳେ କଂଗ୍ରେସ ରାଜ୍ୟରେ କ୍ଷମତା ଦଖଲ କରିବା ଆଶାରେ ରହିଛି କଂଗ୍ରେସ। ବର୍ତ୍ତମାନର ଟ୍ରେଣ୍ଡ ମଧ୍ୟ କଂଗ୍ରେସ ସପକ୍ଷରେ ରହିଛି। କର୍ଣ୍ଣାଟକରେ କେମିତି କଂଗ୍ରେସ ବାଜିମାତ କରିବ, ସେଥିପାଇଁ ଦଳର ମହାସଚିବ ପ୍ରିୟଙ୍କା ଗାନ୍ଧି ଭଦ୍ରା ଶିମଲାର

ବାପା ମୁଖ୍ୟମନ୍ତ୍ରୀ ହେବା ଉଚିତ : ସିଦ୍ଦରମୈୟାଙ୍କ ପୁଅ

କର୍ଣ୍ଣାଟକା: ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି। ବର୍ତ୍ତମାନର ଟ୍ରେଣ୍ଡ ଅନୁଯାୟୀ, କଂଗ୍ରେସ କ୍ଷମତାସୀନ ବିଜେପି ଠାରୁ ଯଥେଷ୍ଟ ଆଗରେ ରହିଛି। ଆହୁରି ଅନେକ ରାଉଣ୍ଡ ଭୋଟ ଗଣତି ଜାରି ରହିଥିବା ବେଳେ ଏବେ ଠାରୁ କଂଗ୍ରେସ ଜିତିଲେ, କିଏ ମୁଖ୍ୟମନ୍ତ୍ରୀ ହେବେ ତା’କୁ ନେଇ

ଆଦାନି-ହିଣ୍ଡେନ୍‌ବର୍ଗ ମାମଲାର ତଦନ୍ତ: ୬ ମାସ ସମୟ ଦେବାକୁ ସୁପ୍ରିମକୋର୍ଟ ଅରାଜି

ନୂଆଦିଲ୍ଲୀ : ଆଦାନି-ହିଣ୍ଡେନ୍‌ବର୍ଗ ମାମଲାର ତଦନ୍ତ ଶେଷ କରିବା ଲାଗି ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ଆଉ ୬ ମାସ ସମୟ ମାଗିଥିବା ବେଳେ ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଡି ୱାଇ ଚନ୍ଦ୍ରଚୂଡ଼ କହିଛନ୍ତି ଯେ ଏତେ ଅଧିକ ସମୟ ଦେବା ଠିକ୍ ହେବ ନାହିଁ। ଆଉ ଟିକେ ଶୀଘ୍ର କାମ