ଠକ ସଂସ୍ଥାର ୧.୨୨ କୋଟି ଟଙ୍କା ଫ୍ରିଜ୍ କଲା ଇଓଡବ୍ଲୁ

ଭୁବନେଶ୍ବର: ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲୁ) ଏକ ପୋନଜି ଆପ୍ ଜଏନ୍ ଟ୍ରେଡ୍’ର ୧.୨୨ କୋଟି ଟଙ୍କା ଫ୍ରିଜ୍ କରିଛି। ଅକ୍ଷୟ କୁମାର ଏବଂ ମନୀଷ ପଲଙ୍କ ପରି ବଲିଉଡର ଲୋକପ୍ରିୟ ଅଭିନେତାଙ୍କ ଚିତ୍ର ଦେଇ ବିଜ୍ଞାପନ ମାଧ୍ୟମରେ ଜନସାଧାରଣଙ୍କୁ ଭ୍ରମିତ କରିବା ଏବଂ ବିଶ୍ୱାସ ସୃଷ୍ଟି କରିବା ନେଇ

ବର୍ଷାଙ୍କୁ ପ୍ରତିପକ୍ଷ ଓକିଲଙ୍କ ଜେରା

କଟକ: ବହୁ ଚର୍ଚ୍ଚିତ ଷ୍ଟାର ଦମ୍ପତ୍ତିଙ୍କ ପାରିବାରିକ ବିବାଦ ମାମଲାରେ କଟକ ପରିବାର ଆଡାଲତରେ ଆଜି ଦ୍ୱିତୀୟ ଦିନ ପାଇଁ ହାଜର ହୋଇଥିଲେ ବର୍ଷା ପ୍ରିୟଦର୍ଶିନୀ ଓ ଅନୁଭବ ମହାନ୍ତି। ଅନୁଭବଙ୍କ ତରଫରୁ ଦାୟର ଛାଡ଼ପତ୍ର ଆବେଦନ ଉପରେ ଆଜି ପୁନଶ୍ଚ କୋର୍ଟରେ ନିଜର ପକ୍ଷ ରଖିଛନ୍ତି

ବିଭିନ୍ନ ନଦୀ ଓ ଜଳଭଣ୍ଡାରରେ ଡଙ୍ଗା ଦୁର୍ଘଟଣା ମାମଲା: ରାଜ୍ୟ ସରକାରଙ୍କ ତରଫରୁ ସତ୍ୟପାଠ ଦାଖଲ

କଟକ: ରାଜ୍ୟର ବିଭିନ୍ନ ନଦୀ ଓ ଜଳଭଣ୍ଡାରରେ ଡଙ୍ଗା/ବୋଟ ଦୁର୍ଘଟଣାକୁ ନେଇ ଆଗତ ମାମଲାର ଶୁଣାଣି ହାଇକୋର୍ଟରେ ହୋଇଥିବା ବେଳେ ପୂର୍ବ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ବାଣିଜ୍ୟ ଓ ପରିଵହନ ବିଭାଗ ପକ୍ଷରୁ ଏକ ବିସ୍ତ୍ରୁତ ସତ୍ୟପାଠ ଦାଖଲ କରାଯାଇଛି। ଓଡିଶା ବୋଟ ରୂଲ ୨୦୦୪ ଅନୁଯାୟୀ

୩ ଦୁଷ୍କର୍ମକାରୀଙ୍କୁ ୨୦ ବର୍ଷ ଜେଲ୍: ଚଳନ୍ତା କାରରେ ବିଧବାଙ୍କୁ କରିଥିଲେ ଗଣଦୁଷ୍କର୍ମ

ସୁନ୍ଦରଗଡ଼: ଆଜି ସୁନ୍ଦରଗଡ଼ ଜିଲ୍ଲା ଦୌରା ଜଜଙ୍କ ଅଦାଲତରେ ଏକ ଚାଞ୍ଚଲ୍ୟକର ଗଣଦୁଷ୍କର୍ମ ମାମଲାର ରାୟ ପ୍ରକାଶ ପାଇଛି। ଚଳନ୍ତା କାରରେ ବିଧବା ମହିଳାଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ଯସ୍ତ କରି ୨୦ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି ଜିଲ୍ଲା ଦୌରା

୫୦ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ଜିତିବେ ଦୀପାଳି : ପ୍ରମିଳା ମଲ୍ଲିକ

ଭୁବନେଶ୍ବର: ଝାରସୁଗୁଡ଼ା ଭୋଟ୍ ପରେ ବିଜେଡି ପକ୍ଷରୁ ବଡ଼ ବୟାନ ଜାରି ହୋଇଛି। ରାଜସ୍ବ ମନ୍ତ୍ରୀ ପ୍ରମିଳା ମଲ୍ଲିକ କହିଛନ୍ତି, ୫୦ ହଜାରରୁ ଅଧିକ ଭୋଟ ବ୍ୟବଧାନରେ ଜିତିବେ ଦୀପାଳି ଦାସ। ସେ ଆହୁରି କହିଛନ୍ତି, ଦୀପାଳି ଲୋକଙ୍କ ଦ୍ୱାରା ଆଦୃତ ହୋଇଛନ୍ତି। ମତଦାନ ପାଇଁ ଲୋକଙ୍କକ ଆଗ୍ରହ

ଚଢ଼ାଉ ବେଳେ ତହସିଲ ଏନଫୋର୍ସମେଣ୍ଟ ଟିମକୁ ଆକ୍ରମଣ

ନୟାଗଡ଼ : ରଣପୁର ତହସିଲ ଏନଫୋର୍ସମେଣ୍ଟ ଟିମ୍‌କୁ ଆକ୍ରମଣ । ୨୦ରୁ ଅଧିକ ପଥର ମାଫିଆ ଆକ୍ରମଣ କରିଛନ୍ତି । ଜୋର ଜବରଦସ୍ତ ଗାଡି ନେଇଯିବା ସହ ଗାଡି ଚଢାଇ ମାରି ଦେବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି । ଏଥିରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଏନଫୋର୍ସମେଣ୍ଟ ଟିମ ସଦସ୍ୟ ସୁଦାମ ଚରଣ

ଭୂଷଣ ଷ୍ଟିଲ ପ୍ଲାଣ୍ଟ କ୍ୱାର୍ଟର ୬ ମହଲା ଉପରୁ ପଡି ଦେଢ଼ ବର୍ଷର ଶିଶୁପୁତ୍ରର ମୃତ୍ୟୁ

ସମ୍ବଲପୁର : ଭୂଷଣ ଷ୍ଟିଲ ପ୍ଲାଣ୍ଟ କ୍ୱାର୍ଟର ୬ ମହଲା ଉପରୁ ପଡି ଦେଢ଼ ବର୍ଷର ଶିଶୁପୁତ୍ରର ମୃତ୍ୟୁ। ବାଲକୋନୀରେ ଖେଳୁଥିବା ବେଳେ ତଳକୁ ଖସି ପଡ଼ିଥିବା ସୂଚନା ମିଳିଛି । ଶିଶୁଟିକୁ ଝାରସୁଗୁଡା ମୁଖ୍ୟ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ଏନେଇ ଠେଲାକୋଲୋଇ ଥାନାରେ ଏକ

ରମାଦେବୀ ବିଶ୍ବବିଦ୍ୟାଳୟକୁ ଦିଆଯିବ ୟୁନିଟ୍‌-୯ ବାଳିକା ହାଇସ୍କୁଲ ଜମି

ଭୁବନେଶ୍ବର: ବନ୍ଦ ହେବାକୁ ଯାଉଛି ରାଜଧାନୀର ଆଉ ଏକ ପୁରାତନ ଉଚ୍ଚ ବିଦ୍ୟାଳୟ। ୧୯୬୭ ମସିହାରେ ସହରର ଛାତି ଉପରେ ଗଢ଼ିଉଠିଥିବା ୟୁନିଟ୍‌-୯ ବାଳିକା ଉଚ୍ଚ ବିଦ୍ୟାଳୟରେ ସବୁଦିନ ଲାଗି ତାଲା ପକାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୫୭ ବର୍ଷ ଧରି ନାରୀଶିକ୍ଷାର ପ୍ରାଣକେନ୍ଦ୍ର

ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ଆୟକର ରେଡ୍

ଭୁବନେଶ୍ୱର: ଚମ୍ପୁଆର ପୂର୍ବତନ ବିଧାୟକ ସନାତନ ମହାକୁଡ଼ଙ୍କ ଘରେ ରେଡ। କେନ୍ଦୁଝର , ଭୁବନେଶ୍ୱର ଏବଂ ପୈତୃକ ଗ୍ରାମ ନମ୍ବିରାରେ ଏକକାଳୀନ ଚଢ଼ାଉ କରାଯାଉଥିବା ସୂଚନା । ଭୁବନେଶ୍ଵରର ବାସ ଭବନରେ ମଧ୍ଯ ଚାଲିଛି ଚଢ଼ାଉ। ଟ୍ୟାକ୍ସ ଫାଙ୍କିବା ନେଇ ରେଡ ଚାଲିଥିବା ସୂଚନା ମିଳିଛି ।

ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲଙ୍କ ପରଲୋକ…

କଟକ : ବରିଷ୍ଠ କଂଗ୍ରେସ ନେତା ଅଶୋକ ସାମଲଙ୍କ ପରଲୋକ। ଆଜି ଅପରାହ୍ନରେ କଟକ ତଳତେଲେଙ୍ଗା ବଜ଼ାର ସ୍ଥିତ ଘରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ହେବ ସେ କର୍କଟ ଓ ଲିଭର ରୋଗରେ ପୀଡିତ ଥିଲେ। ସେ ନିକଟରେ ଟାଟା ମେମୋରିଆଲ ହସ୍ପିଟାଲରୁ