ଜିଲ୍ଲା ଉନ୍ନୟନ ସମନ୍ଵୟ ଓ ପର୍ଯ୍ୟଲୋଚନା କମିଟିର “ଦିଶା” ବୈଠକ ଅନୁଷ୍ଠିତ

ମାଲକାନଗିରି (୧୦/୦୫) : କେନ୍ଦ୍ର ସରକାରଙ୍କ ପକ୍ଷରୁ ଜିଲ୍ଲାରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନ ହିତକାରୀ ଯୋଜନାଗୁଡ଼ିକର ସମୟୋଚିତ ସଫଳତା ପାଇଁ ଆଜି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ଉନ୍ନୟନ ସମନ୍ଵୟ ଓ ପର୍ଯ୍ୟଲୋଚନା କମିଟିର "ଦିଶା" ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି

୫-ଟି ସଚିବଙ୍କ ଗଜପତି ଗସ୍ତର ଦ୍ବିତୀୟ ଦିନ : ମୁଖ୍ୟମନ୍ତ୍ରୀଙ୍କ ଉତୁଙ୍ଗ ଉଦ୍ୟମ – ପାହାଡ ରେ ସୁଡ଼ଙ୍ଗ କରି…

ଛେଳିଗଡ ଜଳସେଚନ ପ୍ରକଳ୍ପ ଖୁବ ଶୀଘ୍ର ଆରମ୍ଭ କରିବାକୁ ୫-ଟି ସଚିବଙ୍କ ପରାମର୍ଶ ଗଞ୍ଜାମ ଓ ଗଜପତିର ୬୬୨୦ ହେକ୍ଟର ଜମିକୁ ମିଳିବ ପାଣି, ବ୍ରହ୍ମପୁର ସହରକୁ ପ୍ରତି ସେକଣ୍ଡରେ ଏକ କ୍ୟୁବିକ ମିଟର ପିଇବା ପାଣି ଖର୍ଚ୍ଚ ହେବ ୯୩୬.୬୩ କୋଟି ଚାଳିଶ କୋଟି ଟଙ୍କା ବ୍ୟୟ ରେ

ଝାରସୁଗୁଡାରେ ସର୍ବୋଚ୍ଚ ତାପମାତ୍ରା ୪୨.୯ ଡିଗ୍ରୀ ‌ରେକର୍ଡ

ଭୁବନେଶ୍ବର: ଗରମ ଓ ଗୁଳୁଗୁଳିରେ ଦେହମୁଣ୍ଡ ଅସ୍ତବ୍ୟସ୍ତ ହୋଇପଡ଼ୁଛି। ଦେହରୁ ଝାଳ ଶୁଖୁନି କି ଘରେ କିମ୍ବା ବାହାରେ କେଉଁଠି ବି ଶାନ୍ତି ନାହିଁ। ତଣ୍ଟି ବାରମ୍ବାର ଶୁଖିଯାଉଛି। ଖରାରେ ୫ ମିନିଟ୍‌ ରହିଲେ, ଅଚେତ ହେବା ଭଳି ଲାଗୁଛି। ୩ ଦିନ ହେଲା ଏହିଭଳି ପାଗ ଉପକୂଳ ଓଡ଼ିଶାବାସୀଙ୍କୁ

କବି ଗୁରୁ ରବୀନ୍ଦ୍ର ଜୟନ୍ତୀ ଉଦଯାପିତ

ଉମରକୋଟ (୧୦/୦୫) : ନବରଙ୍ଗପୁର ଜ଼ିଲ୍ଲା ଉମରକୋଟ ବ୍ଲକ ସଦର ଇଉ ଭି ୩ ନମ୍ବର ଗ୍ରାମ ନିକଟବର୍ତ୍ତି ବଙ୍ଗଭବନ ଠାରେ ୦୯/୦୫/୨୦୨୩ ଦିନ ରବୀନ୍ଦ୍ର ସାଂସ୍କୃତିକ ସଂଘ ଆୟୋଜିତ କବି ଗୁରୁ ରବୀନ୍ଦ୍ର ନାଥ ଙ୍କ ଜନ୍ମ ଜୟନ୍ତୀ ପଚିଶି ବୈଶାଖ ମହା ଆଡମ୍ବର ସହିତ ପାଳିତ ହୋଇ ଯାଇଛି । ଏଥିରେ

ଉତ୍କଳ ସାମ୍ବାଦିକ ସଙ୍ଘ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ଶ୍ରୀ ଶିବଦତ୍ତ ସାହୁ ମନୋନିତ

ମାଲକାନଗିରି : ଜିଲ୍ଲାରେ ଉତ୍କଳ ସାମ୍ବାଦିକ ସଙ୍ଘ ଦୀର୍ଘ ୭ବର୍ଷରୁ ଉର୍ଦ୍ଧ୍ବ ସମୟ ଅତିବାହିତ କରିଥିବା ବେଳେ ଜିଲ୍ଲା ର ବିଭିନ୍ନ ବ୍ଲକ ରୁ ପ୍ରାୟ୮୦ରୁ ଉର୍ଦ୍ଧ୍ବ ସଦସ୍ୟ ରହିଛନ୍ତି । ସମ୍ବାଦ ପରିବେଷଣ ସହ ବିଭିନ୍ନ ଜନ ହିତକର କାର୍ଯ୍ୟ ରେ ନିଜକୁ ନିୟୋଜିତ କରି ସମଗ୍ର ଜିଲ୍ଲା ତଥା

ଅକ୍ଟୋବର ୫ରୁ ଆରମ୍ଭ ହେବ ଆଇସିସି ଏକଦିବସୀୟ ବିଶ୍ୱକପ୍

ନୂଆଦିଲ୍ଲୀ: ଅକ୍ଟୋବର ୫ରୁ ଭାରତରେ ଆରମ୍ଭ ହେବ ଆଇସିସି ଓଡିଆଇ କ୍ରିକେଟ୍ ବିଶ୍ୱକପ୍ ୨୦୨୩। ବର୍ତ୍ତମାନ ଏହି ବିଶ୍ୱକପକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ‘କ୍ରିକବଜ୍ ଡଟ୍ କମ୍’ର ରିପୋର୍ଟ ଅନୁଯାୟୀ, ଅକ୍ଟୋବର ୫ତାରିଖରେ ଇଂଲଣ୍ଡ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ପ୍ରଥମ ମ୍ୟାଚ୍ ଖେଳାଯିବ

କର୍ଣ୍ଣାଟକ ନିର୍ବାଚନ : କିଙ୍ଗମେକର୍ ହେବ କି ଜେଡିଏସ୍ ?

ବେଙ୍ଗାଲୁରୁ : କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ଭୋଟଗ୍ରହଣ ଶେଷ ହୋଇଛି । ଆସନ୍ତା ୧୩ ତାରିଖରେ ଭୋଟ ଗଣତି ହେବ । ଏହା ପୂର୍ବରୁ ବିଭିନ୍ନ ସଂସ୍ଥା ଦ୍ବାରା ବୁଥ୍ ବାହୁଡ଼ା ମତାମତ ବା ଏକଜିଟ୍ ପୋଲ ପ୍ରକାଶ ପାଇଛି । ଅଧିକାଂଶ ଏକଜିଟ୍ ପୋଲ ରିପୋର୍ଟରୁ ଜଣାପଡ଼ୁଛି ଯେ କର୍ଣ୍ଣାଟକରେ

ରାଜସ୍ଥାନରେ ୫,୫୦୦ କୋଟି ଟଙ୍କାର ପ୍ରକଳ୍ପ ଲଞ୍ଚ କଲେ ମୋଦି, ସ୍ୱାଗତ କଲେ ଗେହଲଟ

ଜୟପୁର : ଆଉ କିଛି ମାସ ପରେ ଭୋଟ ଦେବ ରାଜସ୍ଥାନ। ଏହାପୂର୍ବରୁ ନିର୍ବାଚନ ପାଇଁ ପ୍ରସ୍ତୁସ ହେଉଥିବା ରାଜସ୍ଥାନରେ ରୋଡ ଶୋ’ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ରାଜସ୍ଥାନର ନାଥଦୱାରାରେ ରୋଡ ଶୋ’ କରିବା ସହ ୫,୫୦୦ କୋଟି ଟଙ୍କାର ମେଗା ପ୍ରକଳ୍ପ ଲଞ୍ଚ କରିଛନ୍ତି।ଏହାକୁ ଲଞ୍ଚ

ଡିଏମକେ ଫାଇଲ୍ସ ପାଇଁ ତାମିଲନାଡୁ ବିଜେପି ମୁଖ୍ୟଙ୍କ ନାଁରେ ମାନହାନୀ କେସ୍‌

ଚେନ୍ନାଇ : ତାମିଲନାଡୁ ବିଜେପି ମୁଖ୍ୟ କେ ଆନ୍ନାମଲାଇଙ୍କ ଅଡ଼ୁଆ ବଢ଼ିଛି। ସେ ଜାରି କରିଥିବା ତଥାକଥିତ ଡିଏମକେ ଫାଇଲ୍ସ ପାଇଁ ତାଙ୍କ ନାଁରେ ମାନହାନୀ କେସ୍‌ କରିଛନ୍ତି ତାମିଲନାଡୁ ସରକାର। ଆନ୍ନାମଲାଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କୁ ଜାଣିଶୁଣି ଅପମାନିତ ଓ ତାଙ୍କ ସମ୍ମାନକୁ

ମହୁମାଛି ଦଂଶନରେ ଜଣେ ମୃତ, ୧୯ ଗୁରୁତର

ରାୟଗଡା // ବାଲେଶ୍ୱର : ନିଆଁ ଜାଳିବା କାଳ ହେଲା। ନିଆଁ ଧୂଆଁରେ ଉଗ୍ର ହୋଇ ଉଠିଲେ ମହୁମାଛି। ପରେ ଗୋଡ଼ାଇ ଗୋଡ଼ାଇ ଯାହାକୁ ପାରିଲେ, ତାକୁ ଦଂଶିଲେ। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୯ ଜଣ ଗୁରୁତର ଆହତ ହୋଇ ମେଡ଼ିକାଲ୍‌ରେ ଭର୍ତ୍ତି ହୋଇଛନ୍ତି। ଆଜି ଏପରି ଚିତ୍ର ବାଲେଶ୍ୱର ଓ