Sign in
Sign in
Recover your password.
A password will be e-mailed to you.
ଜଳୁଛି ପାକିସ୍ତାନ, ସେନା ମୁଖ୍ୟାଳୟରେ ପଶିଲେ ଆନ୍ଦୋଳନକାରୀ
ଇସ୍ଲାମାବାଦ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହରିକ-ଏ-ଇନସାଫ (ପିଟିଆଇ) ମୁଖ୍ୟ ଇମ୍ରାନ୍ ଖାନଙ୍କୁ ମଙ୍ଗଳବାର ଗିରଫ କରାଯିବା ପରେ ସମଗ୍ର ପାକିସ୍ତାନରେ ହିଂସା ବ୍ୟାପିବାରେ ଲାଗିଛି । ଇସ୍ଲାମାବାଦ, ଲାହୋର, କରାଚି, ରାଓ୍ବଲପିଣ୍ଡି ଆଦି ପାକିସ୍ତାନର ବିଭିନ୍ନ!-->…
ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ମୁଖ୍ୟ କିରାଣି ଓ ଦଲାଲ
ସୋନପୁର: ୨୪ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ତରଭା ଉପନିବନ୍ଧକ କାର୍ଯ୍ୟାଳୟର ମୁଖ୍ୟ କିରାଣି ଶିବ ପ୍ରସାଦ ଗୁରୁ ଏବଂ ଦଲାଲ ହେମକାନ୍ତ ବିଶି। ଆଜି ଅଭିଯୋଗକାରୀ ପ୍ରଦୀପ ସାହୁଙ୍କଠାରୁ ଉକ୍ତ ଅର୍ଥ ଗ୍ରହଣ କରୁଥିବା ବେଳେ ଉଭୟଙ୍କୁ ମାଡ଼ିବସିଥିଲା ସୋନପୁର ଓ!-->…
ନୂଆପଡ଼ାରେ ଚିକିତ୍ସାଧୀନ ଅବସ୍ଥାରେ ବାଘର ମୃତ୍ୟୁ
ନୂଆପଡ଼ା: ନୂଆପଡ଼ାରେ ଚିକିତ୍ସାଧୀନ ଅବସ୍ଥାରେ ବାଘର ମୃତ୍ୟୁ ଘଟିଛି। ରାତି ୧୨ଟା ୧୫ ମିନିଟ ସମୟରେ ଉକ୍ତ ବାଘର ପ୍ରାଣହାନି ଘଟିଛି। ଏନେଇ ସୂଚନା ଦେଇଛନ୍ତି ଏସିଏଫ୍ ମହମ୍ମଦ ମୁସ୍ତାଫ ସାଲିହା। ବନ ବିଭାଗର ଅବହେଳା ଓ ଖାମଖିଆଲି ମନୋଭାବ ଯୋଗୁ ବାଘଟି ପ୍ରାଣ ହରାଇଥିବା କୁହାଯାଉଛି।
!-->!-->!-->…
ଗିରଫ ପୂର୍ବରୁ ଭିଡିଓବାର୍ତ୍ତା ଦେଲେ ଇମ୍ରାନ
ଇସଲାମାବାଦ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ରାଜନୈତିକ ଦଳ ପାକିସ୍ତାନ ତେହେରିକ-ଏ ଇନସାଫ (ପିଟିଆଇ) ନେତା ଇମ୍ରାନ ଖାଁଙ୍କୁ ମଙ୍ଗଳବାରଦିନ ଗିରଫ କରାଯାଇଛି । ତାଙ୍କୁ ଇସଲାମାବାଦ ହାଇକୋର୍ଟ ନିକଟରୁ ଗିରଫ କରାଯାଇଛି । ଇମ୍ରାନ ଏକ ମାମଲାର ଶୁଣାଣିରେ ଯୋଗ ଦେବାକୁ ହାଇକୋର୍ଟ!-->…
ପେଟ୍ରୋଲ ଓ ବୋମା ପକାଇ ହତ୍ୟା ଉଦ୍ୟମ
କେନ୍ଦୁଝର : ପେଟ୍ରୋଲ ଓ ବୋମା ପକାଇ ହତ୍ୟା ଉଦ୍ୟମ । କେନ୍ଦୁଝର ଜିଲ୍ଲା କରମଙ୍ଗି ପଞ୍ଚାୟତ ସିନ୍ଦୁରିଆ ପୁଢେଇଝୋଳ ସାହିରେ ଘଟିଛି ଘଟଣା । ପୂର୍ବ ଶତ୍ରୁତାରୁ ହତ୍ୟା ଉଦ୍ୟମ କରାଯାଇଛି। ଗାଁର ସୋମନାଥ ନାୟକଙ୍କ ଘରେ ବୋମା ପକାଇଛନ୍ତି ଦୁର୍ବୃତ୍ତ ।
ତାଙ୍କ ବେଡରୁମ୍ ଝରକା ଦେଇ!-->!-->!-->…
କର୍ଣ୍ଣାଟକାରେ ବଜରଙ୍ଗ ଦଳ ବିବାଦ: ହନୁମାନଙ୍କ ଶରଣ ପଶିଲେ ମୁଖ୍ୟମନ୍ତ୍ରୀ ଓ କଂଗ୍ରେସ ଅଧ୍ୟକ୍ଷ
ବେଙ୍ଗାଲୁରୁ : ଆସନ୍ତାକାଲି କର୍ଣ୍ଣାଟକାରେ ପଡ଼ିବ ଭୋଟ । ଏଥର ବଜରଙ୍ଗ ଦଳ ବିବାଦକୁ ନେଇ କର୍ଣ୍ଣାଟକା ରାଜନୀତି ସରଗରମ ରହିଛି। ବଜରଙ୍ଗ ଦଳକୁ ନେଇ ଉଭୟ କଂଗ୍ରେସ ଓ ବିଜେପି ମୁହାଁମୁହିଁ ହୋଇଥିବା ବେଳେ ୨ ଦଳର ତୁଙ୍ଗ ନେତା ଆଜି ହନୁମାନଙ୍କ ଶରଣରେ ପଶିଛନ୍ତି।କର୍ଣ୍ଣାଟକା ମୁଖ୍ୟମନ୍ତ୍ରୀ!-->…
ବ୍ରହ୍ମାକୁମାରୀଙ୍କ ହାତ ଗୋଡ଼ ବାନ୍ଧି ପିଟିଲେ
ବାଙ୍କୀ : ଭୁଲିଗଲେ ମାନବିକତା । ଜଣେ ବ୍ରହ୍ମାକୁମାରୀଙ୍କ ହାତ ଗୋଡ଼ ବାନ୍ଧି ମାଡ଼ ମାରିଛନ୍ତି ଏକ ପରିବାରର କିଛି ସଦସ୍ୟ । ବାଙ୍କୀ ଥାନା ଅନ୍ତର୍ଗତ ବରପୁଟ ପଞ୍ଚାୟତ ପଥୁରିପଡା ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା ।
ଗ୍ରାମରେ ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଦ୍ୟାଳୟର!-->!-->!-->…
ଝାରସୁଗୁଡ଼ାରେ ମତଦାନ ପାଇଁ କଡ଼ା ସୁରକ୍ଷା
ଝାରସୁଗୁଡ଼ା: ଝାରସୁଗୁଡ଼ାରେ ସୁରକ୍ଷା କଡ଼ାକଡ଼ି । ସାଇଲେଣ୍ଟ ପିରିଡୟରେ କଡ଼ା ନଜର ରଖିଛି ସର୍ଭେଲାନ୍ସା ଓ ଫ୍ଲାଇଂ ସ୍କ୍ଵାଡ୍ । ପ୍ରଚାର ସରିବା ପରେ ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀର ବିଭିନ୍ନ ଗାଁ ଓ ସହରରେ ଯାଞ୍ଚକୁ କଡ଼ାକଡ଼ି କରାଯାଇଛି । ଗତକାଲି ରାତି ସାରା ଚାଲିଥିଲା ଚେକିଂ!-->…
ଗେହଲଟଙ୍କ ଉପରେ ପାଇଲଟଙ୍କ ସିଧା ହମଲା: ମେ’ ୧୧ରେ କରିବେ ଜନ ସଂଘର୍ଷ ଯାତ୍ରା
ଜୟପୁର : କଂଗ୍ରେସର ଦୁଇ ବରିଷ୍ଠ ନେତା ସଚିନ ପାଇଲଟ ଓ ଅଶୋକ ଗେହଲଟଙ୍କ ମଧ୍ୟରେ ଚାଲିଥିବା ତିକ୍ତତା ଚରମସୀମାରେ ପହଞ୍ଚିଛି। ଆଜି ସଚିନ ପାଇଲଟ ସିଧାସଳଖ ରାଜସ୍ଥାନ ମୁଖ୍ୟ ଅଶୋକ ଗେହଲଟଙ୍କୁ ଟାର୍ଗେଟ କରିଛନ୍ତି। ଏଥିସହ ସେ ନିଜ ସରକାର ବିରୋଧରେ ହିଁ ମେ’ ୧୧ରେ ଜନ ସଂଘର୍ଷ ଯାତ୍ରା ଆରମ୍ଭ!-->…
ଘରୋଇ ଛାତ୍ରୀ ନିବାସରେ ଯୁକ୍ତଦୁଇ ଛାତ୍ରୀଙ୍କ ଆତ୍ମହତ୍ୟା
ବ୍ରହ୍ମପୁର : ବ୍ରହ୍ମପୁର ଗିରିରୋଡ ସ୍ଥିତ ପଦ୍ମାବତୀ ନାମକ ଏକ ଘରୋଇ ଛାତ୍ରୀ ନିବାସରେ ଯୁକ୍ତଦୁଇ ଛାତ୍ରୀ ବେକରେ ଦଉଡ଼ି ଦେଇ ଆତ୍ମହତ୍ୟା କରିଛନ୍ତି। ଆତ୍ମହତ୍ୟା କରିଥିବା ଛାତ୍ରୀ ହେଲେ ଶେରଗଡ ବ୍ଲକ ଗୋବିନ୍ଦପୁରର ସୁଜ୍ଞାନୀ ସ୍ୱାଇଁ । ସୁଜ୍ଞାନୀ ପଦ୍ମାବତୀ ଛାତ୍ରୀ ନିବାସରେ!-->…