Sign in
Sign in
Recover your password.
A password will be e-mailed to you.
୫ ହାଇୱେ ଲୁଟେରା ଗିରଫ ପରେ କୋର୍ଟ ଚାଲାଣ
ବାଲେଶ୍ୱର : ଦିନ କୁ ଦିନ ବଢି ଚାଲିଛି ଲୁଟେରାଙ୍କ ପ୍ରାଦୁର୍ଭାବ । ରାଜରାସ୍ତାରେ ଯାଉଥିବା ବେଳେ ସେମାନଙ୍କୁ ବିଭିନ୍ନ ପ୍ରକାର ମାରଣାସ୍ତ୍ର ଦେଖାଇ ମୋବାଇଲ, ବାଇକ କିମ୍ବା କୌଣସି ଅନ୍ୟାନ୍ୟ ଜିନିଷକୁ ଲୁଟ କରୁଥିଲେ ଲୁଟେରା । ବାରମ୍ବାର ଏଭଳି ଘଟଣା ସାମ୍ନାକୁ ଆସିବା ପରେ ପୋଲିସର!-->…
ଭୁବନେଶ୍ବର ସମେତ ଦେଶର ୪୯୯ ସହରରେ ନିଟ୍ ପରୀକ୍ଷା ଦେଲେ ୨୦ ଲକ୍ଷ ୮୭ ହଜାର ଛାତ୍ରଛାତ୍ରୀ
ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବର ସମେତ ଦେଶର ଅନ୍ୟ ସ୍ଥାନରେ ମଧ୍ୟ ଆଜି ସର୍ବଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା (ନିଟ୍) ଅନୁଷ୍ଠିତ ହୋଇଯାଇଛି। ଏହି ପରୀକ୍ଷା ଦିନ ୨ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୫ଟା ୨୦ରେ ଶେଷ ହୋଇଥିଲା।ସୂଚନାଯୋଗ୍ୟ, ଚଳିତବର୍ଷ ଦେଶର ୪୯୯ ସହରରେ ୨୦ଲକ୍ଷ ୮୭ ହଜାର!-->…
ଘୂର୍ଣ୍ଣିବଳୟ ୮ରେ ଲଘୁଚାପରେ ପରିଣତ ହୋଇ ୯ରେ ନେବ ବାତ୍ୟାର ରୂପ: ଆଇଏମ୍ଡି
ଭୁବନେଶ୍ୱର/ ନୂଆଦିଲ୍ଲୀ: ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୮ ତାରିଖରେ ଏହି ଅଞ୍ଚଳରେ ଏକ ଲଘୁଚାପ!-->…
ଓଡିଶାରେ କଳାପାହାଡିଆଙ୍କ ଶାସନ ଚାଲିଛି : ଧର୍ମେନ୍ଦ୍ର ପ୍ରଧାନ
ଝାରସୁଗୁଡା: ଝାରସୁଗୁଡା କୋଲାବିରାରେ ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନଙ୍କ ପ୍ରଚାର । ରାଜ୍ୟ ସରକାରଙ୍କୁ ଟାର୍ଗେଟ କରି ବର୍ଷିଲେ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଦାନ । ଝାରସୁଗୁଡା ଏକ ଐତିହାସିକ ମାଟି, ସେ ଜନ୍ମ ନେତୃତ୍ୱ ତିଆରୀ କରିଥାଏ । ସ୍ୱର୍ଗୀୟ ହେମାନନ୍ଦ ବିଶ୍ୱାଳ ଓ କିଶୋର ମହାନ୍ତିଙ୍କୁ!-->…
ଏକ ସାପକୁ କ୍ଷୀର ପିଆଉଛନ୍ତି ଉଦ୍ଧବ, ଏନସିପିରେ ଯୋଗ ଦେଇପାରନ୍ତି ରାଉତ: ନୀତେଶ ରାଣେ…
ମୁମ୍ବାଇ: ମହାରାଷ୍ଟ୍ରର ରାଜନୀତିରେ ଚାଲିଥିବା ଲଢେଇକୁ ନେଇ ବିଜେପି ବିଧାୟକ ନୀତେଶ ରାଣେଙ୍କ ଏକ ବଡ ବିବୃତ୍ତି ସାମ୍ନାକୁ ଆସିଛି। ସେ ଦାବି କରିଛନ୍ତି ଯେ ସଞ୍ଜୟ ରାଉତ ଜୁନ୍ ୧୦ ପୂର୍ବରୁ ଏନସିପିରେ ଯୋଗଦେଇପାରନ୍ତି । ଆସନ୍ତା କିଛି ଦିନ ମଧ୍ୟରେ ମହାରାଷ୍ଟ୍ର ରାଜନୀତିରେ ଏକ ବଡ଼ ଭୂକମ୍ପ!-->…
ଚାକିରି ଦେବାକୁ କହି କୋଟିଏରୁ ଅଧିକ ଟଙ୍କାର ଠକେଇ ଅଭିଯୋଗ, STF ହାତରେ ଧରାପଡିଲା ନକଲି ଭିଜିଲାନ୍ସ SP
ଭୁବନେଶ୍ୱର : କ୍ରାଇମବ୍ରାଞ୍ଚ STF ହାତରେ ଧରାପଡିଲା ଠକ । ଭିଜିଲାନ୍ସ SP ବୋଲି ପରିଚୟ ଦେଇ କରୁଥିଲା ଭାଣ୍ଡାମି । ଇଞ୍ଜିନିୟର, କଣ୍ଟ୍ରାକ୍ଟରଙ୍କୁ ଦେଉଥିଲା ଖୋଲାଖୋଲି ଧମକ । ASO ଚାକିରି ଦେବାକୁ କହି ଲୁଟିଛି ଟଙ୍କା । ସରକାରୀ ଚାକିରିଆ ହୁଅନ୍ତୁ ବା ଠିକାଦାର ଅଥବା NGO । ଭିନ୍ନ!-->…
ମେ’ ତୃତୀୟ ସପ୍ତାହରେ ବାହାରିପାରେ ମାଟ୍ରିକ ରେଜଲ୍ଟ
ଭୁବନେଶ୍ୱର : ମେ’ ତୃତୀୟ ସପ୍ତାହରେ ପ୍ରକାଶ ପାଇବ ମ୍ୟାଟ୍ରିକ୍ ଫଳ । ସେହିପରି ମେ ଶେଷ ସପ୍ତାହରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇପାରେ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଖୁବ ଶୀଘ୍ର ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷା!-->…
କୁସ୍ତିଯୋଦ୍ଧାଙ୍କୁ ସମର୍ଥନ କରିବା ପାଇଁ ଯନ୍ତର ମନ୍ତରରେ ପହଞ୍ଚିଲେ ଚାଷୀ ନେତା ରାକେଶ ଟିକାୟତ
ନୂଆଦିଲ୍ଲୀ: ଯନ୍ତର ମନ୍ତରରେ କୁସ୍ତିଯୋଦ୍ଧାଙ୍କ ଆନ୍ଦୋଳନ ଜାରି ରହିଛି। ଦ୍ବିତୀୟ ପର୍ଯ୍ୟାୟର ଏହି ଆନ୍ଦୋଳନକୁ ରବିବାର ଦୁଇ ସପ୍ତାହ ପୂରିଛି। ହେଲେ ଏପର୍ଯ୍ୟନ୍ତ ଦୋଷୀକୁ ଦଣ୍ଡ ମିଳିନାହିଁ। କୁସ୍ତିଯୋଦ୍ଧା ଭାରତୀୟ କୁସ୍ତି ସଂଘ (ଡବଲ୍ୟୁଏଫ୍ଆଇ) ସଭାପତି ବ୍ରିଜଭୂଷଣ ଶରଣ ସିଂହଙ୍କ!-->…
ମଣିପୁରରୁ ଓଡ଼ିଶା ଫେରିଲେ ୧୦ ଛାତ୍ରଛାତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଜଣାଇଲେ ଧନ୍ୟବାଦ
ଭୁବନେଶ୍ବର: ମଣିପୁରର କେନ୍ଦ୍ରୀୟ କୃଷି ବିଶ୍ୱବିଦ୍ୟାଳୟରେ ପଢୁଥିବା ଦଶ ଜଣ ଓଡିଆ ଛାତ୍ରଛାତ୍ରୀମାନେ ଆଜି ସୁରକ୍ଷିତ ଭାବରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ‘ଓଡ଼ିଶା ମୋ ପରିବାର’ ପକ୍ଷରୁ ଜାତିଗତ ହିଂସାରେ ଆକ୍ରାନ୍ତ ମଣିପୁରରେ ପାଠ!-->…
‘ସମୟ ଆସିଲେ ଜବାବ ଦେବୁ’ ବିଲାୱଲ ଭୁଟ୍ଟୋଙ୍କ ବିବାଦୀୟ ବୟାନ ଉପରେ ସଫେଇ ଦେଲା ପାକିସ୍ତାନ ବୈଦେଶିକ ମନ୍ତ୍ରାଳୟ
ନୂଆଦିଲ୍ଲୀ: ଗୋଆରେ ଅନୁଷ୍ଠିତ ହୋଇଥିବା ଏସ୍ସିଓ ବିଦେଶ ମନ୍ତ୍ରୀଙ୍କ ବୈଠକରେ ପାକିସ୍ତାନ ବିଦେଶ ମନ୍ତ୍ରୀ ବିଲାୱଲ ଭୁଟ୍ଟୋ ଯୋଗ ଦେଇଥିଲେ | ତେବେ ଏହି ଅବସରରେ ବିଲାୱଲ ଏକ ବିବାଦୀୟ ବୟାନ ଦେଇଥିଲେ | ଆଉ ଏହାକୁ ନେଇ ଅସନ୍ତୋଷ ତେଜିବା ପରେ ଏବେ ପାକିସ୍ତାନର ବୈଦେଶିକ ମନ୍ତ୍ରାଳୟ ଏନେଇ!-->…