ବିଶ୍ୱର ଟେଷ୍ଟ ମାନ୍ୟତାରେ ନଂ ୧ ସ୍ଥାନ ପାଇଲା ଟିମ୍‌ ଇଣ୍ଡିଆ, ବାଲୁକା କଳାରେ ଶୁଭେଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ : ଟିମ୍‌ ଇଣ୍ଡିଆକୁ ବାଲୁକାକଳାରେ ଶୁଭେଚ୍ଛା । ଅଷ୍ଟ୍ରେଲିଆକୁ ପଛରେ ପକାଇ ବିଶ୍ୱର ଏକ ନମ୍ବର ଟେଷ୍ଟ ମାନ୍ୟତା ପାଇଛି ଟିମ୍‌ ଇଣ୍ଡିଆ । ଏନେଇ ଟିମ୍‌ ଇଣ୍ଡିଆକୁ ବାଲୁକାକଳାରେ ଶୁଭେଛା ଜଣାଇଛନ୍ତି ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ

ଓଲଟିଲା ଗୋରୁ ବୁଝେଇ ପିକଅପ ଗାଡି, ୪ ଗୋରୁ ମୃତ

ସୋର : ବେଆଇନ ଗୋରୁ ବୋଝେଇ ପିକଅପ ଗାଡି ଓଲଟି ୪ ଗୋରୁ ମୃତ। ବାଲେଶ୍ୱର ଜିଲ୍ଲା ଖଇରା ଥାନା ବାଙ୍କତିରା ଛକରେ ଖଇରା ଆଡୁ ଏକ ପିକଅପ ଗାଡି ୮ଟି ଗୋରୁ ନେଇ ସୋର ଆସୁଥିବା ବେଳେ ବାଙ୍କିତିରା ଛକ ନିକଟରେ ଥିବା ବିଦ୍ୟୁତ ଖୁଣ୍ଟରେ ବାଡେଇ ଓଲଟି ପଡିଥିଲା । ଫଳରେ ଗାଡିରେ ଥିବା ୮ ଟି ଗୋରୁ

ଭୁବନେଶ୍ୱରରୁ ସିଧାସଳଖ ସିଙ୍ଗାପୁର ଓ ବ୍ୟାଙ୍କକ ସହରକୁ ଉଡ଼ିବ ବିମାନ, ଆଜି ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଭୁବନେଶ୍ୱରରୁ ସିଧାସଳଖ ସିଙ୍ଗାପୁର ଓ ବ୍ୟାଙ୍କକ ସହରକୁ ଉଡ଼ିବ ବିମାନ । ଏଥିପାଇଁ ଆଜିଠାରୁ ଅଗ୍ରୀମ ଟିକେଟ ସେବାର ଶୁଭାରମ୍ଭ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିବେ । ଆସନ୍ତା ଜୁନ୍‌ ୩ ତାରିଖରୁ ଇଣ୍ଡିଗୋ ଏହି ବିମାନ ସେବା ଆରମ୍ଭ କରିବ । ଏହି

ନୟାପଲ୍ଲୀ ଜମି ଜବରଦଖଲ ଘଟଣ : ମାଷ୍ଟରମାଇଣ୍ଡ ରାଘବ ଜେନାକୁ ଗିରଫ କଲା ସ୍ପେଶାଲ ସ୍କ୍ଵାଡ୍‌

ଭୁବନେଶ୍ୱର : ଭୁବନେଶ୍ୱରରେ ଜମି ପଜେସନ୍‌ ଗ୍ୟାଙ୍ଗର କିଙ୍ଗପିନ୍‌ ଗିରଫ । ମାସେରୁ ଅଧିକ ଦିନ ଲୁଚକାଳି ଖେଳ ପରେ ମୁଖ୍ୟ କାର୍ପଟଦାର ରାଘବ ଜେନାକୁ କାବୁ କରିଛି ସ୍ପେଶାଲ ସ୍କ୍ଵାଡ୍‌ ଓ ନୂଆପଲ୍ଲୀ ଥାନା ପୋଲିସ । ତାର ଜଣେ ସହଯୋଗୀକୁ ବି ଗିରଫ କରାଯାଇଛି । ପୁରୀ ଜିଲ୍ଲାର ଏକ

ମଦୁଆର ହାତଗୋଡ଼ ବାନ୍ଧି ପୋଲିସ୍ ଜିମା ଦେଲେ ମହିଳା

ନରଙ୍ଗପୁର: ମଦ୍ୟପଙ୍କୁ ମହିଳାଙ୍କ “ପେଣ୍ଟଟେଡ୍ ମେଡ଼ିସିନ” । ମଦ ପିଇଲେ କିମ୍ବା ମଦ ରାନ୍ଧିଲେ ମହିଳା ଙ୍କ ଦ୍ୱାରା ନିଆଯିବ କାର୍ଯ୍ଯାନୁଷ୍ଠାନ l କାର୍ଯ୍ଯାନୁଷ୍ଠାନ ଏପରି ହେବ ଯେ ମଦ୍ୟପ ଜଣକ ଆଉ କେବେ ମଦ ପିଇବାକୁ ସାହସ କରିବ ନାହିଁ। ଏଭଳି ଲକ୍ଷ୍ୟ ନେଇଁ ମଇଦାନକୁ ଓଲ୍ଲାଇଛନ୍ତି

ଝାରସୁଗୁଡା ଉପନିର୍ବାଚନ: ପ୍ରଚାର ମୈଦାନରେ ସବୁ ଦଳର ପ୍ରାର୍ଥୀ

ଝାରସୁଗୁଡ଼ା : ଦୁଲୁକୁଛି ଝାରସୁଗୁଡ଼ା । ପ୍ରଚାର ଲଢ଼େଇ ଜୋରଦାର ଚାଲିଛି । ହାତରେ ଆଉ ସପ୍ତାହେରୁ କମ୍‌ ସମୟ ଥିବାରୁ ଭୋଟରଙ୍କ ମନ ଜିଣିବା ପାଇଁ ତିନି ପ୍ରମୁଖ ଦଳ ଭରପୁର କସରତ କରୁଛନ୍ତି । ଝାରସୁଗୁଡ଼ା ନିର୍ବାଚନ ମଣ୍ଡଳୀରେ ଗାଁଗଣ୍ଡା, ସହରରେ ବୁଲୁଛନ୍ତି ନେତା ଓ କର୍ମୀ ।

ସମ୍ଭାବ୍ୟ ବାତ୍ୟାକୁ ନେଇ ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର ପାଇଁ ରାଜ୍ୟ ସରକାରଙ୍କ ଆଗୁଆ ପ୍ରସ୍ତୁତି

ଭୁବନେଶ୍ୱର : ଖରାଦିନିଆ ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଆଗୁଆ ପ୍ରସ୍ତୁତି । ଗତକାଲି ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିରୋ କାଜୁଆଲିଟି ନୀତି ଉପରେ ଗୁରୁତ୍ୱ ଦେଇଛନ୍ତି । ବିଭିନ୍ନ ବିଭାଗ ମଧ୍ୟରେ ସମନ୍ଵୟ ରକ୍ଷା କରି

ମେ’ ମାସରେ ପୁଣି ବାତ୍ୟା ଭୟ: ୬ରେ ଘୂର୍ଣ୍ଣିବଳୟ, ୯ ବେଳକୁ ଲଘୁଚାପ

ଭୁବନେଶ୍ୱର : ମେ’ ମାସରେ ପୁଣି ବାତ୍ୟା ଭୟ । ବଙ୍ଗୋପସାଗରରେ ଦାନା ବାନ୍ଧିବ କି ଖରା ଦିନିଆ ସାଇକ୍ଲୋନ୍‌ ? ଫନୀ, ଅମ୍ଫନ, ୟସ ଓ ଅସାନୀ ପରେ ଏବର୍ଷ ସମ୍ଭାବ୍ୟ ବାତ୍ୟା ମୋଖାର ସମ୍ଭାବନା ବଢ଼ିଛି । ଏଥର ବଙ୍ଗୋପସାଗରରେ ସାମୁଦ୍ରିକ ଝଡ଼ ସୃଷ୍ଟି ହେଲେ ନାଁ ରହିବ ‘ମୋଚା’। ଏକାଧିକ

ସୁନ୍ଦରଗଡ଼ ଜିଲ୍ଲାରେ ତୃତୀୟ ପର୍ଯ୍ୟାୟରେ ୪୯ ଟି ୫- ଟି ରୂପାନ୍ତରିତ ବିଦ୍ୟାଳୟ ଉଦଘାଟିତ

ସୁନ୍ଦରଗଡ଼, : ୫- ଟି ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ଅଧୀନରେ ତୃତୀୟ ପର୍ଯ୍ୟାୟରେ ସୁନ୍ଦରଗଡ଼ ଜିଲ୍ଲା ର ୪୯ ଟି ରୂପାନ୍ତରିତ ସ୍କୁଲ ଆଜି ଉଦଘାଟିତ ହୋଇଯାଇଛି I ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଏହି ରୂପାନ୍ତରିତ ସ୍କୁଲ ଗୁଡ଼ିକର ଉଦଘାଟନ କରିଛନ୍ତି

ଡ୍ୟାନ୍ସ ଏକାଡେମୀ ଫୁଲବାଣୀର ରଜ ପର୍ବ ପ୍ରସ୍ତୁତି ବୈଠକ

ଫୁଲବାଣୀ:ଡ୍ୟାନ୍ସ ଏକାଡେମୀ ଫୁଲବାଣୀର ସଭାପତି ଭାଗବତ ବେହେରାଙ୍କ ସଭାପତିତ୍ୱ ରେ ଆସନ୍ତା ରଜପର୍ବ ୨୦୨୩ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଏକାଡେମୀର କାର୍ଯ୍ୟକର୍ତ୍ତା ଅଭିଭାବକ ଅଭିଭାବିକାଙ୍କୁ ନେଇ ଅନୁଷ୍ଠିତ ହୋଇଥିଲା l ଏକାଡେମୀର ଆଇନ ପରାମର୍ଶଦାତା ତଥା ଆଇନଜୀବି ସତ୍ୟ ନାରାୟଣ