Sign in
Sign in
Recover your password.
A password will be e-mailed to you.
୨୪ ଘଣ୍ଟା ମଧ୍ୟରେ ୧୦ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା: ୟେଲୋଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଆଗାମୀ ୬ ତାରିଖ ବେଳକୁ ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟିହେବାର ସମ୍ଭାବନା ରହିଛି ଏବଂ ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପକ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା!-->…
ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଗ୍ରୀଷ୍ମ ଋତୁରେ ବାତ୍ୟାର ଗତି ଜଟିଳ। ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ସମୀକ୍ଷା କରିଛନ୍ତି!-->…
ମୌଲାନା କୈଫି ଖାନ୍ଙ୍କୁ ୪ ଦିନିଆ ରିମାଣ୍ଡରେ ନେବ କମିଶନରେଟ୍ ପୋଲିସ
କଟକ: ରିମାଣ୍ଡରେ ଆସିବ ଠକ ତାନ୍ତ୍ରିକ। କୈଫି ଖାନକୁ ୪ ଦିନିଆ ରିମାଣ୍ଡରେ ନେବା ପାଇଁ କୋର୍ଟ ଦେଲେ ଅନୁମତି। ୫ ଦିନ ରିମାଣ୍ଡ ପାଇଁ ଆବେଦନ କରିଥିଲା ମଙ୍ଗଳାବାଗ ଥାନା ପୋଲିସ। ସିଟି ଜେ. ଏମ୍.ଏଫ.ସି କୋର୍ଟ ରେ ରିମାଣ୍ଡ ଆବେଦନ କରାଯାଇଥିଲା। ଠକେଇ ଅଭିଯୋଗରେ ଗିରଫ ମୌଲାନା କୈଫି!-->…
ବଦଳିବ ଓଡ଼ିଶା ବୋଟ ନିୟମ: ଚିଲିକାରେ ଚାଲିବ ସୋଲାର ଓ ଇଲେକ୍ଟ୍ରିକ ବୋଟ
ଭୁବନେଶ୍ବର: ଚିଲିକାରେ ଚାଲିବ ସୋଲାର ଓ ଇଲେକ୍ଟ୍ରିକ ବୋଟ। ୩ ମାସ ମଧ୍ୟରେ ପରୀକ୍ଷାମୂଳକ ଭାବେ ଚାଲିବ ପ୍ରଥମ ସୋଲାର ବୋଟ। ଏହି ବୋଟ ଚାଲିବା ଦ୍ଵାରା ବର୍ଷକୁ ପରିବହନ ଖର୍ଚ୍ଚ ୭ ଲକ୍ଷ ଟଙ୍କା କମିଯିବ। ପରୀକ୍ଷଣ ସଫଳ ହେଲେ ରାଜ୍ୟର ଅନ୍ୟ ଜଳପଥରେ ଚଲାଯିବ ସୋଲାର ବୋଟ। ଏନେଇ ସୂଚନା!-->…
ଖୋର୍ଦ୍ଧା ଓ କେନ୍ଦୁଝରରେ ହେବ ନୂଆ ପୋଲିସ ଷ୍ଟେସନ, ୪୭ ପଦବୀ ପାଇଁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ
ଖୋର୍ଦ୍ଧା : ଖୋର୍ଦ୍ଧାରେ ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ। ଏଥିପାଇଁ ୨୩ଟି ଅତିରିକ୍ତ ପଦବୀ ସୃଷ୍ଟି ହେବ। ଖୋର୍ଦ୍ଧା ଶିଳ୍ପାଞ୍ଚଳରେ ସୁରକ୍ଷା ବ୍ୟବସ୍ଥା ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ । ଆଉ ଏବେ ଖୋର୍ଦ୍ଧାରେ!-->…
କଟକ ଅତିରିକ୍ତ ଜିଲ୍ଲାପାଳଙ୍କ ଗାଡିକୁ ଧକ୍କା ଦେଲା ମୋ ବସ
ଭୁବନେଶ୍ୱର: ରାଜମହଲ ଛକରେ କଟକ ଅତିରିକ୍ତ ଜିଲ୍ଲା ପାଳଙ୍କ ଗାଡ଼ିକୁ ଧକ୍କା ଦେଲା ମୋ ବସ। ଅତିରିକ୍ତ ଜିଲ୍ଲା ପାଳଙ୍କ ଗାଡିର ପଛ ପଟ ଭାଙ୍ଗି ଯାଇଛି ବୋଲି ଜଣାପଡ଼ିଛି।
ଏଥିରେ କାହାର କୌଣସି କ୍ଷତି ଘଟି ନାହିଁ ବୋଲି ସୂଚନା ମିଳିଛି । ଘଟଣା ସ୍ଥଳରେ କ୍ୟାପିଟାଲ ଥାନା ପୋଲିସ!-->!-->!-->…
ଜଣେ ବ୍ୟକ୍ତି କେବଳ ଗୋଟିଏ ପ୍ଲଟ ନେଇ ପାରିବେ: ହାଇକୋର୍ଟ
କଟକ: ରାଜ୍ୟର ବିଭିନ୍ନ ଉନ୍ନୟନ କର୍ତ୍ତପକ୍ଷଙ୍କଠାରୁ ଏକାଧିକ ପ୍ଲଟ ନେବା ଉପରେ ରୋକ ଲଗାଇଲେ ହାଇକୋର୍ଟ । ଜଣେ ବ୍ୟକ୍ତି ଯେକୌଣସି ଉନ୍ନୟନ କର୍ତ୍ତୃପକ୍ଷଙ୍କଠାରୁ କେବଳ ଗୋଟିଏ ହିଁ ପ୍ଲଟ ନେଇପାରିବେ । ଗୃହ ଓ ନଗର ଉନ୍ନୟନ ବିଭାଗ ନିୟମ କଡ଼ାକଡ଼ି ହେବା ଆବଶ୍ଯକ। ଏହି ନିୟମକୁ ସମସ୍ତ!-->…
ପ୍ରଧାନ ଶିକ୍ଷୟିତ୍ରୀ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ
ହିଞ୍ଜିଳିକାଟୁ (୨।୫) : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ଲକ୍ଷ୍ମୀନୃସିଂହ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ସ୍ନେହଲତା ପଟ୍ଟନାୟକ ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ବିଦ୍ୟାଳୟ ପରିସରରେ ପାଳନ ହୋଇଯାଇଛି।ଆୟୋଜିତ କାର୍ଯ୍ୟକ୍ରମରେ ହିଞ୍ଜିଳିକାଟୁ ଗୋଷ୍ଟି!-->…
ସମସ୍ତ କୃଷି ଭିତ୍ତିକ ଯୋଜନାର ପ୍ରସାର ଓ ପ୍ରଚାର ନିମନ୍ତେ ଗଞ୍ଜାମ ଜିଲ୍ଲାରେ କୃଷିରଥର ପରିଭ୍ରମଣ
ଛତ୍ରପୁର (୦୨.୦୫) : ଆଜି ମଙ୍ଗଳବାର ପୂର୍ବାହ୍ନରେ ଗଞ୍ଜାମ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସମସ୍ତ କୃଷି ଭିତ୍ତିକ ଯୋଜନାର ପ୍ରସାର ଓ ପ୍ରଚାର ନିମନ୍ତେ ଗଞ୍ଜାମ ଜିଲ୍ଲାରେ କୃଷିରଥର ପରିଭ୍ରମଣ ନିମନ୍ତେ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ୬ଗୋଟି କୃଷିରଥର ଶୁଭାରମ୍ଭ କରିଛନ୍ତି ।!-->…
ଜଙ୍ଗଲରେ ନିଆଁ ଲଗାଇ ୱାର୍ଡ ମେମ୍ବର ସମେତ ୨ ଗିରଫ…
ଦାରିଙ୍ଗବାଡି (୨/୫) : ଜଙ୍ଗଲରେ ନିଆଁ ଲଗାଉ ଥିବା ବେଳେ ୨ଜଣ ଦୁବୃର୍ତ୍ତଙ୍କୁ ବନବିଭାଗ ଗିରଫ କରି କୋର୍ଟ ଚାଲାଣ କରିଥିବା ଦାରିଙ୍ଗବାଡି ବନାଞ୍ଚଳ ଅଧିକାରୀ ସତୀଶ କୁମାର ଧାରୁଆ ସୂଚନା ଦେଇଛନ୍ତି । ଗିରଫ ଦୁଇ ଜଣ ହେଲେ ଦାରିଙ୍ଗବାଡି ଥାନା ଅନ୍ତର୍ଗତ ଶ୍ରାକିପାଙ୍ଗା ଗ୍ରାମର ୱାର୍ଡ!-->…