ଓଲା,ଉବର,ରାପିଡୋକୁ ଟକ୍କର ଦେବ ସ୍ୱଦେଶୀ “ଭାରତ-ଟ୍ୟାକ୍ସି”: ଅମିତ ଶାହ

ନୂଆଦିଲ୍ଲୀ: କେନ୍ଦ୍ର ମନ୍ତ୍ରୀ ଅମିତ ଶାହ ପ୍ରଥମ ସମବାୟ ନେତୃତ୍ୱାଧୀନ ରାଇଡ୍-ହେଲିଂ ପ୍ଲାଟଫର୍ମ ଭାରତ ଟ୍ୟାକ୍ସିର ଶୁଭାରମ୍ଭ କରିଛନ୍ତି । କେନ୍ଦ୍ର ଗୃହ, ସମବାୟ ମନ୍ତ୍ରୀ ଅମିତ ଶାହ ଗୁରୁବାର ଦୁଇ ମାସର ସଫଳ ପାଇଲଟ୍ ଅପରେସନ୍ ପରେ ଭାରତର ପ୍ରଥମ ସମବାୟ ନେତୃତ୍ୱାଧୀନ ରାଇଡ୍-ହେଲିଂ

ଅନୁପ୍ରବେଶ ପାଇଁ ଅଦାଲତ ଉପରେ ଚାପ ପକାଉଛି ଟିଏମସି ; ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ରାଜ୍ୟସଭା ଗୃହରେ ପ୍ରଧାନମନ୍ତ୍ରୀ ମୋଦୀ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଧନ୍ୟବାଦ ଅଭିଭାଷଣ ରଖିଛନ୍ତି । ଅଭିଭାଷଣ ସମୟରେ ବିଭିନ୍ନ ପ୍ରସଙ୍ଗରେ ବିରୋଧୀ କଂଗ୍ରେସକୁ ନିଶାନ କରିବା ସହ ଟିଏମସିକୁ ମଧ୍ୟ ନିଶାଣ କରିଛନ୍ତି । ମୋଦୀ କହିଛନ୍ତି, “ଟିଏମସିର ସହକର୍ମୀମାନେ ବହୁତ କିଛି

ରାଜ୍ୟସଭା ଗୃହରେ ହଟ୍ଟଗୋଳ; କକ୍ଷତ୍ୟାଗ କଲେ ବିରୋଧୀ ସାଂସଦ

ନୂଆଦିଲ୍ଲୀ: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ପ୍ରଧାନମନ୍ତ୍ରୀ ମୋଦୀ ଉତ୍ତର ଦେବା ସମୟରେ ବିରୋଧୀ ସାଂସଦମାନେ କକ୍ଷତ୍ୟାଗ କରିଛନ୍ତି । ରାଜ୍ୟସଭା ଗୃହରେ ପ୍ରଧାନମନ୍ତ୍ରୀ ମୋଦୀ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଧନ୍ୟବାଦ ଅଭିଭାଷଣ ରଖିବା ଆରମ୍ଭ କରିଛନ୍ତି । ଏହି

ଚାଇନିଜ୍ ମାଞ୍ଜା ଦ୍ୱାରା ମୃତ୍ୟୁ ହେଲେ ହତ୍ୟା ବିବେଚନା କରାଯିବ: ଯୋଗୀ

ନୂଆଦିଲ୍ଲୀ : ନିଷିଦ୍ଧ ଚାଇନିଜ୍ ମାଞ୍ଜା ଦ୍ୱାରା ହେଉଥିବା ଯେକୌଣସି ମୃତ୍ୟୁକୁ ଏବେ ହତ୍ୟା ଭାବରେ ବିବେଚନା କରାଯିବ। ଆଜି ଏହା ଘୋଷଣା କରିଛନ୍ତି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ । ଏ ନେଇ ରାଜ୍ୟବ୍ୟାପୀ ଚଢାଉ କରିବାକୁ ମୁଖ୍ୟମନ୍ତ୍ରୀ ପୁଲିସ୍ ଅଧିକାରୀମାନଙ୍କୁ

ମେସିନ କରୁଛି ମନରେଗା କାମ : ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଛନ୍ତି ଶ୍ରମିକ

କୋରାପୁଟ /କୋଟପାଡ଼ : ଗ୍ରାମାଞ୍ଚଳର ଆର୍ଥିକ ଦୁର୍ବଳ ପରିବାର, ଯେଉଁମାନଙ୍କର ଜୀବନ ଯାପନ ସ୍ତର ଅତି ନଗଣ୍ୟ ସେମାନଙ୍କୁ ଦାରିଦ୍ର୍ୟ ତଥା କ୍ଷୁଧାରୁ ସୁରକ୍ଷା ଦେବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ମୂଳ ଲକ୍ଷ୍ୟ, କିନ୍ତୁ ବାସ୍ତବିକତାରେ

ଅନୁରାଗଙ୍କୁ ସୁପ୍ରିମ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ

ନୂଆଦିଲ୍ଲୀ : ବିଜେପି ସାଂସଦ ତଥା ପୂର୍ବତନ ବିସିସିଆଇ ସଭାପତି ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି ମିଳିଛି । ଏବେ ସେ ପୁଣି ଥରେ ବିସିସିଆଇକୁ ଫେରିପାରିବେ ଓ କ୍ରିକେଟ୍ ପରିଚାଳନା ବ୍ୟାପାରର ସଂପୃକ୍ତ ହୋଇପାରିବେ ବୋଲି କୋର୍ଟ ଅନୁମତି ଦେଇଛନ୍ତି । ୨୦୧୭ରେ

ସଂସଦରେ ପ୍ରଧାନମନ୍ତ୍ରୀଙ୍କୁ ଆକ୍ରମଣ ଷଡଯନ୍ତ୍ର: ବାଚସ୍ପତି

ନୂଆଦିଲ୍ଲୀ: ଲୋକସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆକ୍ରମଣ କରିବାକୁ ଷଡଯନ୍ତ୍ର କରାଯାଇଥିଲା । ଏଭଳି କିଛି ବିସ୍ଫୋରକ ବୟାନ ଗୃହରେ ରଖିଛନ୍ତି ବାଚସ୍ପତି ଓମ୍‌ ବିର୍ଲା । ଆଜି ବାରମ୍ବାର ଗୃହ ମୁଲତବୀ ହେବା ପରେ ଦିନ ୨ଟା ପରେ ଗୃହ କାର୍ଯ୍ୟ ଆରମ୍ଭ ହୋଇଥିଲା । ଏହି ସମୟରେ ବି

କୋଇଲା ଖଣିରେ ବିସ୍ଫୋରଣ, ୧୦ ମୃତ

ମେଘାଳୟ : ମେଘାଳୟ ତାଶଖାଇ ଅଞ୍ଚଳ ସ୍ଥିତ ଏକ କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ଅତିକମରେ ୧୦ ଜଣ ଶ୍ରମିଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ବିସ୍ଫୋରଣ ପରେ ସମଗ୍ର ଅଞ୍ଚଳରେ ଭୟର ବାତାବରଣ ଦେଖାଦେଇଛି । ସ୍ଥାନୀୟ ପ୍ରଶାସନ ଏବଂ ପୋଲିସ ରେସକ୍ୟୁ ଅପରେସନ ଆରମ୍ଭ କରିଛି ।

UPSC ପରୀକ୍ଷାର୍ଥୀଙ୍କ ପାଇଁ କଡ଼ା ନିୟମ ଜାରି କଲେ ସରକାର

ନୂଆଦିଲ୍ଲୀ : ବଦଳିଲା UPSC ନିୟମ । ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର । ଏଣିକି ବାରମ୍ବାର UPSC ପରୀକ୍ଷା ଦେବା ସହଜ ନୁହେଁ । ବାରମ୍ବାର UPSC ପରୀକ୍ଷା ଦେବା ହେବ କଷ୍ଟସାଧ୍ୟ । UPSC ପରୀକ୍ଷାର୍ଥୀଙ୍କ ପାଇଁ ନୂଆ କଡ଼ା ନିୟମ ଜାରି କରିଛନ୍ତି ସରକାର ।

ଆତ୍ମସମର୍ପଣ କଲେ ୮ ମହିଳା ସମେତ ୧୨ ମାଓବାଦୀ

ମାଲକାନଗିରି : ମାଲକାନଗିରି ଛତିଶଗଡ ସିମାନ୍ତ ବିଜାପୁର ଜିଲ୍ଲାରେ ଆଜି ୧୨ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଆତ୍ମସମର୍ପଣ କରିଥିବା ୧୨ ଜଣ ମାଓବାଦୀଙ୍କ ମଧ୍ୟରୁ ୮ ଜଣ ମହିଳା ଓ ୪ ଜଣ ପୁରୁଷ ମାଓବାଦୀ ରହିଛନ୍ତି । ହିଂସାର ରାସ୍ତା ଛାଡି ସମାଜର ମୁଖ୍ୟ ସ୍ରୋତକୁ ଫେରିଛନ୍ତି ଏହି ୧୨