Sign in
Sign in
Recover your password.
A password will be e-mailed to you.
କେଦାରନାଥ ଧାମରେ ମୋବାଇଲ୍ ବ୍ୟବହାର ନିଷେଧ
ନୂଆଦିଲ୍ଲୀ: ମଙ୍ଗଳବାର କେଦାରନାଥ ମନ୍ଦିର ପରିସରରେ ମୋବାଇଲ୍ ଫୋନ୍ ବ୍ୟବହାର ଉପରେ ସମ୍ପୂର୍ଣ୍ଣ ନିଷେଧ ଜାରି କରାଯାଇଛି। ମନ୍ଦିରର ପବିତ୍ରତା ଏବଂ ଭକ୍ତଙ୍କ ସୁବିଧାକୁ ଧ୍ୟାନରେ ରଖି ଏହି ନିଷ୍ପତ୍ତି ନିଆଯାଇଛି।
ନିୟମ ଅନୁଯାୟୀ ମନ୍ଦିର ପରିସରକୁ ମୋବାଇଲ୍ ଫୋନ୍ ନେବା, ଫଟୋ, ଭିଡିଓ!-->!-->!-->…
ରାଷ୍ଟ୍ର ଗଠନରେ ସିଭିଲ୍ ସର୍ଭିସ୍ କର୍ମଚାରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ
ନୂଆଦିଲ୍ଲୀ: ସିଭିଲ ସର୍ଭିସ୍ ଦିବସରେ ସାରା ଦେଶରେ ସିଭିଲ ସର୍ଭିସ କର୍ମଚାରୀଙ୍କ ଅବଦାନକୁ ମନେ ପକାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଧିକାରୀମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏବଂ କହିଛନ୍ତି ସେମାନେ ଦେଶର ସୁଶାସନ ଏବଂ ବିକାଶର!-->…
ଘୂର୍ଣ୍ଣିଝଡ ଯୋଗୁ ମଝି ଆକାଶରେ ଦୋହଲିଲା ବିମାନ, ଯାତ୍ରୀ ଆତଙ୍କିତ
ବେଙ୍ଗାଲୁରୁ : ଫ୍ଲାଏ୯୧ ଏୟାରଲାଇନ୍ସର ଏକ ବିମାନ ସୋମବାର ହାଇଦରାବାଦରୁ କର୍ଣ୍ଣାଟକର ହୁବାଲି ଯାତ୍ରା କରୁଥିବାବେଳେ ମଝି ଆକାଶରେ ପ୍ରବଳ ଘୂର୍ଣ୍ଣିଝଡର ସମ୍ମୁଖୀନ ହୋଇଥିଲା। ଖରାପ ପାଣିପାଗର ମୁକାବିଲା କରିବାକୁ ପାଇଲଟ ସମସ୍ତ ଉଦ୍ୟମ କରିଥିବା ସତ୍ତ୍ବେ ବିମାନଟି ଜୋରରେ ଦୋହଲିବାକୁ!-->…
ପାଲଘର ବାଣ କାରଖାନାରେ ବିସ୍ଫୋରଣ, ୨ ମୃତ, ୪ ଆହତ
ପାଲଘର : ମହାରାଷ୍ଟ୍ର ପାଲଘରରେ ଥିବା ଏକ ବାଣ କାରଖାନାରେ ବିସ୍ଫୋରଣ । ବିସ୍ଫୋରଣରେ ୨ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି ।
ଦୁଇଦିନ ତଳେ ତାମିଲନାଡୁ ବିରୁଧନଗରରେ ବାଣ କାରଖାନାରେ ବିସ୍ଫୋରଣ ହୋଇଥିଲା । ଏଥିରେ ୨୩ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ୬ ଜଣ ଆହତ!-->!-->!-->…
ହସପିଟାଲରେ ଅଗ୍ନିକାଣ୍ଡ, କାଚ ଭାଙ୍ଗି ଜୀବନ ବଞ୍ଚାଇଲେ ରୋଗୀ
କୋଲକତା : ପଶ୍ଚିମବଙ୍ଗ ସଲ୍ଟ ଲେକ ସ୍ଥିତ ଆନନ୍ଦଲୋକ ହସପିଟାଲରେ ଭୟଙ୍କର ଅଗ୍ନିକାଣ୍ଡ । ହସପିଟାଲର ଦ୍ବିତୀୟ ମହଲାରେ ଭୟଙ୍କର ନିଆଁ ଲାଗିଛି । ଦେଖୁ ଦେଖୁ ନିଆଁ ଭୟଙ୍କର ରୂପ ଧାରଣ କରିଥିଲା । ଲୋକମାନେ ନିଜ ଜୀବନ ବଞ୍ଚାଇବା ପାଇଁ କାଚ ଭାଙ୍ଗି ନିଜ ଜୀବନ ବଞ୍ଚାଇଥିଲେ । ଘଟଣା ପାଇ ଦମକଳ!-->…
ଆମେରିକାର ୧୧ ଜଣ ବୈଜ୍ଞାନିକଙ୍କ ସନ୍ଦେହଜନକ ମୃତ୍ୟୁ ନେଇ ହଇଚଇ
ନୂଆଦିଲ୍ଲୀ : ଆମେରିକାର ୧୧ ଜଣ ବୈଜ୍ଞାନିକଙ୍କ ମୃତ୍ୟୁକୁ ନେଇ ହଇଚଇ । ସମସ୍ତ ସାଇଣ୍ଟିଷ୍ଟଙ୍କ ପୁଣି ସନ୍ଦେହ ଜନକ ମୃତ୍ୟୁ । ମୃତ ସମସ୍ତ ସାଇଣ୍ଟିଷ୍ଟ ବଡ ବଡ ରିସର୍ଚ୍ଚ ପ୍ରତିଷ୍ଠାନର କାର୍ଯ୍ୟରତ ଥିଲେ। ବୈଜ୍ଞାନିକମାନଙ୍କ କେଉଁ ପରିସ୍ଥିତିରେ ମୃତ୍ୟୁ ହେଲା ଯାହା ଫେଡରାଲ ବ୍ୟୁରୋ!-->…
ସ୍କର୍ପିଓ – ସ୍କୁଟି ଧକ୍କା, ପ୍ରାଣ ହରାଇଲେ ୩ ସାଙ୍ଗ
ଉତ୍ତରାଖଣ୍ଡ : ଉତ୍ତରାଖଣ୍ଡ ଉଦ୍ଧମ ସିଂହ ନଗର ଜିଲ୍ଲାରେ ଏକ ଛୋଟ ଭୁଲ୍ ୩ ସାଙ୍ଗ ପାଇଁ ସାଜିଲା କାଳ । ରୁଦ୍ରପୁର-ହଲଦ୍ବାନୀ ରାସ୍ତାରେ ଟାଣ୍ଡା ଜଙ୍ଗଲରେ ଏକ ସ୍କର୍ପିଓ କାର୍ ଏବଂ ସ୍କୁଟି ଧକ୍କା ହେବା ଯୋଗୁଁ ୩ ଜଣ ଯୁବକଙ୍କ ଜୀବନ ଚାଲିଯାଇଛି । ଯୁବକ ୩ ଜଣ ଏକ ବିବାହ ଉତ୍ସବରୁ!-->…
ମଣିପୁରରେ ଭୂକମ୍ପ, ତୀବ୍ରତା ୫.୨
ମଣିପୁର: ଆଜି ସକାଳେ ମଣିପୁରରେ ୫.୨ ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଛି । ମଣିପୁର ସହିତ, ନାଗାଲାଣ୍ଡ, ଆସାମ ଏବଂ ମେଘାଳୟରେ ମଧ୍ୟ ଭୂମିକମ୍ପ ଅନୁଭୂତ ହୋଇଛି । ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁଯାୟୀ, ଭୂମିକମ୍ପର ଗଭୀରତା ୬୨ କିଲୋମିଟର ଥିଲା । ଏହି ଭୂମିକମ୍ପ ଯୋଗୁଁ!-->…
ଖରା ଓ ହିଟ୍ ୱେଭକୁ ଦୃଷ୍ଟିରେ ରଖି ମାଲକାନଗିରି ଓ ଗଜପତିରେ ସ୍କୁଲ ଛୁଟି ଘୋଷଣା
ମାଲକାନଗିରି: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନକୁ ଦିନ ଖରା ବଢିବା ଯୋଗୁଁ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଛି। ତେଣୁ ପ୍ରବଳ ଖରା ଓ ହିଟ୍ ୱେଭକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲ୍ଲାରେ ଆସନ୍ତା ୪ ଦିନ ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି।!-->…
ଶ୍ବଶୁର ଘର ଗାଁରୁ ଯୁବକଙ୍କ ମୃତଦେହ ଉଦ୍ଧାର
ଉଦଳା: ମୟୁରଭଞ୍ଜ ଜିଲ୍ଲା ଉଦଳାରେ ଅଭାବନୀୟ ଘଟଣା ଘଟିଛି। ଆଜି ସକାଳୁ ଝୁଲନ୍ତା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ଜଣେ ରାଜସ୍ଥାନୀ ଯୁବକ କିଛି ଦିନ ତଳେ ମୟୁରଭଞ୍ଜ ଉଦଳା ଅଞ୍ଚଳର ଜଣେ ଝିଅକୁ ବିବାହ କରିଥିଲେ। ଆଉ ବାହାଘର ପରେ ଉଦଳା ଥାନା!-->…