Sign in
Sign in
Recover your password.
A password will be e-mailed to you.
ଓଡ଼ିଶାରେ ୧୨ ଦିନ ଲୁଚିଥିଲା ଗ୍ୟାଙ୍ଗଷ୍ଟର ଗୁଡ୍ଡୁ ମୁସଲିମ
ଭୁବନେଶ୍ବର: ପୂର୍ବତନ ସାଂସଦ ତଥା ଗ୍ୟାଙ୍ଗଷ୍ଟର ଅତିକ ଅହମଦର ଘନିଷ୍ଠ ସହଯୋଗୀ ତଥା କୁଖ୍ୟାତ ଅପରାଧୀ ଗୁଡ୍ଡୁ ମୁସଲିମକୁ ଧରିବା ପାଇଁ ଉତ୍ତର ପ୍ରଦେଶ ଏସ୍ଟିଏଫ୍ର ଜୋରଦାର ଉଦ୍ୟମ କରୁଥିଲେ ବି ଏପର୍ଯ୍ୟନ୍ତ ସଫଳ ହୋଇପାରି ନାହିଁ। ଏସ୍ଟିଏଫ୍ର ସ୍ବତନ୍ତ୍ର ଟିମ୍ ଦେଶର ଏକାଧିକ ସହରରେ!-->…
ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ: ମୁଖ୍ୟ ଶାସନ ସଚିବ ଓ ଆଇନ ସଚିବଙ୍କୁ ନୋଟିସ ଜାରି କଲେ ହାଇକୋର୍ଟ
କଟକ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ରାଜ୍ୟ ସରକାରଙ୍କୁ ଜବାବତଲବ ନୋଟିସ କରିଥିବା ଜଣାଯାଇଛି। ଏହି ପ୍ରସଙ୍ଗରେ ଜବାବ ଦାଖଲ କରିବାକୁ ଓଡ଼ିଶା ମୁଖ୍ୟ ଶାସନ ସଚିବ ଓ ଆଇନ ସଚିବଙ୍କୁ ହାଇକୋର୍ଟ ନୋଟିସ ଜାରି କରିଛନ୍ତି।
ସୂଚନାଯୋଗ୍ୟ,!-->!-->!-->…
ବିଜେବି କଲେଜରେ ଛାତ୍ରଙ୍କୁ ଆକ୍ରମଣ ଘଟଣା: ଆଉ ୪ ଅଣଛାତ୍ର ଗିରଫ
ଭୁବନେଶ୍ୱର : ବିଜେବି କଲେଜରେ ଛାତ୍ରଙ୍କୁ ଆକ୍ରମଣ ଘଟଣାରେ ୪ ଅଣଛାତ୍ର ଗିରଫ। ଏମାନଙ୍କୁ ମିଶାଇ ମୋଟ ଗିରଫ ଦାରି ସଂଖ୍ୟା ୮ରେ ପହଁଚିଛି। ଗିରଫଙ୍କ ଠାରୁ ଛୁରୀ, ଷ୍ଟମ୍ପ ଓ ବ୍ୟାଟ ଜବତ କରିଛି ପୋଲିସ। ପୂର୍ବରୁ ଏହି ଘଟଣାରେ ୪ ଜଣଙ୍କୁ ଗିରଫ କରାଯାଇଥିଲା। ଅନ୍ୟ ଆକ୍ରମଣକାରୀଙ୍କୁ ଖୁବ!-->…
ଜି-୨୦ ସମ୍ମିଳନୀ ଲାଗି ସୁରକ୍ଷା ବ୍ୟବସ୍ଥା ଉପରେ ଗୁରୁତ୍ୱ ଦିଆଯିବ: ପୁଲିସ କମିଶନର
ଭୁବନେଶ୍ବର: ଜି-୨୦ ସମ୍ମିଳନୀ ନେଇ ସୁରକ୍ଷା ବ୍ୟବସ୍ଥା ସଂପର୍କରେ ଆଜି ଏକ ବିଶେଷ ବୈଠକ ଅନୁଷ୍ଠିତ ହୋଇଥିଲା। ଏନେଇ ପୁଲିସ କମିଶନର ସୌମେନ୍ଦ୍ର ପିୟଦର୍ଶୀ ସୂଚନା ଦେଇ କହିଛନ୍ତି, ଜି-୨୦ ସମ୍ମିଳନୀ ପାଇଁ ନିରାପତ୍ତା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଦିଗ। ଯେଉଁ ସବୁ ପ୍ରୋଟୋକଲ ରହିଛି, ଜି-୨୦!-->…
ନିଜ ସର୍ଭିସ ରିଭଲଭରରୁ ଗୁଳି ଫୁଟାଇ ଜୀବନ ହାରିଲେ ସିଆରପିଏଫ ଅଫିସର
ରାୟଗଡ଼ା: ସିଆରପିଏଫ ଚତୁର୍ଥ ବାଟାଲିଆନର ମୁଖ୍ୟ କାର୍ଯ୍ୟାଳୟରେ ସେକେଣ୍ଡ ଇନ କମାଣ୍ଡାଣ୍ଟ ସୁନୀଲ କୁମାର ଆତ୍ମହତ୍ୟା କରିଛନ୍ତି। ତାଙ୍କ ନିଜ ସର୍ଭିସ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ତାଙ୍କ ନିଜ ଘର ବିହାର ରାଜ୍ୟର ସୀତାମଣି ଗ୍ରାମରେ ବୋଲି ଜଣାପଡିଛି। ସେ ଗତ!-->…
ଅନୈତିକ ସମ୍ପର୍କରୁ ଯୁବକଙ୍କୁ ପିଟିପିଟି ହତ୍ୟା: ବାପପୁଅ ଥାନାରେ ଅଟକ
ଚିତ୍ରଡା: ଅନୈତିକ ସମ୍ପର୍କକୁ କେନ୍ଦ୍ର କରି ଜନୈକ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବାର ଅଭିଯୋଗ ହୋଇଛି। ଘଟଣା ମୟୂରଭଞ୍ଜ ଜିଲ୍ଲା ମୋରଡା ବ୍ଲକ ତଥା ବେତନଟୀ ଥାନା ଅଧିନ ଭାଲିଆଡିହା ପଞ୍ଚାୟତର କେନ୍ଦୁଛାଟିଆ ଗ୍ରାମରେ ଘଟିଛି ଘଟିଥିବା ଜଣାପଡ଼ିଛି। ଖବରରୁ ପ୍ରକାଶ କି ଏହି ଗ୍ରାମରେ!-->…
ମୃତ୍ୟୁ ପୂର୍ବରୁ ଇଥାଇଲ୍ ଆଲକୋହଲ୍ ସେବନ କରିଥିଲେ ଚିନ୍ମୟୀ
ସମ୍ବଲପୁର : ଭିସୁଟ୍ ଛାତ୍ରୀ ଚିନ୍ମୟୀଙ୍କ ଭିସେରାରେ ଆଲକହଲ । ତାଙ୍କର ଭିସେରା ରିପୋର୍ଟରେ ଆଲକହଲ ଥିବା ସୂଚନା ମିଳିଛି । ଅତ୍ୟଧିକ ନିଶା ଯୋଗୁ ପାଣିରେ ପଡ଼ି ତାଙ୍କର ମୃତ୍ୟୁ ହୋଇଛି । ଚିନ୍ମୟୀ ନିଶା ସେବନ କରି ପାଣିରେ ପଡ଼ିଯାଇଥିଲେ । ଯାହା ଫଳରେ ସେ ଆଉ ପାଣି ଭିତରୁ ବାହାରି!-->…
ତରଳୁନି ବରଫ, ୩୦୦ ଏକର ମକା, ପରିବା ଫସଲ ନଷ୍ଟ
ନବରଙ୍ଗପୁର : ପ୍ରକୃତିର କରାଳ ରୂପ ଗତକାଲି ସଂଧ୍ୟାରେ ଦେଖିଲା ନବରଙ୍ଗପୁର ଜିଲ୍ଲା। କାଳବୈଶାଖୀର ଏମିତି ପ୍ରଭାବ ଏତେମାତ୍ରାରେ ପଡ଼ିଥିଲା ଯେ, ବାତ୍ୟା ଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ପ୍ରାୟ ୪୫ମିନିଟ୍ ଧରି କୁଆପଥର ବର୍ଷା ହୋଇଥିଲା। ତେବେ, ୨୦ ଘଣ୍ଟା ପରେ କୁଆପଥର ତରଳି ନଥିବା!-->…
ରାଜ୍ୟରେ ହସ୍ପିଟାଲରେ ମାସ୍କ ବାଧ୍ୟତାମୂଳକ
ଭୁବନେଶ୍ବର: ରାଜ୍ୟରେ ହସ୍ପିଟାଲରେ ମାସ୍କ ବାଧ୍ୟତାମୂଳକ। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଆସିଛି ନିର୍ଦ୍ଦେଶନାମା। ସବୁ ସରକାରୀ ସ୍ୱାସ୍ଥ୍ୟ ଅନୁଷ୍ଠାନର କର୍ମଚୀରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି।
ସମସ୍ତ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀ ମାସ୍କ ପିନ୍ଧିବେ। କୋଭିଡ୍!-->!-->!-->…
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯୩ ଜଣ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୯୩ ଜଣ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏନେଇ ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି।ଗତ ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୧୬୫ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସମ୍ବଲପୁର ରେ ୭୧, କଟକ ୬୫,!-->…