Sign in
Sign in
Recover your password.
A password will be e-mailed to you.
ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା: ସ୍ତ୍ରୀ, ଡିଏଫଓ ଓ ରୋଷେୟାଙ୍କୁ ନୋଟିସ୍ ଜାରି
ପାରଳାଖେମୁଣ୍ଡି: ବହୁ ଚର୍ଚ୍ଚିତ ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ସୌମ୍ୟଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା, ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କୁ ସମନ ଜାରି କରିଛନ୍ତି ପାରଳାଖେମୁଣ୍ଡି ଏସଡିଜେଏମ୍ । ଭାରତୀୟ ଦଣ୍ଡବିଧି!-->…
ମାଛ ବିକାଳିଙ୍କ ଉପରେ ମାଡ଼ିଗଲା କଣ୍ଟେନର
ରାୟଗଡ଼ା: ମାଛ ବିକାଳିକଙ୍କ ଉପରକୁ ମାଡ଼ିଗଲା କଣ୍ଟେନର। ରାୟଗଡ଼ା ଜିଲ୍ଲା ପୂର୍ତ୍ତ ବିଭାଗ ଡାକବଙ୍ଗଳା ସାମ୍ନାରେ ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ଖଳିଗୁଡ଼ା ଗାଁର ବୋଚ୍ଚା ପ୍ରକାଶ ରାଓ।
ବୋଚ୍ଚା ପ୍ରକାଶ ପ୍ରତିଦିନ ପୂର୍ତ୍ତ ବିଭାଗ ବଙ୍ଗଳା ସମ୍ମୁଖରେ!-->!-->!-->…
ବିଲକିସ୍ ବାନୋ ମାମଲା: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ବିରୋଧ କରିବେ କେନ୍ଦ୍ର ଓ ଗୁଜରାଟ ସରକାର!
ନୂଆଦିଲ୍ଲୀ : ବହୁ ଚର୍ଚ୍ଚିତ ବିଲକିସ୍ ବାନୋ ଗଣଦୁଷ୍କର୍ମ ମାମଲାର ୧୧ ଦୋଷୀଙ୍କୁ ମିଳିଥିବା ସ୍ୱତନ୍ତ୍ର କ୍ଷମା ଘଟଣାରେ ନୂଆ ଟ୍ୱିଷ୍ଟ ଆସିଛି। ଗୁଜରାଟ ସରକାର ସମସ୍ତ ଦୋଷୀଙ୍କୁ ଆଗୁଆ ଜେଲରୁ ଖଲାସ କରି ଥିବାରୁ ଏ ସଂକ୍ରାନ୍ତ ଫାଇଲ ସୁପ୍ରିମକୋର୍ଟ ମାଗିଛନ୍ତି। କିନ୍ତୁ ଏହି ନିର୍ଦ୍ଦେଶକୁ!-->…
ଜିଲ୍ଲା ପ୍ରଶାସନ ପକ୍ଷରୁ ଟାଙ୍ଗରପାଲି ବ୍ଲକଠାରେ ଯୁଗ୍ମ ଜନଶୁଣାଣି ଅନୁଷ୍ଠିତ
ସୁନ୍ଦରଗଡ଼ (୧/୦୪) : ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ଟାଙ୍ଗରପାଲି ବ୍ଲକ ପରିସରରେ ଯୁଗ୍ମ ଜନଶୁଣାଣି ଅନୁଷ୍ଠିତ ହୋଇଯାଇଛି | ଏହି ଯୁଗ୍ମ ଜନଶୁଣାଣି ରେ ଜିଲ୍ଲାପାଳ ଡା. ପରାଗ ଗଭାଲି ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଶ୍ରୀ ପ୍ରତ୍ୟୁଷ ଦିବାକର ଯୋଗ ଦେଇ ଜନସାଧାରଣଙ୍କ ଆପତ୍ତି ଅଭିଯୋଗ!-->…
ମାଲକାନଗିରି ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ବିଜୁ ବାବୁଙ୍କ ତିରୋଧାନ ଦିବସ ପାଳିତ
ମାଲକାନଗିରି : ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ଆଜି ବିଜୁ ବାବୁଙ୍କ ତିରୋଧାନ ଦିବସ ପାଳନ କରାଯାଇଛି । ନିରାଡମ୍ବର ସହକାରେ ଏହି କାର୍ଯ୍ୟକ୍ରମ ପାଳନ କରାଯାଇଥିବା ବେଳେ ଜିଲ୍ଲା ସଦର ମହକୁମାରେ ଥିବା ଜିଲ୍ଲାପାଳଙ୍କ କାର୍ଯାଳୟ ସମ୍ମୁଖରେ ନିର୍ମିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ!-->…
ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବିରୋଧରେ ହୋଇଥିବା ନିର୍ବାଚନୀ ମାମଲାକୁ ଖାରଜ କଲେ ହାଇକୋର୍ଟ
କଟକ : ଓଡିଶା ହାଇକୋର୍ଟରେ ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ବିରୋଧରେ ହୋଇଥିବା ନିର୍ବାଚନୀ ମାମଲାକୁ ଖାରଜ କରି ଦେଇଛନ୍ତି ହାଇକୋର୍ଟ। ବାଲେଶ୍ଵର ସାଂସଦ ମିଥ୍ୟା ଓ ଅସମ୍ପୂର୍ଣ୍ଣ ସତ୍ୟପାଠ ଦାଖଲ କରିଥିବା ଏହି ମାମଲା ଜଣେ ଭୋଟର ଯଦୁନାଥ ସେଠୀଙ୍କ ପକ୍ଷରୁ ରୁଜୁ ହୋଇଥିଲା। ବାରମ୍ବାର!-->…
ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି: ୪୪.୨ଡିଗ୍ରି ସହ ବାରିପଦା ସବୁଠାରୁ ଉତ୍ତପ୍ତ ସହର
ଭୁବନେଶ୍ବର: ଆଜି ବି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ସକାଳ ୮ଟା ହେବା ମାତ୍ରେ ସୂର୍ଯ୍ୟଦେବତାଙ୍କ ପ୍ରଖର କିରଣ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆଜି ପୁଣି ଥରେ ରାଜ୍ୟର ୨୩ଟି ସହରରେ ତାପମାତ୍ରା ୪୦ ଡିଗ୍ରି ଉପରେ ଥିବା ରେକର୍ଡ କରାଯାଇଛି। ମୟୂରଭଂଜ ଜିଲ୍ଲା ସଦର ମହକୁମା!-->…
ଭିଆଇପି ଓ ଭିଭିଆଇପି ସୁରକ୍ଷା ପାଇଁ ସ୍ବତନ୍ତ୍ର ସିକ୍ୟୁରୀଟି Wing କମାଣ୍ଡ ସେଣ୍ଟର ଉଦଘାଟିତ
ଭିଆଇପି ଓ ଭିଭିଆଇପି ସୁରକ୍ଷା ପାଇଁ ସ୍ବତନ୍ତ୍ର ସିକ୍ୟୁରୀଟି wing କମାଣ୍ଡ ସେଣ୍ଟର ଉଦଘାଟିତ। ସମସ୍ତ କମିଶନରେଟ ପୋଲିସ ଅଧୀନରେ ଏଭଳି wing ଟି ରହିଥାଏ। କୌଣସି ଅତି ବିପର୍ଯ୍ୟୟ ପରିସ୍ଥିତିକୁ ମୁକାବିଲା ପାଇଁ ଏମରଜେନ୍ସି ରେସ୍ପୋନ୍ସ ୟୁନିଟ ରହିଛି।
ଏହି wing ଟି କମିଶନରେଟ ପୋଲିସ!-->!-->!-->…
ହଜାରେ କୋଟି ଟଙ୍କାର ଠକେଇ ମାମଲା: ଆଉ ଜଣଙ୍କୁ ଗିରଫ କଲା ଇଓଡବ୍ଲୁ
ଭୁବନେଶ୍ୱର: ୧୮ ଫୁଟବଲ ଡଟ୍ କମ ନାମରେ ହଜାରେ କୋଟି ଟଙ୍କାର ଠକେଇ ମାମଲାର ପର୍ଦାଫାସ କରିଛି ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲୁ) l ଏହି ମାମଲାରେ ଜଣଙ୍କୁ ଗିରଫ କରାଯାଇଛି। ଏହି ମାମଲାରେ ପୂର୍ବରୁ ୩ ଜଣଙ୍କୁ ଗିରଫ କରିଥିଲା ଇଓଡବ୍ଲୁ l ହାକିମ ଆଉ ରୁସ୍ତମ ବୋଲି ଦୁଇ ଇନଭେଷ୍ଟରଙ୍କୁ!-->…
ଝାରସୁଗୁଡ଼ା ଉପନିର୍ବାଚନ : ବିଜେପି ପକ୍ଷରୁ ପ୍ରାର୍ଥିପତ୍ର ଦାଖଲ କଲେ ଟଙ୍କଧର ତ୍ରିପାଠୀ
ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନରେ ଆଜି ବିଜେପି ପକ୍ଷରୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ଟଙ୍କଧର ତ୍ରିପାଠୀ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ପ୍ରାର୍ଥିପତ୍ର ଦାଖଲ କରିବା ପରେ ସେ କହିଛନ୍ତି, କେବଳ ତାଙ୍କ ମୁଣ୍ଡ ଉପରେ ଗୁରୁ ଦାୟିତ୍ୱ ପଡ଼ିନି, ଝାରସୁଗୁଡ଼ା ଲୋକଙ୍କ ଉପରକୁ!-->…