ଓଡିଆ ନବବର୍ଷର ଅବସରରେ ବାଲୁକାକଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଲେ ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ : ପବିତ୍ର ହନୁମାନ ଜୟନ୍ତୀ ତଥା ମହାବିଷୁବ ସଂକ୍ରାନ୍ତି ଅବସରରେ ପୁରୀ ବେଳାଭୂମିରେ ବାଲୁକା କଳା । ବାଲୁକା କଳା ମାଧ୍ୟମରେ ସମସ୍ତଙ୍କୁ ଓଡ଼ିଆ ନବବର୍ଷ ଶୁଭେଚ୍ଛା ଜଣାଇଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଏହି ବାଲୁକା କଳା ଦେଖିବାକୁ ପର୍ଯ୍ୟଟକଙ୍କ ଭିଡ ଲାଗିଛି ।

ଓଡ଼ିଆ ନବବର୍ଷ ଉପଲକ୍ଷେ ଓଡିଶାବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡିଆ ନବବର୍ଷ । ଓଡିଆ ମାନେ ନିଜ ନିଜ ଘରେ ରହି ପଣା ସଂକ୍ରାନ୍ତି କରିବା ସହିତ ଚଉରା ତୂଳସୀ ଉପରେ ପାଣି ଘଡି ବସାଇଛନ୍ତି । ତେବେ ମହା ବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ

ଓଡ଼ିଆ ଘରର ନୂଆବର୍ଷ : ପଣା ସଂକ୍ରାନ୍ତି…

ଓଡ଼ିଆ ପଞ୍ଜିକାର ଗଣନା ଅନୁସାରେ ମହାବିଷୁବ ସଂକ୍ରାନ୍ତି ହିଁ ବର୍ଷର ପ୍ରଥମ ସଂକ୍ରାନ୍ତି ଭାବରେ ଗ୍ରହଣ କରାଯାଏ । ଏହି ଦିନଟିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ବର୍ଷାରମ୍ଭ ହେଉଥିବାରୁ ଓଡ଼ିଆ ପରିବାରରେ ଦେବଦେବୀଙ୍କଠାରେ ସ୍ୱତନ୍ତ୍ର ପୂଜା, ଭୋଗ, ହୋମ ଆଦି କରାଯାଇଥାଏ । ଏହି

ନିୟମିତ ହେବେ ୧୮ ହଜାରରୁ ଊର୍ଦ୍ଧ୍ବ ଚୁକ୍ତିଭିତ୍ତିକ ଶିକ୍ଷକ…

ଭୁବନେଶ୍ବର: ରାଜ୍ୟରେ ଚୁକ୍ତିଭିତ୍ତିକ ଶିକ୍ଷକ ନିୟମିତ ହେବେ। ଏନେଇ ଗୁରୁବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ପରେ  ୧୮ ହଜାରରୁ ଅଧିକ ଚୁକ୍ତି ଭିତ୍ତିକ ଶିକ୍ଷକ ଉପକୃତ ହେବେ। ଏମାନେ ନିୟମିତ ହେବା ଦାବିରେ ୧୩ ଦିନ

‘ହରିଶ୍ଚନ୍ଦ୍ର ସହାୟତା’ ରାଶି ବଢ଼ାଇଲେ ସରକାର

ଭୁବନେଶ୍ୱର: ରାଜ୍ୟ ସରକାର ହରିଶ୍ଚନ୍ଦ୍ର ସହାୟତା ରାଶି ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏହି ସହାୟତାକୁ ଗ୍ରାମାଞ୍ଚଳ ପାଇଁ ୨ ହଜାରରୁ ୩ ହଜାର ଟଙ୍କା ବୃଦ୍ଧି କରାଯାଇଥିଲା ବେଳେ ସହରାଞ୍ଚଳ ଓ ପୁରୀ ସ୍ୱର୍ଗଦ୍ବାର ପାଇଁ ୩ ହଜାରରୁ ୪ ହଜାର ଟଙ୍କାକୁ

୪୦ ଡିଗ୍ରୀ ଉପରେ ୨୫ ସହର

ଭୁବନେଶ୍ୱର : ଜଳୁଛି ଓଡ଼ିଶା। ଆଜି ରାଜ୍ୟର ୨୫ ସହରର ଦିନର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଅଧିକ ରେକର୍ଡ କରାଯାଇଛି। ସବୁଠାରୁ ଉତ୍ତପ୍ତ ସହର ପାଲଟିଛି ବାରିପଦା। ଏଠାରେ ଆଜି ସର୍ବୋଚ୍ଚ ତାପମାତ୍ରା ୪୩.୫ ଡ଼ିଗ୍ରୀ ରେକର୍ଡ କରାଯାଇଛି। ସେହିପରି କଟକରେ ୪୧.୪ ଡ଼ିଗ୍ରୀ ଓ ଭୁବନେଶ୍ୱରରେ

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ଟର୍ଚ୍ଚରେ ଆକ୍ରମଣ

ହିଞ୍ଜିଳିକାଟୁ (୧୩।୪) : ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକ ଙ୍କୁ ଟର୍ଚ୍ଚ ଲାଇଟରେ ଆକ୍ରମଣ । ଗୁରୁତର ଅବସ୍ଥାରେ ଗ୍ରାମବାସୀ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ ।ଗୁରୁତର ଜଣକ ହେଲେ ହିଞ୍ଜିଳି ଥାନା ଅନ୍ତର୍ଗତ

ସଞ୍ଜୟ ସ୍ମୃତି ସରକାରୀ ମହିଳା ମହାବିଦ୍ୟାଳୟରେ ୪୧ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଅନ୍ତର୍ଗତ ଫୁଲବାଣୀ ସ୍ଥିତ ସଞ୍ଜୟ ସ୍ମୃତି ସରକାରୀ ମହିଳା ମହାବିଦ୍ୟାଳୟରେ ୪୧ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ଅଧ୍ୟକ୍ଷା ଡ଼ ତନୁଜା ସିଂହ ସଭାପତିତ୍ବ ଦାୟିତ୍ଵ ଗ୍ରହଣ କରିଥିଲେ। ମୁଖ୍ୟ ଅତିଥି ଭାବେ ଫୁଲବାଣୀ

କନ୍ଧମାଳ ଜିଲ୍ଲା ହୋମଗାର୍ଡ ସଂଘ ଓ ମାନବାଧିକାର ମିଶନର ପରିବର୍ତ୍ତନ ବୈଠକ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରର ନାରାୟଣୀ ରୋଡ଼ ନିକଟସ୍ଥ ତ୍ରିଦେବ ନଗର ବସ୍ତିର ଧର୍ମ ମଣ୍ଡପ ଠାରେ ନିଖିଳ ଉତ୍କଳ ଗୃହରକ୍ଷୀ ମହାସଂଘ ଶାଖା ଜିଲ୍ଲା କନ୍ଧମାଳ ଓ ମାନବାଧିକାର ମିସନ କର୍ମକର୍ତ୍ତାଙ୍କ ଆଲୋଚନା ପ୍ରକାରେ ଏକ ପରିବର୍ତ୍ତନ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକର ମୂଖ୍ୟ

ଓଡିଆ ଭାଷା ସୁରକ୍ଷା ଏବଂ ବ୍ୟାବହାରିକ ସଚେତନତା ଲାଗି ଗଞ୍ଜାମ ଜିଲ୍ଲା କୋଷାଗାରର ଅଭିନବ ପ୍ରୟାସ

ଛତ୍ରପୁର(୧୩.୦୪) ଗଞ୍ଜାମ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା କୋଷାଗାର ଗଞ୍ଜାମ ତରଫରୁ ପ୍ରଥମ ମାର୍ଚ୍ଚ ପୁରସ୍କାର ବିତରଣ ଉତ୍ସବ ଗୁରୁବାର ଦିନ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅତିରିକ୍ତ ଜିଲ୍ଲାପାଳ ଲୀନା କୁମାରୀ ଖେସ୍ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜିଲ୍ଲା କୋଷାଗାର ଦ୍ବାରା