ଶ୍ରୀନଗର ଏୟାରପୋର୍ଟରୁ ୨ ଆମେରିକୀୟ ନାଗରିକଙ୍କୁ ଗିରଫ କଲା ପୋଲିସ, ସାଟେଲାଇଟ୍ ଫୋନ୍ ଜବତ

ଜମ୍ମୁ କଶ୍ମୀର : ଶ୍ରୀନଗର ଏୟାରପୋର୍ଟରୁ ୨ ଜଣ ଆମେରିକୀୟ ନାଗରିକଙ୍କୁ ପୋଲିସ ଗିରଫ କରିଛି । ଏମାନଙ୍କ ଠାରୁ ଜିନିଷ ଯାଞ୍ଚ ବେଳେ ସାଟେଲାଇଟ ଫୋନ ମିଳିଛି । ଏୟାରପୋର୍ଟ ସିକ୍ୟୁରିଟି ପ୍ରଥମେ ପଚରାଉଚରା କରିବା ପରେ ପୋଲିସକୁ ହସ୍ତାନ୍ତର କରିଛି । ସେମାନେ ଆମେରିକାର ମାଣ୍ଟାନା

ପୁଷ୍କର ଘାଟିରେ ୧୫୦ ଫୁଟ ତଳକୁ ଖସିଲା ବସ୍: ୨ ମୃତ, ୧୨ରୁ ଅଧିକ ଆହତ

ଆଜମେର : ରାଜସ୍ଥାନ ଆଜମେର ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଆଜମେର ଜିଲ୍ଲା ସ୍ଥିତ ପ୍ରସିଦ୍ଧ ତୀର୍ଥ ସ୍ଥଳ ପୁଷ୍କର ପାହାଡରୁ ଅନିୟନ୍ତ୍ରିତ ହୋଇ ଖସିଲା ବସ୍ । ଫଳରେ ଦୁଇ ଜଣକ ଜୀବନ ଚାଲିଯାଇଥିବା ବେଳେ ୧୨ରୁ ଅଧିକ ଆହତ ହୋଇଛନ୍ତି । ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି

ଇଟାଲୀରେ ୨ ଭାରତୀୟଙ୍କୁ ଗୁଳି କରି ହତ୍ୟା

ନୂଆଦିଲ୍ଲୀ: ଇଟାଲୀରେ ୨ ଜଣ ଭାରତୀୟଙ୍କୁ ହତ୍ୟା । ଇଟାଲୀର ବେରଗାମୋ ପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି । ଶୁକ୍ରବାର ବିଳମ୍ବିତ ରାତିରେ ବୈଶାଖୀ ପର୍ବ ପାଇଁ ଗୁରୁଦ୍ୱାରରେ ଏକତ୍ରିତ ହୋଇଥିବା ଶ୍ରଦ୍ଧାଳୁଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଗୁଳି କରି ହତ୍ୟା କରାଯାଇଛି ।

ଶ୍ରଦ୍ଧା ଫାଉଣ୍ଡେସନର ବାର୍ଷିକ ଉତ୍ସବ , ବହୁ ପ୍ରତିଭାଧାରୀ ସମ୍ମାନିତ

ବ୍ରହ୍ମପୁର (୧୯/୪) : ଶ୍ରଦ୍ଧା ଫାଉଣ୍ଡେସନ ର ବାର୍ଷିକ ଉତ୍ସବ ଶନିବାର ରେଲ୍ ୱେ ଇନଷ୍ଟିଚ୍ୟୁଟ ମଣ୍ଡପ ପରିସରରେ ଉତ୍ସବ ୨୦୨୬ ନାମରେ ଆୟୋଜିତ ହୋଇଯାଇଛି ।ଫାଉଣ୍ଡେସନ ର ମୁଖ୍ୟ ପରିଚାଳିକା ଶ୍ରଦ୍ଧାଞ୍ଜଳୀ ପାଢ଼ୀ ଓ ସଭାପତି ପ୍ରଣବ କୁମାର୍ ପଣ୍ଡା ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ

ଜିଲ୍ଲାସ୍ତରୀୟ ସିଏମ କପ ୨୦୨୬ – ଗଞ୍ଜାମ ଜିଲ୍ଲାରେ ଆୟୋଜିତ

ବ୍ରହ୍ମପୁର : ବ୍ରହ୍ମପୁର ସ୍ଥିତ ମହାତ୍ମାଗାନ୍ଧୀ ଷ୍ଟାଡିଅମ ଠାରେ ଆୟୋଜିତ ସି. ଏମ କପ ୨୦୨୬ ଆଜି ଫୂଟବଲ ଖେଳ ର ପ୍ରଥମ ମ୍ୟାଚ ଓ. ଏ. ଭି. ସି୍ଧେଶ୍ୱର ସ୍କୁଲ ବାଳକ ଦଳ ଓ ଡ଼ି.ଏ.ଭି ପବ୍ଲିକ ସ୍କୁଲ ବାଳକ ମଧ୍ୟରେ ଖେଳା ଯାଇଥିଲା ଏବଂ ଡ଼ି.ଏ.ଭି ପବ୍ଲିକ ସ୍କୁଲ ୬-୦ ଗୋଲ ରେ ବିଜୟ ହାସଲ

ଭାରତୀୟ ମଜଦୂର ସଂଘ ରାମନାଗୁଡା ବ୍ଲକ ସମ୍ମିଳନୀରେ ନୂତନ କର୍ମକର୍ତ୍ତା ଚୟନ

ରାମନାଗୁଡା : ରାୟଗଡ଼ା ଜିଲ୍ଲା ରାମନାଗୁଡା ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ରାମନାଗୁଡା ଭାରତୀୟ ମଜଦୂର ସଂଘର ବ୍ଳକ ସମ୍ମିଳନୀ ସହ ନୂତନ କର୍ମକର୍ତ୍ତା ଚୟନ ରାଜ୍ୟ ଓ ଜିଲ୍ଲା ପଦାଧିକାରୀ ମାନଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି।ସୂଚନା ଅନୁଯାୟୀ ଆଜି ପୂର୍ବାହ୍ନ ସମୟରେ ଭାରତୀୟ ମଜଦୂର

ଅସଲି କିଏ, ଆଉ ନକଲି କିଏ ? କହିବ କିଏ ?କନ୍ଧମାଳ ଜିଲ୍ଲା ରେ ମାଳମାଳ ସାମ୍ବାଦିକ : ପ୍ରଶାସନ ପାଖରେ ନାହିଁ ସଠିକ…

କନ୍ଧମାଳ, ତା, ୧୮/୦୪: ସମଗ୍ର କନ୍ଧମାଳ ଜିଲ୍ଲାରେ ବର୍ତ୍ତମାନ ସାମ୍ବାଦିକ ନାମରେ ଅନେକ ବ୍ୟକ୍ତି ନିଜକୁ ପରିଚୟ ଦେଉଥିବା ଦେଖିବାକୁ ମିଳୁଛି। ହେଲେ ଏ ସାମ୍ବାଦିକ ପଦ ବୋଲାଉଥିବା ବ୍ୟକ୍ତି ମାନେ ପ୍ରକୃତ ରେ କିଏ ଅସଲି ଆଉ କିଏ ନକଲି ତାହା ଜଣା ପଡୁନାହିଁ l କେହି କେବେ, ମାନେ କିଛି ବର୍ଷ

ଚାରଧାମ ଯାତ୍ରା ଆରମ୍ଭ, ଖୋଲିଲା ଗଙ୍ଗୋତ୍ରୀ ଓ ଯମୁନୋତ୍ରୀ କପାଟ

ଉତ୍ତରାଖଣ୍ଡ ; ଉତ୍ତରାଖଣ୍ଡର ପବିତ୍ର ଚାରଧାମ ଯାତ୍ରା ୨୦୨୬ ଆଜିଠାରୁ ବିଧିବଧ ଭାବେ ଆରମ୍ଭ ହୋଇଛି । ଆଜି ପ୍ରଥମେ ଗଙ୍ଗୋତ୍ରୀ ଏବଂ ଯମୁନୋତ୍ରୀ ଧାମର କପାଟ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲାଯିବ । ଏହାସହିତ ଲକ୍ଷଲକ୍ଷ ଭକ୍ତଙ୍କ ଆସ୍ଥା ଏବଂ ଭକ୍ତି ସହିତ ଜଡିତ ଚାରଧାମ ଯାତ୍ରା ଆରମ୍ଭ ହେବ ।

ସୁନା ଦର ଆକାଶ ଛୁଆଁ, ତଥାପି କମୁନି ଚାହିଦା

ଭୁବନେଶ୍ବର: ଆକାଶ ଛୁଆଁ ସୁନା ଦର, ତଥାପି ବଢୁଛି ଚାହିଦା! । ଆସନ୍ତାକାଲି ପବିତ୍ର ଅକ୍ଷୟ ତୃତୀୟା । ସୁନା କିଣିବା ଓ ଶୁଭ କାର୍ଯ୍ୟ ପାଇଁ ସବୁଠାରୁ ବଡ଼ ଦିନ । ବୈଶାଖ ମାସ ଶୁକ୍ଳ ପକ୍ଷ ତୃତୀୟା ତିଥିକୁ “ଅକ୍ଷୟ ତୃତୀୟା” ବା “ଅଖି ମୁଠି ଅନୁକୂଳ” କୁହାଯାଏ ।

ବିରୋଧୀଙ୍କୁ ନାରୀ ଶକ୍ତି ଦେବେ କଡା ଜବାବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନାରୀ ଶକ୍ତି ବନ୍ଦନ ଅଧିନିୟମ’ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଂଗ୍ରେସ ଏବଂ ଅନ୍ୟ ବିରୋଧୀ ଦଳଗୁଡ଼ିକୁ ସମାଲୋଚନା କରିଛନ୍ତି । ଭୁବନେଶ୍ବରରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସେ କହିଛନ୍ତି, ଆଜିର ଦିନରେ ନାରୀ ସବୁ କ୍ଷେତ୍ରରେ ପାରଦର୍ଶିତା ଦେଖାଇ