ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯିବା ନେଇ ନିଷ୍ପତ୍ତି ନେବେ ସରକାର: ପରିବାର କଲ୍ୟାଣ ନିର୍ଦେଶକ

ଭୁବନେଶ୍ବର: କୋଭିଡ ଟିକା ପାଇଁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ କେନ୍ଦ୍ରକୁ ଚିଠି ଲେଖିଥିବା ଜଣାଯାଇଛି। ଏନେଇ ପରିବାର କଲ୍ୟାଣ ନିର୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ କୋଭିଡ ସଂକ୍ରମଣ ବୃଦ୍ଧି ପାଉଛି। ଏଥିଲାଗି ୫୦ହଜାର ଟୀକା ପାଇଁ କେନ୍ଦ୍ରକୁ ଚିଠି

ଭୁବନେଶ୍ବରରେ ଜମି ପାଇଁ କୋଟିଏ ଟଙ୍କାର ବଟି ଘଟଣା: ପୁଣି ୫ ଜଣ ବାଉଁସର ଗିରଫ

ଭୁବନେଶ୍ବର: ୧୦ କୋଟି ଟଙ୍କାର ଜମି ପାଇଁ କୋଟିଏ ଟଙ୍କାର ବଟି ଘଟଣାରେ କମିସନରେଟ୍‌ ପୁଲିସ ଆକ୍ସନ ମୋଡ଼ ଦେଖାଇଛି। ଏହି ଘଟଣାରେ ନୟାପଲ୍ଲୀ ଥାନା ପୁଲିସ ଅନ୍ୟ ୫ ଜଣ ବାଉଁସରଙ୍କୁ ଗିରଫ କରିଛି। ଅଭିଯୁକ୍ତମାନ‌େ ହେଲେ ଶିବ ପ୍ରସାଦ ବିଶୋଇ, ପ୍ରଭାତ ସାହୁ, ଲତିଫ ଖାନ, ଫିରୋଜ ଖାଁ ଓ

ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ…

କଟକ: ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ । ଭୁବନେଶ୍ୱର ନୟାପଲ୍ଲୀ ଥାନାରେ ହୋଇଥିବା ମାମଲାରେ ହାଇକୋର୍ଟ ତାଙ୍କୁ ବେଲ୍‌ ଦେଇଛନ୍ତି । ନୟାପଲ୍ଲୀ ଥାନାରେ ଅର୍ଚ୍ଚନାଙ୍କ ନାଁରେ ଏତଲା ଦେଇଥିଲେ ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜା । ବ୍ଲାକମେଲିଂ କରି ଟଙ୍କା ମାଗୁଥିବା ନେଇ ଅଭିଯୋଗ

ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୪୧ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ପୁଣି ଫେରିଲା କରୋନା । ରାଜ୍ୟରେ ପୁଣି ଥରେ ବଢିବାର ଲାଗିଲାଣି କରୋନା ସଂକ୍ରମଣ । ଇତି ମଧ୍ୟରେ ଆଜି ୧୪୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଦୈନିକ ସଂକ୍ରମଣଙ୍କ ସଂଖ୍ୟା ୧୦୦ ଟପିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏଥିସହ

ବିଦ୍ୟାଳୟ ଉଛେଦକୁ ଗ୍ରାମବାସୀଙ୍କ ବିରୋଧ : ଗଣଶିକ୍ଷାମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଉପଜିଲ୍ଲାପାଳଙ୍କୁ ଦାବିପତ୍ର

ବାଲିଗୁଡ଼ା : ବିଭିନ୍ନ ସମୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ କମ୍ ଉପସ୍ଥାପନ ଦର୍ଶାଇ ଶିକ୍ଷା ବିଭାଗ ପକ୍ଷରୁ ଅନେକ ସ୍କୁଲ ଉଚ୍ଛେଦ ହୋଇଛି । ଏହାକୁ ନେଇ ପୂର୍ବରୁ ଅନେକ ବିବାଦ ମଧ୍ୟ ହୋଇଛି । ବର୍ତ୍ତମାନ ସମୟରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ମିଡ଼ିଆକିଆ ପଞ୍ଚାୟତରେ

ପଥଚାରୀଙ୍କୁ ସ୍ୱଚ୍ଛ ପାନୀୟ ଜଳ ଯୋଗାଇ ଦେବାକୁ ବିସିଜେଡି ପକ୍ଷରୁ ଜଳ ସେବା କେନ୍ଦ୍ର ଉଦଘାଟିତ

ଭୁବନେଶ୍ବର: ଅସହ୍ୟ ଗରମ ସାଂଗକୁ ଗୁଳୁଗୁଳି ଲୋକଙ୍କୁ ବେହାଲ କରିଛି । ରାଜଧାନୀରେ ତାପମାତ୍ରା ଏତେ ବୃଦ୍ଧି ପାଇଛି ଯେ ପାଣିଟୋପେ ପାଇଁ ଲୋକମାନେ ହନ୍ତସନ୍ତ ହେଉଛନ୍ତି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଜୁ ଛାତ୍ର ଜନତା ଦଳର ରାଜ୍ୟ ସାଧାରଣ ସମ୍ପାଦକ ଅସିତ ରଞ୍ଜନ ଦାସଙ୍କ

ଟାୱାର କାମ ସରିଥିଲେ ବି ନେଟୱାର୍କର ଦେଖାନାହିଁ

ଦାରିଙ୍ଗବାଡ଼ି, ୧୧/୪ : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକର ବହୁ ଉପାନ୍ତ ଅଞ୍ଚଳର ଅଧିବାସୀ ମାନେ ଆଜି ଯାଏ ନେଟ ୱାର୍କ ସେବା ପାଇବାରୁ ବଞ୍ଚିତ ହୋଇ ରହି ଛନ୍ତି। ଉପାନ୍ତ ଅଞ୍ଚଳରେ ନେଟୱାର୍କ ଯୋଗାଇ ଦେବାକୁ କେନ୍ଦ୍ର ସରକାର ଘୋଷଣା କରିବା ସହିତ ଅନେକ ଜାଗାରେ ନେଟୱାର୍କ ଟାୱାର

ଭିଜିଲାନ୍ସ ଜାଲରେ ହିନ୍ଦୋଳ ବ୍ଲକ୍ ଶିକ୍ଷା ଅଧିକାରୀ: ଶିକ୍ଷକଙ୍କ ଠାରୁ ନେଉଥିଲେ ଲାଞ୍ଚ

ଢେଙ୍କାନାଳ : ଭିଜିଲାନ୍ସ ଜାଲରେ ପଡ଼ିଗଲେ ଶିକ୍ଷାଧିକାରୀ। ମହଙ୍ଗା ଭତ୍ତା ଓ ମାସିକ ଦରମା ବୃଦ୍ଧି ପାଇଁ ଲାଞ୍ଚ ନେଉଥିଲା ବେଳେ ହିନ୍ଦୋଳ ବ୍ଲକ ଶିକ୍ଷାଧିକାରୀ ଶାନ୍ତନୁ କୁମାର ମଲ୍ଲିକଙ୍କୁ ମାଡ଼ି ବସିଲା ଭିଜିଲାନ୍ସ। ତାଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ଟଙ୍କା ଜବତ କରିବା ସହ ପଚରାଉଚରା

ମଟରସାଇକେଲ ଚୋର ଧରାପଡ଼ିଲା, ବାଇକ ଜବତ

ଚିକିଟି : ଚିକିଟି ପତ୍ରପୁର ଅଞ୍ଚଳରେ ହୋଇଥିବା ମଟରସାଇକଲ ଚୋରି ଘଟଣା ରେ କେ. ନୂଆଁଗାଁ ପୋଲିସକୁ ମିଳିଛି ସଫଳତା, ତିନି ଚୋରକୁ ଧରିବା ସହିତ ସେମାନଙ୍କ ଠାରୁ ଚୋରି ହୋଇଥିବା ବାଇକ କୁ ଜବତ କରିଛି।ଗତକିଛି ଦିନ ଧରି କେ. ନୂଆଁଗାଁ ଥାନା ଏବଂ ଜ୍ଵରଡା ଥାନା ଇଲାକାରେ ବାଇକ ଚୋରି ଘଟଣା

ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

ଭୁବନେଶ୍ୱର : ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ । ସକାଳେ ମର୍ଣ୍ଣିଂ ୱାକ କରୁଥିବା ବେଳେ କିଛି ଦୁର୍ବୃତ୍ତ ଏଭଳି ଘଟଣା ଘଟାଇ ଫେରାର ହୋଇଯାଇଛନ୍ତି ବୋଲି ଜଣାପଡିଛି । ଘଟଣା ଘଟିଛି କପିଳେଶ୍ଵର ଭୀମକୁଣ୍ଡ ମନ୍ଦିର ଛକରେ। ଯୁବକଙ୍କ ନାଁ ସରୋଜ ତ୍ରିପାଠୀ ।