Sign in
Sign in
Recover your password.
A password will be e-mailed to you.
ମେ’ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ +୨ ପରୀକ୍ଷା ଫଳ
ଭୁବନେଶ୍ଵର : ମେ’ ମାସ ଶେଷ ସୁଦ୍ଧା ପ୍ରକାଶ ପାଇପାରେ ଯୁକ୍ତ ଦୁଇ ପରୀକ୍ଷା ଫଳ । ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେ କହିଛନ୍ତି, ଆସନ୍ତାକାଲିଠାରୁ ପ୍ରଥମେ ପର୍ଯ୍ୟାୟ ଖାତାଦେଖା ଆରମ୍ଭ ହୋଇ ଏପ୍ରିଲ ୨୩ ଯାଏ ଚାଲିବ। ଦ୍ଵିତୀୟ ପର୍ଯ୍ୟାୟ!-->…
କ୍ୟାବିନେଟ ବୈଠକ: ୭ଟି ପ୍ରସ୍ତାବରେ ବାଜିଲା ମୋହର
ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟର ପ୍ରଥମ ଡିଜିଟାଲ କ୍ୟାବିନେଟ ବୈଠକ। ପ୍ରଥମ ଥର ଡିଜିଟାଲ ଗଭର୍ଣ୍ଣାନ୍ସରେ ଡିଜିଟାଲ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ସାତଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ଲାଗିଲା ମୋହର। FPO ପାଇଁ ଆରମ୍ଭ ହେବ ସହାୟତା ପାଣ୍ଠି । ଓଡ଼ିଶା ପରିବାର!-->…
କେନ୍ଦ୍ରୀୟ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କ ଘରୁ ଲୁଟ, ୧୨ ଘଣ୍ଟା ଭିତରେ ଲୁଟେରାଙ୍କୁ କାବୁ କଲା ପୋଲିସ
ଭୁବନେଶ୍ବର: ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ସଫଳତା। ଲୁଟର ୧୨ ଘଣ୍ଟା ମଧ୍ୟରେ ଲୁଟେରାଙ୍କୁ ଧରିଲା ପୋଲିସ। ଗତକାଲି କେନ୍ଦ୍ରୀୟ ବିଦ୍ୟାଳୟ ପ୍ରଧାନ ଶିକ୍ଷକଙ୍କ ଘରୁ ହୋଇଥିଲା ଲୁଟ। ଆପୋଲୋ ବିହାର ପ୍ଲଟ ନମ୍ବର ୭ରୁ ଝରକା ତାଡି ହୋଇଥିଲା ଲୁଟ। ବିକ୍ରମ ବର୍ମାଙ୍କ ଘର ଝରକା ତାଡି ସୁନା,!-->…
ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ
ଫୁଲବାଣୀ :ସାମାନ୍ୟ କଳିରୁ ଜଣେ ବ୍ୟକ୍ତି ତାଙ୍କ ପତ୍ନୀକୁ ଟାଙ୍ଗିଆରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଘଟଣାଟି ଘଟିଛି କନ୍ଧମାଳ ଜିଲ୍ଲା ଗୋଛାପଡ଼ା ଥାନା କ୍ରାଣ୍ଡିବାଲି ଗାଁରେ।
ମୃତ ମହିଳାଙ୍କ ନାଁ ଲକ୍ଷ୍ମୀ ବିନ୍ଧାଣି। ତାଙ୍କ ସ୍ୱାମୀଙ୍କ ନାଁ ନାରାୟଣ ବିନ୍ଧାଣି। ନାରାୟଣଙ୍କୁ!-->!-->!-->…
ଜିଲ୍ଲାରେ ପ୍ରତିଷ୍ଠା ହେବ ଆଉ ଏକ ଶିଳ୍ପାଞ୍ଚଳ, ସୃଷ୍ଟି ହେବ ୫୦ ହଜାର ନିଯୁକ୍ତି
ସୁନ୍ଦରଗଡ଼ //ରାଉରକେଲା: ରାଉରକେଲା, କଲୁଙ୍ଗା ପରେ କୁଆରମୁଣ୍ଡା ରିଉଁରେ ପ୍ରତିଷ୍ଠା ହେବାକୁ ଯାଉଛି ଆଉ ଏକ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପାଞ୍ଚଳ। ୧୩୨ ଏକର ଜାଗାରେ ପ୍ରତିଷ୍ଠା ହେବାକୁ ଯାଉଥିବା ଶିଳ୍ପାଞ୍ଚଳ ଯୁବ ଶିଳ୍ପୋଦ୍ୟୋଗୀଙ୍କୁ ସୁଯୋଗ ମିଳିବ। ଏଥିସହ ସ୍ଥାନୀୟ ଶିଳ୍ପତାଲିମ ପାଇଥିବା!-->…
ନିର୍ମାଣର ଦୁଇମାସ ପରେ ଭୁଶୁଡ଼ିଲା ରମାଦେବୀ ବିଶ୍ୱବିଦ୍ୟାଳୟ ପାଚେରି
ରମାଦେବୀ ବିଶ୍ଵବିଦ୍ୟାଳୟର ପାଚେରି ଭୁଶୁଡ଼ି ଯାଇଛି। ପ୍ରାୟ ୧୦୦ ଫୁଟ ଲମ୍ବର ତଥା ୧୨ ଫୁଟ ଉଚ୍ଚର ପାଚେରି ଭୁଶୁଡ଼ି ପଡ଼ିଛି। ଜନପଥ ପଟକୁ ରହିଥିବା ଏହି ପାଚେରି ଭୁଶୁଡ଼ି ବିଶ୍ୱବିଦ୍ୟାଳୟରେ ବଗିଚାରେ ପଡ଼ିଛି। ତେବେ ସୌଭାଗ୍ୟବଶତଃ ପାଚେରି ଭୁଶୁଡ଼ି ସମୟରେ ବଗିଚାରେ କେହି ନଥିଲେ। ତେଣୁ!-->…
ଜୁନାଗଡ଼-ନବରଙ୍ଗପୁର ରେଳପଥକୁ ମଞ୍ଜୁରି
ନବରଙ୍ଗପୁର : ବହୁ ପ୍ରତୀକ୍ଷିତ ଜୁନାଗଡ଼-ନବରଙ୍ଗପୁର ରେଳପଥକୁ ମଞ୍ଜୁରି ଦେଇଛନ୍ତି କେନ୍ଦ୍ର ସରକାର। ପିଏମ୍ ଗତିଶକ୍ତି ଜାତୀୟ ମାଷ୍ଟର ପ୍ଲାନ୍ ଅଧୀନରେ ଥିବା ଏନ୍ପିଜିର ଅଧିବେଶନରେ ୧୧୬କିମି ବିଶିଷ୍ଟ ବ୍ରଡ-ଗଜ୍ ଲାଇନ୍କୁ କାର୍ଯ୍ୟକାରୀ କରିବା ନିମନ୍ତେ ଅନୁମତି ଦିଆଯାଇଛି। ଯାହାଫଳରେ!-->…
ଢେଙ୍କାନାଳରେ ସେକ୍ସ ରାକେଟ୍ ଠାବ, ୩ ଜଣଙ୍କୁ ଅଟକ ରଖିବା ସହ କାର ଜବତ କଲା ପୋଲିସ
ଢେଙ୍କାନାଳ: ସେକ୍ସ ରାକେଟ ଠାବ । ଗତକାଲି ରାତିରେ କାଲଟାକ୍ସ ନିକଟରେ ଢେଙ୍କାନାଳ ଟାଉନ ଥାନା ପୋଲିସ ଚଢ଼ାଉ କରି ଦୁଇ ଯୁବତୀଙ୍କ ସମେତ ଜଣେ ବ୍ୟକ୍ତିକୁ ଅଟକ ରଖିଛି ପୋଲିସ । ଅଟକ ବ୍ୟକ୍ତି ଜଣଙ୍କ ଢେଙ୍କାନାଳର ହୋଇଥିବା ବେଳେ ଦୁଇ ବର୍ଷ ପୂର୍ବେ ତାଙ୍କୁ ଏବଂ ତାଙ୍କ ସ୍ତ୍ରୀଙ୍କୁ!-->…
ଧରାପଡିଲା ହାଡିଆ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ଦୀପକ ମଲ୍ଲିକ
କଟକ: ବାବା ବେଶରେ ୨ ବର୍ଷ ଧରି ଲୁଚିଥିଲା ସୈତାନ । ଧରାପଡ଼ିଲା ହାଡ଼ିଆ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ । ଦୀପକ ମଲ୍ଲିକକୁ ଢେଙ୍କାନାଳରୁ ଗିରଫ କରିଛି କଟକ ବିଡାନାସୀ ଥାନା ପୋଲିସ । ଆଜି କୋର୍ଟ ଚାଲାଣ କରିବ ପୋଲିସ । ଦୁଇ ବର୍ଷରୁ ଅଧିକ ସମୟ ଧରି ଫେରାର ଥିଲା ଅଭିଯୁକ୍ତ । ବାବା!-->…
ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୬,୦୦୦ ତଳେ; ୩୨ ହଜାର ଟପିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା
ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୬,୦୦୦ ତଳକୁ ଖସି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୨,୫୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର!-->…