ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାୟନରେ ସହଯୋଗ କରିବେ ୬୬୨ ବର୍ଗ ଅଧ୍ୟାପକ

ଭୁବନେଶ୍ବର: ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାୟନରେ ସହଯୋଗ କରିବେ ୬୬୨ ବର୍ଗ ଅଧ୍ୟାପକ। ଏନେଇ ନିଷ୍ପତ୍ତି ୬୬୨ ବର୍ଗ କଲେଜ ଅଧ୍ୟାପକ ସଂଘ ପକ୍ଷରୁ ନିଆଯାଇଛି। ସଂଘ ପକ୍ଷରୁ କୁହାଯାଇଛି ଯେ ଯୁକ୍ତ ଦୁଇ ପରୀକ୍ଷା ଖାତା ମୂଲ୍ୟାୟନରେ ୬୬୨ ବର୍ଗ ଅଧ୍ୟାପକ ସହଯୋଗ କରିବେ। ମାତ୍ର ପ୍ରତୀକ ଧାରଣା

ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ବୌଦ୍ଧ ବନବିଭାଗରୁ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କାଠ

ପୁରୀ : ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ବୌଦ୍ଧ ବନବିଭାଗରୁ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ ରଥକାଠ l ବୌଦ୍ଧ ଜିଲ୍ଲାରୁ ଏକ ଟ୍ରକ ଯୋଗେ ଶ୍ରୀକ୍ଷେତ୍ରରେ ୪୦ଫୁଟିଆ ୨୮ଖଣ୍ଡ ଧଉରା କାଠ ପହଞ୍ଚିଛି। ଆସିଥିବା ଏହି ଧଉରା କାଠରେ ଚକରେ ଲାଗିବାକୁ ଥିବା ଅଖ ନିର୍ମାଣ ହେବ। ଚଳିତ ବର୍ଷ

ଜଳବାୟୁ ପରିବର୍ତ୍ତନ ପାଇଁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ।

ମାଲକାନଗିରି ୦୮/୦୪ ମାଲକାନଗିରି ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ଜି-୨୦ ଶିକ୍ଷା କାର୍ଯ୍ୟକ୍ରମ ବୈଠକ ପାଇଁ ଏକ ଦିବାସୀୟ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ସହିତ ଜଳବାୟୁ ପରିବର୍ତ୍ତନ ସମ୍ୱନ୍ଧୀୟ ଏକ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ରେ ଜବାହାର ନବୋଦୟ ବିଦ୍ୟାଳୟ ର

ଇଞ୍ଜେକ୍ସନ ଦେବା ପରେ ଗ୍ରାମରକ୍ଷୀଙ୍କ ମୃତ୍ୟୁ ଅଭିଯୋଗ

ଟାଙ୍ଗୀ : ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା। ବାଣପୁର ମେଡିକାଲରେ ଜଣେ ରୋଗୀଙ୍କୁ ଇଞ୍ଜେକ୍ସନ ଦେବା ପରେ ତାଙ୍କ ମୃତ୍ୟୁ ହୋଇଥିବାର ଅଭିଯୋଗ ହୋଇଛି। ଖବର ମୁତାବକ କୋଳଥଡିହ ଗ୍ରାମର ପାଣ୍ଡବ ନାୟକ (୫୫), ଯିଏ କି ବାଣପୁର ଥାନାରେ ଗ୍ରାମରକ୍ଷୀ ଭାବେ

ଅଷ୍ଟପ୍ରହରୀ ପ୍ରସାଦ ଖାଇ ଶତାଧିକ ଅସୁସ୍ଥ: ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ସାଲେପୁର: ଅଷ୍ଟପ୍ରହରୀ ପ୍ରସାଦ ଖାଇ ଶତାଧିକ ଅସୁସ୍ଥ । କଟକ ଜିଲ୍ଲା ସାଲେପୁର ରାଇସୁଙ୍ଗୁଦା ଅଞ୍ଚଳରେ ଏହି ଘଟଣା ଘଟିଛି । ପ୍ରସାଦ ଖାଇବା ପରେ ଶତାଧିକ ଲୋକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ସମସ୍ତ ଆକ୍ରାନ୍ତଙ୍କୁ ମାହାଙ୍ଗା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

୨-୩ ଡିଗ୍ରୀ ଯାଏ ବଢ଼ିବ ଦିନର ତାପମାତ୍ରା

ଭୁବନେଶ୍ୱର : ଆଗକୁ ରାଜ୍ୟରେ ପ୍ରବଳ ଖରା । ବଢ଼ିବ ପାରଦ । ସିଝିବ ଓଡ଼ିଶା । ଆହୁରି କଲବଲ କରିବ ତାତି । ଆଗାମୀ ୩-୪ ଦିନ ପରେ ରାଜ୍ୟରେ ତାପମାତ୍ରା ୨-୩ ଡିଗ୍ରୀ ଯାଏ ବଢ଼ିବ । ଏନେଇ ସୂଚନା ଦେଇଛନ୍ତି ପାଣିପାଗ ବିଭାଗ । ୩-୪ ଦିନ ଯାଏ ରାଜ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ

OMDC କର୍ମଚାରୀଙ୍କ ଗୁଳିବିଦ୍ଧ ମୃତଦେହ ଉଦ୍ଧାର

ଯୋଡ଼ା: OMDC କର୍ମଚାରୀଙ୍କୁ ଗୁଳି । ଯୋଡ଼ା ବଡ଼ବିଲରେ OMDC କର୍ମଚାରୀଙ୍କ ଗୁଳିବିଦ୍ଧ ମୃତଦେହ ଉଦ୍ଧାର ହୋଇଛି । ଦାମୁହାଟିଂ ପାଖ ଇଲେକ୍ଟ୍ରିକ୍‌ ଗ୍ରୀଡ଼ ପଛପଟୁ ମିଳିଛି ମୃତଦେହ । ମୃତକ ହେଲେ ଦଲକି ବସ୍ତିର ଦୁଃଶାସନ ବାରିକ । ତାଙ୍କ ମୁଣ୍ଡରେ ଗୁଳି ବାଜିଛି । ମୃତଦେହ ନିକଟରେ

ସ୍କୁଲ ଗେଟ୍ ପଡ଼ି ୭ ବର୍ଷର ଶିଶୁର ମୃତ୍ୟୁ

ଆଠଗଡ଼ : ସ୍କୁଲ ଗେଟ୍ ପଡ଼ି ୭ ବର୍ଷର ଶିଶୁର ମୃତ୍ୟୁ ଘଟିଛି। ଏପରି ଦୁଃଖଦ ଘଟଣା ଘଟିଛି କଟକ ଜିଲ୍ଲା ଆଠଗଡ଼ ବ୍ଲକ ଆଙ୍କୁଲା ସତ୍ୟବାଦୀ ନୋଡାଲ ୟୁପି ସ୍କୁଲରେ।ମୃତ ଶିଶୁ ଜଣକ ହେଲା ଚିକୁ ନାଏକ। ଗତକାଲି ଗୁଡ଼ ଫ୍ରାଇଡେ ଥିବାରୁ ସ୍କୁଲ୍‌ ବନ୍ଦ ରହିଥିଲା। ଗ୍ରାମର କିଛି ପିଲା

ବଲାଙ୍ଗିର ଜାଲ୍‌ ସାର୍ଟିଫିକେଟ୍‌ ମାମଲା: ଆଜି କୋର୍ଟରେ ହାଜର ହେବେ ୪ ଅଭିଯୁକ୍ତ

ବଲାଙ୍ଗିର : ବଲାଙ୍ଗିର ଜାଲ୍‌ ସାର୍ଟିଫିକେଟ୍‌ ମାମଲାରେ ଆଜି କୋର୍ଟରେ ହାଜର ହେବେ ୪ ଅଭିଯୁକ୍ତ। ଫେକ୍‌ ସାର୍ଟିଫିକେଟ୍‌ କାରବାରର ଲିଙ୍କ୍‌ ସହିତ ଆର୍ଥିକ କାରବାରର ଖୋଳତାଡ଼ କରିବାକୁ ପୁଣି ଥରେ ରିମାଣ୍ଡ ଆବେଦନ କରିପାରେ କ୍ରାଇମବ୍ରାଞ୍ଚ । କଳାଟଙ୍କାର ଚେର ଖୋଜିପାରେ ତଦନ୍ତକାରୀ

ଯୁବକଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ରାୟଗଡ଼ା : ଶୂନ୍ୟ ମୃତ୍ୟୁ ସପ୍ତାହରେ ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାୟଗଡ଼ା ସହରର ୩୨୦ ନମ୍ବର ଜାତୀୟ ରାଜପଥର ଫରେଷ୍ଟ ପାର୍କ ନିକଟରେ। ଅଜଣା ଗାଡି ଧକାରେ ଯୁବକଙ୍କ ମୃତ୍ୟୁ ହୋଇଛି। ଗ୍ୟାରେଜରୁ କାମ ସାରି ଘରକୁ ଫେରୁଥିବା ସମୟରେ ଜଣେ ଯୁବକଙ୍କ ଉପରେ ମାଡ଼ିଗଲା ଟ୍ରକ୍।