Sign in
Sign in
Recover your password.
A password will be e-mailed to you.
ହାତୀ ସୁରକ୍ଷା ଦିଗହରା : ବେଲଘରରେ ପୁଣି ଏକ ଦନ୍ତା ହାତୀ ମୃତ : ୪ ମାସରେ ମଲେଣି ୩ ହାତୀ
ବାଲିଗୁଡା, ତା, ୧୮/୦୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅନ୍ତର୍ଗତ ବେଲଘର ରେଞ୍ଜର ଝିରିପାଣି ବିଟ୍ ଶିମିଳିପଦର ଜଙ୍ଗଲରେ ପୁଣି ଏକ ହାତୀର ମୃତ୍ୟୁ ଘଟିଛି। କିଛିଦିନ ହେବ କଳାହାଣ୍ଡି ଜିଲ୍ଲାରୁ ୨୬ ଟିକିଆ ହାତୀପଲ ବେଲଘର ରେଞ୍ଜ ଝିରିପାଣି ବିଟରେ ପ୍ରବେଶ କରିଥିବା ବେଳେ ପ୍ରାୟ ୧୦!-->…
ଶିକ୍ଷକଙ୍କ ଅକାଳ ଦେହାନ୍ତ, ଶିକ୍ଷା ମଣ୍ଡଳୀରେ ଶୋକର ଛାୟା
ନୟାଗଡ଼, ୧୮/୦୪(ନିସର୍ତ୍ତ): ନୟାଗଡ଼ ଜିଲ୍ଲା ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ପାମ୍ପଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶାନ୍ତ କୁମାର ଅଟ୍ଟଙ୍କ ଅକାଳ ଦେହାନ୍ତ ଘଟିଥିବା ଖବର ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ମିଳିଥିବା ସୂଚନାନୁସାରେ, ତାଙ୍କର ନିଜ ଗାଁ!-->!-->!-->…
ହର୍ମୁଜ ପାର୍ ଉଦ୍ୟମ ବେଳେ ଭାରତୀୟ ଜାହାଜ ଉପରକୁ ଗୁଳିମାଡ଼
ନୂଆଦିଲ୍ଲୀ : ହୋଇପାରୁନି ବୁଝାମଣା। ହର୍ମୁଜ ପ୍ରଣାଳୀରେ ଗୁଳିର ଶଦ୍ଦ। ୨ଟି ଜାହାଜ ହର୍ମୁଜ ପାରି ଉଦ୍ୟମ ବେଳେ ଗୁଳି ଶଦ୍ଦ ଶୁଣିବାକୁ ମିଳିଛି। କିନ୍ତୁ କେଉଁ ଦେଶର ଜାହାଜ ହର୍ମୁଜ ପାର ହେଉଥିଲା, ତାହା ବର୍ତ୍ତମାନ୍ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନି । ପୁଣି ହର୍ମୁଜ ପ୍ରଣାଳୀ ଉପରେ ଇରାନ୍!-->…
ମେ ୨୦ ସୁଦ୍ଧା ୮ ହଜାର କର୍ମଚାରୀଙ୍କୁ ଛଟେଇ କରିବ ମେଟା !
ନୂଆଦିଲ୍ଲୀ : ଏଆଇ ପାଇଁ ଚାକିରି ହରାଇବେ କର୍ମଚାରୀ। ଫେସବୁକ୍ ଏବଂ ଇନଷ୍ଟାଗ୍ରାମର ମୂଳ କମ୍ପାନୀ ଗ୍ଲୋବାଲ୍ ଟେକ୍ ଜାଏଣ୍ଟ ମେଟା ଆଉ ଏକ ବଡ଼ ଧରଣର ଛଟେଇ ପାଇଁ ପ୍ରସ୍ତୁତ ହେଉଛି। ମିଳିଥିବା ସୂଚନା ଅନୁଯାୟୀ ମେଟା ମେ ୨୦ ତାରିଖଠାରୁ ଏହାର ବିଶ୍ୱସ୍ତରୀୟ କର୍ମଚାରୀଙ୍କୁ ପ୍ରାୟ ୧୦ ପ୍ରତିଶତ!-->…
ରାହୁଲ ଗାନ୍ଧୀଙ୍କ କୁଶ ପୁତ୍ତଳିକା ଦାହ କଲା ବିଜେପି
ନୂଆଦିଲ୍ଲୀ: ଲୋକସଭାରେ ସମ୍ବିଧାନ ସଂଶୋଧନ ବିଲ୍ ପାସ୍ କାଟ ଖାଇବା ପରେ ବିଜେପି ମହିଳା ମୋର୍ଚ୍ଚା କଂଗ୍ରେସ ବିରୋଧରେ ପ୍ରତିବାଦ କରିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କରିଛି ମହିଳା ମୋର୍ଚ୍ଚା।
ଦିଲ୍ଲୀ!-->!-->!-->…
ହର୍ମୁଜ ପ୍ରଣାଳୀ ପୁଣି ବନ୍ଦ କଲା ଇରାନ
ତେହେରାନ: ଆମେରିକା-ଇରାନ ଯୁଦ୍ଧ ଆରମ୍ଭ ହେବା ପରଠାରୁ ହର୍ମୁଜ ପ୍ରଣାଳୀ ବିବାଦର କେନ୍ଦ୍ର ହୋଇ ରହିଛି। ତେବେ ଇରାନ ହର୍ମୁଜ ପ୍ରଣାଳୀରୁ କଟକଣା ପ୍ରତ୍ୟାହାର କରିଥିବାବେଳେ ଶନିବାର ପୁଣି ଥରେ କଟକଣା ଲାଗୁ କରିଛି। ଆମେରିକା ଯୁଦ୍ଧ ବିରତି ଉଲ୍ଲଂଘନ କରୁଥିବା ଇରାନ ଅଭିଯୋଗ କରିଛି। ଶନିବାର!-->…
ନୀତିଶ କୁମାରଙ୍କ ପୁଅ ନିଶାନ୍ତଙ୍କୁ ମିଳିଲା Z ସିକ୍ୟୁରିଟି
ବିହାର : ନୀତିଶ କୁମାର ରାଜ୍ୟସଭା ଯିବା ପରେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ସମ୍ରାଟ ଚୌଧୁରୀ ବିହାର ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ନୀତିଶ ଗାଦି ଛାଡ଼ିବା ପରେ, ତାଙ୍କ ପୁଅ ନିଶାନ୍ତ କୁମାର ଉପମୁଖ୍ୟମନ୍ତ୍ରୀ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଥିଲା । କିନ୍ତୁ କିଛି ହେଲା!-->…
ମହଙ୍ଗା ଭତ୍ତା ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁର କଲା କେନ୍ଦ୍ର କ୍ୟାବିନେଟ, ୨ ପ୍ରତିଶତ ବଢିଲା ଡିଏ
ନୂଆଦିଲ୍ଲୀ : କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ସରକାରୀ କର୍ମଚାରୀଙ୍କ ପାଇଁ ୨ ପ୍ରତିଶତ ବଢ଼ିଲା ଡିଏ । ୫୮ ପ୍ରତିଶତରୁ ୬୦ ପ୍ରତିଶତକୁ ବୃଦ୍ଧି ହେଲା ମହଙ୍ଗା ଭତ୍ତା । କେନ୍ଦ୍ର କ୍ୟାବିନେଟ ମହଙ୍ଗା ଭତ୍ତା ବୃଦ୍ଧି ପ୍ରସ୍ତାବକୁ ମଞ୍ଜୁର କରିଛି । ପିଛିଲା ଭାବେ!-->…
ଚାରଧାମ ଯାତ୍ରା ପାଇଁ ଅଫଲାଇନ ପଞ୍ଜିକରଣ ଆରମ୍ଭ
ନୂଆଦିଲ୍ଲୀ : ଚାରଧାମ ଯାତ୍ରା ପାଇଁ ଅଫଲାଇନ ପଞ୍ଜିକରଣ ଆରମ୍ଭ ହୋଇଛି । ଉତ୍ତରାଖଣ୍ଡର ଚାରଧାମ ଯାତ୍ରା ପାଇଁ ଲକ୍ଷ ଲକ୍ଷ ଭକ୍ତ ପଞ୍ଜିକରଣ କରିସାରିଛନ୍ତି । ଅଫଲାଇନ୍ ପଞ୍ଜିକରଣ ଆରମ୍ଭ ହେବାର ପ୍ରଥମ ଦିନରେ, ୨,୭୧୩ ଜଣ ପଞ୍ଜିକରଣ ରେକର୍ଡ କରାଯାଇଥିଲା । ତୀର୍ଥଯାତ୍ରା ପାଇଁ!-->…
ପୁଣେ ବିମାନ ବନ୍ଦରରେ ଭାରତୀୟ ବାୟୁସେନାର ହାର୍ଡ ଲ୍ୟାଣ୍ଡିଂ, ଅନେକ ଉଡାଣ ବାତିଲ
ମହାରାଷ୍ଟ୍ର : ମହାରାଷ୍ଟ୍ରର ପୁଣେ ଏୟାରପୋର୍ଟରେ ବିମାନ ଚଳାଚଳ ପୁଣି ଆରମ୍ଭ ହୋଇଛି । ଶୁକ୍ରବାର ଏହା ଭାରତୀୟ ବାୟୁସେନାର ଏକ ବିମାନର ହାର୍ଡ ଲ୍ୟାଣ୍ଡିଂ କରିଛି । ଯାହା ରନୱେକୁ କ୍ଷତି ପହଞ୍ଚାଇଛି । ଫଳରେ ସମସ୍ତ ବିମାନ ଚଳାଚଳ ହେବାକୁ ଥିବା ବିମାନକୁ ସ୍ଥଗିତ ରଖାଯାଇଛି । ମରାମତି!-->…