ଭାରତୀୟ ଜନତା ପାର୍ଟିର ୪୪ତମ ପ୍ରତିଷ୍ଠା ଦିବସ

ବ୍ରହ୍ମପୁର : ଏପ୍ରିଲ ମାସ ୬ ତାରିଖ ୧୯୮୦ମସିହା ଆଜିର ଦିନରେ ଭାରତୀୟ ଜନତା ପାର୍ଟି ଗଠିତ ହୋଇଥିଲା । ଆଜି ଜିଲ୍ଲା ବିଜେପି ପକ୍ଷରୁ ଗାନ୍ଧୀ ନଗର ଛକଠାରେ ଜାତୀୟ ପତାକା କୁ ବରିଷ୍ଠ ବିଜେପି ନେତା କାହ୍ନୁ ପାତି ଉତ୍ତୋଳନ କରିଥିଲେ। ଏହି ଅବସରରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ

ଖଟିଆ-ରାମଚନ୍ଦ୍ରପୁରର ହରିଜନବସ୍ତିର ଦୁର୍ଘଟଣାଗ୍ରସ୍ତ ମୃତକ ଦୁଇଜଣ ଯୁବକଙ୍କ ପରିବାରଙ୍କୁ କ୍ଷତିପୂରଣ ଦାବୀ

ବ୍ରହ୍ମପୁର : ବଡ଼ ଅଘଟଣ, ସେ ପୁଣି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଗାଁ ରାସ୍ତାରେ ଆଲୋକ ବ୍ୟବସ୍ଥା ନ ଥିଲା ।। ବାଟରେ ଅଟକାଇଲେ, ଦୁଇଜଣ କହିଲେ, ପଥର କୁଆଁରି ରୁ ପଥର ବ୍ଲାଷ୍ଟ ହେଉଛି, ଟିକିଏ, ରହିଯାଓ, ସମୟ ସେତେବେଳେ ପ୍ରାୟତଃ ରାତି ଆଠ ଘଣ୍ଟା ହୋଇଥିବ, ପଥର ଫୁଟିଲା, ଏଥର ତୁମେ ଯାଇପାର,

ଉପନିର୍ବାଚନ ପୂର୍ବରୁ ବଦଳିଲେ ଝାରସୁଗୁଡ଼ା ଜିଲ୍ଲାପାଳ

ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ଏଠାରେ ଥିବା ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କ ବଦଳି ହୋଇଛି। ସୋନପୁର ଜିଲ୍ଲାପାଳ ଆବୋଲି ସୁନୀଲ ନରଭଣେଙ୍କୁ ଝାରସୁଗୁଡ଼ାରେ ନୂଆ ଦାୟିତ୍ବ ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ଜାରି

ଧୋନି, ମିତାଲି, ଯୁବରାଜଙ୍କୁ ଆଜୀବନ ସଦସ୍ୟତା ଦେଲା ଏମ୍‌ସିସି

ଲଣ୍ଡନ: ‌ଭାରତ ବିଶ୍ବକପ୍‌ ବିଜେତା ଦଳର ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ସହ ଏହି ଦଳର ସଦସ୍ୟ ଥିବା ଯୁବରାଜ ସିଂହ ଓ ସୁରେଶ ରାଇନାଙ୍କୁ ମେରିଲିବୋନ୍‌ କ୍ରିକେଟ କ୍ଲବ୍‌ (ଏମ୍‌ସିସି) ଆଜୀବନ ସଦସ୍ୟତା ପ୍ରଦାନ କରିଛି। ଏମାନଙ୍କ ବ୍ୟତୀତ ଦୁଇ ମହିଳା କ୍ରିକେଟର ମିତାଲି ରାଜ ଓ ଝୁଲଣ

ବାପଘରେ ମାଆ ବୁଢୀ ଠାକୁରାଣୀ, ଅସ୍ଥାୟୀ ମଣ୍ଡପରେ ମାଆଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ବ୍ରହ୍ମପୁର : ବାପଘରେ ମାଆ ବୁଢୀ ଠାକୁରାଣୀ। ଦେଶିବେହେରା ସାହିରେ ରୀତିନୀତି ଅନୁଯାୟୀ ପରମ୍ପରା ପାଳନ କରାଯାଉଛି। ଶଙ୍ଖ, ଚାଙ୍ଗୁ ଓ ଢୋଲ ବାଜାରେ ଉତ୍ସବମୁଖର ହୋଇଛି ବ୍ରହ୍ମପୁର ସହର। ମାଆ ବୁଢ଼ୀ ସାଆନ୍ତାଣୀଙ୍କ ପ୍ରସିଦ୍ଧ ଯାତ୍ରାର ଆଜି ହେଉଛି ତୃତୀୟ ଦିବସ। ଅସ୍ଥାୟୀ

ରାଜଧାନୀ ଦିଲ୍ଲୀରେ ବିରୋଧୀ ସାଂସଦଙ୍କ ତ୍ରିରଙ୍ଗା ଶୋଭାଯାତ୍ରା, ଆଦାନୀ ମାମଲାର ତଦନ୍ତ ଦାବି

ନୂଆଦିଲ୍ଲୀ: ଗୁରୁବାର ସଂସଦର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ପରେ ବିଭିନ୍ନ ବିରୋଧୀ ଦଳର ସାଂସଦମାନେ ସଂସଦରୁ ବିଜୟା ଚୌକ ପର୍ଯ୍ୟନ୍ତ ‘ତ୍ରିରଙ୍ଗା ଶୋଭାଯାତ୍ରା’ କରଛନ୍ତି। ଆଦାନୀ ଷ୍ଟକ୍‌ ମାମଲାର ଯୁଗ୍ମ ସଂସଦୀୟ କମିଟି (ଜେପିସି) ତଦନ୍ତ ଦାବି କରି

କୀଟନାଶକ ପିଇ ୪ ଶିଶୁ ଗୁରୁତର

ଭଦ୍ରକ : ଭଦ୍ରକ ତିହିଡି ଝିଙ୍କିରିଆରେ କୀଟନାଶକ ପିଇ ୪ ଶିଶୁ ଗୁରୁତର । ଖେଳୁଥିଲା ବେଳେ ଅଜାଣତରେ କୀଟନାଶକ ପିଇଥିଲେ । ଗୁରୁତର ୪ ଶିଶୁଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି । ଖେଳୁ ଖେଳୁ କୀଟନାଶକ ପିଇ ଦେଇଥିଲେ ୪ ଶିଶୁ । ସମସ୍ତ ଶିଶୁଙ୍କ ବୟସ ୨ରୁ ୩ ବର୍ଷ ମଧ୍ୟରେ

ଲାଞ୍ଚ ନେଇ ଭୁବନେଶ୍ୱର ଖଣ୍ଡଗିରି ଥାନା ଏସଆଇ ଗିରଫ

ଭୁବନେଶ୍ୱର : ଲାଞ୍ଚ ନେଇ ଭୁବନେଶ୍ୱର ଖଣ୍ଡଗିରି ଥାନା ଏସଆଇ ଗିରଫ । ଏସଆଇ ସୁଶାନ୍ତ ସ୍ୱାଇଁଙ୍କୁ ଗିରଫ କଲା ଭିଜିଲାନ୍ସ । ନାକା ଗେଟ୍‌ ପାଖରେ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଏକ ମାମଲାକୁ ଦଫାରଫା କରିବାକୁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ।

ମାତ୍ର ୧୨ ମିନିଟରେ ୫୦ଲକ୍ଷ କୋଟିର ବଜେଟ୍ ଅନୁମୋଦନକୁ ନେଇ ସରକାରଙ୍କୁ ସମାଲୋଚନା କଲେ ବିରୋଧୀ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ କେନ୍ଦ୍ରକୁ ଟାର୍ଗେଟ କରିବା ଆରମ୍ଭ କରିଛି ବିରୋଧୀ। କେନ୍ଦ୍ରରୁ ବିଜେପି ସରକାର ହଟାଇବା ପାଇଁ ବିରୋଧୀ ଏକଜୁଟ ହୋଇଥିବା ବେଳେ ବିଭିନ୍ନ ପ୍ରସଙ୍ଗ ଉଠାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସମାଲୋଚନା କରାଯାଉଛି। ଏ ମଧ୍ୟରେ

ଠିକାଦାରଙ୍କୁ ଅପହରଣ କରି ୪୦ଲକ୍ଷ ଟଙ୍କା ମାଗିବା ଘଟଣାରେ ଆଉ ଜଣେ ଠିକାଦାର ଗିରଫ

ବାଲେଶ୍ୱର ଜିଲ୍ଲା ଚନ୍ଦନେଶ୍ଵର ନିକଟରୁ ଜଣେ ଠିକାଦାରଙ୍କୁ ଅପହରଣ କରି ୪୦ଲକ୍ଷ ଟଙ୍କା ମାଗିବା ଘଟଣାରେ ଆଉ ଜଣେ ଠିକାଦାରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ୍। ଏହା ସହିତ ପୁଲିସ୍ ଘଟଣାର ଅଧିକ ତଦନ୍ତ କରୁଛି। ଗିରଫ ଅଭିଯୁକ୍ତଙ୍କ ନାଁ ସୁମନ ବରୁଣ ଦେ। ସେ ବାଲେଶ୍ୱର ସହରର