କଟକ ମହାନଦୀରେ ଥଣ୍ଟିଆ କୁମ୍ଭୀର, ଦେଖିବାକୁ ରାସ୍ତା ଉପରେ ଲୋକଙ୍କ ଭିଡ଼

କଟକ: କଟକ ମହାନଦୀରେ କୁମ୍ଭୀର ଆତଙ୍କ। ସିଡିଏ ଓ ଧବଳେଶ୍ଵରକୁ ସଂଯୋଗ କରୁଥିବା ସେତୁ ନିକଟରେ କୁମ୍ଭୀର ଦେଖିବାକୁ ମିଳିଛି। ପାଣିରେ ଓ ବାଲି ଉପରେ ଶରୀରକୁ ରଖି ନଦୀ ମଧ୍ୟରେ କୁମ୍ଭୀର ଥିବା ଦେଖାଯାଇଛି। କୁମ୍ଭୀରକୁ ଦେଖିବାକୁ ରାସ୍ତା ଉପରେ ଲୋକଙ୍କ ଭିଡ଼ ଜମିଛି। ଲୋକମାନେ ବ୍ରିଜ ଉପରୁ

ଭୁବନେଶ୍ୱରରେ ମେଟ୍ରୋ ରେଳ ପ୍ରୋଜେକ୍ଟକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ରାଜ୍ୟବାସୀଙ୍କ ପାଇଁ ଉତ୍କଳ ଦିବସ ଭେଟି । ଭୁବନେଶ୍ୱରରେ ମେଟ୍ରୋ ରେଳ ପ୍ରୋଜେକ୍ଟକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏ ସମ୍ପର୍କରେ ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ୍‌ ତାଙ୍କ ଇନଷ୍ଟାଗ୍ରାମ୍‌ରେ ପୋଷ୍ଟ କରି ସୂଚନା ଦେଇଛନ୍ତି । ଆଜି ଭୋର ସମୟରେ ମେଟ୍ରୋ ଟ୍ରେନ ଚଳାଚଳ ପାଇଁ

ଜୋରଜବରଦସ୍ତ ବିଧାନସଭାକୁ ବନ୍ଦ କରିଦେଲେ: ନରସିଂହ ମିଶ୍ର

ଭୁବନେଶ୍ୱର: ଆଗୁଆ ବିଧାନସଭା ବନ୍ଦ ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଆଜି ପ୍ରତିକ୍ରିୟା ରଖିଛନ୍ତି | ସେ କହିଛନ୍ତି ଯେ ସରକାର ଭୟଭୀତ | କୌଣସି ପ୍ରଶ୍ନର ଉତ୍ତର ନଥିଲା ପ୍ରଶ୍ନକାଳ ବାତିଲ କରି ମହାନଦୀ ଉପରେ ଆଲୋଚନା ପାଇଁ ମୋସନ ଆଣିଥିଲି | ବାଚସ୍ପତି ରୁଲିଂ ଦେଲେ

ଝାରସୁଗୁଡା ଉପନିର୍ବାଚନରେ ବିଜେଡି ବିପୁଳ ଭୋଟରେ ବିଜୟୀ ହେବ; ପ୍ରସନ୍ନ ଆଚାର୍ଯ୍ୟ

ଝାରସୁଗୁଡା: ଝାରସୁଗୁଡା ଉପନିର୍ବାଚନ ନେଇ ବିଜେଡି ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି ଯେ ବିଜେଡି ବିପୁଳ ଭୋଟରେ ବିଜୟୀ ହେବ | ସେ କହିଛନ୍ତି ଯେ ପୁରପଲ୍ଲୀରେ ଆମେ ସଂଗଠିତ ଦଳ, ଶୃଙ୍ଖଳିତ ଦଳ ଏବଂ ଦଳ ସବୁ ପରିସ୍ଥିତିରେ ଆତ୍ମବିଶ୍ୱାସର ସହ ସମ୍ମୁଖୀନ ହୁଏ | ଅତୀତରେ ଅନେକ

କାଳିଆ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେଲେ ୪୩ ଲକ୍ଷରୁ ଅଧିକ ଚାଷୀ

ଭୁବନେଶ୍ୱର: ଓଡ଼ିଶା ଦିବସ ଅବସରରେ ରାଜ୍ୟର ଚାଷୀଙ୍କୁ କାଳିଆ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚଳିତ ଖରିଫ ଋତୁରେ ଚାଷ କାମ ପାଇଁ ଏହି ସହାୟତା ଦିଆଯାଇଛି । ଝାରସୁଗୁଡ଼ା ବ୍ୟତୀତ ରାଜ୍ୟର ସବୁ ଅଞ୍ଚଳର କୃଷକମାନେ ଏହି ସହାୟତା ପାଇଛନ୍ତି । ୪୩ ଲକ୍ଷରୁ

ବଲାଙ୍ଗିର ଜାଲ୍‌ ସାର୍ଟିଫିକେଟ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ବଲାଙ୍ଗିର : ବଲାଙ୍ଗିର ଜାଲ୍‌ ସାର୍ଟିଫିକେଟ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । ଏ ନେଇ କ୍ରାଇମବ୍ରାଞ୍ଚ ADG ଅରୁଣ ବୋଥ୍ରା ସୂଚନା ଦେଇଛନ୍ତି । କିଛି ସମୟ ତଳେ କ୍ରାଇମବ୍ରାଞ୍ଚର ଏକ ଟିମ ବଲାଙ୍ଗିର ଯାଇଛି । ଆବଶ୍ୟକ ହେଲେ ରାଜ୍ୟ ବାହାରକୁ ଯାଇ ତନାଘନା କରିବ। ଏବେ ବଲାଙ୍ଗିର

ମେଡ଼ିକାଲ କଲେଜ ତୁରନ୍ତ କାର୍ଯ୍ୟକ୍ଷମ ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତାଳଚେର : ତାଳଚେର ମେଡ଼ିକାଲ କଲେଜକୁ ତୁରନ୍ତ କାର୍ଯ୍ୟକ୍ଷମ ଦାବି। ଆଜି ତାଳଚେର ମେଡ଼ିକାଲ କଲେଜ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ତାଳଚେର ବନ୍ଦ ହୋଇଛି । ଫଳରେ ତାଳଚେରରର ବିଭିନ୍ନ ଦୋକାନ ବଜାର ବନ୍ଦ ରହିବା ସହ ବସ ଚଳାଚଳ ଓ ରେଳଯୋଗେ କୋଇଲା ପରିବହନକୁ ବନ୍ଦ କରାଯାଇଛି

ଓକିଲସଙ୍ଘ ପକ୍ଷରୁ ଉତ୍କଳ ଦିବସ ପାଳିତ…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ଓକିଲ ସଙ୍ଘ ପକ୍ଷରୁ ସଂଘ ସଭାପତି ଭଗବାନ ମହାନ୍ତି ଓ ସମ୍ପାଦକ କମଳ କୁମାର ବେହେରାଙ୍କ ନେତୃତ୍ଵରେ ଉତ୍କଳ ଦିବସ ପାଳିତ ହୋଇଛି l ସର୍ବ ପ୍ରଥମେ ବାର ପରିସରରେ ଥିବା ମହାପୁଋଷଙ୍କ ପ୍ରତିମୂର୍ତ୍ତି ଗୁଡିକରେ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା l ପରେ

ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ୱର: ୮୮ ତମ ପ୍ରତିଷ୍ଠା ଦିବସ ପାଳନ କରୁଛି ଓଡ଼ିଶା । ୧୯୩୬ ରେ ଗଠନ ହୋଇଥିଲା ପ୍ରଥମ ଭାଷା ଭିତିକ ରାଜ୍ୟ । ଆଜି ଗୌରବମୟ ଇତିହାସର ସ୍ମୃତିଚାରଣର ଦିନ । ଉତ୍କଳ ଦିବସ ପାଇଁ ସଜେଇ ହୋଇଛି ରାଜଧାନୀ। ଏହି ଅବସରରେ ଆଜି ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ

ଟ୍ୱିନ ସିଟିରେ ଗଡିବ ମେଟ୍ରୋ ! କଟକ-ଭୁବନେଶ୍ବରରେ ସ୍ଥିତି ପରଖିଲେ ମୁଖ୍ୟ ଶାସନ ସଚିବ ଏବଂ 5T ସଚିବଙ୍କ ସହ ବରିଷ୍ଠ…

ଭୁବନେଶ୍ୱର : ରାଜଧାନୀ ବାସୀଙ୍କ ପାଇଁ ଖୁସିଖବର। ମେଟ୍ରୋ ଟ୍ରେନ ଚଳାଚଳ ପାଇଁ ସମୀକ୍ଷା। କେଉଁ କେଉଁ ରୁଟ ଦେଇ ମେଟ୍ରୋ ଯିବ ସେଥିପାଇଁ କ’ଣ କ’ଣ ଆବଶ୍ୟକ ତାହା ନେଇ ପୁଙ୍ଖାନୁପୁଙ୍ଖ ଆଲୋଚନା ହୋଇଛି। ମେଟ୍ରୋ ଟ୍ରେନ ଚାଲିଲେ ବହୁ ଲୋକ ଏହା ଦ୍ବାରା ଉପକୃତ ହେବେ ବୋଲି ଆଶା ରହିଛି ।