Sign in
Sign in
Recover your password.
A password will be e-mailed to you.
ପୋଲିସ ପାଟ୍ରୋଲିଂ ବେଳେ କାଠ ପଟା ବୋଝେଇ ମିନି ଟ୍ରକ ଜବତ : ୩ ଜଣ ଗିରଫ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅଧିକାରୀ ଆଶୁତୋଷ ଜେନାଙ୍କ ସହ ପୋଲିସ ଦଳ ଦାରିଙ୍ଗିବାଡ଼ି ଛକରେ ପେଟ୍ରୋଲିଂ ବେଳେ କାଠ ପଟା ବୋଝେଇ ମିନି ଟ୍ରକ ଜବତ କରି ଜଙ୍ଗଲ ବିଭାଗକୁ ହସ୍ତାନ୍ତର କରିଥିଲେ। ପରେ ଏହାକୁ କ.ନୂଆଗାଁ ବନାଞ୍ଚଳ ପକ୍ଷରୁ!-->…
ଦାରିଙ୍ଗବାଡ଼ି ବ୍ଲକର ଦୁର୍ଗମ ଅଞ୍ଚଳରେ ବିଭିନ୍ନ ପ୍ରକଳ୍ପର ତଦାରଖ କଲେ କନ୍ଧମାଳ ଜିଲ୍ଲାପାଳ
ବାଲିଗୁଡା, ତା, ୧୭/୦୪ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକର ବିଭିନ୍ନ ଦୁର୍ଗମ ତଥା ଅପହଞ୍ଚ ଅଞ୍ଚଳରେ ଚାଲିଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି କନ୍ଧମାଳ ଜିଲ୍ଲାପାଳ ବେଦଭୂଷଣ । ସରକାରୀ ଯୋଜନାର ସୁଫଳ ରୂପାୟନ ଯେପରି ଶେଷ!-->!-->!-->…
ଗ୍ରୀଷ୍ମ ଋତୁରେ ପିକ୍ ଆୱାର୍ ସମୟରେ ଜଳବିଦ୍ୟୁତ୍ ଉତ୍ପାଦନ ସର୍ବାଧିକ କରିବାକୁ ଗୁରୁତ୍ବ
ଭୁବନେଶ୍ବର: ଆଗାମୀ ଗ୍ରୀଷ୍ମ ମାସଗୁଡ଼ିକରେ ପିକ୍ ଆଓ୍ବାର ସମୟରେ ରାଜ୍ୟର ହାଇଡ୍ରୋ ପାଓ୍ବାର ଜେନେରେସନ୍ ସର୍ବାଧିକ କରିବା ପାଇଁ ଓଡ଼ିଶା ଜଳବିଦ୍ୟୁତ୍ ନିଗମ୍ (ଓଏଚ୍ପିସି) ସହିତ ଆଲୋଚନା କରାଯାଇଛି ବୋଲି ଶୁକ୍ରବାର ହୋଇଥିବା ଶକ୍ତି ବିଭାଗର ସମୀକ୍ଷା ବୈଠକରୁ!-->…
ଖରିଫ ୠତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନ ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଖରିଫ ୠତୁ ପାଇଁ ସାର ଉପଲବ୍ଧତା ଓ ସୁଷମ ବଣ୍ଟନ ଉପରେ ସମୀକ୍ଷା କରି ସାରର ଲାଷ୍ଟ ମାଇଲ ଡେଲିଭରୀ ଉପରେ ଗୁରୁତ୍ବ ଆରୋପ କରିଛନ୍ତି। ପ୍ରତ୍ୟେକ ଚାଷୀ, କ୍ଷୁଦ୍ର ହୁଅନ୍ତୁ ବା ନାମମାତ୍ର, ସମସ୍ତେ!-->…
କାର-ବସ୍ ଧକ୍କା ହୋଇ ଜଳିଗଲା କାର୍ ; ୬ ଯାତ୍ରୀ ଜୀବନ୍ତ ଦଗ୍ଧ
ନୂଆଦିଲ୍ଲୀ : କର୍ଣ୍ଣାଟକର ୟାଦଗିର ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଛଅ ଜଣ ପ୍ରାଣ ହରାଇଛନ୍ତି। ଶୁକ୍ରବାର ଦିନ ଏକ କାର ଏବଂ ଏକ ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ କାରଟିରେ ନିଆଁ ଲାଗିଯାଇଥିଲା। ଫଳରେ କାରଟି ସମ୍ପୂର୍ଣ୍ଣ ଜଳିଯାଇଥିଲା।କାରର ସମସ୍ତ ଛଅ ଜଣ!-->…
ହର୍ମୁଜ୍ ପ୍ରଣାଳୀ ଖୋଲିଲା ଇରାନ
ନୂଆଦିଲ୍ଲୀ: ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ହର୍ମୁଜ୍ ପ୍ରଣାଳୀ ଖୋଲିବା ନେଇ ଘୋଷଣା କରିଛନ୍ତି। ଯୁଦ୍ଧବିରତିର ଅବଶିଷ୍ଟ ସମୟ ପାଇଁ ହର୍ମୁଜ୍ ପ୍ରଣାଳୀ ସମ୍ପୂର୍ଣ୍ଣ ଖୋଲା ରହିବ ବୋଲି ସାମାଜିକ ଗଣମାଧ୍ୟମ ଏକ୍ସରେ ଏକ ପୋଷ୍ଟରେ ଲେଖିଛନ୍ତି। ସେ କହିଛନ୍ତି ଯେ, ଏହି ପଥ ସମସ୍ତ!-->…
ପୁଣି ରାଜ୍ୟସଭାର ଉପାଧ୍ୟକ୍ଷ ହେଲେ ହରିବଂଶ ନାରାୟଣ ସିଂହ, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ : ପୁଣି ରାଜ୍ୟସଭାର ଉପାଧ୍ୟକ୍ଷ ହେଲେ ହରିବଂଶ ନାରାୟଣ ସିଂହ। ଶୁକ୍ରବାର ଦିନ ରାଜ୍ୟସଭାରେ ଏକ ଐତିହାସିକ ଘଟଣା ରେକର୍ଡ କରାଯାଇଛି। ପ୍ରଥମ ଥର ପାଇଁ ଜଣେ ମନୋନୀତ ସାଂସଦଙ୍କୁ ଉପାଧ୍ୟକ୍ଷ ପଦର ଦାୟିତ୍ୱ ଦିଆଯାଇଛି। ଏହି ଦାୟିତ୍ୱ ହରିବଂଶ ନାରାୟଣ ସିଂହଙ୍କୁ ଦିଆଯାଇଛି,!-->…
ଗ୍ୟାସ୍ ପାଇପଲାଇନ୍ ବିସ୍ଫୋରଣ: ୮ ମୃତ
ପାକିସ୍ତାନ : ପାକିସ୍ତାନର ଖାଇବର ପଖତୁନଖ୍ବାର ପ୍ରଦେଶର ହରିପୁର ଜିଲ୍ଲାର ଏକ ଶିଳ୍ପାଞ୍ଚଳରେ ଗତକାଲି ଏକ ଭୟଙ୍କର ଗ୍ୟାସ୍ ପାଇପଲାଇନ୍ ବିସ୍ଫୋରଣ ହୋଇଥିବା ସୂଚନା ମିଳିଛି । ଯେଉଁଥିରେ ୮ଜଣଙ୍କର ମୃତ୍ୟୁ ଘଟିଛି । ଏହି ଘଟଣା ହରିପୁର ଜିଲ୍ଲାର ହତ୍ତର ଇଣ୍ଡଷ୍ଟ୍ରିଆଲ ଏଷ୍ଟେଟର!-->…
ଭାରି ପଡ଼ିବ ମହିଳା ବିଲକୁ ବିରୋଧ, ପ୍ରଧାନମନ୍ତ୍ରୀଙ୍କ ଚେତାବନୀ
ନୂଆଦିଲ୍ଲୀ: ଭାରୀ ପଡ଼ିବ ମହିଳା ବିଲ୍ କୁ ବିରୋଧ । ବିରୋଧୀଙ୍କୁ ମୋଦିଙ୍କ ଚେତାବନୀ । ମହିଳା ବିଲ୍ କୁ ବିରୋଧ କରୁଥିବା ନେତାଙ୍କୁ ପ୍ରଧାନମନ୍ତ୍ରୀ ଚେତାବନୀ ଶୁଣାଇଛନ୍ତି । ସଂସଦରେ ଆଗତ ବିଲ୍ ଉପରେ ବିତର୍କ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ବିଲ୍ କୁ ବିରୋଧ କଲେ ମହିଳାମାନେ ଉଚିତ!-->…
ଖୁବ୍ ଶୀଘ୍ର ଇରାନ ସହିତ ହେବ ଚୁକ୍ତି, ଶେଷ ହୋଇପାରେ ଯୁଦ୍ଧ: ଟ୍ରମ୍ପ
ନୂଆଦିଲ୍ଲୀ: ଟ୍ରମ୍ପଙ୍କ ବଡ଼ ବୟାନ। ଇରାନ ସହିତ ଚାଲିଥିବା ଯୁଦ୍ଧ ସମ୍ପର୍କରେ ବଡ଼ ବୟାନ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ସେ କହିଛନ୍ତି ଯେ ଏହି ଯୁଦ୍ଧ ବହୁତ ସୁରୁଖୁରୁରେ ଆଗକୁ ବଢୁଛି ଏବଂ ଏହା ଖୁବ୍ ଶୀଘ୍ର ଶେଷ ହୋଇପାରେ। ଟ୍ରମ୍ପ ସୂଚନା ଦେଇଛନ୍ତି ଯେ ଇରାନ!-->…