ଏଥର ବଜେଟରେ କଣ ସବୁ ହେଲା ଶସ୍ତା ଓ ମହଙ୍ଗା

ଶସ୍ତା ହେଲା : କର୍କଟ ଏବଂ ମଧୁମେହ ଔଷଧ କ୍ରୀଡା ସାମଗ୍ରୀ ସୋଲାର ସାମଗ୍ରୀ ମୋବାଇଲ ବ୍ୟାଟେରୀ ମାଇକ୍ରୋଓଭନ ଚମଡା ବିଦେଶ ଯାତ୍ରା ବାୟୋ ସିଏନଜି କପଡା ମହଙ୍ଗା ହୋଇଛି : ମଦ ଖଣିଜ ପଦାର୍ଥ ସ୍କ୍ରାପ୍ ସିଗାରେଟ୍ ପାନ ମସଲା ସୌଖୀନ

୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‌

ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପିତ ଲଗାତାର ୯ମ ଥର ପାଇଁ ବଜେଟ୍‌ ଆଗତ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବିଗତ ୧୧ ବର୍ଷର ଆର୍ଥିକ ଅଭିବୃଦ୍ଧି ନେଇ ରଖିଲେ ତଥ୍ୟ ଅର୍ଥମନ୍ତ୍ରୀ ବିକଶିତ ଭାରତ ଲକ୍ଷ୍ୟ ନେଇ ଦେଶ ଆଗକୁ ବଢ଼ୁଛି ଚଳିତ ବଜେଟ୍

୨୦୨୬-୨୭ ପୂର୍ଣ୍ଣାଙ୍ଗ ବଜେଟରେ ଓଡିଶା ପାଇଁ ବଡ ଘୋଷଣା

ଭୁବନେଶ୍ବର: ୨୦୨୬-୨୭ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ବଜେଟରେ ନିର୍ମଳା ଓଡ଼ିଶା ପାଇଁ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି । ଓଡ଼ିଶା ସମେତ ୫ଟି ରାଜ୍ୟରେ ବିରଳ ଖଣିଜ କରିଡର ନେଇ ଘୋଷଣା କରିଛନ୍ତି । କେରଳ, ଓଡ଼ିଶା,

୧୬୭ ହିତାଧିକାରୀଙ୍କୁ ପକ୍କା ଘର ଦେବ ବିଏମ୍‌ସି

ଭୁବନେଶ୍ବର : ବିଏମ୍‌ସି ପକ୍ଷରୁ ୧୬୭ଜଣ ହିତାଧିକାରୀଙ୍କୁ ଲଟେରି ଜରିଆରେ ପକ୍କା ଘର ଆବଣ୍ଟନ କରାଯାଇଛି। ଚନ୍ଦ୍ରଶେଖରପୁର ବୁଦ୍ଧବିହାର ହାଉସିଂ ପ୍ରକଳ୍ପରେ ସାଲିଆସାହି, ସୁଭାଷ ବୋଷ ନଗର ବସ୍ତି, ମହାବୀର ବସ୍ତି, ମାଛ ମାର୍କେଟ ବସ୍ତି, ଜଗନ୍ନାଥବିହାର ଗୋପାଳ ବସ୍ତି, ସହିଦ ଲକ୍ଷ୍ମଣ

ନାବାଳିକାଙ୍କୁ ଗଣଦୁଷ୍କର୍ମ, ଥାନାରେ ଏତଲା

ସୋର: ବାଲେଶ୍ବର ସୋରରେ ଲଜ୍ଜା । ଟିଉସନରୁ ଫେରିବା ସମୟରେ ନାବାଳିକାଙ୍କ ସହ ଗଣଦୁଷ୍କର୍ମ । ଅଭିଯୋଗ ପରେ ପୋଲିସର ତଦନ୍ତ ଆରମ୍ଭ । ସୋର ଥାନା ଅଞ୍ଚଳରେ ଘଟିଛି ଘଟଣା । ଗତକାଲି ରାତିରେ ନାବାଳିକା ଜଣଙ୍କ ଟ୍ୟୁସନ୍ ସାରି ଫେରୁଥିବା ବେଳେ ଗାଁ ଛକ ନିକଟରେ ଦୁଇଜଣ ଯୁବକ ଏକୁଟିଆ ପାଇ

୨୮ ଫେବୃଆରୀ ସୁଦ୍ଧା ପଞ୍ଜୀକରଣ ନକଲେ ସିଏମ୍ କିଷାନ ଯୋଜନାରୁ ବାଦ୍ ପଡ଼ିବେ ହିତାଧିକାରୀ

ଭୁବନେଶ୍ବର: ସିଏମ୍ କିଷାନ ହିତାଧିକାରୀଙ୍କ ପାଇଁ ବଡ଼ ସୂଚନା । ସିଏମ୍ କିଷାନ ଯୋଜନାର ବାଧ୍ୟତାମୂଳକ ଆବଶ୍ୟକତା ଗୁଡ଼ିକ ପୂରଣ କରିନଥିବା ହିତାଧିକାରୀମାନଙ୍କ ନିମନ୍ତେ ଗୁରୁତ୍ୱପୂର୍ଣ୍ଣ ସୂଚନା ଜାରି କଲେ ରାଜ୍ୟ ସରକାର । ୨୮ ଫେବୃଆରୀ ମଧ୍ୟରେ ପଞ୍ଜୀକରଣ କରିନଥିବା ହିତାଧିକାରୀମାନେ

ବଡ଼ବିଲରେ ବ୍ୟାଙ୍କ ଡକାୟତକୁ ଏନକାଉଣ୍ଟର

କେନ୍ଦୁଝର: ବ୍ୟାଙ୍କ ଡକାୟତକୁ ଏନକାଉଣ୍ଟର। କେନ୍ଦୁଝର ଜିଲ୍ଲା ବଡ଼ବିଲରେ କୁଖ୍ୟାତ ଅପରାଧୀ ସିପୁ କୁମାରକୁ ଗୁଳି । ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର ଡକାୟତିରେ ସମ୍ପୃକ୍ତ ଥିବା ସିପୁ କୁମାରକୁ ଏନକାଉଣ୍ଟର ହୋଇଛି । ଟାଙ୍କୁରା ନିକଟ ଏକ ଜଙ୍ଗଲରେ ପ୍ରଥମେ ପୋଲିସ ଉପରକୁ ଗୁଳି ଚଲାଇଥିଲା। ପୋଲିସର

ନୟାଗଡ଼ ସଂରକ୍ଷିତ ଜଙ୍ଗଲରେ ବିରଳ କଳା ବାଘ…

ନୟାଗଡ଼: ନୟାଗଡ଼ ଜିଲ୍ଲାର ବିଭିନ୍ନସଂରକ୍ଷିତ ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ସଂଖ୍ୟା ଅହେତୁକ ବୃଦ୍ଧି ପାଉଛି । କଳା ରଙ୍ଗର ବିରଳ ବାଘ ସହିତ ହାତୀ, ଭାଲୁ, ଗୟଳ,କୁଟୁରା, ହରିଣ ମାନଙ୍କ ସଂଖ୍ୟା ସ୍ଵାଭାବିକ ଭାବରେ ବୃଦ୍ଧି ପାଇବାରେ ଲାଗିଛି।ଭୌଗୋଳିକ ପରିସ୍ଥିତି ଉତ୍ତମ ସାଙ୍ଗକୁ ଜଙ୍ଗଲରେ

ମାଲ୍ୟବନ୍ତ ମହୋତ୍ସବ ର ବିରାଟ କଳସ ଯାତ୍ରା, ନାଚ ଗୀତରେ ଦୁଲୁକିଲା ରାଜ ରାସ୍ତା…

ମାଲକାନଗିରି,୧/୨/୨୬:ଐତିହ୍ୟ,ପରମ୍ପରା, କଳା,ସଂସ୍କୃତି ଓ ଆଦିବାସୀ ଙ୍କ ଜୀବନଧାରାର ନିଛକ ପ୍ରତି ଛବି ମାଲ୍ୟବନ୍ତ ମହୋତ୍ସବ- ୨୦୨୫ର ମୁଖ୍ୟ ଜିଲ୍ଲା ସ୍ତରୀୟ ଉତ୍ସବ ର ଶୁଭାରମ୍ଭ ଆଜି ହୋଇଛି । ମାଲକାନଗିରି ଜିଲ୍ଲା ରେ ଆଦିବାସୀ କଳାସଂସ୍କୃତିକୁ ବଞ୍ଚାଇ ରଖି ଦେଶବିଦେଶରେ ପ୍ରଚାର ପ୍ରସାର

ଆସିକା ବଡ଼ଖୋଲି ଠାରେ ବାଲି ଚାଲାଣ କୁ କେନ୍ଦ୍ର କରି ଗ୍ରାମବାସୀ ବାଲି ମାଫିଆ ମୁହାଁ ମୁହିଁ…..!

କାହା ଚାପରେ ପ୍ରଶାସନ ଜଳକା ….!ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ଆସିକା ବ୍ଲକ ଅନ୍ତର୍ଗତ ବଡ଼ ଖୋଲି ଗ୍ରାମବାସୀ ବେଆଇନ ବାଲି ଚାଲାଣ କୁ ବିରୋଧ କରିବାରୁ ବାଲି ମାଫିଆଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ଉପୁଜିଥିଲା। ଆଜି ସକାଳେ ଧନିଯା ବାଲି ଘାଟ ରୁ ରୀତିମତ ବାଲି ଚାଲାଣ ହେବା ଫଳରେ ବଡ଼ଖୋଲି