ଆଜିଠୁ ଗଞ୍ଜାମ ପ୍ରସିଦ୍ଧ ମାଁ ଦଣ୍ଡକାଳୀଙ୍କ ୨୧ ଦିନିଆ ଯାତ୍ରାରମ୍ଭ…

ବ୍ରହ୍ମପୁର : ଗଞ୍ଜାମ ଜିଲାର ପ୍ରସିଦ୍ଧ ମା'ଦଣ୍ଡକାଳୀଙ୍କ ୨୧ଦିନିଆ ଦଣ୍ଡଯାତ୍ରା ଶନିବାର ଆରମ୍ଭ ହୋଇଛି। ଏ ନେଇ ବ୍ରହ୍ମପୁର ଅମ୍ବପୁଆ ଦକ୍ଷିଣ କାଳୀ ମନ୍ଦିର ସମେତ ସମଗ୍ର ଜିଲାରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି। ବ୍ରହ୍ମପୁର ସହରରେ ଥିବା ବିଭିନ୍ନ ଦଣ୍ଡ ଯାତ୍ରା ଦଳ ରେ ଶହଶହ

କାଲି ମୁଖ୍ୟମନ୍ତ୍ରୀଙ୍କ ହିଞ୍ଜିଳି ଗସ୍ତ…

ହିଞ୍ଜିଳିକାଟୁ ୨୫।୩ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ହିଞ୍ଜିଳି ଗସ୍ତ କରିବେ। ମୁଖ୍ୟମନ୍ତ୍ରୀ ରବିବାର ସକାଳ ୧୦.୧୫ ମିନିଟରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପ୍ଟର ଯୋଗେ ବାହାରିବେ । ୧୧ଟା ସମୟରେ କବିସୂର୍ଯ୍ୟନଗର ତହସିଲ କାର୍ଯ୍ୟାଳୟ ନିକଟରେ ଥିବା

୨୧ ଦିନିଆ ଦଣ୍ଡଯାତ୍ରାର ଶୁଭାରମ୍ଭ…

ହିଞ୍ଜିଳିକାଟୁ,୨୫।୩ : ଗଂଜାମ ପ୍ରସିଦ୍ଧ ଦଣ୍ଡଯାତ୍ରା ଚୈତ୍ରମାସରେ ଆରମ୍ଭ ହୋଇଥାଏ । ମାନସିକଧାରୀ ଦଣ୍ଡୁଆମାନେ ନିଜ ନିଜର ମାନସିକ ପୁରଣ ସକାଶେ ବହୁ କଷ୍ଟ ସହ୍ୟକରି ଦଣ୍ଡଯାତ୍ରାରେ ସାମିଲ ହୋଇଥାନ୍ତି । ଏହି ଅବସରରେ ଚେିତ୍ରମାସ ଶୁକ୍ଳ ଚତୁର୍ଦ୍ଦଶୀ ତିଥି ଶନିବାର ଦିନ

ଗଞ୍ଜେଇ ଚାଷ ଓ ଚୋରାଚାଲାଣ ରୋକିବାକୁ ସଚେତନତା କାର୍ଯ୍ୟକ୍ରମ

ଫୁଲବାଣୀ : କନ୍ଧମାଳ ଜିଲାରେ ଦିନକୁଦିନ ବେଆଇନ ଗଂଜେଇ ଚାଷ ଓ ଚୋରାଚାଲାଣ ବଢିଚାଲିଥିବାରୁ ଏହାକୁ ରୋକିବା ପାଇଁ ଜିଲ୍ଲା ଅବକାରୀ ବିଭାଗ ସହଯୋଗରେ ଅଗ୍ରଣୀ କଳା ଓ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବାଲିଗୁଡା ଥାନା ଅନ୍ତର୍ଗତ ବାଟାଗୁଡା ପଂଚାୟତ କାର୍ଯ୍ୟାଳୟ ପରିସରରେ ଏକ ସଚେତନତା ସଭା

ଖୋଦ କଂଗ୍ରେସ ନେତାମାନେ ରାହୁଲଙ୍କୁ ଦଳରୁ ବାହାର କରିବାକୁ ଚେଷ୍ଟା କରୁନାହାନ୍ତି ତ ? ‌- ରବିଶଙ୍କର ପ୍ରସାଦ

ନୂଆଦିଲ୍ଲୀ : ନିଜର ସାଂସଦ ପଦ ହରାଇବାର ଦିନକ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧି ଶନିବାରଦିନ ଏକ ସାମ୍ବାଦିକ ସମ୍ମିଳନୀ କରି ବିଜେପିକୁ ଟାର୍ଗେଟ କରିଛନ୍ତି । କିନ୍ତୁ ବିଜେପି ମଧ୍ୟ ରାହୁଲଙ୍କୁ ତାଙ୍କ ଭାଷାରେ କଡ଼ା ଜବାବ ଦେଇଛି । ବରିଷ୍ଠ ବିଜେପି ନେତା ରବିଶଙ୍କର ପ୍ରସାଦ କହିଛନ୍ତି ଯେ

ମୁଁ ଭୟଭୀତ ନୁହେଁ, ସତ୍ୟ ପାଇଁ ସଂଗ୍ରାମ ଜାରି ରଖିବି: ରାହୁଲ୍‌ ଗାନ୍ଧୀ

ନୂଆଦିଲ୍ଲୀ: ମୁଁ ଭୟଭୀତ ନୁହେଁ, ଅଯୋଗ୍ୟତାକୁ ଅଥବା ଜେଲ୍‌ ଯିବାକୁ ପରବାୟ କରେନା ବୋଲି ଶୁକ୍ରବାର ଦିନ ଲୋକସଭା ସଦସ୍ୟତା ପଦରୁ ଅଯୋଗ୍ୟ ‌ଘୋଷିତ ହେବା ପରେ ଆଜି ଡକାଇଥିବା ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ନେତା ରାହୁଲ୍‌ ଗାନ୍ଧୀ କହିଛନ୍ତି। ସେ କହିଛନ୍ତି, ମୁଁ ଭୀତତ୍ରସ୍ତ ନୁହେଁ

ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଗଞ୍ଜାମ ଗସ୍ତ…

ଭୁବନେଶ୍ୱର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଗଞ୍ଜାମ ଗସ୍ତ । ସେ କବିସୂର୍ଯ୍ୟନଗର, ହିଞ୍ଜିଳି ଓ ଛତ୍ରପୁର ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ । ପ୍ରଥମେ କବିସୂର୍ଯ୍ୟନଗର ନିର୍ବାଚନମଣ୍ଡଳୀର ବଡ଼ ଆଗୁଳ ନିକଟରେ ଏକ ସଭାରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ।

ଉଜ୍ଜ୍ୱଳା ହିତାଧିକାରୀଙ୍କୁ ସିଲିଣ୍ଡର ପିଛା ୨୦୦ ଟଙ୍କାର ରିଆତି..

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ  ଉଜ୍ଜ୍ୱଳା ଯୋଜନା(ପିଏମୟୁୱାଇ)ର ହିତାଧିକାରୀଙ୍କୁ ବର୍ଷକୁ (୧୨ଟି ରିଫିଲ୍‌) ୧୪.୨ କିଲୋଗ୍ରାମର ଗୋଟିଏ ଲେଖାଏଁ ସିଲିଣ୍ଡର ଉପରେ ୨୦୦ ଟଙ୍କାର ରିଆତି ମିଳିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ

ସଉତୁଣୀର ତଣ୍ଟିଚିପି ହତ୍ୟା କଲା ସଉତୁଣୀ…

କେନ୍ଦୁଝର: ପାରିବାରିକ କଳହର କରୁଣ ପରିଣତି। ଗାଧୋଇବାକୁ ଡାକି ନେଇ ସଉତୁଣୀର ତଣ୍ଟିଚିପି ଜଣେ ମହିଳା ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏଭଳି ଘଟଣା ଘଟିଛି କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ନଇଗାଁରେ। ମୃତ ମହିଳା ଜଣଙ୍କ ହେଲେ ଆଶା ମୁଣ୍ଡା।  ନଇଗାଁର ଆକାଶ ମୁଣ୍ଡା ପ୍ରଥମ ପତ୍ନୀ ଥିବା

ଜମି ପ୍ରତିବଦଳରେ ଚାକିରି ଦୁର୍ନୀତି: ତେଜସ୍ବୀଙ୍କୁ ‘ସିବିଆଇ’ର ଓ ମିସା ଭାରତୀଙ୍କୁ ‘ଇଡି’ର ଜେରା

ନୂଆଦିଲ୍ଲୀ: ଜମି ପ୍ରତିବଦଳରେ ଚାକିରି ଦୁର୍ନୀତି ମାମଲାରେ ଆଜି ବିହାରର ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବଙ୍କୁ ‘ସିବିଆଇ’ ଏବଂ ତାଙ୍କ ଭଉଣୀ ମିସା ଭାରତୀଙ୍କୁ ‘ପ୍ରବର୍ତ୍ତନ ନିର୍ଦେଶାଳୟ’ ଜେରା କରିବ। ଜେରାର ସମ୍ମୁଖୀନ ହେବା ପାଇଁ ନୂଆଦିଲ୍ଲୀସ୍ଥିତ ‘ସେଣ୍ଟ୍ରାଲ୍‌ ବ୍ୟୁରୋ ଅଫ୍‌