Sign in
Sign in
Recover your password.
A password will be e-mailed to you.
ସିସି କ୍ୟାମେରା ନଜରରେ ରହିବ ଶ୍ରୀମନ୍ଦିର..
ପୁରୀ : ଉଚ୍ଚକ୍ଷମତାସମ୍ପନ୍ନ ସିସି କ୍ୟାମେରା ନଜରରେ ରହିବ ଶ୍ରୀମନ୍ଦିର। ଭିଡିଓ ଫୁଟେଜ୍ ଏତେ ସ୍ପଷ୍ଟ ଦୃଶ୍ୟମାନ ହେବ ଯେ ସହଜରେ ଜଣେ ବ୍ୟକ୍ତିଙ୍କୁ ଚିହ୍ନି ହେବ। ଅବଢ଼ା ଯୋଜନାରେ କାମ ହେବାକୁ ଥିବା ଏହି ପ୍ରକଳ୍ପର ଟେଣ୍ଡର ପ୍ରକ୍ରିୟା ଶେଷ ହୋଇଛି। ଓବିସିସି ପକ୍ଷରୁ ଏ ନେଇ ଟେଣ୍ଡର!-->…
ସଂଘବଦ୍ଧ ଆକ୍ରମଣରେ ଜଣେ ମୃତ, ୩ ଗୁରୁତର
ବ୍ରହ୍ମପୁର : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ସହଦେଵ ଟିକରପଡା ଗାଁରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଏଥିରେ ଜଣେ ମୃତ୍ୟୁ ବରଣ କରିଥିବା ବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ତୋଫାନ ଗୌଡ଼। ଆହତ ହେଲେ କାଳୁ ଗୌଡ଼, ଜୋହ୍ନl ଗୌଡ଼ ଓ ପ୍ରତିମା ଗୌଡ଼l ଆହତ ମାନଙ୍କୁ ପ୍ରଥମେ!-->…
ଯୁବତୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ଦେଇ ବନ୍ଧା ହେଲେ ଯୁବକ
ଭୁବନେଶ୍ବର: ଯୁବତୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ଦେବା ମହଙ୍ଗା ପଡ଼ିଲା। କେବଳ ସେତିକି ନୁହେଁ, ସୋଶାଲ ମିଡିଆରେ ସମ୍ପୃକ୍ତା ଯୁବତୀଙ୍କ ଜାଲ୍ ଭିଡିଓ ଅପଲୋଡ୍ କରିବା ପରେ ବନ୍ଧା ହେଲେ ଯୁବକ । ଏପରି ଘଟଣା ରାଜଧାନୀରେ ଘଟିଥିବା ବେଳେ ଗିରଫ ଯୁବକଜଣକ ହେଲେ ପ୍ରୀତି ପ୍ରକାଶ ନାୟକ ନାମକ ।!-->…
ଜିଲ୍ଲା ମାନ୍ୟତା ଦାବିରେ କଣ୍ଟାବାଞ୍ଜି ବନ୍ଦ…
ଭୁବନେଶ୍ୱର : ଜିଲ୍ଲା ମାନ୍ୟତା ଦାବିରେ ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା ଦିଆଯାଇଛି। ଆଜି ସକାଳ ୬ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି କଣ୍ଟାବାଞ୍ଜି ଜିଲ୍ଲା ସଂଘର୍ଷ ସମିତି l ବନ୍ଦ ଫଳରେ ଯାନବାହନ ଚଳାଚଳ ଓ ଦୋକାନ ବଜାର ବନ୍ଦ ରହିଛି। ଆଜି ସକାଳେ !-->…
୨୭ରେ ଉତ୍ତର ଓଡି଼ଶା ଓ ଉପକୂଳ ଓଡି଼ଶାରେ ପ୍ରବଳ ବର୍ଷା !
ଭୁବନେଶ୍ୱର: ବର୍ଷା ଆଣୁଛି ପଶ୍ଚିମା ଝଡ଼ । ରାଜ୍ୟରେ ଆଉ ଏକ ପଶ୍ଚିମା ଝଡ଼ର ପ୍ରଭାବ ଆରମ୍ଭ ହୋଇଛି । ଦେଶର ଉତ୍ତର ପଶ୍ଚିମ ଭାରତରେ ବର୍ଷା ହୋଇଥିବା ବେଳେ ଗତକାଲି ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇଛି । ଆସନ୍ତା ୨୭ ତାରିଖରୁ ଏହାର ପ୍ରଭାବ ଓଡ଼ିଶାରେ ବଢ଼ିବ । ଆଜି କିଛି ଜିଲ୍ଲାରେ!-->…
ସ୍କୁଟି ଡ଼ିକିରୁ ୪ ଲକ୍ଷ ୫୦ ହଜାର ନେଇ ଦୁର୍ବୃତ୍ତ ଫେରାର…
ବ୍ରହ୍ମପୁର: ଗୃହ ନିର୍ମାଣ ନିମନ୍ତେ ଦୁଇଟି ବ୍ୟାଙ୍କରୁ ୪ ଲକ୍ଷ ୫୦ ହଜାର ଟଙ୍କା ଉଠାଇ ଘରକୁ ଫେରୁଥିଲେ । ଏହି ସମୟରେ ସ୍କୁଟି ଡ଼ିକିରୁ ଉକ୍ତ ଟଙ୍କା ଲୁଟ୍ କରି ଦୁର୍ବୃତ୍ତ ଚମ୍ପଟ ମାରିଛନ୍ତି । ଏ ନେଇ ସଦର ଥାନା ଅନ୍ତର୍ଗତ ସରସ୍ୱତୀ ନଗରର କନ୍ଧ ନାୟକ ବଡ଼ ବଜାର ଥାନାରେ ଅଭିଯୋଗ!-->!-->!-->…
ଆନ୍ତର୍ଜାତୀୟ ମିଲେଟ ବର୍ଷ ପାଳନ ଉପଲକ୍ଷେ ରୋଷେଇ ପ୍ରତିଯୋଗିତା ଅନୁଷ୍ଠିତ…
ସୁନ୍ଦରଗଡ଼/ରାଉରକେଲା : ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ପୃଷ୍ଟି ପୁନର୍ବାସ କେନ୍ଦ୍ର ଠାରେ ଆଜି ଆନ୍ତର୍ଜାତୀୟ ମିଲେଟ ବର୍ଷ ପାଳନ ଉପଲକ୍ଷେ ଏକ ମିଲେଟ ଉତ୍ପାଦ ର ରୋଷେଇ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଜନସାଧାରଣ ମଧ୍ୟରେ ମିଲେଟ ଉତ୍ପାଦ ଗୁଡ଼ିକର ପୌଷ୍ଟିକ ତତ୍ତ୍ୱ!-->…
ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ୨୦୨୩ ପାଳିତ…
ଫୁଲବାଣୀ : କନ୍ଧମାଳ ଜିଲ୍ଲାର ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ଫୁଲବାଣୀ ପରିସରରେ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ୨୦୨୩ ପାଳିତ ଧୁମଧାମରେ ପାଳିତ ହୋଇଯାଇଛି l ଏହି ଅବସରରେ ମୁଖ୍ୟ ଅତିଥି ଭାବରେ କର୍ଣ୍ଣାଲ ଶିଶିର କୁମାର ଘୋଷ ଯୋଗ ଦେଇଥିବା ବେଳେ ଅନ୍ୟତାମ ଅତିଥି ଭାବେ ନିରଞ୍ଜନ!-->…
ପ୍ରସ୍ତାବିତ ଲ୍ୟାମ୍ପ ସକାଶେ ସାଧାରଣ ସଭା ଅନୁଷ୍ଠିତ
ନନ୍ଦାହାଣ୍ଡି : ଆଜି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଳକ ବିମାଳିଗୁଡା ଗ୍ରାମ ଠାରେ ପ୍ରସ୍ତାବିତ ବିମାଳିଗୁଡା ଲାମ୍ପସ୍ ସକାଶେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ମୁଖ୍ୟ ଅତିଥି ଭାବେ ମାନ୍ୟବର ନବରଙ୍ଗପୁର ବିଧାୟକ ଶ୍ରୀ ସଦାଶିବ ପ୍ରଧାନୀ ମହୋଦୟ ଯୋଗଦାନ କରିଥିଲେ ଓ!-->…
ମନରେଗା ଆଇନ ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବ୍ଳକ ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ
ଦାରିଙ୍ଗବାଡ଼ି,୨୪/୩ : ମହାତ୍ମାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିନ୍ତ କର୍ମ ନିଯୁକ୍ତି ଆଇନ ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦାରିଙ୍ଗବାଡ଼ି ବ୍ଳକର ୨୫ ଗ୍ରାମ ପଞ୍ଚାୟତରେ ବିଭିନ୍ନ ପ୍ରକଳ୍ପରେ ହୋଇଥିବା କାର୍ଯ୍ୟର ଆଜି ବ୍ଳକ ସ୍ତରୀୟ ଜନ ଶୁଣାଣି କାର୍ଯ୍ୟକ୍ରମ ବିଡିଓ ଗଦାଧର ପାତ୍ରଙ୍କ!-->…