ଡାକ୍ତର ସାଗରରଞ୍ଜନ ତ୍ରିପାଠୀ ସମ୍ବର୍ଦ୍ଧିତ…

ବ୍ରହ୍ମପୁର : ବ୍ରହ୍ମପୁର ସହରରେ ଆୟୋଜିତ ହୋଇ ଆସୁଥିବା ହର୍ବାଲ ମେଳାରେ ଅତି ଉଚ୍ଚକୋଟିର ସଂଯୋଜନା ଏବଂ ଏହି କାର୍ଯ୍ୟକ୍ରମ କୁ ନିଖୁଣ ଭାବରେ ପରିଚାଳନା କରି ସମସ୍ତ ଙ୍କ ପ୍ରିୟ ଭାଜନ ହୋଇଥିବା ବରିଷ୍ଠ ଆୟୁର୍ବେଦ ଡାକ୍ତର ତଥା ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତି ପ୍ରେମୀ ଡାକ୍ତର ସାଗରରଞ୍ଜନ

ମୋଦି ସରକାରଙ୍କ ଜନବିରୋଧି, ଶ୍ରମିକ, କୃଷକନୀତି ବିରୁଦ୍ଧରେ ୫ ଏପ୍ରିଲ ପାର୍ଲିଆମେଣ୍ଟ ଅଭିଯାନକୁ ସଫଳ କରିବା ପାଇଁ…

ରାଉରକେଲା : କେନ୍ଦ୍ର ବିଜେପି ନେତୃତ୍ଵାଧୀନ ମୋଦି ସରକାରଙ୍କ ଜନ ବିରୋଧି, ଶ୍ରମିକ, କୃଷକ ତଥା ଦେଶ ବିରୋଧି ନୀତି ବିରୁଦ୍ଧରେ ସିଆଇଟିୟୁ, ଅଖିଳ ଭାରତ କୃଷକ ସଭା, ଅଖିଳ ଭାରତ କ୍ଷେତ ମଜଦୂର ୟୁନିୟନ ଡାକରା ରେ ୫ ଏପ୍ରିଲ ପାର୍ଲିଆମେଣ୍ଟ ଅଭିଯାନ ସଫଳ କରିବା ସହିତ ଦେଶର ସାଧାରଣ ଜନତା,

ସୋନପୁର ଦୁର୍ଘଟଣାରେ ୩ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ କଲେ ଦୁଃଖ ପ୍ରକାଶ…

ସୋନପୁରର :ସଦର ବ୍ଲକ୍‌ର ଶରଧାବାଲି ସ୍କୁଲଠାରେ କାର୍‌ ଦୁର୍ଘଟଣାରେ ୩ ଜଣ ଛାତ୍ର ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ଛାତ୍ରମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୩

ଜିଲ୍ଲାସ୍ତରୀୟ ଜୁନିଅର ରେଡକ୍ରସର ଦୁଇ ଦିନିଆ ଶିକ୍ଷା ଓ ତାଲିମ୍ ଶିବିର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ଏ ଜେ ଓ ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ସ୍ତରୀୟ ଜୁନିଅର ରେଡକ୍ରସର ଦୁଇ ଦିନିଆ ଶିକ୍ଷା ଓ ତାଲିମ୍ ଶିବିର ଉଦଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ପରିଷଦର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ମୁଖ୍ୟ ଉନ୍ନୟନ ଅଧିକାରୀ

ଦୁଇ ବର୍ଷର ପୁଅକୁ ୧୮ ହଜାର ଟଙ୍କାରେ ବିକି ଦେଲା ବାପା…

ଭଦ୍ରକ:ଦୁଇ ବର୍ଷର ପୁଅକୁ ୧୮ ହଜାର ଟଙ୍କାରେ ବିକି ଦେଲା ବାପା! ଏପରି ଅଭିଯୋଗ ଆସିଛି ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନା ଅଞ୍ଚଳରୁ। ଏନେଇ ଅଭିଯୋଗ ହେବା ପରେ ପୁଲିସ୍ ମାମଲା ରୁଜୁ କରି ବାଲେଶ୍ୱର ଜିଲ୍ଲା ସୋର ଥାନା ଅଞ୍ଚଳରୁ ଛୁଆକୁ ଉଦ୍ଧାର କରିଛି। ସୀମାରାଣୀ ଦାସଙ୍କୁ ବିବାହ କରିଥିଲେ

ଫୁଲବାଣୀ ସଟଲର୍ସ ପକ୍ଷରୁ ଦୁଇ ଦିନିଆ ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା, ଅନୁଗୋଳ ଚମ୍ପିଆନ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ୟାଡମିଣ୍ଟନ ଆସୋସିଏସନ୍ ଓ ଫୁଲବାଣୀ ସଟଲର୍ସ ପକ୍ଷରୁ ଦୁଇ ଦିନିଆ ରାଜ୍ୟସ୍ତରୀୟ ବ୍ୟାଡମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। କନ୍ଧମାଳ ଇନଡୋର ଷ୍ଟାଡିୟମରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିଥି ସହକାରୀ ଜିଲ୍ଲାପାଳ ବୁନା ପ୍ରଧାନ, ଜିଲ୍ଲା କ୍ରୀତ।

ମୁଖ୍ୟମନ୍ତ୍ରୀଙ୍କ ବିବୃତିକୁ ସମାଲୋଚନା କଲେ ଜୟନାରାୟଣ, ନରସିଂହ

ଭୁବନେଶ୍ବର: ଶୂନ୍ୟକାଳରେ ଗତକାଲି ବିଧାନସଭାରେ ମୁଖ୍ୟମନ୍ତ୍ରୀଙ୍କ ବିବୃତିକୁ ସମାଲୋଚନା କରିଛନ୍ତି  ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର । ସେ କହିଛନ୍ତି, ଓଡିଶାକୁ ପୁଞ୍ଜି ନିବେଶ ଆସିଥିବା ନେଇ ଆଇନଶୃଙ୍ଖଳା ଠିକ ଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ତେବେ କ’ଣ ରାଜ୍ୟ ସରକାରଙ୍କ

ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାନ୍ତିକୁଣ୍ଡ ତରଫରୁ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ ମେଢ଼ ତଥା…

ବ୍ରହ୍ମପୁର: ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଶାନ୍ତିକୁଣ୍ଡ ତରଫରୁ ସ୍ଥାନୀୟ ଗୋଳାବନ୍ଧସ୍ଥ ପ୍ରସିଦ୍ଧ ଶୈବପୀଠ ଶ୍ରୀ ଧବଳେଶ୍ୱର ମହାଦେବ ମନ୍ଦିର ପରିସରରେ ସପ୍ତାହ ବ୍ୟାପୀ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ ମେଢ଼ (ଝାଙ୍କି) ତଥା ଆଧ୍ୟାତ୍ମିକ ଚିତ୍ର ପ୍ରଦର୍ଶନୀ କାର୍ଯ୍ୟକ୍ରମ

ସୂର୍ଯ୍ୟ ଉଇଁବ, ସୂର୍ଯ୍ୟ ଅସ୍ତ ହେବ କିନ୍ତୁ ତମ କଞ୍ଜୁସ୍‌ ଓ ତମ ଖଡୁଶ୍‌ ଆଉ ନଥିବ: ଡିଜେ ଆଜେକ୍ସଙ୍କ ଶେଷ କଥା

ଭୁବନେଶ୍ବର: ମୃତ୍ୟୁ ପୂର୍ବରୁ ଆଜେସ୍କଙ୍କ ଶେଷ ଇମେଲ୍‌ । ସାମ୍ନାକୁ ଆସିଲା ଡିଜେ ଆଜେକ୍ସଙ୍କ ଆତ୍ମହତ୍ୟା ପୂର୍ବର ପ୍ରେମିକାକୁ ଶେଷ ଇମେଲ୍‌ । ମୃତ୍ୟୁ ପୂର୍ବରୁ ପ୍ରେମିକା ଜିଜ୍ଞାସାଙ୍କୁ ଶେଷ ଇମେଲ୍‌ କରିଥିଲେ ଆଜେସ୍କ । ଭାବବିହ୍ଵଳ ହୋଇ କିଛି ଫଟୋ ଓ ଅଡିଓ ପଠାଇଥିଲେ । ଅଡିଓରେ ଥିଲା

୪ ଛାତ୍ରଙ୍କ ଉପରେ ମାଡ଼ିଗଲା କାର, ୩ ମୃତ

ସୁବର୍ଣ୍ଣପୁର: ସ୍କୁଲ ସାମ୍ନାରେ ୪ ଛାତ୍ରଙ୍କ ଉପରେ ମାଡ଼ିଗଲା କାର୍। ଦୁର୍ଘଟଣାରେ ୩ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛି। ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ବେଳେ ସୁବର୍ଣ୍ଣପୁର-ବିନିକା ରାସ୍ତା ଶରଧାପାଲି ଛକରେ ଥିବା ଶରଧାପାଲି ସରକାରୀ ଉଚ୍ଚ ବିଦ୍ୟାଳୟ ସାମ୍ନାରେ ଏହି