Sign in
Sign in
Recover your password.
A password will be e-mailed to you.
ବିଡିଓଙ୍କ ବଦଳି ଦାବିରେ ୧୨ ଘଣ୍ଟିଆ କୋଇଡ଼ା ବନ୍ଦ
ସୁନ୍ଦରଗଡ: ଥମିବାର ନାଁ ଧରୁନି କୋଇଡା ବିଡ଼ିଓଙ୍କ ବଦଳି ଦାବି । ବିଡିଓ ପଲ୍ଲବୀ ରାଣୀ ରାଜଙ୍କ ବଦଳି ଦାବି ନେଇ ବଣାଇ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ସିପିଆଇଏମ ନେତୃତ୍ୱରେ ଦିର୍ଘ ଆଠ ଦିନ ହେଲା ବ୍ଲକ କାର୍ଯ୍ୟାଳୟ ଘେରାଉ ସହିତ ବନ୍ଦ କରି ବିକ୍ଷୋଭ ପଦର୍ଶନ କରିଥିଲେ ହଜାର ହଜାର!-->…
ବାଲେଶ୍ୱରରେ ପୋଲିସର ଫ୍ଲାଗ୍ମାର୍ଚ୍ଚ, ଶାନ୍ତିଶୃଙ୍ଖଳାର ସହ ରାମନବମୀ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି
ବାଲେଶ୍ୱର : ୩୦ ତାରିଖରେ ରାମନବମୀ । ବାଲେଶ୍ୱରରେ ରାମ ନବମୀ ପାଇଁ ପୋଲିସର ବ୍ୟାପକ ପ୍ରସ୍ତୁତି । ବାଲେଶ୍ୱର ପୋଲିସ ଏବଂ ରାପିଡ୍ ଆକ୍ସନ ଫୋର୍ସ ସହରରେ ଫ୍ଲାଗ ମାର୍ଚ୍ଚ । ଶାନ୍ତିଶୃଙ୍ଖଳାର ସହ ରାମନବମୀ ପାଳନ କରାଯିବା ନେଇ ପୋଲିସର ବ୍ୟାପକ ପ୍ରସ୍ତୁତି ହୋଇଛି ।
ରାମନବମୀ ପାଇଁ!-->!-->!-->…
କୁଡୁମୀ ସେନା ପକ୍ଷରୁ ୬ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା…
ମୟୂରଭଞ୍ଜ : କୁଡୁମୀ ମହାନ୍ତ ସମ୍ପ୍ରଦାୟକୁ ପୁନଃ ଆଦିବାସୀ ମାନ୍ୟତା ଦାବିରେ ଆଜି କୁଡୁମୀ ସେନା ପକ୍ଷରୁ ୬ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ଡାକରା ଦିଆଯାଇଛି। ଏ ନେଇ ଆଜି ସଂଗଠନର କର୍ମକର୍ତ୍ତା ମାନେ ଜିଲ୍ଲା ବିଭିନ୍ନ ସ୍ଥାନରେ ପିକେଟିଂ କରିବା ସହିତ ରାଜରାସ୍ତା ଅବରୋଧ କରି ହରତାଳ!-->…
ଆଜି ଓଡ଼ିଶା ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ…
ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ୩ ଦିନିଆ ଗସ୍ତରେ ଆସୁଛନ୍ତି ମମତା ବାନାର୍ଜୀ। ଆଜି ପୁରୀରେ ରାତ୍ରୀଯାପନ କରିବେ। ନିର୍ମାଣ ନିବାସରେ ରାତ୍ର ରହଣି କରିବେ। ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି କରାଯାଇଛି। ଆସନ୍ତାକାଲି!-->…
ଗୃହ ବିଭାଗର ଶ୍ୱେତପତ୍ର: ରାଜ୍ୟରେ ୧୫% ବଢ଼ିଛି ଅପରାଧ…
ଭୁବନେଶ୍ୱର : ପ୍ରକାଶ ପାଇଲା ରାଜ୍ୟ ଗୃହ ବିଭାଗର ଶ୍ୱେତପତ୍ର । ୨୦୨୧ ତୁଳନାରେ ୨୦୨୨ରେ ରାଜ୍ୟରେ ଧର୍ତ୍ତବ୍ୟ ଅପରାଧ ହାର ପ୍ରାୟ ୧୪.୬୫ପ୍ରତିଶତ ବୃଦ୍ଧି ପାଇଛି । ୨୦୨୧ରେ ରାଜ୍ୟରେ ୧ ଲକ୍ଷ ୫୫ ହଜାର ୪୨୦ଟି ଧର୍ତ୍ତବ୍ୟ ଅପରାଧ ମାମଲା ପଞ୍ଜିକୃତ ହୋଇଥିଲା । ୨୦୨୨ରେ ୨୨ ହଜାର ୭୭୦!-->…
ଜଙ୍ଗଲ ନିଆଁକୁ ରୋକିବା ପାଇଁ ବନ ବିଭାଗ ଦ୍ବାରା ଭିନ୍ନ ଉପାୟରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…
ଫୁଲବାଣୀ/ବାଲିଗୁଡ଼ା: ଜଙ୍ଗଲ ନିଆଁକୁ କେମିତି ଆୟତ୍ତ କରିହେବ ଏବଂ ମୂଲ୍ୟବାନ ଗଛ ସହ ଜୀବ ଜନ୍ତୁଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବନ ବିଭାଗ ପକ୍ଷରୁ ସବୁ ବନଖଣ୍ଡରେ ସଚେତନତା କାର୍ଯ୍ୟକ୍ରମ ଜାରିରହିଛି । ଏହାରି ଭିତରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅଧିନରେ ଥିବା କୋଟଗଡ଼ ବନାଞ୍ଚଳ!-->…
ଦୁଇ ମୋଟର ସାଇକେଲ ମୁହାଁମୁହିଁ ଧକ୍କା: ଜଣେ ଗୁରୁତର, ଜଣେ ଆହତ…
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ଥାନାର ଜାଲେଶପଟ୍ଟା ନିକଟରେ ଦୁଇଟି ମୋଟରସାଇକେଲ ମୁହାଁମୁହିଁ ଧକ୍କାହେବା ଫଳରେ ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଥିବା ବେଳେ ଅନ୍ୟଜଣେ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି । ଘଟଣା ପ୍ରକାରେ ଆଜି ସକାଳେ ପ୍ରାୟ!-->…
ଆଞ୍ଚଳିକ କଳିଙ୍ଗ ହର୍ବାଲ ମେଳା ଉଦଯାପିତ, ବ୍ୟବସାୟରେ ଫିକା ପକାଇଲା ଅଦିନିଆ ବର୍ଷା
ବ୍ରହ୍ମପୁର : ସ୍ଥାନୀୟ କେସି ହାଇସ୍କୁଲ ଖେଳ ପଡିଆ ଠାରେ ଚାଲିଥିବା ୧୩ ତମ ଆଞ୍ଚଳିକ କଳିଙ୍ଗ ହର୍ବାଲ ମେଳା ଉଦଯାପିତ ହୋଇଯାଇଛି। ଏହି ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ବନ ଉନ୍ନୟନ ନିଗମର ବ୍ରହ୍ମପୁର ଶାଖା ପରିଚାଳକ ଶଙ୍କର୍ଷଣ ବେହେରା ଯୋଗ ଦେଇଥିଲେ। ସେହିପରି ମୁଖ୍ୟ!-->!-->!-->…
ଯୁବ ସଂସ୍କାର କାର୍ଯ୍ୟକ୍ରମ ଅନୁଷ୍ଠିତ…
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଟିକାବାଲି ଏ. ଏ ମ୍. ସି. ଏ ସ ମହାବିଦ୍ୟାଳୟ ରେ ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତିଙ୍କ ଅଧ୍ୟକ୍ଷ ତାରେ ଯୁବସଂସ୍କାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି, ନିଶା ମୁକ୍ତ କଲେଜ କ୍ୟାମ୍ପସ କରିବା ପାଇଁ ଛାତ୍ରଛାତ୍ରୀ ଅଧ୍ୟାପକ, ଅଧ୍ୟାପିକା ସଂକଳ୍ପ କରିଥିଲେ,!-->…
ଗଞ୍ଜାମରେ ଦୁର୍ଘଟଣାଜନିତ ମୃତ୍ୟୁ ରାଜ୍ୟରେ ସର୍ବାଧିକ
ଛତ୍ରପୁର. : ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ଓଡ଼ିଶାରେ ସର୍ବାଧିକ ରହିଛି। ପୂର୍ବ ବର୍ଷ ତୁଳନାରେ ପ୍ରତି ବର୍ଷ ସଡ଼କ ଦୁର୍ଘଟଣା ଓ ତଜ୍ଜନିତ ମୃତ୍ୟୁ ସଂଖ୍ୟା ୧୦ ପ୍ରତିଶତ କମାଇବା ଲାଗି ସୁପ୍ରିମକୋର୍ଟ ସଡ଼କ ସୁରକ୍ଷା କମିଟିଙ୍କ ନିର୍ଦ୍ଦେଶ ରହିଛି। ହେଲେ!-->!-->!-->…