ଆନ୍ଦୋଳନରୁ ଓହରିଲା ଓଡ଼ିଶା ଡ୍ରାଇଭର ମହାସଂଘ

ଭୁବନେଶ୍ୱର :ଆନ୍ଦୋଳନରୁ ଓହରିଲା ଓଡ଼ିଶା ଡ୍ରାଇଭର ମହାସଂଘ ।ବୁଝାମଣା ପରେ ଆନ୍ଦୋଳନରୁ ଓହରିଲା ଡ୍ରାଇଭର ସଂଘ । ଓଡ଼ିଶା ଡ୍ରାଇଭର ମହାସଂଘ ପକ୍ଷରୁ ସୂଚନା । ଆନ୍ଦୋଳନ ପ୍ରତ୍ୟାହୃତ ନେଇ ପ୍ରଶାନ୍ତ ମେଣ୍ଡୁଲିଙ୍କ ସୂଚନା। ଦୁଇ ଦିନ ଧରି ଚାଲିଥିବା ଆନ୍ଦୋଳନ ଫଳରେ ବଜାରରେ ଏକପ୍ରକାର ହାହାକର

କେନ୍ଦ୍ର ସରକାରଙ୍କ କାର୍ଯ୍ୟାଳୟରେ ବି ବହୁ ଅବସରପ୍ରାପ୍ତ ଅଧିକାରୀ କାମ କରୁଛନ୍ତି: ରାଜସ୍ୱ ମନ୍ତ୍ରୀ…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ଅବସରପ୍ରାପ୍ତ ଅଫିସରମାନଙ୍କ ଅବସର ବିନୋଦନ କେନ୍ଦ୍ର ବୋଲି ବିରୋଧୀ ଦଳ ନେତା କହିବା ପରେ ଏହାର କ ଜବାବ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ।ସେ କହିଛନ୍ତି, କେନ୍ଦ୍ର ସରକାରଙ୍କ କାର୍ଯ୍ୟାଳୟରେ ବି ବହୁତ ଅବସରପ୍ରାପ୍ତ ଅଧିକାରୀ କାମ

ଦିବ୍ୟାଙ୍ଗ ଯୁବକ ଆତ୍ମାହୂତି ମାମଲାରେ କାର୍ଯ୍ୟାନୁଷ୍ଠାନ: ନୂଆପଡ଼ା ତହସିଲଦାର ନିଲମ୍ବିତ…

ନୂଆପଡା: ନୂଆପଡ଼ା ତହସିଲଦାର ନିଲମ୍ବିତ । ଦିବ୍ୟାଙ୍ଗ ଯୁବକ ଆତ୍ମାହୂତି ମାମଲାରେ କାର୍ଯ୍ୟାନୁଷ୍ଠାନ । ନୂଆପଡ଼ା ତହସିଲଦାର ଦେବେନ୍ଦ୍ର ରାଉତ ନିଲମ୍ବିତ । କର୍ତ୍ତବ୍ୟରେ ଅବହେଳା ପାଇଁ ତାଙ୍କୁ ସରକାର ଚାକିରିରୁ ନିଲମ୍ବନ କରିଛନ୍ତି । ଏହି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ

ମାଗଣା ବିଦ୍ୟୁତ୍‌ ସଂଯୋଗ ଦେଲେ ଶ୍ରୀଲଙ୍କା ପରି ପରିସ୍ଥିତି ହେବ : ଶକ୍ତି ମନ୍ତ୍ରୀ

ଭୁବନେଶ୍ବର: ଶୁକ୍ରବାର ବିଧାନସଭାର ‘ବିଦ୍ୟୁତ ଶୁଳ୍କ ଆଦାୟରେ ଟାଟା ପାୱାର ମାଲାମାଲ୍, ରାଜ୍ୟବାସୀ ବେହାଲ’ ଶୀର୍ଷକ ମୁଲତବୀ ପ୍ରସ୍ତାବ ଆଗତ ହୋଇଥିଲା। ଏହି ପ୍ରସ୍ତାବ ସଂପର୍କିତ ଆଲୋଚନାରେ ଭାଗ ନେଇ କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା ବିଦ୍ୟୁତ ପରିବହନ ଜନିତ କ୍ଷତି ଉପରେ ନିଜର ମତ

ଚାକିରୀ ଆଶାୟୀ ପିଲାଙ୍କୁ ଠକିଥିବା ବଡ ଠକକୁ ଗିରଫ କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ବର: କ୍ରାଇମବ୍ରାଞ୍ଚ ଇଓଡବ୍ଲୁ ହାତରେ ପୁଣି ଜଣେ ବଡ ଠକ । ବିହାର କେଶଡେଓରା ଗ୍ରାମରୁ ଅମିତ ସିଂହ ଙ୍କୁ ଗିରଫ କରିଛି ଇଓଡବ୍ଲୁ । ଗ୍ରାମୀଣ ରୋଜଗାର କଲ୍ୟାଣ ସଂସ୍ଥା ନାମରେ ୱେବ୍ସସାଇଟ କରି ୧୭ ରାଜ୍ୟର ପାଖାପାଖି ୩୫ ଲକ୍ଷ ପିଲାଙ୍କୁ ଠକିବାରେ ସଫଳ ହୋଇଥିଲା ଅମିତ । ଫେକ

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ରିଟାୟାର୍ଡ ଅଫିସରଙ୍କ କ୍ଲବ ପାଲଟିଛି -ଜୟନାରାୟଣ ମିଶ୍ର

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଅବସାରପ୍ରାପ୍ତ ଅଫିସରଙ୍କୁ ନିଯୁକ୍ତି ପ୍ରସଙ୍ଗ । ଅବସରପ୍ରାପ୍ତ ଅଧିକାରୀଙ୍କ ନିଯୁକ୍ତିକୁ ନେଇ ବିଜେଡି-ବିଜେପି ମୁହାଁମୁହିଁ । ଶ୍ୱନ୍ୟକାଳରେ ପ୍ରସଙ୍ଗ ଉଠାଇଲେ ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ

ମହାକାଳପଡ଼ାରେ ହେବ ନଦୀଭିତ୍ତିକ ବନ୍ଦର

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ମହାନଦୀ ନିକଟରେ ନଦୀଭିତିକ ବନ୍ଦର ପାଇଁ ପ୍ରସ୍ତାବ ରହିଛି । ତାହା ସରକାରୀ ଓ ଘରୋଇ ସହାଭାଗିତାରେ ହେଉଛି । ଏହାର ସର୍ଭେ ପାଇଁ ୱାପକୋକୁ ୭୪କୋଟି ଦିଆଯାଇଛି । ଗୁରୁବାର ବିଧାନସଭାରେ ଭାସ୍କର ମଢ଼େଇଙ୍କ ପ୍ରଶ୍ନର ଉତ୍ତରରେ ଏହି ସୂଚନା

ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ଆଧାରିତ ପ୍ରଶିକ୍ଷଣ ଶିବିର…

ବଣାଇଁ (୧୭/୦୩) : ଦେଶର ଶିକ୍ଷାର୍ଥି ମାନଙ୍କ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନର ଦକ୍ଷତା ବୃଦ୍ଧି ପାଇଁ ବଣାଇଁ ବ୍ଲକ ସ୍ତରୀୟ ଏକ ଚାରି ଦିନିଆ ପ୍ରଶିକ୍ଷଣ ଶିବିର ଆଜି କଷଡା ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ଠାରେ ଆରମ୍ଭ ହୋଇଯାଇଛି । ଏହି ଶିବିର ଉଦ୍ଘାଟନ ଉତ୍ସବ ପ୍ରାରମ୍ଭରେ ପଞ୍ଚାୟତ

ତହସିଲଦାର ଅଫିସ ଆଗରେ ଆତ୍ମହୁତି କରିଥିବା ଯୁବକ ମୃତ

ନୂଆପଡା: ପେଟ୍ରୋଲ ଢାଳି ନିଆଁରେ ପୋଡି ହୋଇ ଯୁବକ ମୃତ। ନୂଆପଡା ସଦର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଗତକାଲି ଜଗଦିଶ ଚୌହାନ ନାମକ ଜଣେ ଯୁବକ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁରେ ପୋଡି ହୋଇ ଗୁରୁତର ଅବସ୍ଥାରେ ବୁର୍ଲା ମେଡିକାଲକୁ ଚିକିତ୍ସା ପାଇଁ ସ୍ଥାନାନ୍ତର ହୋଇଥିଲେ। ହେଲେ ଆଜି

ପୋଲିସ ଓ ଡ୍ରାଇଭର ମହାସଂଘ ଖଣ୍ଡଯୁଦ୍ଧ: ୩୫ରେ ପହଞ୍ଚିଲା ଗିରଫ ସଂଖ୍ୟା

ଗଞ୍ଜାମ: ଆକ୍ସନ ମୋଡରେ ଗଞ୍ଜାମ ପୋଲିସ । ୩୫ରେ ପହଞ୍ଚିଲା ପୋଲିସ ଓ ଡ୍ରାଇଭର ମହାସଂଘ ଖଣ୍ଡଯୁଦ୍ଧ ମାମଲାରେ ଗିରଫ ସଂଖ୍ୟା । ପୋଲିସକୁ ଆକ୍ରମଣ ଘଟଣାରେ ବର୍ତ୍ତମାନ ସୁଦ୍ଧା ୩୫ ଜଣଙ୍କୁ ଗିରଫ କରିଛି ଗଞ୍ଜାମ ପୋଲିସ । ଆଜି ୨୨ ଜଣଙ୍କୁ ଗିରଫ କରାଯାଇଥିବା କହିଛନ୍ତି ଦକ୍ଷିଣାଞ୍ଚଳ ଆଇଜି