ବସ୍ ଚଳାଚଳ ବନ୍ଦ ନେଇ ଘରୋଇ ବସ୍ ମାଲିକ ସଂଘର ଚେତାବନୀ

କଟକ: ଆଜି ସନ୍ଧ୍ୟା ସୁଦ୍ଧା ସରକାର ଯଦି ଆନ୍ଦୋଳନକାରୀ ଡ୍ରାଇଭରଙ୍କ କବଳରୁ ରାସ୍ତାକୁ ମୁକ୍ତ ନ କରନ୍ତି, ତେବେ ବସ୍ ଚଳାଚଳ ବନ୍ଦ ରଖିବାକୁ ବାଧ୍ୟ ହେବୁ ବୋଲି ଘରୋଇ ବସ୍ ମାଲିକ ସଂଘ ପକ୍ଷରୁ ଚେତାବନୀ ଦିଆଯାଇଛି। ଏନେଇ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ସଂପାଦକ ଦେବେନ୍ଦ୍ର ସାହୁ ଏକ

ଷ୍ଟ୍ରିୟରିଂ ଛାଡ଼ ଆନ୍ଦୋଳନ ପାଇଁ ଆକାଶ ଛୁଆଁ ପରିବା ଦର

ଭୁବନେଶ୍ୱର : ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ସାରା ରାଜ୍ୟରେ ଷ୍ଟ୍ରିୟରିଂ ଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଛି । ଆଜି ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଂଚିଛି । ଆନ୍ଦୋଳନ ହେତୁ ମାଲବାହୀ ଟ୍ରକ ଗୁଡିକ ରାସ୍ତାରେ ଅଟକି ରହିଛି । ଏହାର ପ୍ରଭାବ ସିଧାସଳଖ ପରିବା ମାର୍କେଟ ଉପରେ ପଡିଛି ।

ପ୍ରଶ୍ନପତ୍ର ଭାଇରାଲ ଅଭିଯୋଗ ପରେ ବଦଳିଲା ମାଟ୍ରିକ ପରୀକ୍ଷା ନିୟମ..

ଭୁବନେଶ୍ୱର: ଆଜିଠାରୁ ଦଶମ ଶ୍ରେଣୀ ସମ୍ମେଟିଭ୍‌-୨ ପରୀକ୍ଷା ନିୟମରେ ପରିବର୍ତ୍ତନ । ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ୍‌ ସମ୍ମେଟିଭ୍‌-୨ ପରୀକ୍ଷା ପରିଚାଳନା ବ୍ୟବସ୍ଥାରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି । ଏଣିକି ସକାଳ ୬ଟା ୩୦ ମିନିଟ ପୂର୍ବରୁ

ଡ୍ରାଇଭର ଆନ୍ଦୋଳନକୁ ନେଇ ଗୃହରେ ହଟ୍ଟଗୋଳ

ଭୁବନେଶ୍ୱର: ଡ୍ରାଇଭର ଆନ୍ଦୋଳନକୁ ନେଇ ଗୃହରେ ହଟ୍ଟଗୋଳ ହୋଇଛି। ଗୃହର ମଧ୍ୟଭାଗକୁ ଆସି କଂଗ୍ରେସ ଓ ବିଜେପି ବିଧାୟକମାନେ ହଟ୍ଟଗୋଳ କରିଛନ୍ତି। ଏହାପରେ ୧୦ ମିନିଟ ପାଇଁ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ଶୂନ୍ୟକାଳରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଡ୍ରାଇଭର

ଡ୍ରାଇଭରମାନଙ୍କ ଆନ୍ଦୋଳନ: ସମାଧାନ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର…

ଭୁବନେଶ୍ୱର: ରାଜ୍ୟରେ ଚାଲିଥିବା ଡ୍ରାଇଭରମାନଙ୍କର ଆନ୍ଦୋଳନ ଜାରି ରହିଥିବା ବେଳେ ଏନେଇ କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି। ସେ ଏଥିରେ ମୁଖ୍ୟମନ୍ତ୍ରୀଙ୍କୁ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ

ପୋଲିସ ଡିଜିଙ୍କ ସହ ବୈଠକ ପରେ ଅନଲାଇନ ଅଟୋ ସଂଘର ଆନ୍ଦୋଳନ ପ୍ରତ୍ୟାହୃତ…

ଭୁବନେଶ୍ୱର : ଅଟୋ ଆନ୍ଦୋଳନ ପ୍ରତ୍ୟାହୃତ । ଆନ୍ଦୋଳନ ପ୍ରତ୍ୟାହାର ନେଇ ସଭାପତି ଦୀନବନ୍ଧୁ ନାୟକଙ୍କ ସୂଚନା । ପୋଲିସ ଡିଜିଙ୍କ ସହ ଆଲୋଚନା ପରେ ଆନ୍ଦୋଳନ ହଟିଲା । ସେହିପରି ଯେଉଁ ଯେଉଁ ସ୍ଥାନରେ ଗତକାଲି ଦୁର୍ବ୍ୟବହାର ହୋଇଥିଲା । ସେନେଇ ସ୍ଥାନୀୟ ଥାନାରେ ଏତଲା ଦିଆଯିବ । ସଂଘ

ମେ’ ପହିଲାରୁ ରାଜ୍ୟରେ ଓବିସି ସର୍ଭେ…

ଭୁବନେଶ୍ୱର: ମେ’ ପହିଲାରୁ ରାଜ୍ୟରେ ଓବିସି ସର୍ଭେ । ପଛୁଆ ବର୍ଗ ଲୋଲକଙ୍କର ସାମାଜିକ ଓ ଶିକ୍ଷାଗତ ସ୍ଥିତି ସମ୍ପର୍କରେ ଏହି ସର୍ଭେ ମାଧ୍ୟମରେ ତଥ୍ୟ ଗ୍ରହଣ କରାଯିବ । ଏନେଇ ଚୂଡାନ୍ତ ନିର୍ଦ୍ଦେଶନାମା ସର୍ବସାଧାରଣଙ୍କ ଅବଗତି ନିମନ୍ତେ ପ୍ରକାଶ ପାଇଛି । ଏହି ସର୍ଭେ କେବଳ ଓଡ଼ିଶା

ରାଜ୍ୟରେ ଏଚ୍‌୩ଏନ୍‌୨ ମାମଲା ୬୧କୁ ବୃଦ୍ଧି…

ଭୁବନେଶ୍ବର : ଦେଶବ୍ୟାପୀ ଇନ୍‌ଫ୍ଲୁଏଞ୍ଜା ଲୋକମାନଙ୍କ ନିଦ ହଜାଇଛି। ସଂକ୍ରମଣ ଜାରି ରହିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ୁଛି। ଇନ୍‌ଫ୍ଲୁଏଞ୍ଜା ସଂକ୍ରମଣକୁ ନଜରରେ ରଖି ପୁଡ଼ୁଚେରୀରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୧୦ଦିନ ଯାଏ ସ୍କୁଲକୁ ବନ୍ଦ ଘୋଷଣା କରାଯାଇଛି। ମାତ୍ର

ବିଦେଶକୁ ରପ୍ତାନି ହୋଇଛି ୯୭୫ କେଜି ମିଲେଟ

ଭୁବନେଶ୍ବର : ଚଳିତବର୍ଷ ପୂର୍ବ ଭାରତର ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରୁ ୯୭୫ କେ.ଜି ମିଲେଟ ଦୁବାଇ ଓ ୟୁଏଇକୁ ଏପିଇଡିଏ(କୃଷି ଏବଂ ଖାଦ୍ୟ ପ୍ରକ୍ରିୟାକରଣ ରପ୍ତାନି ବିକାଶ କର୍ତୃପକ୍ଷ) ମାଧ୍ୟମରେ ରପ୍ତାନି କରାଯାଇଛି। ୨୦୧୮-୧୯ ମସିହାରୁ ଚାଷୀମାନଙ୍କଠାରୁ ଉତ୍ପାଦିତ ହେଉଥିବା ମାଣ୍ଡିଆକୁ

ଅସ୍ତରଙ୍ଗରୁ ସନ୍ଦିଗ୍ଧ ପାରା ଉଦ୍ଧାର..

ଅସ୍ତରଙ୍ଗ: ଅସ୍ତରଙ୍ଗ ବ୍ଲକ୍‌ ନାନପୁର ମୌଜାର ପତିସାହିରୁ ଏକ ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ଉକ୍ତ ପାରାର ଦୁଇ ଗୋଡ଼ରେ ଦୁଇଟି ନଳି ଲାଗିଥିବା ବେଳେ ଡେଣାରେ ଅଜଣା ଭାଷାରେ କିଛି ଲେଖା ଯାଇଥିବା ଦେଖିବାକୁ ମିଳିଛି। ଗୋଡ଼ରେ ଚିପ୍ ସଦୃଶ ଜିନିଷ ମଧ୍ୟ ରହିଛି। ଯାହାକୁ ନେଇ ସନ୍ଦେହ