ରାଜ୍ୟରେ ସକ୍ରିୟ ହେଲା ପଶ୍ଚିମା ଝଡ଼, ୫ ଦିନ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା

ଭୁବନେଶ୍ବର: ରାଜ୍ୟରେ ସକ୍ରିୟ ହେଲା ପଶ୍ଚିମା ଝଡ଼। ପ୍ରଭାବରେ ଆଜିଠୁ ରାଜ୍ୟରେ ୫ ଦିନ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଆଶଙ୍କା । ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ସମ୍ଭାବନା ରହିଛି। ୧୫ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଡ୍ରେନେଜ ଚ୍ୟାମ୍ବର ସଫା କରୁଥିବା ବେଳେ ଚାଲିଗଲା ୪ ଜଣଙ୍କ ଜୀବନ

ପୁଣେ : ପୁଣେର ବାରାମତୀ ତହସିଲରେ ଘଟିଛି ଅଭାବନୀୟ ଘଟଣା । ଏଠାରେ ଥିବା ବ୍ରିଟିଶ ଅମଳର ଗୋଟିଏ ଡ୍ରେନେଜ ଚ୍ୟାମ୍ବର ସଫା କରୁଥିବା ବେଳେ ୪ ଜଣ ଶ୍ୱାସରୁଦ୍ଧ ହୋଇ ପ୍ରାଣ ହରାଇଛନ୍ତି। ଏହି ଚ୍ୟାମ୍ବରଟି ପ୍ରାଣ ହରାଇଥିବା ଜଣେ ବ୍ୟକ୍ତିଙ୍କ ଚାଷ ଜମିରେ ରହିଥିଲା। ପ୍ରଥମେ ଏହା ମଧ୍ୟରେ

ଜଙ୍ଗଲ ନିଆଁ ଲିଭାଇବା ପାଇଁ ୩୯୯ ଦଳଙ୍କୁ ନିୟୋଜିତ କରାଯାଇଛି: ଜଙ୍ଗଲ ଓ ପରିବେଶ ମନ୍ତ୍ରୀ

ଭୁବନେଶ୍ବର: ଗୃହରେ ବୁଧବାର ମୁଲତବି ପ୍ରସ୍ତାବ ଆଲୋଚନା ବେଳେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରଦୀପ ଅମାତ କହିଛନ୍ତି, ଜଙ୍ଗଲରେ ନିଆ ଲିଭାଇବା ପାଇଁ ରାଜ୍ୟରକାର ସ୍ୱତନ୍ତ୍ର ବୈଷୟିକ ଜ୍ଞାନ କୌଶଳ କକ୍ଷ ପ୍ରତିଷ୍ଠା କରିଛନ୍ତି। ଟାସ୍କଫୋର୍ସ ଗଠନ କରିଯାଇଛି। ତାଙ୍କ ସୁପାରିଶ ଅନୁସାରେ ପଦକ୍ଷେପ

ଅର୍ଚ୍ଚନା ନାଗ ମାମଲା: ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ୍

ଭୁବନେଶ୍ୱର : ଅର୍ଚ୍ଚନା ନାଗଙ୍କ ସ୍ୱାମୀଙ୍କୁ ମିଳିଲା ଜାମିନ୍‌ । ଜଗବନ୍ଧୁ ଚାନ୍ଦଙ୍କୁ ସର୍ତ୍ତମୂଳକ ଜାମିନ୍‌ ଦେଲେ ହାଇକୋର୍ଟ । ଖଣ୍ଡିଗିରି ଥାନାରେ ଶ୍ରଦ୍ଧାଞ୍ଜଳି କରିଥିବା ମାମଲାରେ ଜାମିନ୍‌ ମିଳିଛି । ୩ଟି ମାଲାରୁ ମାତ୍ର ଗୋଟିଏ ମାମଲାରେ ଜଗବନ୍ଧୁଙ୍କୁ ସର୍ତ୍ତମୂଳକ ଜାମିନ୍‌

ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଓ ଏନଏସଏଙ୍କୁ ଭାରତ ଆସିବାକୁ ନିମନ୍ତ୍ରଣ…

ନୂଆଦିଲ୍ଲୀ : ଏପ୍ରିଲ ମାସରେ ଭାରତରେ ଆୟୋଜିତ ହେବ ସଙ୍ଘାଇ କୋପୋରେସନ ଅର୍ଗାନାଇଜେସନ(ଏସସିଓ) ସମ୍ମିଳନୀ। ନୂଆଦିଲ୍ଲୀରେ ଆୟୋଜିତ ହେବାକୁ ଥିବା ଏହି ସମ୍ମିଳନୀରେ ଯୋଗଦେବାକୁ ଭାରତ ସରକାର ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖାୱାଜା ଅସିଫ ଓ ଜାତୀୟ ସୁରକ୍ଷା ପରାମର୍ଶଦାତା (ଏନଏସ୍‌ଏ)ଙ୍କୁ

ବଢିବ ବିଧାୟକଙ୍କ ଦରମା ! ବିଧାନସଭାରେ ଦାବି ରଖିଲେ ସବୁ ଦଳର ବିଧାୟକ

ଭୁବନେଶ୍ୱର : ରାଜ୍ୟରେ ବଢ଼ିପାରେ ବିଧାୟକଙ୍କ ଦରମା । ବିଧାନସଭାରେ ବିଧାୟକ ଓ ପୂର୍ବତନ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଉଠିଥିଲା । ଦରମା ବୃଦ୍ଧି ପାଇ ଦାବି କରିଛନ୍ତି ସବୁ ଦଳର ବିଧାୟକ । ଗୃହର ଉଦବେଗକୁ ଦୃଷ୍ଟିରେ ରଖି ବାଚସ୍ପତି ରୁଲିଂ ଦେଇଛନ୍ତି । ବିଧାୟକ ଅମର ଶତପଥୀଙ୍କ

ରାଜ୍ୟରେ ବଢ଼ିଛି ଚାଷୀ ପରିବାରର ମାସିକ ଆୟ, ୨୦୧୯ରେ ୫୦୧୨ ଟଙ୍କା: କୃଷିମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ଚାଷୀ ପରିବାରର ମାସିକ ଆୟ ବୃଦ୍ଧି ଘଟିଛି। ୨୦୧୨ରେ ଚାଷୀ ପରିବାରର ମାସିକ ଆୟ ୪୯୭୬ ଟଙ୍କା ଥିଲା ବେଳେ ୨୦୧୯ରେ  ଏହା ୫୦୧୨ ଟଙ୍କାକୁ ବୃଦ୍ଧିପାଇଛି। ବାତ୍ୟା ଓ ମରୁଡି ଚାଷୀଙ୍କ ଆୟରେ ବାଧକ ସାଜିଛି। ବିଧାନସଭା ଅଧିବେଶନରେ ବୁଧବାର କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ

ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ ଆନ୍ଦୋଳନ ଯୋଗୁଁ ଫଶିଲେ ତୀର୍ଥଯାତ୍ରୀ

ବାଲିଗୁଡ଼ା : ସାରା ରାଜ୍ୟରେ ଡ୍ରାଇଭରମାନେ ଷ୍ଟିୟରିଂ ଛାଡ ଆନ୍ଦୋଳନ ଡ଼ାକରା ଦେଇଥିବା ବେଳେ ଏହାର ପ୍ରଭାବ କନ୍ଧମାଳ ଜିଲ୍ଲାରେ ମଧ୍ୟ ଦେଖିବାକୁ ମିଳିଛି। ଏ ନେଇ ବାଲିଗୁଡ଼ା ଠାରେ ଡ଼୍ରାଇଭର ମାନେ ଏକତ୍ରିତ ହୋଇ ଗାନ୍ଧୀ ଛକ ଠାରେ ଧାରଣା ଦେଇଛନ୍ତି। ଏଠାରୁ ଜିଲ୍ଲା ଓ ଜିଲ୍ଲା ବାହରକୁ

ନିଆଳିରେ ଅଜଣା ଜନ୍ତୁଙ୍କୁ ନେଇ ଆତଙ୍କ: ଗୁହାଳରେ କ୍ୟାମେରା ଲଗାଇଲା ବନ ବିଭାଗ…

ନିଆଳି : ନିଆଳିରେ ଧରାପଡୁନି ଅଜଣା ଜନ୍ତୁ । ମେଣ୍ଢା ଶିକାର କରୁଥିବା ଅଜଣା ଜନ୍ତୁ ଆତଙ୍କକୁ ନେଇ ଚେତିଲା ଫୁଲନଖର ବନ ବିଭାଗ। ଏହାକୁ ଠାବ କରିବା ଲାଗି ମେଷ ପାଳକ ଗୁହାଳରେ ଲାଗିଲା ୪ଟି ଟ୍ରାପ କ୍ୟାମେରା । ଗତ ୬ ବର୍ଷ ତଳେ ଯେଉଁ ଢ଼ଙ୍ଗରେ ଅଜଣା ଜନ୍ତୁ ମେଣ୍ଢା ମାନଙ୍କୁ ଆକ୍ରମଣ

ବାଲିଗୁଡା ଡ୍ରାଇଭର ମହାସଂଘ ପକ୍ଷରୁ ଷ୍ଟେରିଂ ଛାଡ଼ ଆନ୍ଦୋଳନ : ଯାତ୍ରୀ ହନ୍ତସନ୍ତ

ବାଲିଗୁଡ଼ା : ଡ୍ରାଇଭର ଏକତା ମହାମଞ୍ଚ ଆନୁକୁଲ୍ୟରେ ବୁଧବାର ମାର୍ଚ୍ଚ ୧୫ ତାରିଖରୁ ୧୦ଦଫା ଦାବି ନେଇ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଷ୍ଟେରିଂ ଛାଡ଼ ଆନ୍ଦୋଳନ ସହ ଧର୍ମଘଟ ଆରମ୍ଭ କରିଛି ଓଡ଼ିଶା ଡ୍ରାଇଭର ମହାସଂଘ । ଏହାର ପ୍ରଭାବ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହରରେ ମଧ୍ୟ