ମାଟ୍ରିକ୍‌ ଡ୍ରପଆଉଟ୍‌ ପିଲାମାନେ ଦେବେ ସପ୍ଲିମେଣ୍ଟାରୀ ପରୀକ୍ଷା

ଭୁବନେଶ୍ୱର : ମାଟ୍ରିକ୍‌ ଡ୍ରପଆଉଟ୍‌ ପିଲାମାନେ ଦେବେ ସପ୍ଲିମେଣ୍ଟାରୀ ପରୀକ୍ଷା। ଆଜି ବିଧାନସଭାରେ ଆଜି ଏନେଇ ସୂଚନା ଦେଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ। ସେ କହିଛନ୍ତି, ୨୦୨୧-୨୨ ମସିହାରେ ମାଟ୍ରିକ୍‌ ପରୀକ୍ଷା ପାଇଁ ୫ ଲକ୍ଷ ୭୧ ହଜାର ୯୦୯ ଜଣ ଫର୍ମ ପୂରଣ କରିଥିଲେ।

ପଶ୍ଚିମା ଝଡ଼ ପ୍ରଭାବରେ ୧୫ରୁ ୧୯ ପର୍ଯ୍ୟନ୍ତ ବର୍ଷା; ଭିଜିବ ସାରା ରାଜ୍ୟ

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତାକାଲି (୧୫ ମାର୍ଚ୍ଚ/ ବୁଧବାର) ଠାରୁ ରାଜ୍ୟର ପାଗ ବଦଳିବ। ସାରା ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ୧୫ ତାରିଖରେ ରାଜ୍ୟର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, କୋରାପୁଟ,

ଶ୍ରୀମନ୍ଦିର ପ୍ରଶାସନର ନିର୍ଦ୍ଦେଶ – ତୁରନ୍ତ ଲକ୍ଷ୍ମୀ ମାର୍କେଟ ଉଚ୍ଛେଦ କରି ହସ୍ତାନ୍ତର କର…

ପୁରୀ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ଅଗ୍ନିକାଣ୍ଡ ଘଟଣାକୁ ନେଇ ଚର୍ଚ୍ଚା ଥମୁ ନ ଥିବା ବେଳେ ଏହି ଘଟଣାରେ ଆସିଛି ଟ୍ୱିଷ୍ଟ। ଉଚ୍ଛେଦ ହେବ ଲକ୍ଷ୍ମୀ ମାର୍କେଟ। ଉଚ୍ଛେଦ ପରେ ଏହାକୁ ତୁରନ୍ତ ହସ୍ତାନ୍ତର କରିବାକୁ ଶ୍ରୀମନ୍ଦି ପ୍ରଶାସନ ପକ୍ଷରୁ ଏପରି ନିର୍ଦ୍ଦେଶ ଦିଆଯାଇଛି। ପ୍ରାୟ ୩୬

ଡ୍ରାଇଭର ସଂଘ ପକ୍ଷରୁ ଆସନ୍ତାକାଲିର ବନ୍ଦ ଡାକରାକୁ ସହଯୋଗ କରିବେନି ଅଟୋ ଚାଳକ

ଭୁବନେଶ୍ବର: ଡ୍ରାଇଭର ସଂଘ ପକ୍ଷରୁ ଆସନ୍ତାକାଲିର ବନ୍ଦ ଡାକରାକୁ ବିରୋଧ କରିଛି ନିଖିଳ ଓଡ଼ିଶା ଅଟୋ ମହାସଂଘ। ଆନ୍ଦୋଳନରୁ ଡ୍ରାଇଭର ଆସୋସିଏସନ ଓହରିବାକୁ ସଂଘ କହିଥିବା ବେଳେ ଆସନ୍ତାକାଲି ଆନ୍ଦୋଳନରେ ସହଯୋଗ କରିବେ ନାହିଁ ବୋଲି ସଂଘ କହିଛି। ଏନେଇ ନିଖିଳ ଓଡ଼ିଶା ଅଟୋ ମହାସଂଘର ସାଧାରଣ

ଜଙ୍ଗଲ ନିଆଁ ଲିଭାଉ ଲିଭାଉ ଜଳିଗଲା ବନ ବିଭାଗ ଜିପ୍‌…

ସୁନ୍ଦରଗଡ଼ : ଜଙ୍ଗଲ ନିଆଁ ଲିଭାଉ ଲିଭାଉ ଜଳିଗଲା ବନ ବିଭାଗ ଜିପ୍‌। ଆଜି ଏପରି ଖବର ଆସିଛି ସୁନ୍ଦରଗଡ଼ ଜିଲ୍ଲାରୁ। ତେବେ ଜିପ୍‌ଟି ଜଙ୍ଗଲ ନିଆଁରେ ଜଳିଛି ନା କିଏ ନିଆଁ ଲଗାଇ ଦେଇଛି, ତାହା ଜଣାପଡ଼ି ନାହିଁ। ସୁନ୍ଦରଗଡ ସଦର ଫରେଷ୍ଟ ରେଞ୍ଜର ଭବାନୀପୁର ଜଙ୍ଗଲରେ ଆଜି ନିଆଁ ଲାଗିଥିଲା।

୧୦ ବର୍ଷରେ ୭୮୪ ହାତୀ ମୃତ

ଭୁବନେଶ୍ବର:  ୨୦୧୭-୧୮ରୁ ୨୦୨୧-୧୧ ବର୍ଷ ମଧ୍ୟରେ ରାଜ୍ୟର ୩୯ଟି ଜଙ୍ଗଲ ଡିଭିଜନରେ ବିଭିନ୍ନ କାରଣରୁ ୪୧୬ଟି ହାତୀ ମୃତ୍ୟୁବରଣ କରିଛନ୍ତି। ବିଜେପି ବିଧାୟିକା କୁସୁମ ଟେଟେଙ୍କ ପ୍ରଶ୍ନରରେ ଉତ୍ତର ରଖି ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତନ ମନ୍ତ୍ରୀ ପ୍ରଦୀପ ଅମାତ ଏହି ସୂଚନା ଦେଇଛନ୍ତି।

EOW ପଞ୍ଝାରେ ଜାଲ୍ କମ୍ପାନୀର ନିର୍ଦ୍ଦେଶକ

ଭୁବନେଶ୍ୱର: ଇଓଡବ୍ଲୁ ପଞ୍ଝାରେ ଜାଲ୍ କମ୍ପାନିର ଜଣେ ନିର୍ଦ୍ଦେଶକ । କମ୍ପାନିର ନିର୍ଦ୍ଦେଶକକୁ ଗିରଫ କରିଛି ଇଓଡବ୍ଲୁ । ଅନଲାଇନ ବେଟିଂ ଓ ପୁଞ୍ଜି ଠକେଇ ମାମଲାରେ ସମ୍ପୃକ୍ତ ଥିବା ଅଭିଯୋଗରେ ଏଡୁଡାଡି ଇନଷ୍ଟିଚ୍ୟୁଟ ଅଫ ଆଡଭାନ୍ସଡ ଷ୍ଟଡିସ ପ୍ରାଇଭେଟ ଲିମିଟେଡର ନିର୍ଦ୍ଦେଶକ ନବୀନ

ସେବାଶ୍ରମରେ ଗରମ ଡାଲି ପଡ଼ି ଛାତ୍ର ମୃତ୍ୟୁ ଘଟଣା : ପ୍ରଧାନଶିକ୍ଷୟିତ୍ରୀ, ମଙ୍ଗଳ ସଂପ୍ରସାରଣ ଅଧିକାରୀ ନିଲମ୍ବିତ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା କୋଇଡା ବ୍ଲକ ଅନ୍ତର୍ଗତ ଡେଙ୍ଗୁଳାସ୍ଥିତ ସେବାଶ୍ରମରେ ଗରମ ଡାଲି ପଡ଼ି ଅଷ୍ଟମ ଶ୍ରେଣୀ ଛାତ୍ରର ମୃତ୍ୟୁ ଘଟଣାରେ ଆଦିବାସୀ ଉନ୍ନୟନ ବିଭାଗ କାର୍ଯ୍ୟାନୁଷ୍ଠାନ ନେଇଛି। ସେବାଶ୍ରମର ପ୍ରଧାନଶିକ୍ଷୟିତ୍ରୀ କାର୍ମେଲା ବିଲୁଙ୍ଗ ଓ ବ୍ଲକ ମଙ୍ଗଳ ସଂପ୍ରସାରଣ

ଅର୍ଚ୍ଚନା ନାଗ କେସର ଷ୍ଟାଟର୍ସ ରିପୋର୍ଟ ମାଗିଲେ ହାଇକୋର୍ଟ…

କଟକ: ହାଇକୋର୍ଟରେ ଅର୍ଚ୍ଚନା ନାଗଙ୍କ ଜାମିନ ଆବେଦନ ମାମଲାର ଶୁଣାଣି କରି କୋର୍ଟ ତଦନ୍ତର ଅଗ୍ରଗତି ନେଇ ରିପୋର୍ଟ ଦାଖଲ କରିବାକୁ ପୁଲିସକୁ ନିର୍ଦ୍ଦେଶ ଦେଇଥିବା ଜଣାଯାଇଛି। ପରବର୍ତ୍ତୀ ଶୁଣାଣି ପୂର୍ବରୁ ନୟାପଲ୍ଲୀ ଥାନାରେ ଅକ୍ଷୟ ପରିଜାଙ୍କ ମାମଲାର ରିପୋର୍ଟ ଦାଖଲ କରିବାକୁ ଓଡ଼ିଶା ଉଚ୍ଚ

H3N2 ଭାଇରସ : ମନଇଚ୍ଛା ଆଣ୍ଟି ବୟୋଟିକ୍ ନ ଖାଇବାକୁ ସତର୍କ କଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ…

ଭୁବନେଶ୍ୱର: ରାଜ୍ୟରେ ଇନଫ୍ଲୁଏଞ୍ଜା ଭୟ।ରାଜ୍ୟରେ ଏହାରି ଭିତରେ ଚିହ୍ନଟ ହେଲେଣି ୫୯ ରୋଗୀ । ସିମଟମ ବଢ଼ୁଥିବାରୁ ବଢ଼ାଯିବ ଆଇଏଲଏସ ସର୍ଭିଲାନ୍ସ । ଏହା କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ଅନ୍ୟପଟେ ଡାକ୍ତରଙ୍କ ବିନା ପରାମର୍ଶରେ ମନଇଚ୍ଛା ଔଷଧ ଖାଆନ୍ତୁ