ପ୍ରକାଶ ପାଇଲା CBSE ମାଟ୍ରିକ ପରୀକ୍ଷା ଫଳ, ବାଜି ମାରିଲେ ଛାତ୍ରୀ

ଭୁବନେଶ୍ବର: ପ୍ରକାଶ ପାଇଲା CBSE ଦଶମ ଶ୍ରେଣୀ ପରୀକ୍ଷା ଫଳ । ଏଥିରେ ପୁଣି ବାଜି ମାରିଛନ୍ତି ଛାତ୍ରୀ । ପୁଅଙ୍କୁ ପଛରେ ପକାଇଲେ ଝିଅ । ଛାତ୍ରୀଙ୍କ ପାସ ହାର ୯୪.୯୯ ପ୍ରତିଶତ ଥିବା ବେଳେ ଛାତ୍ରଙ୍କ ପାସହାର ୯୨.୬୦ ପ୍ରତିଶତ ରହିଛି । ପୁଅଙ୍କ ତୁଳନାରେ ଝିଅଙ୍କ ସଫଳତା ହାର ପ୍ରାୟ

ଦମ୍ପତିଙ୍କୁ ଚାପି ଦେଲା ଟ୍ରକ: ସ୍ଵାମୀ ମୃତ, ସ୍ତ୍ରୀ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବାଇକ୍ କୁ ଚାପି ଦେଲା ପିଡିଏସ୍ ଚାଉଳ ଟ୍ରକ। ଦୁର୍ଘଟଣାରେ ସ୍ଵାମୀ ମୃତ ସ୍ତ୍ରୀ ଗୁରୁତର। ମୃତକ ହେଉଛନ୍ତି ଢେଙ୍କାନାଳ ଟାଉନଥାନା ରଗଡିସାହିର ଶ୍ୟାମସୁନ୍ଦର ନାୟକ । ଶ୍ୟାମସୁନ୍ଦରଙ୍କ ସ୍ତ୍ରୀ ଭାରତୀ ନାୟକଙ୍କୁ ଗୁରୁତର

ହଷ୍ଟେଲରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ମୋବାଇଲରୁ ମିଳିଲା ମୃତ୍ୟୁ ପୂର୍ବର ଭିଡିଓ

ଭୁବନେଶ୍ବର: ହଷ୍ଟେଲ ଭିତରେ ଝୁଲିପଡ଼ିଲେ ଯୁବତୀ । ଭିଡିଓ କଲରେ ପଠାଇଲେ ମୃତ୍ୟୁ ପୁର୍ବର ଭିଡିଓ । ମୋବାଇଲରୁ ମିଳିଲା ମୃତ୍ୟୁ ପୂର୍ବର ଭିଡିଓ । ଭୁବନେଶ୍ବର ଖାରବେଳନଗର ଥାନା ଇଣ୍ଡଷ୍ଟ୍ରିଆଲ କଲୋନୀରୁ ଯୁବତୀଙ୍କ ମୃତଦେହ ଉଦ୍ଧାର । ମୃତକଙ୍କ ଘର ନୟାଗଡ ଜିଲ୍ଲା ସିଧାମୁଳାରେ । ଏକ

କାରରୁ ୮ଲକ୍ଷର ନକଲି ନୋଟ ଜବତ, ୨ ଗିରଫ

ସୁବର୍ଣ୍ଣପୁର: ଗାଡ଼ିରୁ ୮ଲକ୍ଷର ନକଲି ନୋଟ ଜବତ । ସୋନପୁର ପୋଲିସକୁ ବଡ ସଫଳତା । ପାଟ୍ରୋଲିଂ ସମୟରେ ୮ଲକ୍ଷରୁ ଅଧିକ ନକଲି ନୋଟ ଜବତ କରି ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ । ଗତକାଲି ବ୍ଲକ ଛକ ନିକଟରେ ଏକ କଳା ରଙ୍ଗର ସ୍କର୍ପିଓକୁ ସନ୍ଦେହ କରି ଅଟକାଇ ଯାଞ୍ଚ କରାଯାଇଥିଲା । ଯାଞ୍ଚ

ଶ୍ରୀମନ୍ଦିର ଚାରି ଦ୍ଵାରରେ ହେବ ଲଗେଜ ସ୍କାନର ବ୍ୟବସ୍ଥା

ପୁରୀ: ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ନେଇ ଗୁରୁତ୍ବପୂର୍ଣ୍ଣ ସମୀକ୍ଷା ବୈଠକ । ଶ୍ରୀମନ୍ଦିର ଚାରିଦ୍ୱାରରେ ମେଟାଲ ଡିଟେକ୍ଟର ଦ୍ବାରା ଯାଞ୍ଚ ହେବ । ଚାରି ଦ୍ଵାରରେ ଖୁବ୍ ଶୀଘ୍ର ଲଗେଜ ସ୍କାନର ବ୍ୟବସ୍ଥା ସହ ଶ୍ରୀମନ୍ଦିର ସୁରକ୍ଷା ନେଇ ପୂର୍ବରୁ NIA ଦେଇଥିବା ପରାମର୍ଶକୁ ମଧ୍ୟ

ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗ: ଶିକ୍ଷକ ଗିରଫ

ରାଇକିଆ : ଗୁରୁ ନାଁରେ କଳଙ୍କ । ନାବାଳିକା ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ବିଜ୍ଞାନ ଶିକ୍ଷକ ଗିରଫ । ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଉଦ୍ୟମ ଅଭିଯୋଗରେ ବିଜ୍ଞାନ ଶିକ୍ଷକଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତ ଶିକ୍ଷକ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା

ସଶକ୍ତ ନାରୀ, ସଶକ୍ତ ଭାରତ ଗଠନ ପାଇଁ  ଏକ ଯୁଗାନ୍ତକାରୀ ପଦକ୍ଷେପ, ସମୟର ଆହ୍ବାନ

ନାରୀ ଶକ୍ତି ବନ୍ଦନ ପାଇଁ ଟାଉନ୍‌ହଲ ମିଟିଂ, ଯୋଗଦେଲେ ମୁଖ୍ୟମନ୍ତ୍ରୀ  ଭୁବନେଶ୍ୱର : ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ସଂସ୍କୃତି ଓ ପରମ୍ପରା ପ୍ରତି ସମ୍ମାନ ଜଣାଇ ଗତ ୧୨ ବର୍ଷ ମଧ୍ୟରେ ମହିଳାଙ୍କ ବିକାଶ ପାଇଁ ଅନେକ କଲ୍ୟାଣକାରୀ କାର୍ଯ୍ୟକ୍ରମ

ଖୁବ୍ ଶୀଘ୍ର ସ୍ଲଟ୍ ବୁକିଂ ମାଧ୍ୟମରେ ହେବ ମହାପ୍ରଭୁଙ୍କ ଦର୍ଶନ: ଆଇନ ମନ୍ତ୍ରୀ

ପୁରୀ : ସହଜ ହେବ ଜଗନ୍ନାଥ ଦର୍ଶନ । ଖୁବଶୀଘ୍ର ସ୍ଲଟ୍ ବୁକିଂ ଜରିଆରେ ଆରମ୍ଭ ହେବ ମହାପ୍ରଭୁଙ୍କ ଦର୍ଶନ। ଉଭୟ ଲାଇନ ଓ ସ୍ଲଟ୍ ବୁକିଂ ଦର୍ଶନ ଜାରି ରଖିବା ନେଇ ଯୋଜନା ଚାଲିଛି। ସ୍ଲଟ୍ ବୁକିଂ କରି ଶ୍ରଦ୍ଧାଳୁମାନେ କିଭଳି ନିର୍ଦ୍ଦିଷ୍ଟ ସମୟରେ ମହାପ୍ରଭୁଙ୍କୁ ଦର୍ଶନ କରି ପାରିବେ ତାକୁ

ମହିଳାଙ୍କୁ ଦଳି ମାରି ଦେଲା ହାତୀ

ହିନ୍ଦୋଳ: ହାତୀ ଆକ୍ରମଣରେ ମହିଳା ମୃତ । ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳରେ ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ ମହିଳା ହେଲେ ହିନ୍ଦୋଳ ବନାଞ୍ଚଳ ହିନ୍ଦୋଳ NAC ଅଞ୍ଚଳ ୫ ନମ୍ବର ୱାର୍ଡ ଧୂଣ୍ଡିନଳୀ ଗ୍ରାମର ଜୟନ୍ତୀ ସାହୁ । ଆଜି ସକାଳେ ଜୟନ୍ତୀ କାଜୁ

ଘରେ ଘରେ ସ୍ୱାସ୍ଥ୍ୟ ସେବା: ଦକ୍ଷିଣ ଓଡ଼ିଶାର ଜନଜାତିଙ୍କ ପାଇଁ ବରଦାନ ସାଜିଛି ଟିପିଏସ୍ଓଡିଏଲର ‘ଏମ୍ଏଚଡି’

ବ୍ରହ୍ମପୁର : ଦକ୍ଷିଣ ଓଡ଼ିଶାର ଦୁର୍ଗମ ତଥା ଜନଜାତି ବହୁଳ ଅଞ୍ଚଳରେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏକ ବ୍ୟାପକ ପରିବର୍ତ୍ତନ ଆଣିଛି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏସ୍ଓଡିଏଲ୍)ର ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ସେବା (ଏମ୍ଏଚଡି)। କୋରାପୁଟ, ମାଲକାନଗିରି, କନ୍ଧମାଳ