ବାଲେଶ୍ବର ଛାତ୍ରୀ ଜୀବନ ହାରିବା ଉଦ୍ୟମ ଘଟଣା: କଲେଜ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ

ବାଲେଶ୍ଵର : ବାଲେଶ୍ବର ଛାତ୍ରୀ ଜୀବନ ହାରିବା ଉଦ୍ୟମ ଘଟଣାରେ କଲେଜ କର୍ତ୍ତୃପକ୍ଷଙ୍କ ଉପରେ ତୀବ୍ର ଅସନ୍ତୋଷ ଝାଡିଛନ୍ତି ସାଂସଦ ପ୍ରତାପ ଷଡ଼ଙ୍ଗୀ । ଏହା ଅତ୍ୟନ୍ତ ଗମ୍ଭୀର ସମସ୍ୟା । ଘଟଣାରେ କଲେଜ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ସେ ଦାୟୀ କରିଛନ୍ତି । କିଛି ଦିନ ତଳେ ସମସ୍ୟା

ଦୁର୍ବୁତ୍ତଙ୍କ ଆକ୍ରମଣରେ ୱେବ ଚ୍ୟାନେଲ ସାମ୍ବାଦିକ ମୃତ…

ମାଲକାନଗିରି, ୧୩।୭ ମାଲକାନଗିରି ଜିଲ୍ଲା ରେ ଦୁର୍ବୁତ୍ତ ଙ୍କ ଆକ୍ରମଣ ରେ ଜଣେ ମୃତ, ମୃତକ ଜଣଙ୍କ ଜଣେ ୱେବ ଚେନାଲ ର ସାମ୍ବାଦିକ ବୋଲି ସୂଚନା ମିଳିଛି। ମୃତକ ଙ୍କ ନାଁ ସିଏଚ ନରେଶ। ତଥ୍ୟ ଅନୁଯାୟୀ ମାଲକାନଗିରି ଜିଲ୍ଲା ମୋଟୁ ଥାନା ଅଞ୍ଚଳର ମୁରଲୀଗୁଡା ଗ୍ରାମ ନିକଟରେ ସି.ଏଚ ନରେଶ ଓ ଅନ୍ୟ

ଟ୍ରକ୍ ଦୁର୍ଘଟଣାରେ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିଲା, ଚାଳକ ଆହତ

ହିଞ୍ଜିଳିକାଟୁ : ୫୯ ନ° ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ଘୋଡାହାଡ ସେତୁ ନିକଟରେ ଏକ ଆଲୁମିନିୟମ ପାଉଡର ବୋଝେଇ ଟ୍ରକ (ଓଡି୧୭ ଏମ୍ ୮୫୨୧) ଦୂର୍ଘଟଣା ଘଟିଛି।‌ ଦୁର୍ଘଟଣାରେ ରାସ୍ବା ପ୍ବାର୍ଶ୍ବରେ ରହିଥିବା ଏକ ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗିବା ସହ ସେତୁ ପ୍ବାର୍ଶ୍ବରେ ରହିଥିବା ଗାର୍ଡ ଓ୍ବାଲ

୨ ଲୁଟେରା ଗିରଫ, ୨୪୫ ବୋତଲ ତାର୍ପଲିନ ତେଲ ଜବତ

ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୈାରାଞ୍ଚଳ ତଥା ହିଞ୍ଜିଳି ଥାନା ଆଙ୍କୋରଡା ଗ୍ରାମର ଏକ ଫିନାଇଲ୍ ତିଆରି କାରଖାନାରୁ ବୁଧବାର ଭୋରରୁ ଚୋରୀ ହୋଇଥିଲା। ଘଟଣା ନେଇ କାରଖାନା ମାଲିକ ସନ୍ତୋଷ କୁମାର ପାଣିଗ୍ରାହୀ ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ। ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ

ଓଡିଶା ସାହିତ୍ୟ ଏକାଡେମୀର ସ୍ଵନକ୍ଷତ୍ର ଦିବସ ଅବସରରେ ଜିଲ୍ଲାସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର : ଚଳିତ ମାସ ୨୫ ତାରିଖ ଦିନ ଓଡିଶା ସାହିତ୍ୟ ଏକାଡେମୀର ସ୍ଵନକ୍ଷତ୍ର ଦିବସ ଅନୁଷ୍ଠିତ ହେବ । ଏଥି ସକାଶେ ଗଞ୍ଜାମ ଜିଲ୍ଲାସ୍ତରୀୟ ସାହିତ୍ୟ ବୋଧକ ସମ୍ପର୍କିତ ବିଭିନ୍ନ ପ୍ରତିଯୋଗିତା ଶନିବାର ଦିନ ସହିଦ ଲକ୍ଷ୍ମଣ ନାୟକ ସ୍ମୃତି ପୌର ଉଚ୍ଚ ବିଦ୍ୟାଳୟ, ବ୍ରହ୍ମପୁର ଠାରେ ଅନୁଷ୍ଠିତ

ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ : ଗିରଫ ହେଲେ ଅଧ୍ୟାପକ, ଅଧ୍ୟକ୍ଷ ନିଲମ୍ବିତ, ଛାତ୍ରୀଙ୍କୁ ଭେଟିଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ବାଲେଶ୍ୱର/ଭୁବନେଶ୍ୱର: ବାଲେଶ୍ଵର ଫକୀର ମୋହନ ସ୍ଵଂୟଶାସିତ କଲେଜରେ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଗିରଫ ହୋଇଛନ୍ତି ଅଭିଯୁକ୍ତ ଅଧ୍ୟାପକ ସମୀର ସାହୁ। ସେ କଲେଜର ଶିକ୍ଷା ବିଭାଗ ମୁଖ୍ୟ(ଏଚଓଡି) ଥିଲେ। ସମୀରଙ୍କୁ ତାଙ୍କ ପଦବୀରୁ ନିଲମ୍ବିତ କରାଯିବା ପରେ ସହଦେବଖୁଣ୍ଟା ପୁଲିସ ଗିରଫ

ଫକୀରମୋହନ କଲେଜରେ ଛାତ୍ରୀଙ୍କ ଆତ୍ମାହୂତୀ ଉଦ୍ୟମ : ପ୍ରିନ୍ସିପାଲ ଓ ଏଜୁକେସନ ବିଭାଗ HODଙ୍କୁ ନିଲମ୍ବିତ କଲା…

ଭୁବନେଶ୍ବର ୧୨।୭: ବାଲେଶ୍ବର ଫକୀରମୋହନ କଲେଜରେ ଛାତ୍ରୀ ଦେହରେ ନିଆଁ ଲଗାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ । ବାଲେଶ୍ୱର ଫକୀରମୋହନ କଲେଜ ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ ଓ ଏଜୁକେସନ ବିଭାଗ HOD ସମୀର ସାହୁ ସସ୍‌ପେଣ୍ଡ ହୋଇଛନ୍ତି । ଉଭୟଙ୍କୁ ସସ୍‌ପେଣ୍ଡ କଲେ ଉଚ୍ଚଶିକ୍ଷା ବିଭାଗ ।

୭୫ ବର୍ଷରେ ନେତା ଅବସର ନେବା ଉଚିତ: ଭାଗବତ

ନାଗପୁର: ନେତାମାନେ ୭୫ ବର୍ଷରେ ଅବସର ଗ୍ରହଣ କରି ଯୁବପିଢିଙ୍କୁ ନେତୃତ୍ବ ଭାର ଛାଡିବା ଉଚିତ୍ ବୋଲି ପୁଣି ଥରେ କହିଛନ୍ତି ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସ୍‌ଏସ୍‌) ମୁଖ୍ୟ ମୋହନ ଭାଗବତ। ନାଗପୁରରେ ଆରଏସ୍‌ଏସ୍‌ର ଦିବଂଗତ ବରିଷ୍ଠ କାର୍ଯ୍ୟକର୍ତ୍ତା ମୋ‌ରୋପନ୍ଥ ପିଙ୍ଗଲେଙ୍କ ଉପରେ ଲିଖିତ

କଟକ ସିଟି ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ନାବାଳକଙ୍କ ମୃତ୍ୟୁ

କଟକ : ଚିକିତ୍ସା ଅବହେଳାରୁ ୧୬ ବର୍ଷର ନାବାଳକଙ୍କ ମୃତ୍ୟୁ । ପରିବାରଲୋକ ଓ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ଆକ୍ରୋଶ । ହସ୍ପିଟାଲ ଘେରିଲେ, ହୋହାଲ୍ଲା କଲେ । ଶୁକ୍ରବାର ରାତିରେ ଟାୟାର ଜାଳି ରାସ୍ତାରୋକ କରିଥିଲେ । ପୋଲିସ ପହଞ୍ଚି