Sign in
Sign in
Recover your password.
A password will be e-mailed to you.
ଭୂଷଣ୍ଡପୁର ବାଣ ବିସ୍ଫୋରଣ ସ୍ଥାନରେ ପହଞ୍ଚିଲା ସାଇଣ୍ଟିଫିକ୍ ଟିମ୍
ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ଭୁଷଣ୍ଡପୁରରେ ବାଣ ବିସ୍ଫୋରଣ ଘଟଣାରେ ଘଟଣାସ୍ଥଳରେ ସାଇଣ୍ଟିଫିକ୍ ଟିମ୍ ପହଞ୍ଚିଛି | ସାଇଣ୍ଟିଫିକ୍ ଟିମ୍ ବାଣ ବିସ୍ଫୋରଣ ହୋଇଥିବା ଘର ବୁଲି ଦେଖିବା ସହ ବିଭିନ୍ନ ସାମଗ୍ରୀ ଜବତ କରିଛନ୍ତି | ଟିମ ପକ୍ଷରୁ ଘଟଣାସ୍ଥଳରୁ ବାରୁଦ, ଗନ୍ଧକ,!-->…
ଟୁଇଟ୍ କରି ଧର୍ମେନ୍ଦ୍ରଙ୍କ ବକ୍ତବ୍ୟର ଜବାବ ରଖିଲେ ପ୍ରଣବ
ଭୁବେନଶ୍ୱର: ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜଧାନୀରେ ହୋଇଥିବା ବିଜେପିର ବିକ୍ଷୋଭ ବେଳେ ପୁଲିସ କାର୍ଯ୍ୟାନୁଷ୍ଠାନକୁ ସମାଲୋଚନା କରିବାରୁ ଏହାର ଜବାବ ରଖିଛନ୍ତି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । କେନ୍ଦ୍ରମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଟୁଇଟ୍ କରି ଶ୍ରୀ ଦାସ!-->…
ହୋଲି ପର୍ବରେ ଅଘଟଣ ଏଡ଼ାଇବା ପାଇଁ ୩୪୨ ଟି ଅଗ୍ନିଶମ କେନ୍ଦ୍ରକୁ ଆଲର୍ଟ : ଅଗ୍ନିଶମ ଡିଜି
କଟକ: ଦିନକ ପରେ ସାରା ରାଜ୍ୟରେ ପାଳିତ ହେବ ପବିତ୍ର ହୋଲି ପର୍ବ। କୋଭିଡ କଟକଣା ପାଇଁ ଗତ ତିନି ବର୍ଷ ହେବ ସେଭଳି ହୋଲି ଖେଳ ହୋଇ ପାରି ନାହିଁ। ତେଣୁ ଚଳିତ ବର୍ଷ ବେଶ ଧୁମଧାମରେ ହୋଲିଖେଳ ହେବ ବୋଲି ଆଶା କରାଯାଉଛି। ହୋଲି ଖେଳି ସାରିବା ପରେ ବିଭିନ୍ନ ନଦୀ ପୋଖରୀରେ ଲୋକମାନେ ଗାଧୋଇବା!-->…
ସରକାର ଡାହାଣୀ ଗୁଣିଆ କାହାଣୀ କହୁଛନ୍ତି: ଜୟନାରାୟଣ
ଭୁବନେଶ୍ୱର: କୋର୍ଟଙ୍କ ରାୟ ନେଇ ବିରୋଧି ଦଳ ନେତା ଜୟନାରାୟଣ ମନ୍ତବ୍ୟ ଦେଇଛନ୍ତି । ସରକାର ଡାହାଣୀ ହୋଇ ଲାଗୁଛନ୍ତି ଏବଂ ଗୁଣିଆ ହୋଇ ଝାଡୁଛନ୍ତି । ସରକାରଙ୍କ ଦ୍ୱାରା ଘଟଣା ପୂରା ଡାହାଣୀ ଗୁଣିଆ କହାଣୀ ଲାଗୁଛି । ଷଡଯନ୍ତ୍ର ଥିବା ମୂଳରୁ କହିଛୁ, କୋର୍ଟ ରାୟ ପୂରା ସ୍ପଷ୍ଟହେଲା ।
!-->!-->!-->…
ମହିଳା ପ୍ରିମିୟର୍ ଲିଗ୍: ଗୁଜରାଟଠୁ ବିଜୟ ଛଡ଼ାଇନେଲା ୟୁପି…
ମୁମ୍ବାଇ: ଚଳିତ ମହିଳା ପ୍ରିମିୟର୍ ଲିଗ୍ (ଡବ୍ଲ୍ୟୁପିଏଲ୍)ରେ ରବିବାର ରାତିରେ ଖେଳାଯାଇଥିବା ମ୍ୟାଚ୍ରେ ଗୁଜରାଟ ଜାଏଣ୍ଟସକୁ ୟୁପି ୱାରିୟର୍ସ ରୋମାଞ୍ଚକ ଭାବେ ୩ ୱିକେଟ୍ରେ ପରାସ୍ତ କରିଛି। ୧୭୦ ରନ୍କୁ ପିଛା କରି ୟୁପି ୨୦/୩ରେ ସଂଘର୍ଷ କରୁଥିବା ବେଳେ କିରଣ ନଭଗିରେ (୪୩ ବଲ୍ରୁ ୫୩!-->…
ମୋହନାର ଦାଦନ ଶ୍ରମିକଙ୍କୁ ତାମିଲନାଡୁରେ ହତ୍ୟା
ମୋହାନ: ଗଜପତି ମୋହନା ଅଞ୍ଚଳରେ ଥମୁନି ଦାଦନ ଦୁଃଖ । ଘଟୁଛି ଗୋଟିଏ ପରେ ଗୋଟିଏ ଘଟଣା ।କେବେ ହାତ ପାପୁଲି କଟାଯାଉଛି ତ କେବେ ଦିଆଯାଇଛି ଶାରୀରିକ ମାନସିକ ନିର୍ଯ୍ୟାତନା । ଆଉ ଏବେ ଆସିଛି ତାଠୁ ବଡ଼ ସାଂଘାତିକ ଅଭିଯୋଗ । ମାଡ଼ ମାରିବା ସମୟରେ ସଂପର୍କିୟଙ୍କୁ ଭିଡିଓ କଲ୍ କରି!-->…
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ଶତାଧିକ…
ଭୁବନେଶ୍ୱର: ବିଜେପି ରାଜ୍ୟ କାର୍ଯ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ଆଜି ବିଭିନ୍ନ ଦଳର ଶତାଧିକ କର୍ମୀ ବିଜେପିରେ ଯୋଗ ଦେଇଛନ୍ତି | ଢେଙ୍କାନାଳ ଜିଲ୍ଲା ସହ କଟକ ଜିଲ୍ଲା ନିଆଳି ଅଞ୍ଚଳର ଅନେକ କାର୍ଯ୍ୟକର୍ତ୍ତା କଂଗ୍ରେସ!-->…
ପାକିସ୍ତାନ ନେତାଙ୍କୁ ଚପଲରେ ପିଟୁଛନ୍ତି ଲୋକେ !
ଇସ୍ଲାମାବାଦ : ପାକିସ୍ତାନରେ ଦରଦାମ ବୃଦ୍ଧି ଚରମ ସୀମାରେ ପହଞ୍ଚିଛି ଏବଂ ଲୋକଙ୍କ ହିନସ୍ତା କହିଲେ ନ ସରେ । ଅଟା ଓ ଡାଲି ପରି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀର ଦର ତ ବଢିଯାଇଛି, ତାସହିତ ବଜାରରେ ଏଗୁଡ଼ିକର ଅଭାବ ମଧ୍ୟ ଦେଖାଗଲାଣି । ଏହାକୁ ନେଇ ଲୋକଙ୍କ ମଧ୍ୟରେ ନିରାଶା ଓ ଅସନ୍ତୋଷର!-->…
ପଶ୍ଚିମା ଝଡ଼ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା…
ଭୁବନେଶ୍ବର: ତାତି କମିବ ଓ ବର୍ଷାରେ ଭିଜିବ ହୋଲି। ପଶ୍ଚିମା ଝଡ଼ ପ୍ରଭାବରେ ଆସନ୍ତା ମଙ୍ଗଳବାରଠାରୁ ରାଜ୍ୟର ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ଏନେଇ ସୂଚନା ମିଳିଛି। ଆସନ୍ତା ୭, ୮ ଏବଂ ୯ ତାରିଖ ପର୍ଯ୍ୟନ୍ତ ଆକାଶ ମେଘାଚ୍ଛନ୍ନ ରହିବା ସହ ଗୋଟିଏ ଦୁଇଟି ସ୍ଥାନରେ ହାଲୁକା!-->…
‘ଜମି ବଦଳରେ ଚାକିରି’ ଦୁର୍ନୀତି ମାମଲାରେ କାଲି ଲାଲୁ ଯାଦବଙ୍କୁ ଜେରା କରିବ ସିବିଆଇ
ପାଟନା: ‘ଜମି ବଦଳରେ ଚାକିରି’ ଦୁର୍ନୀତି ମାମଲାରେ କାଲି ‘ଆର୍ଜେଡି’ର ମୁଖ୍ୟ ଲାଲୁ ଯାଦବଙ୍କୁ ଜେରା କରିବ ସିବିଆଇ। ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀଙ୍କୁ ଆଜି ପଚରାଉଚରା କରିବା ପରେ କାଲି ଜେରା ପାଇଁ ଲାଲୁ ଯାଦବଙ୍କୁ ସିବିଆଇ ସମନ ପଠାଇଥିବା ଜଣାପଡ଼ିିଛି। ଦିଲ୍ଲୀର ସିବିଆଇ!-->…