କନ୍ଧମାଳ ପ୍ରଗତି ଚିନ୍ତନ ପରିଷଦ ପକ୍ଷରୁ ରିଲିଫ୍ ସମାଗ୍ରୀ ବଣ୍ଟନ…

ଫୁଲବାଣୀ : କନ୍ଧମାଳ ପ୍ରଗତି ଚିନ୍ତନ ପରିଷଦ ନାମକ ଏକ ଅଗ୍ରଣୀ ସ୍ବେଛାସେବୀ ଅନୁଷ୍ଠାନ ପକ୍ଷରୁ ଭାରତୀୟ ରେଡକ୍ରସ ସଂସ୍ଥା ପ୍ରଦତ୍ତ ରିଲିଫ ସାମଗ୍ରୀ ଫୁଲବାଣୀ ବ୍ଲକ ଅନ୍ତର୍ଗତ ପଦର ସାହି ଗ୍ରାମରେ ଆଜି ଗରିବ ଓ ଦୁସ୍ଥ ଲୋକମାନଙ୍କୁ ବଣ୍ଟନ କରାଯାଇଛି। ଏହି ଅବସରରେ ଆୟୋଜିତ ଏକ ଉତ୍ସବ ରେ

ଖୋର୍ଦ୍ଧା ରୋଡ଼ – ବଲାଙ୍ଗୀର ରେଳପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ନେଇ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ…

ବୌଦ୍ଧ : ଖୋର୍ଦ୍ଧା -ବଲାଙ୍ଗୀର ରେଳ ପ୍ରକଳ୍ପର ସମୀକ୍ଷା କଲେ ମନ୍ତ୍ରୀ ପ୍ରଦୀପ କୁମାର ଅମାତ l ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ଅମାତ କହିଛନ୍ତି ରେଳ ପ୍ରକଳ୍ପ ଲାଇନ ଅଧିକ ତ୍ୱରାନ୍ୱିତ କରିବା ପାଇଁ ନିର୍ଦେଶ ଦେଇଛନ୍ତି l ଦଶପଲ୍ଲା ଏବଂ ପୁରୁଣାକଟକ ମଧ୍ୟରେ ଥିବା 68

ବିଜୁ ଜୟନ୍ତୀ ଅବସରରେ ସାଇକେଲ ଶୋଭାଯାତ୍ରା

ବାଲିଗୁଡ଼ା : ଆଜି ବିଜେଡ଼ି ପାଳୁଛି ୧୦୭ତମ ବିଜୁ ଜୟନ୍ତୀ । ଏହି ଅବସରରେ ରାଜ୍ୟବ୍ୟାପୀ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ସଭାପତି ଟୁନା ଦାସଙ୍କ ନେତୃତ୍ୱରେ ବିଜୁ ଯୁବ ଛାତ୍ର ଜନତା ଦଳର ଶତାଧିକ ଯୁବକ

ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀରେ ବିଜୁବାବୁଙ୍କ ୧୦୭ତମ ଜୟନ୍ତୀ ପାଳିତ

ବାଲିଗୁଡ଼ା : ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୭ ତମ ଜନ୍ମ ଜୟନ୍ତୀ । ସାରା ରାଜ୍ୟରେ ମାର୍ଚ୍ଚ ୫ ତାରିଖକୁ ବିଜେଡ଼ି ପକ୍ଷରୁ ବିଜୁବାବୁଙ୍କ ଜୟନ୍ତୀ ଭାବରେ ପାଳନ କରାଯାଇଛି । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀର ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ କୁର୍ତ୍ତମଗଡ଼

ଏସଏସଭିଏମ ଫୁଲବାଣୀ ଠାରେ ନିଷ୍କ୍ରମଣ ଉତ୍ସବ ପାଳିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲାର ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଫୁଲବାଣୀରେ ଦଶମ ଶ୍ରେଣୀର ଛାତ୍ର ଛାତ୍ରୀଙ୍କ ନିଷ୍କ୍ରମଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ସମସ୍ତ ଶିଶୁ ନାରାୟଣୀ ମନ୍ଦିରକୁ ଯାଇ ପୂଜା ଅର୍ଚନା କରିବା ପରେ ଘୃତ ଯଜ୍ଞରେ ଘୃତ ଅର୍ଘ୍ୟ ପ୍ରଦାନ କରିଥିଲେ l ଅନୁଷ୍ଠାନର

ଭୟାନକ ଅଗ୍ନିକାଣ୍ଡରୁ ରକ୍ଷା ପାଇଲାନି ଚଣା, ମୁଗ ଚାଷ ଜମି : ଚାଷୀ ହତାଶ

ବୌଦ୍ଧ : ଆଜି ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ମହୁଲବୁରି ଓ କରଡ଼ି ରେ ପ୍ରାୟ ଘ:୨ଟା ସମୟ ରେ ହୋଇଥିଲା ଭୟଙ୍କର ଅଗ୍ନି କାଣ୍ଡ l ମିଳିଥିବା ସୂଚନା ରୁ ଜଣା ପଡିଛି କି କୌଣସି ଏକ ଅଜଣା ବ୍ୟକ୍ତି ଗାଁ ପାଖରେ ଥିବା ଏକ ପଡିଆ ରେ ନିଆଁ ଲଗାଇ ଚାଲିଯାଇଥିଲା ସେହି ନିଆଁ ଏକ ଭୟଙ୍କର

ଜିଲ୍ଲାସ୍ତରୀୟ ପଞ୍ଚାୟତିରାଜ ଓ ଲୋକସେବା ଦିବସ ପାଳିତ

ଫୁଲବାଣୀ : ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଓ ଲୋକସେବା ଦିବସ ଆଜି ମହା ସମାରୋହରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ବୈଠକରେ ଅଧ୍ୟକ୍ଷତା କରି କନ୍ଧମାଳ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ସାଧବାଣୀ ନାୟକ କହିଲେ ଆମେ ନିର୍ବାଚିତ

ଛତ୍ରପୁର ଆଇଟିଆଇ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିର୍ମିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ଓ ଡାକୋଟାକୁ ଉଦଘାଟନ କଲେ ସାଂସଦ…

ଛତ୍ରପୁର : ନୂଆ ରୂପରେ ଆସୁଛି ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଅତି ପ୍ରିୟ ଡାକୋଟା ବିମାନ । କେବଳ ଭୁବନେଶ୍ବର ଏୟାରପୋର୍ଟରେ ନୁହେଁ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିଜ ଜିଲ୍ଲା ଗଞ୍ଜାମରେ ମଧ୍ୟ ମିଳିବ ଡାକୋଟା ବିମାନର ଝଲକ । ଗଞ୍ଜାମ ଜିଲ୍ଲା ସଦର ମହକୁମା ଛତ୍ରପୁର ସରକାରୀ

ଟଲମ୍ୟାନ ବିଜୁବାବୁଙ୍କ ୧୦୭ ତମ ଜୟନ୍ତି

ସଭା ସହ ବିଶାଳ ସାଇକେଲ ରାଲିର ଆୟୋଜନ ହିଞ୍ଜିଳିକାଟୁ ୫।୩। : ପ୍ରବାଦ ପୁରୁଷ, ଓଡ଼ିଆ ସ୍ଵାଭିମାନର ପ୍ରତୀକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ସାରା ରାଜ୍ୟରେ ଏହାକୁ ପଞ୍ଚାୟତିରାଜ ଓ ଲୋକସେବା ଦିବସ ଭାବେ ପାଳନ କରାଯାଉଛି । ଏହି ଅବସରରେ ନୁତନ ଓଡିଶା ନିର୍ମାତା ଟଲମ୍ୟାନ ବିଜୁ ବାବୁଙ୍କ

ଭିସୁଟ୍‌ ଛାତ୍ରୀ ମୃତ୍ୟୁ ଘଟଣା: ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ, ପାଣିରେ ବୁଡି ମୃତ୍ୟୁ ହୋଇଥିବା କହିଲେ ଏସପି…

ସମ୍ବଲପୁର: ଭିସୁଟ ଚିନ୍ମୟୀ ମୃତ୍ୟୁ ଘଟଣାରେ ସମ୍ବଲପୁର ଏସପିଙ୍କ ପ୍ରତିକ୍ରିୟା। ପୋଷ୍ଟ ମର୍ଟମ ଆସିଥିବାବେଳେ ସେଥିରେ ପାଣିରେ ବୁଡି ମୃତ୍ୟୁ ହୋଇଥିବା ଉଲ୍ଲେଖ ରହିଥିବା ଏସପି କହିଛନ୍ତି । ଆସନ୍ତାକାଲି ଆସି ପାରେ ଲାଏ ଡିଟେକସନ ଟେଷ୍ଟ ରିପୋର୍ଟ ସେଥିରେ ସନ୍ତୁଷ୍ଟିଜନକ ଉତ୍ତର