Sign in
Sign in
Recover your password.
A password will be e-mailed to you.
ରାଧେଶ୍ୟାମ ଫାଉଣ୍ଡେସନ ପକ୍ଷରୁ ବିଜୁବାବୁଙ୍କ ୧୦୭ ତମଜନ୍ମ ଜୟନ୍ତୀ ମହା ସମାହାରରେ ପାଳିତ
ଛତ୍ରପୁର : ଛତ୍ରପୁର ର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ରାଧେଶ୍ୟାମ ଫାଉଣ୍ଡେସନ ଓ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ରବିବାର ପ୍ରବାଦ ପୁରୁଷ ଓଡ଼ିଶା ର ଜନନାୟକ ବିଜୁ ପଟ୍ଟନାୟକ ୧୦୭ ତମ ଜନ୍ମ ଜୟନ୍ତୀ ମହା ସମାହାର ରେ ପାଳିତ ହୋଇଯାଇଛି l ଟ୍ରଷ୍ଟ ର ସଭାପତି ତଥା ଯୁବ କାଉନସିଲର ଦେବାଶିଷ ମିଶ୍ର!-->…
ବାଲିକୁଦା ଇଚ୍ଛାପୁର ବାଣ ବିସ୍ଫୋରଣ ଘଟଣା: ଚିକିତ୍ସାଧୀନ ଅବସ୍ଥାରେ ଆଉଜଣଙ୍କ ମୃତ୍ୟୁ
ଜଗତସିଂହପୁର ଟାଉନ୍/ବାଲିକୁଦା : ବାଲିକୁଦା ଇଚ୍ଛାପୁର ବାଣ ବିସ୍ଫୋରଣରେ ଆହତ ମାଲିକ ସୁଶାନ୍ତ ପୃଷ୍ଟିଙ୍କ ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇ। ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ହୋଇଛି। ପୂର୍ବରୁ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା ।
ସୂଚନାଯୋଗ୍ୟ, ଗତ ମଙ୍ଗଳବାର ଦିନ ପ୍ରାୟ!-->!-->!-->…
ମୁଖ୍ୟମନ୍ତ୍ରୀଙ୍କ ପଶ୍ଚିମ ଓଡ଼ିଶା ଗସ୍ତ: ସମାଲୋଚନା କଲେ ବିଜେପି ଓ କଂଗ୍ରେସ
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ପଶ୍ଚିମ ଓଡ଼ିଶା ଗସ୍ତକୁ ନେଇ ସମାଲୋଚନା କରିଛି ବିଜେପି। ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତ ଏହି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ୍ କରିବା ସହିତ, ଏ ଗସ୍ତରେ ପଶ୍ଚିମ ଓଡ଼ିଶାବାସୀ ନିରାଶ ହୋଇଛନ୍ତି ବୋଲି କହିଛନ୍ତି । ଖାଲି!-->…
ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମ ଜୟନ୍ତିରେ ସାଇକେଲ ରାଲି, ସାମାଜିକ କାର୍ଯ୍ୟକ୍ରମ ସହ ଶପଥ ପାଠସଭା
ଛତ୍ରପୁର : ବିଶିଷ୍ଟ ଜନନାୟକ ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମଜୟନ୍ତୀ ଛତ୍ରପୁର ଠାରେ ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ମହାସମାରୋହରେ ପାଳନ କରାଯାଇଛି । ସ୍ଥାନୀୟ ଲୋୟର ବସଷ୍ଟାଣ୍ଡ ସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତୀରେ ପୁଷ୍ପମାଲ୍ୟ ଅର୍ପଣ କରି!-->…
ଦାବୀ ପୂରଣ ନ ହେଲେ ସାମୁହିକ ଛୁଟିରେ ଯିବେ ଶିକ୍ଷକ…
ଛତ୍ରପୁର : ସ୍ଥାନୀୟ ଲକ୍ଷ୍ମଣଭବନ ଠାରେ ରାଜ୍ୟ ସଂଘର ଡ଼ାକରା କ୍ରମେ ଛତ୍ରପୁର ବ୍ଲକ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଯାଇଛି l ଏଥିରେ ସଂଘର ସଭାପତି କୃଷ୍ଣ ଚନ୍ଦ୍ର ଦାଶ ସଭାପତିତ୍ୱ କରିଥିବାବେଳେ ସଂଘର ସମ୍ପାଦକ ମନୋଜ ତ୍ରିପାଠୀ ସଭାର ଆଭିମୁଖ୍ୟ!-->…
ବ୍ରହ୍ମପୁରରେ ଶିଳ୍ପତାଲିମ ପ୍ରତିଷ୍ଠାନରେ ବିଜୁ ପଟ୍ଟନାୟଙ୍କ ୧୦ ଫୁଟ ଉଚ୍ଚତା ବିଶିଷ୍ଟ ପ୍ରତିମୂର୍ତ୍ତି ଉନ୍ମୋଚିତ
ବ୍ରହ୍ମପୁର : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମ ଜୟନ୍ତୀ ଅସରରେ ବ୍ରହ୍ମପୁର ଶିଳ୍ପତାଲିମ ପ୍ରତିଷ୍ଠାନରେ ରାଜ୍ୟ ସରକାରଙ୍କ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ଦ୍ଵାରା ୧୦ଫୁଟ ଉଚ୍ଚତା ବିଶିଷ୍ଟ ଆଇଟିଆଇ ଛାତ୍ରମାନଙ୍କ ଦ୍ଵାରା ନିର୍ମିତ ବିଜୁ ବାବୁଙ୍କ!-->!-->!-->…
ମାଟ୍ରିକ ପରୀକ୍ଷା ବର୍ଜନ ପାଇଁ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘର ନିଷ୍ପତ୍ତି
ସୁନ୍ଦରଗଡ : ମାଟ୍ରିକ ପରୀକ୍ଷା ବର୍ଜନ ପାଇଁ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘର ନିଷ୍ପତ୍ତି। ପୂର୍ବର ଛଅ ବର୍ଷକୁ ମୂଳ ଚାକିରିରେ ଗଣନା, କେନ୍ଦ୍ରୀୟ ହାରରେ ଦରମା ଓ ପୁରୁଣା ପେନସନର ସୁବିଧା ଦାବୀ ନେଇ ସଂଘ ଦାବୀ କରିଆସୁଥିଲେ ବି ସରକାର ଦୃଷ୍ଟି ଦେଉ ନାହିଁ । ସଂଘର ନେତାଙ୍କ ସହ!-->…
ପଶ୍ଚିମ ଓଡ଼ିଶାର ୩ ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର : ଆଜି ମହାନ ଜନନାୟକ ବିଜୁ ପଟ୍ଟନାୟକ ଜୟନ୍ତୀ | ସାରା ରାଜ୍ୟ ଓଡିଶାର ଏହି ମହାନ ସନ୍ତାନଙ୍କ ଜୟନ୍ତୀକୁ ଶ୍ରଦ୍ଧାର ସହ ପାଳନ କରୁଛି | ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବରଗଡ, କଳାହାଣ୍ଡି ଓ ନୁଆପଡା ଜିଲ୍ଲା ଗସ୍ତରେ ଯାଇ ଆମପାଣିଠାରେ ବିଜୁ ଏକ୍ସପ୍ରେସ!-->…
ଗଣପର୍ବ ବଡ଼ଯାତ୍ରାର ଦ୍ୱିତୀୟ ଦିବସରେ ଲକ୍ଷାଧିକ ଭକ୍ତଙ୍କ ସମାଗମ
ମାଲକାନଗିରି,୫।୩ : ମାଳକାନଗିରି ଜିଲ୍ଲାର ଗଣପର୍ବ ବଡ଼ଯାତ୍ରାର ଆଜି ଦ୍ୱିତୀୟ ଦିବସରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଗତକାଲି ସଂଦ୍ଧ୍ୟାରେ ତିନି ଠାକୁର ବାଲରାଜ, କାନମରାଜ, ପୋତରାଜ ଓ ଦେବୀ ମୁତ୍ୟେଲୁଆମ୍ମା ଜିଲ୍ଲା ସଦର ମହକୁମାସ୍ଥିତ କନ୍ୟାମାଝିବନ୍ଧ ଠାରୁ ଏକ ବିରାଟ!-->…
୨୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କଲା ଇଓଡବ୍ଲୁ
ଭୁବନେଶ୍ୱର : EOW ପଞ୍ଝାରେ ଦୁଇ ଜଣ ଜମି ଦଲାଲ । ୨୫ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କଲା ଅର୍ଥନୈତିକ ଅପରାଧ ଶାଖା। ଜଗତସିଂହପୁରର ସବିତା ଦାସ ଓ ଆଠଗଡର ଆଦିତ୍ୟ ସାହୁଙ୍କୁ ଗିରଫ କରିଛି ଇଓଡବ୍ଲୁ । ବାରଙ୍ଗ ବଛପୁର ଅଞ୍ଚଳରେ ୨ କୋଟି ଟଙ୍କାର ଜମି ବିକିବାକୁ କହି ଶୈଳଶ୍ରୀ!-->…